ହିରୋ ଚ୍ୟାଲେଞ୍ଜ-୨୦୧୯ ଘୋଷଣା

ନୂଆଦିଲ୍ଲୀ,୧୮-୪: ଇଂଲଣ୍ଡର ଲିଭରପୁଲ ଓ୍ବାଟର ପ୍ରିନ୍ସ ଡକ୍‌ରେ ଦି ହିରୋ ଚ୍ୟାଲେଞ୍ଜ-୨୦୧୯ ଗଲ୍ଫ ନାଇଟ୍‌ ଅନୁଷ୍ଠିତ ହେବ। ବିଶ୍ୱରଖ୍ୟାତି ସମ୍ପନ୍ନ ଗଲ୍ଫର ଏଥିରେ ଯୋଗଦେବାର କାର୍ଯ୍ୟକ୍ରମ ରହିଛି। ଏଥି ଲାଗି ପ୍ରଶଂସକଙ୍କୁ ମାଗଣାରେ ଟିକେଟ ପ୍ରଦାନ କରାଯିବ। ମେ ୯ରୁ ୧୨ ହିଲ୍‌ ସାଇଡ ଗଲ୍ଫ କ୍ଲବରେ ବେଟଫ୍ରେଡ ବ୍ରିଟିଶ ମାଷ୍ଟର ଆରମ୍ଭ ହେବାର ଦୁଇ ଦିନ ପୂର୍ବରୁ ଏହି ଗଲ୍ଫ ନାଇଟ୍‌ ଅନୁଷ୍ଠିତ ହେବ। ଏଭଳି ପଦକ୍ଷେପ ଦ୍ୱାରା ପେସାଦାରଙ୍କ ସହ ସମ୍ପର୍କ ଯୋଡିବା ସହିତ ଭବିଷ୍ୟତର ବିକାଶ କାର୍ଯ୍ୟକୁ ତ୍ୱରାନ୍ବିତ କରାଯାଉଥିବା ହିରୋ ମୋଟୋକର୍ପର ସିଇଓ ପଓ୍ବନ ମୁଞ୍ଜାଲ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗ୍ରାହକଙ୍କ ପାଇଁ ଖୁସି ଖବର!ହଜାର ହଜାର ଟଙ୍କା ଶସ୍ତା ହେଲା ସୁନା, କିଣିବା ପୂର୍ବରୁ ଜାଣନ୍ତୁ ରେଟ୍

ନୂଆଦିଲ୍ଲୀ,୨୫।୬: ଗୁରୁବାର ମଲ୍ଟି କମୋଡିଟି ଏକ୍ସଚେଞ୍ଜ (MCX) ରେ ସୁନା ଏବଂ ରୁପା ମୂଲ୍ୟରେ ଏକ ଗୁରୁତ୍ୱପୂର୍ଣ୍ଣ ହ୍ରାସ ପରିଲକ୍ଷିତ ହେଉଛି। ସୁନା ମୂଲ୍ୟ ପ୍ରାୟ ୧,୪୫୦–୧,୯୦୦…

ରାସନ କାର୍ଡଧାରୀଙ୍କ ପାଇଁ ଖୁସି ଖବର; ଏଣିକି ଲମ୍ୱା ଲାଇନରୁ ମିଳିବ ମୁକ୍ତି, ଏଟିଏମ କାର୍ଡରେ ମିଳିବ……

ନୂଆଦିଲ୍‌ଲୀ,୨୩।୬: ସମଗ୍ର ଦେଶରେ ରାସନ ବ୍ୟବସ୍ଥାର ସୁପରିଚାଳନା ପାଇଁ ସରକାର ବହୁ ପଦକ୍ଷେପ ଗ୍ରହଣ କରୁଛନ୍ତି । ତେବେ ନିକଟରେ ସରକାର କିଛି ଏମିତି ସୁବିଧା ଲାଗୁ…

ଶେୟାର ମାର୍କେଟ୍‌ କ୍ରାଶ୍‌: ୫ ଲକ୍ଷ କୋଟି ଟଙ୍କା ହରାଇଲେ ନିବେଶକ

ନୂଆଦିଲ୍ଲୀ,୨୩।୬: ଦକ୍ଷିଣ କୋରିଆ ବଜାରରେ ତୀବ୍ର ହ୍ରାସର ପ୍ରଭାବ ଭାରତୀୟ ଷ୍ଟକ ବଜାରରେ ପଡ଼ିଛି। BSE ସେନସେକ୍ସ ପ୍ରାୟ ୬୦୦-୭୦୦ ପଏଣ୍ଟ ହ୍ରାସ ପାଇଛି। NSE ନିଫ୍ଟି …

ମାତ୍ର ୫୦ ଟଙ୍କା ନିବେଶ କଲେ ମିଳିବ ୩୫ ଲକ୍ଷର ଦମଦାର୍‌ ରିଟର୍ନ; ଆପଣଙ୍କୁ ଧନୀ କରିବ ପୋଷ୍ଟ ଅଫିସର ଏହି ଯୋଜନା

ଭୁବନେଶ୍ୱର, ୨୩।୬: ମାସ ଶେଷରେ ଦରମା ବା ପାରିଶ୍ରମିକ ଯାହା ବି ହେଉ ନା କାହିଁକି, ସଞ୍ଚୟ କରିବା ନିହାତି ଜରୁରୀ ଯେପରି ଭବିଷ୍ୟତରେ ଆବଶ୍ୟକତା ସମୟରେ…

IRCTC New Rules: ବଦଳିଲା ତତ୍କାଳ ଟିକେଟ ବୁକିଂ ନିୟମ: ଏବେ ଆଧାର କାର୍ଡ ବିନା ହେବନି କୌଣସି କାମ

ନୂଆଦିଲ୍ଲୀ,୨୨।୬: ଆଜିକାଲି ସମୟରେ ଟ୍ରେନ ଟିକେଟ ମିଳିବା ବହୁତ କଷ୍ଟକର ହୋଇପଡ଼ିଛି। ପର୍ବପର୍ବାଣୀ ସମୟରେ ଯଦି ଘରକୁ ଯିବାକୁ ଥାଏ, ତେବେ ଟିକେଟ ଆଦୌ ମିଳିନଥାଏ। ଏଭଳି…

IRCTC ଆକାଉଣ୍ଟର ପାସୱାର୍ଡ ଭୁଲି ଯାଇଛନ୍ତି କି? ଏହି ସହଜ ଷ୍ଟେପ୍ସ ଆପଣାଇ କେଇ ମିନିଟ୍‌ରେ କରନ୍ତୁ ରିସେଟ୍‌

ନୂଆଦିଲ୍ଲୀ,୨୧।୬:ଭାରତରେ ପ୍ରତିଦିନ ହଜାର ହଜାର ଟ୍ରେନ ଚାଲୁଛି। କୋଟି କୋଟି ଲୋକ ଏଥିରେ ଯାତ୍ରା କରୁଛନ୍ତି। ପୂର୍ବରୁ ଲୋକେ ଟିକେଟ କାଉଣ୍ଟରକୁ ଯାଇ ଲମ୍ବା ଲାଇନରେ ଛିଡ଼ା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri