ହିମବାହ ତରଳାଇବ ଆମାଜନ ନିଆଁ

ରିଓ ଡି ଜେନିରୋ: ଚିରହରିତ୍‌ ଅରଣ୍ୟ ଆମାଜନରେ ଲାଗିଥିବା ନିଆଁ ଯୋଗୁ ହିମବାହ ତରଳିବା ବୃଦ୍ଧିପାଇବ ବୋଲି ଗବେଷକମାନେ ସତର୍କ କରାଇଦେଇଛନ୍ତି। ଦକ୍ଷିଣପଶ୍ଚିମ ଆମାଜନିଆ (ବ୍ରାଜିଲ, ପେରୁ ଓ ବଲିଭିଆରେ ଥିବା ଆମାଜନ)ରେ ଲାଗିଥିବା ନିଆଁ ଲିଭୁନାହିଁ। ଏଥିଯୋଗୁ ଆଣ୍ଡିଜ୍‌ ଓ ଦକ୍ଷିଣ ଆମେରିକାରେ ଥିବା ଉଷ୍ମ ମଣ୍ଡଳୀୟ ହିମବାହଗୁଡ଼ିକ ଅଧିକରୁ ଅଧିକ ପରିମାଣରେ ତରଳିବ ବୋଲି ଏକ ଗବେଷଣାରୁ ସେମାନେ ଜାଣିବାକୁ ପାଇଛନ୍ତି।
ବ୍ରାଜିଲସ୍ଥିତ ରିଓ ଡି ଜେନିରୋ ଷ୍ଟେଟ୍‌ ୟୁନିଭର୍ସିଟିର ଗବେଷକ ନିଉଟନ୍‌ ଡି ମଗଲହାଏସ୍‌ ନେଟୋ ଓ ତାଙ୍କ ସହଯୋଗୀମାନେ ଆମାଜନ ଅବବାହିକାରେ ବାୟୋମାସ୍‌ ଜଳିବା ଫଳରେ ବଲିଭିଆର ଜୋଙ୍ଗୋ ହିମବାହ ଉପରେ ଏହାର ସମ୍ଭାବ୍ୟ କୁପ୍ରଭାବ ନେଇ ଏକ ମଡେଲ ପ୍ରସ୍ତୁତ କରିଥିଲେ। ଏଥିପାଇଁ ସେମାନେ ୨୦୦୦ରୁ ୨୦୧୬ ମଧ୍ୟରେ ଘଟିଥିବା ଅଗ୍ନିକାଣ୍ଡ, ଧୂମବଳୟ, ବର୍ଷା ଓ ହିମବାହ ତରଳିବା ସମ୍ପର୍କିତ ତଥ୍ୟକୁ ଉପଯୋଗ କରିଥିଲେ। ଜୈବବର୍ଜ୍ୟ ଜଳିବା ଫଳରେ ସେଥିରୁ ସୃଷ୍ଟ ବ୍ଲାକ୍‌ କାର୍ବନ ଭଳି ସୂକ୍ଷ୍ମକଣିକାଗୁଡ଼ିକ ପବନରେ ଉଡି ଉଷ୍ମ ମଣ୍ଡଳୀୟ ଆଣ୍ଡିଆନ୍‌ ଗ୍ଲେସିୟରରେ ପହଞ୍ଚତ୍ଥାଏ। ଏହା ହିମବାହକୁ ଅଧିକ ମାତ୍ରାରେ ତରଳାଇଥାଏ ବୋଲି ସାଇଣ୍ଟିଫିକ୍‌ ରିପୋର୍ଟ ଜର୍ନାଲରେ ପ୍ରକାଶିତ ଅଧ୍ୟୟନରେ ଉଲ୍ଲେଖ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

PM ମୋଦିଙ୍କ ସାର୍ବଜନୀନ ଜୀବନର ୨୫ ବର୍ଷ: ନୀତିନ ନବୀନ କହିଲେ- ଅକ୍ଟୋବର ୨ରେ…

ନୂଆଦିଲ୍ଲୀ,୯।୯: ଭାରତୀୟ ଜନତା ପାର୍ଟି (BJP) ପକ୍ଷରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସାର୍ବଜନୀନ ଜୀବନର ୨୫ ବର୍ଷ ପୂର୍ତ୍ତି ଅବସରରେ ଆସନ୍ତା ମାସରେ ‘ସେବା ସଂକଳ୍ପ ଅଭିଯାନ’…

BJP ଅଫିସ୍‌ରେ ଆତଙ୍କ! AC ତଳୁ ବାହାରିଲା ୫ ଫୁଟ୍‌ର କିଙ୍ଗ କୋବ୍ରା, ତା’ପରେ…

ସୀତାପୁର,୯।୯: ଉତ୍ତରପ୍ରଦେଶର ସୀତାପୁରରେ ବୁଧବାର ସକାଳେ BJP କାର୍ଯ୍ୟାଳୟରେ ଦେଖିବାକୁ ମିଳିଥିଲା ଆତଙ୍କଜନକ ଦୃଶ୍ୟ। କାର୍ଯ୍ୟାଳୟରେ ଥିବା କର୍ମଚାରୀମାନେ ପ୍ରାୟ ୫ ଫୁଟ ଲମ୍ବର ଏକ କିଙ୍ଗ…

ସ୍କୁଲରେ ତାଲା ପକାଇଲେ ଅଭିଭାବକ:ବାତ୍ୟା ଆଶ୍ରୟସ୍ଥଳୀରେ ପାଠପଢ଼ିଲେ ଛାତ୍ରୀଛାତ୍ର

ମହାକାଳପଡ଼ା,୯।୯(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକର ଉପକୂଳବର୍ତ୍ତୀ ସୁନିତି ପଞ୍ଚାୟତ ଅନ୍ତର୍ଗତ ଓଲ୍ଡ ଫିଲ୍ଡ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଅଭିଭାବକମାନେ ତାଲା ପକାଇବା ଘଟଣାକୁ…

ପ୍ରଧାନ ଶିକ୍ଷକଙ୍କ ବଦଳି ନିଷ୍ପତ୍ତି ପ୍ରତ୍ୟାହାର ଦାବି: ଧାରଣାରେ ବସିଲେ ଅଭିଭାବକ

ବରୀ,୯।୯(ମହେନ୍ଦ୍ର ସ୍ବାଇଁ):ସରକାର ଶିକ୍ଷା ବ୍ୟବସ୍ଥାର ସୁଦୃଢ଼ୀକରଣ ଉପରେ ଗୁରୁତ୍ୱ ଦେଉଥିବାବେଳେ ବରୀ ଶିକ୍ଷାମଣ୍ଡଳ ଅଧୀନସ୍ଥ କୃଷ୍ଣନଗର ପ୍ରାଥମିକ ବିଦ୍ୟାଳୟରେ ଏହାର ବ୍ୟତିକ୍ରମ ଦେଖିବାକୁ ମିଳିଛି। ସୂଚନା ଅନୁଯାୟୀ,…

ଏସିଆ କପ୍‌ ଚାଲିଥିବାବେଳେ ସ୍ମୃତି ମନ୍ଧାନାଙ୍କୁ ମିଳିଲା ବଡ଼ ଖୁସିଖବର

ନୂଆଦିଲ୍ଲୀ,୯।୯: ମହିଳା ଏସିଆ କପରେ ହଂକଂ ବିପକ୍ଷରେ ଏକ ଚମତ୍କାର ଶତକ ମାରିଥିବା ସ୍ମୃତି ମନ୍ଧାନା ICC T20 ରାଙ୍କିଙ୍ଗର ଶୀର୍ଷ ୫ରେ ସ୍ଥାନ ପାଇଛନ୍ତି। ହଂକଂ…

ଅଧ୍ୟାପକ ନିଯୁକ୍ତି ଓ ବିଭିନ୍ନ ଦାବିରେ କଲେଜ ଫାଟକରେ ତାଲା: ଧାରଣାରେ ୫ଶହରୁ ଊର୍ଦ୍ଧ୍ୱ ଛାତ୍ରୀଛାତ୍ର

ପାଟଣା, ୯/୯ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ମୁଖ୍ୟାଳୟସ୍ଥିତ ଆଞ୍ଚଳିକ ମହାବିଦ୍ୟାଳୟ, ସ୍ୱାମପାଟଣାରେ ଅଧ୍ୟାପକ ନିଯୁକ୍ତି ସହ କଲେଜର ବିଭିନ୍ନ ସମସ୍ୟାର ସମାଧାନ…

ମାରୁତି ସୁଜୁକି ନୂଆ ବାଲେନୋର ବଜାର ପ୍ରବେଶ

ଭୁବନେଶ୍ୱର,୯ା୯: ମାରୁତି ସୁଜୁକି ଇଣ୍ଡିଆ ପ୍ରସ୍ତୁତ ବାଲେନୋର ନୂତନ ଭର୍ସନ ମଙ୍ଗଳବାର ରାଜଭବନ ନିକଟସ୍ଥ ନେକ୍ସା(ନାରାୟଣୀ ମୋଟର୍ସ) ଏବଂ ହଂସପାଳ ଶୋ’ରୁମ୍‌ରେ ଉନ୍ମୋଚନ କରାଯାଇଛି। ଏହି ନୂତନ…

ଓମ୍‌ଫେଡ୍‌ର ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି: ଦୁଗ୍ଧଚାଷୀଙ୍କୁ ଲିଟର ପ୍ରତି ୨ ଟଙ୍କା ଅଧିକ ମିଳିବ

ଭୁବନେଶ୍ୱର,୯ା୯: ରାଜ୍ୟର ଦୁଗ୍ଧଚାଷୀମାନଙ୍କ ଜୀବିକା, ଆୟ ଓ ସ୍ବାର୍ଥକୁ ପ୍ରାଥମିକତା ଦେଇ ଓମ୍‌ଫେଡ୍‌ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଆସନ୍ତା ୧୧ ତାରିଖରୁ ଚାଷୀମାନଙ୍କଠାରୁ ଦୁଗ୍ଧ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri