Posted inଜାତୀୟ

ହିନ୍ଦୁସ୍ତାନ ପେଟ୍ରୋଲିୟମ୍‌ ପ୍ଲାଣ୍ଟରେ ଫାଟିଲା ଟ୍ୟାଙ୍କ: ବହୁ ଗଁ।କୁ କରାଗଲା ଖାଲି

ଉନ୍ନାଓ,୧୨।୯: ଉତ୍ତରପ୍ରଦେଶ ଉନ୍ନାଓରେ ଥିବା ହିନ୍ଦୁସ୍ତାନ ପେଟ୍ରୋଲିୟମ ପ୍ଲାଣ୍ଟରେ ଗୁରୁବାର ବିସ୍ଫୋରଣ ହୋଇଛି। ହଠାତ୍‌ ଟ୍ୟାଙ୍କ ଫାଟିବାରୁ ଅଗ୍ନିକାଣ୍ଡ ଘଟିଥିଲା। ବିସ୍ଫୋରଣ ଏତେ ଜୋରରେ ଥିଲା ଯେ ହୁ ହୁ ହୋଇ ନିଆଁ ଚାରିଆଡେ ବ୍ୟାପିଯାଇଥିଲା। ଏହି ଦୁର୍ଘଟଣା ଯୋଗୁ ପ୍ଲାଣ୍ଟରେ ସେଠାରେ ଉପସ୍ଥିତ ବ୍ୟକ୍ତି ପ୍ରାଣ ବିକଳରେ ବାହାରିବାକୁ ଚେଷ୍ଟା କରିଥିଲେ। ତେବେ ଏହି ଦୁର୍ଘଟଣାରେ କେହି ହତାହତ ହୋଇ ନ ଥିବା ସୂଚନା ରହିଛି। ଘଟଣାସ୍ଥଳରେ ଅଗ୍ନିଶମ ବାହିନୀ ପହଞ୍ଚି ନିଆଁକୁ ଆୟତ୍ତ କରିବାକୁ ଉଦ୍ୟମ ଚଳାଇଛି। ଟ୍ୟାଙ୍କରେ ଲିକ୍‌ ହେବା ଯୋଗୁ ଏହି ଦୁର୍ଘଟଣା ଘଟିଥିବା ବେଳେ ଯୁଦ୍ଧକାଳିନ ଭିତ୍ତିରେ ଏହି ଲିକେଜକୁ ରୋକିବାକୁ ଚେଷ୍ଟା କରାଯାଉଛି। ତେବେ ଘଟଣାସ୍ଥଳରେ ବହୁ ସଂଖ୍ୟାରେ ପୋଲିସ ମୁତୟନ କରାଯାଇଥିବା ବେଳେ ସୁରକ୍ଷା ଦୃଷ୍ଟିରୁ ପ୍ଲାଣ୍ଟରେ ଲୋକଙ୍କ ଯାତାୟାତକୁ ବନ୍ଦ କରିଦିଆଯାଇଛି। ଏଥିସହ ପ୍ଲାଣ୍ଡର ଆଖପାଖ ତଥା ୪ରୁ୫ କିଲୋମିଟରରେ ପର୍ଯ୍ୟନ୍ତ ଥିବା ଅଞ୍ଚଳକୁ ଆଲର୍ଟ ଜାରି କରାଯିବା ସହ ଖାଲି କରାଯାଇଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ବିଦ୍ୟୁତ୍‌ ଆଘାତରେ ନାବାଳିକାଙ୍କ ଜୀବନ ଗଲା, କ୍ଷତିପୂରଣ ଦାବିରେ…

କାଲିମେଳା,୧୪ା୮(ଜୀବନ କୃଷ୍ଣ ଦାସ): ମାଲକାନଗିରି ଜିଲା କାଲିମେଳା ଥାନା ଅନ୍ତର୍ଗତ କୁର୍ମାନୁର ପଞ୍ଚାୟତର ଗୁରାଲୁର ଗ୍ରାମରେ ବିଦ୍ୟୁତ୍‌ ଆଘାତରେ ଜଣେ ୧୩ ବର୍ଷୀୟା ନାବାଳିକାଙ୍କ ମୃତ୍ୟୁ ଘଟିଛି।…

ଅଭିଜିତ ଦୀପକେଙ୍କ ବଡ଼ ବୟାନ: ‘ସୌରଭଙ୍କ ଗୋଟିଏ ଭିଡିଓ ଯୋଗୁଁ…’

ନୂଆଦିଲ୍ଲୀ,୧୪।୮: ‘କକ୍ରୋଚ ଜନତା ପାର୍ଟି’ର ପ୍ରତିଷ୍ଠାତା ଅଭିଜିତ ଦୀପକେ ଶୁକ୍ରବାର (୧୪ ଅଗଷ୍ଟ) କହିଛନ୍ତି ଯେ ସୌରଭ ଦାସ ଯେଉଁ କାମ କରୁଛନ୍ତି ତାହା ଦେଶର ହିତ…

କାହିଁକି ଅପରେଶନ ସିନ୍ଦୂର କଥା ମନେ ପକାଇ ଦେଲେ ଅଜିତ ଡୋଭାଲ? ଜାଣନ୍ତୁ ଏହା ପଛର କାରଣ

ନୂଆଦିଲ୍ଲୀ,୧୪।୮: ଜାତୀୟ ସୁରକ୍ଷା ପରାମର୍ଶଦାତା ଅଜିତ ଡୋଭାଲ କହିଛନ୍ତି ଯେ ଭାରତର ଉଦାରତା ଏବଂ ସହନଶୀଳତାକୁ ଦୁର୍ବଳତା ଭାବିବା ଏକ ଗୁରୁତର ଭୁଲ ହେବ। ସେ ଦୃଢ଼ୋକ୍ତି…

ଗୁଣପୁରରେ ଅଖଣ୍ଡ ଭାରତ ଦିବସ: ତ୍ରିରଙ୍ଗା ଯାତ୍ରାରେ ବାହାରି ମହାପୁରୁଷଙ୍କ ବଳିଦାନକୁ ନେଇ…

ଗୁଣପୁର,୧୪ା୮(ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ପୁରୁଣା ବସ୍‌ଷ୍ଟାଣ୍ଡଠାରେ ଶୁକ୍ରବାର ଅଖଣ୍ଡ ଭାରତ ଦିବସ ପାଳନ ହୋଇଯାଇଛି। ଏହି ଅବସରରେ ଭାଜପା ଜିଲା ସଭାପତି ଗୋପୀ ଆନନ୍ଦ…

ସ୍ୱାଧୀନତା ଦିବସରେ ପାକିସ୍ତାନରେ ବଡ଼ ହଙ୍ଗାମା, ସରିଗଲା ସବୁ ପେଟ୍ରୋଲ…

ଇସଲାମାବାଦ୍‌,୧୪।୮: ପାକିସ୍ତାନୀ ସମ୍ବାଦପତ୍ର ‘ଡନ୍’ (DAWN) ର ରିପୋର୍ଟ ଅନୁଯାୟୀ, ପାକିସ୍ତାନ ସରକାର ପେଟ୍ରୋଲ ଏବଂ ହାଇ-ସ୍ପିଡ୍ ଡିଜେଲ (HSD) ର ଦର ବୃଦ୍ଧି କରିଛନ୍ତି। ଏହି…

Video: କିଏ କହିଲା ‘କମେଡିଆନ’ କିଏ କହିଲା ‘ମହିଳା ବିରୋଧୀ’ ରାହୁଲ ଗାନ୍ଧୀଙ୍କୁ ଟାର୍ଗେଟ କଲେ ଭାଜପା ନେତା

ନୂଆଦିଲ୍ଲୀ,୧୪।୮: କଂଗ୍ରେସ ନେତା ଏବଂ ଲୋକ ସଭାରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀଙ୍କ ଏକ ବୟାନ ପୁଣି ଥରେ ବିବାଦ ସୃଷ୍ଟି କରିଛି। ଗୁରୁବାର ନୂଆଦିଲ୍ଲୀରେ…

ଶୁକ୍ର ପୁଷ୍କରାଂଶ ଯୋଗରେ ମିଥୁନରୁ ତୁଳା ସମେତ ଏହି ୪ ରାଶିଙ୍କ ଲାଭ; ଇନକମ୍‌ ହେଇଯିବ ଡବଲ୍‌, ସୁଧୁରିବ ଭାଙ୍ଗିଯାଇଥିବା ସମ୍ପର୍କ…

ଜନ୍ମକୁଣ୍ଡଳୀରେ ଯେକୌଣସି ଗ୍ରହର ‘ପୁଷ୍କରାଂଶ’ ସ୍ଥିତିକୁ ଅତ୍ୟନ୍ତ ଶୁଭ ବୋଲି ମନେକରାଯାଏ, କାରଣ ଏହାର ପ୍ରଭାବ ସଦାସର୍ବଦା ସକାରାତ୍ମକ ଏବଂ ଫଳଦାୟୀ ହୋଇଥାଏ। ବିଶେଷକରି ଶୁକ୍ରଙ୍କର ପୁଷ୍କରାଂଶ…

ଭାରତ ଗସ୍ତରେ ଆସିବେ ଇରାନୀ ରାଷ୍ଟ୍ରପତି; ପ୍ରଧାନମନ୍ତ୍ରୀ ମୋଦିଙ୍କ ସହ ସାକ୍ଷାତ ଉପରେ ସମସ୍ତଙ୍କ ନଜର? ଜାଣନ୍ତୁ ସମ୍ପୂର୍ଣ୍ଣ ଖବର

ନୂଆଦିଲ୍ଲୀ/ତେହରାନ,୧୪।୮: ଇରାନ ରାଷ୍ଟ୍ରପତି ମାସୁଦ ପେଜେସ୍କିଆନ ଆସନ୍ତା ମାସରେ ଭାରତ ଗସ୍ତରେ ଆସୁଛନ୍ତି। ସେ ସେପ୍ଟେମ୍ବର 12-13 ରେ ଦିଲ୍ଲୀରେ ଅନୁଷ୍ଠିତ ହେବାକୁ ଥିବା BRICS ସମ୍ମିଳନୀରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri