ହିନ୍ଦୋଳ ବିଧାନସଭା: ଅଶୋକ ନାଏକ ୪୯୬ ଖଣ୍ଡ ଭୋଟରେ ଆଗୁଆ

ହିନ୍ଦୋଳ, ୨୩।୫(ଡି.ଏନ୍‌.ଏ.)-ହିନ୍ଦୋଳ ବିଧାନସଭା ଆସନରେ ୬ ରାଉଣ୍ଡ ଫଳାଫଳ ପ୍ରକାଶିତ ହୋଇଛି। ଭାଜପା ପ୍ରାର୍ଥୀ ଅଶୋକ ନାଏକ ୧୩୪୪୧ ଖଣ୍ଡ ଭୋଟ ସହ ଆଗୁଆ ରହିଛନ୍ତି। ତାଙ୍କ ତାଙ୍କ ପଛକୁ ବିଜେଡିର ସୀମାରାଣୀ ନାୟକ ୧୨୬୪୫ ଖଣ୍ଡ ଭୋଟ ପାଇ ଦ୍ୱିତୀୟ ସ୍ଥାନରେ ରହିଥିବାବେଳେ କଂଗ୍ରେସର ତ୍ରିନାଥ ବେହେରା ୧୮୫୦ ଖଣ୍ଡ ଭୋଟ ପାଇ ତୃତୀୟ ସ୍ଥାନରେ ଅଛନ୍ତି। ଭାଜପା ପ୍ରାର୍ଥୀ ଅଶୋକ ତାଙ୍କର ନିକଟତମ ପ୍ରତିଦ୍ୱନ୍ଦ୍ୱୀ ସୀମାରାଣୀଙ୍କଠାରୁ ୪୯୬ ଖଣ୍ଡ ଭୋଟରେ ଆଗୁଆ ରହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୯ ଶ୍ରେଣୀକୁ ୩ ଶିକ୍ଷକ: ପାଠପଢାରେ ବ୍ୟାଘାତ: ସ୍କୁଲ ଭିତରେ ଅଭିଭାବକଙ୍କ ଧାରଣା

ରୁପ୍ରା ରୋଡ, ୧୫।୭(ସଞ୍ଜିବ ଦାସ): କଳାହାଣ୍ଡି ଜିଲା ନର୍ଲା ବ୍ଲକ ଅଧିନସ୍ତ ଅସୁରଗଡ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ପ୍ରଥମ ଶ୍ରେଣୀରୁ ଅଷ୍ଟମ ଓ ଶିଶୁବାଟିକାକୁ ମିଶାଇ ମୋଟ…

ଦିବ୍ୟାଙ୍ଗଙ୍କୁ ସହାୟତା ପାଇଁ ଜିଲାପାଳଙ୍କ ଦ୍ୱାରସ୍ଥ

ନୂଆପଡ଼ା,୧୫।୭ (ମକାରୁ ବେମାଲ) : ନୂଆପଡ଼ା ଜିଲା ଖରିଆର ରୋଡ୍‌ ଏନ୍‌ଏସି ୱାର୍ଡ ନଂ.୧୬ ଡୁମେରଡିହିର ଅବତ ରାମ ରାଉତଙ୍କ ଝିଅ ପ୍ରିୟା ରାଉତ(୮) ଜନ୍ମରୁ ବିକଳାଙ୍ଗ…

ପୁଣି ଚିନ୍ତା ବଢାଇଲା କରୋନା; ଗଞ୍ଜାମରେ ଜାରି ହେଲା ହାଇଆଲର୍ଟ, ଏହି ସବୁ ଲକ୍ଷଣ ଦେଖାଗଲେ…

ଛତ୍ରପୁର, ୧୫।୭ (ଦିଲ୍ଲୀପ ସାମଲ ): ଦୀର୍ଘ ବର୍ଷ ଧରି ଥମି ଯାଇଥିବା କରୋନା ଭାଇରସ ପୁଣିଥରେ ସଂକ୍ରମିତ ହେବା ଆରମ୍ଭ ହୋଇଥିବା ଜଣାପଡିଛି। ଆନ୍ଧ୍ରରେ କୋଭିଡ…

କଳାହାଣ୍ଡି ଜଳସେଚନ ବିଭାଗ: ଜାଲ୍‌ ଦସ୍ତଖତ କରି ଟେଣ୍ଡର ଫିକ୍ସିଂ ଅଭିଯୋଗ, ଫୋରେନ୍‌ସିକ ଯାଞ୍ଚ ଦାବିକଲା…

ଭବାନୀପାଟଣା,୧୫।୭(ଉତ୍ତମ କୁମାର ଦାଶ)- କଳାହାଣ୍ଡି ଜିଲା ଜଳସେଚନ ବିଭାଗରେ କୋଟି କୋଟି ଟଙ୍କାର ମେଗା ଟେଣ୍ଡରକୁ ନେଇ ଆସିଛି ସଙ୍ଗିନ ଅଭିଯୋଗ। ଜଣେ ଠିକାଦାରଙ୍କ ନାମରେ ଜାଲ୍‌…

ଏହି ଜିଲାରେ ସମସ୍ତ ସ୍କୁଲ ଛୁଟି ଘୋଷଣା

ଭୁବନେଶ୍ୱର, ୧୫।୭: ପ୍ରବଳ ବର୍ଷା ପାଇଁ ଆଜି ପୁରୀ ଜିଲାରେ ସମସ୍ତ ସ୍କୁଲ ବନ୍ଦ ରହିବ। ସରକାରୀ, ବେସରକାରୀ ଓ ଅନୁଦାନପ୍ରାପ୍ତ ସ୍କୁଲ ପାଇଁ ଛୁଟି ଘୋଷଣା।…

କଫ ସିରପ୍‌ର ହବ୍‌ ପାଲଟିଛି ବରଗଡ଼: ରାଜଧାନୀକୁ ଚେର

ବରଗଡ଼,୧୫।୭(ପ୍ରେମାନନ୍ଦ ଖମାରୀ):ବରଗଡ଼ ନିଶା କାରବାରର ହବ ପାଲଟିଛି। ଏଠାରେ କଫ୍‌ ସିରପଠାରୁ ଆରମ୍ଭ କରି ଗଞ୍ଜେଇ, ବ୍ରାଉନସୁଗାର ଆଦି ନିଶା କାରବାର ଚାଲିଛି। ପୋଲିସ ଥରକୁଥର ଚଢ଼ାଉ…

ବ୍ରେକ ଡାଉନ ଟ୍ରକ ପଛ ପଟେ ପିଟିହେଲା ବାଇକ: ଚାଲିଗଲା ୨ ଜୀବନ

ଲୋଇସିଂହା,୧୫।୭(ସୁଶାନ୍ତ ବାରିକ): ବଲାଙ୍ଗୀର ଜିଲା ଲୋଇସିଂହା ଥାନା ଲୋଇସିଂହା ପଦ୍ମପୁର ରାସ୍ତାର କରକଚିଆ ସ୍କୁଲ ନିକଟରେ ବ୍ରେକ ଡାଉନ ପଡ଼ିଥିବା ଏକ ଟ୍ରକ ପଛପଟେ ମଙ୍ଗଳବାର ରାତିରେ…

ଜରାଜୀର୍ଣ୍ଣ ଘରେ ଜୀବନ କାଟୁଛନ୍ତି ତ୍ରିପୁରା: ସରକାରୀ ସହାୟତା ଅପେକ୍ଷାରେ …

ଲୋଇସିଂହା,୧୫।୭(ସୁଶାନ୍ତ ବାରିକ):ବୟସର ଅପରାହ୍ନରେ ଜୀବନ ସହ ଲଢେଇ କରୁଛନ୍ତି ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକ ସଲତରପାଲି ଗ୍ରାମର ୭୭ ବର୍ଷୀୟା ଅସହାୟ ବୃଦ୍ଧା ତ୍ରିପୁରା ମହାନନ୍ଦ। ସ୍ବାମୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri