ହିତାଧିକାରୀଙ୍କୁ ଅନୁଦାନ ମିଳିବାରେ ବିଳମ୍ବ: ଅସନ୍ତୋଷ ପ୍ରକାଶ କଲେ ହାଟଡ଼ିହୀ ବିଡିଓ

ହାଟଡିହୀ,୨୯।୫(ଡି.ଏନ୍‌.ଏ.): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଓରାଳୀ ପଞ୍ଚାୟତରେ ପାଇଖାନା ନିର୍ମାଣ କରିସାରିବା ପରେ ସରକାରୀ ଯୋଜନାରେ ହିତାଧିକାରୀଙ୍କୁ ଧାର୍ଯ୍ୟ ଅନୁଦାନ ପ୍ରଦାନ କରିବାରେ ବିଳମ୍ବ ଘଟୁଥିବାରୁ ବିଡିଓ ସୁଶାନ୍ତ କୁମାର ବାରିକଙ୍କ ନିକଟରେ ଅଭିଯୋଗ ହୋଇଛି । ସମ୍ପୃକ୍ତ ବିଭାଗୀୟ କର୍ମଚାରୀମାନେ ହିତାଧିକାରୀଙ୍କୁ ଅନୁଦାନ ପ୍ରଦାନ କ୍ଷେତ୍ରରେ ଅବହେଳା ପ୍ରଦର୍ଶନ କରୁଥିବାରୁ ଏହା ମିଳିବାରେ ବିଳମ୍ବ ହେଉଥିବା ଅଭିଯୋଗ ହୋଇଛି । ହିତାଧିକାରୀଙ୍କ ଅଭିଯୋଗକୁ ବିଡ଼ିଓ ବାରିକ ଗୁରୁତର ସହ ନେଇ ସେମାନଙ୍କୁ ଉପଯୁକ୍ତ ପ୍ରାପ୍ୟ ମିଳିବ ବୋଲି ପ୍ରତଶ୍ରୁତି ଦେଇଛନ୍ତି। ଅବଶ୍ୟକ କର୍ମଚାରୀ ଅଭାବରୁ ଅନୁଦାନ ପ୍ରଦାନରେ ବିଳମ୍ବ ଘଟୁଥିବା ଏବଂ ହିତାଧିକାରୀମାନେ ସଠିକ୍‌ ସମୟରେ ଅନୁଦାନ ପାଉ ନ ଥିବା ନେଇ ଅସନ୍ତୋଷ ପ୍ରକାଶ କରିଛନ୍ତି। ଏଥିସହ କାର୍ଯ୍ୟରେ ଅବହେଳା କରୁଥିବା କର୍ମଚାରୀଙ୍କ ବିରୋଧରେ ପଦକ୍ଷେପ ନିଆଯିବ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସାଙ୍ଗମାନଙ୍କ ସହ ଗାଧୋଇବାବେଳେ ପାଣିରେ ବୁଡ଼ି ୨ ଜଣଙ୍କ ଜୀବନ ଗଲା

ନୀଳଗିରି,୧୦ା୬(ପ୍ରଶାନ୍ତ କୁମାର ବିଶ୍ୱାଳ): ବାଲେଶ୍ୱର ଜିଲା ନୀଳଗିରି ବ୍ଲକ ରାଧାକିଶୋରପୁର ପଞ୍ଚାୟତ ସୋନ ନଦୀ ରଣିତ ଘାଟରେ ଘଟିଛି ଅଘଟଣ। ବୁଧବାର ମଧ୍ୟାହ୍ନରେ ଦୁଇ ସାଙ୍ଗ ଜାମୁକୋଳି…

ମର୍ମନ୍ତୁଦ ଦୁର୍ଘଟଣା: ବାପା-ଝିଅଙ୍କ ଉପରେ ମାଡ଼ିଗଲା ଟ୍ରକ, ଆଉ ତା’ପରେ…

ସୋର,୭।୬(ଜନ୍ମେଜୟ ମିଶ୍ର): ବାଲେଶ୍ୱର ଜିଲା ସୋର ଥାନା ୧୬ ନମ୍ବର ଜାତୀୟ ରାଜପଥ ଉତ୍ତରେଶ୍ୱର ବସ୍‌ ଷ୍ଟପ୍‌ ନିକଟରେ ରବିବାର ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଏକ…

ନାବାଳିକାଙ୍କୁ ନେଇ ଚମ୍ପଟ ମାରିଲା ପ୍ରେମିକ, ପୁଅର କାରନାମା ପାଇଁ ଭିଟାମାଟି ଛାଡ଼ିଲେ ମାଆ-ବାପା

ଭୋଗରାଇ,୫।୬(ପ୍ରଦୀପ ଦାସ )ନାବାଳିକାଙ୍କୁ ନେଇ ଛୁ ମାରିଲେ ପ୍ରେମିକ । ପ୍ରେମିକା ଓ ପ୍ରେମିକଙ୍କ ପତ୍ତା ମିଳୁନଥିବାବେଳେ ପୋଲିସ ଓ ନାବାଳିକାଙ୍କ ପରିବାର ଭୟରେ ଆତ୍ମଗୋପନ କରିଛନ୍ତି…

ବାହା ବେଦୀରେ ବଦଳିଗଲା ବରଙ୍କ ମନ, ଅଧା ବାହାଘରରୁ ପ୍ରେମିକାଙ୍କୁ ଛାଡ଼ି ଚାଲିଆସିଲେ…

ବାଲେଶ୍ୱର,୪ା୬(ବାଞ୍ଛାନିଧି ଦେ): ୪ ବର୍ଷର ପ୍ରେମ ସମ୍ପର୍କ। ପ୍ରଥମେ କୋର୍ଟ ମ୍ୟାରେଜ୍‌। ତା’ପରେ ଚାଲିଥିଲା ମନ୍ଦିରରେ ବାହାଘର। ହେଲେ ବାହାବେଦୀରେ ବଦଳିଗଲା ବରଙ୍କ ମନ। ଅଧା ବାହାଘରରୁ…

ସଂଘବଦ୍ଧ ଆକ୍ରମଣ କଲେ ସମ୍ପର୍କୀୟ, ବ୍ୟକ୍ତି ଗୁରୁତର

ସିମୁଳିଆ,୨।୬(ସନ୍ତୋଷ କୁମାର ନାୟକ): ଜମିବାଡ଼ି ସଂକ୍ରାନ୍ତିୟ ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ମଙ୍ଗଳବାର ବାଲେଶ୍ୱର ଜିଲା ସିମୁଳିଆ ଥାନା କ୍ଷୀରକୋଣା ମଳିକସାହି ଅଞ୍ଚଳର ଲକ୍ଷ୍ମୀଧର ଦାସ (୪୫) ନାମକ…

ଟ୍ରେନ ଉପରେ ପଡ଼ିଲା କ୍ରେନ୍‌

ବାଲେଶ୍ୱର/ନୀଳଗିରି,୨୮।୫(ବାଞ୍ଛାନିଧି ଦେ/ପ୍ରଶାନ୍ତ ବିଶ୍ୱାଳ): ନୀଳଗିରି-ଗୋପୀନାଥପୁର ରେଲ ଷ୍ଟେଶନରେ ଏକ ଅଘଟଣ ଘଟିଛି। ଅନ୍‌ ଲୋଡିଂ ବେଳେ କ୍ରେନ୍‌ ଭାଙ୍ଗି ୨ଟି ମାଲବାହୀ ଟ୍ରେନ ଉପରେ ପଡ଼ିଥିଲା। ଫଳରେ…

ଓଲଟିଲା ଲୁଣ ବୋଝେଇ ଇଞ୍ଜିନ ରିକ୍ସା, ଖାଲାସୀ ମୃତ

ଭୋଗରାଇ,୨୮।୫( ପ୍ରଦୀପ ଦାସ ): ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ କମର୍ଦ୍ଦା – ବାଲିଆପାଳ ରାସ୍ତା ଜଳଧା ଗ୍ରାମ ଛକ ଠାରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ହୋଇଛି…

ଭାଇ-ଭାଇ ବିବାଦ ଯୋଗୁଁ ମା’ର କଲେନି ଅନ୍ତିମସଂସ୍କାର, ପୋଲିସ ଆସି କାନ୍ଧେଇଲା ଶବ

ବାଲେଶ୍ୱର,୨୭ା୫( ବାଞ୍ଛାନିଧି ଦେ): ଦୁଇ ପୁଅ ମଧ୍ଯରେ ବିବାଦ ପାଇଁ ବଳି ପଡିଲେ ମା’ । ଏମିତି କି ମା’ର ଶବସତ୍କାର କଲେନି ଦୁଇ ପୁଅ ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri