ହୀରାକୁଦ ଡ୍ୟାମ୍‌ରେ ଖୋଲିଲା ଆଉ ଦୁଇଟି ଗେଟ୍‌

ସମ୍ବଲପୁର,୧୮।୮(ବ୍ୟୁରୋ): ସମ୍ବଲପୁର ହୀରାକୁଦ ଡ୍ୟାମ୍‌ରୁ ଶନିବାର ୫ଟି ଗେଟ୍‌ ଦେଇ ବନ୍ୟାଜଳ ନିଷ୍କାସନ ହେଉଥିବା ବେଳେ ରବିବାର ସକାଳେ ପୁଣି ଦୁଇଟି ଗେଟ ଖୋଲାଯାଇଛି। ମୋଟ ୭ଟି ଗେଟ୍‌ରେ ପ୍ରତି ସେକେଣ୍ଡରେ ୧ଲକ୍ଷ ୨୭ ହଜାର ୪୮୧ କ୍ୟୁସେକ୍‌ ଜଳ ନିଷ୍କାସନ ହେଉଛି ।
ସେହିପରି ଡ୍ୟାମ୍‌ ଭିତରକୁ ୧ ଲକ୍ଷ ୬୨ ହଜାର ୮୪୦ କ୍ୟୁସେକ ପାଣି ପ୍ରବେଶ କରୁଛି । ଜଳସେଚନ ପାଇଁ ବିଭିନ୍ନ କେନାଲଗୁଡିକରେ ୩ ହଜାର ୭୭ କ୍ୟୁସେକ ପାଣି ଛଡା ଯାଉଛି । ସେହିପରି ପାୱାର ଚ୍ୟାନେଲ ଲାଗି ୧୪ ହଜାର ୩୬୨ କ୍ୟୁସେକ ପାଣି ନିଷ୍କାସନ କରାଯାଉଥିବା ହୀରାକୁଦ ଡ୍ୟାମ୍‌ କର୍ତ୍ତୃପକ୍ଷଙ୍କଠାରୁ ସୂଚନା ମିଳିଛି ।


Enter your email to get our daily news in your inbox.

All Right Reserved By Dharitri.Com

ବଢୁଛି ଶିଶୁ ଶ୍ରମିକ, ନାବାଳିକା ଯୌନ ନିର୍ଯାତନା: ସଚେତନତା ନେଇ…

ମହାକାଳପଡ଼ା, ୨୬ା୮(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକର ବଙ୍ଗ ଭାଷାଭାଷୀ ବହୁଳ ପଞ୍ଚାୟତମାନଙ୍କରେ ଶିଶୁ ଶ୍ରମିକ, ନାବାଳିକା ଶିଶୁଙ୍କୁ ଯୌନ ନିର୍ଯାତନା, ଶିଶୁ ଚାଲାଣ…

ବଢିଲା କ୍ୟାନସର ରୋଗୀଙ୍କ ଚିନ୍ତା! ୧ ଲକ୍ଷ ଟଙ୍କାର ଇଞ୍ଜେକ୍ସନରେ କେବଳ ପାଣି ଆଉ ଜୀବାଣୁ

ନୂଆଦିଲ୍ଲୀ,୨୬।୮: ଯେତେବେଳେ ପ୍ରାୟ ଏକ ଲକ୍ଷ ଟଙ୍କା ମୂଲ୍ୟର ଏକ ଇଞ୍ଜେକ୍ସନ ଜଣେ ଗରିବ କର୍କଟ ରୋଗୀଙ୍କ ମାଗଣା ଚିକିତ୍ସା ପାଇଁ ଉଦ୍ଦିଷ୍ଟ ସରକାରୀ ହସ୍ପିଟାଲରୁ ଗାଏବ…

ଜଳୁନି ଷ୍ଟ୍ରିଟ ଲାଇଟ: ଚେତାବନୀ ଦେଲେ ଲକ୍ଷ୍ମୀପୁର ଗ୍ରାମବାସୀ, ପଞ୍ଚାୟତ ନିର୍ବାଚନରେ…

ଗଞ୍ଜାମ,୨୬।୮(ବିଦ୍ୟାଧର ସାହୁ): ସରକାର ପଞ୍ଚାୟତର ବିକାଶ ହେଉଛି ବୋଲି ଡିଣ୍ଡିପ ପିଟୁଥିବାବେଳେ ଏବେ ବି କିଛି ପଞ୍ଚାୟତ ଅବହେଳିତ ଅବସ୍ଥାରେ ରହିଛି। ଗଞ୍ଜାମ ବ୍ଲକ ପାଳିବନ୍ଧ ପଞ୍ଚାୟତର…

ଛାତରୁ ଖସୁଛି କଂକ୍ରିଟ୍‌, ତଳେ ପଢ଼ୁଛନ୍ତି ପିଲା: ଶ୍ରେଣୀଗୃହରେ ଜମୁଛି ପାଣି

ଆନନ୍ଦପୁର,୨6ା୮(ସୁଶାନ୍ତ କୁମାର ସାହୁ):କେନ୍ଦୁଝର ଜିଲା ଆନନ୍ଦପୁର ବ୍ଲକ ଆଦିବାସୀ ଅଧ୍ୟୁଷିତ ମନୋହରପୁର ପଞ୍ଚାୟତ ମନୋହରପୁର ଉଚ୍ଚ ବିଦ୍ୟାଳୟ ଅବହେଳିତ ହୋଇପଡ଼ିଛି। ଶ୍ରେଣୀଗୃହ ଭଗ୍ନ ଅବସ୍ଥାରେ ଥିବାବେଳେ ଛାତରୁ…

ରକ୍ଷା ବନ୍ଧନ ବିଜ୍ଞାପନ ପ୍ରତ୍ୟାହାର କଲା GIVA; କୃତି ସାନନଙ୍କ ପୋଷାକକୁ ନେଇ ହଙ୍ଗାମା

ମୁମ୍ବାଇ,୨୬।୮: ଅଳଙ୍କାର ବ୍ରାଣ୍ଡ GIVA ବଲିଉଡ ଅଭିନେତ୍ରୀ କୃତି ସାନନଙ୍କ ସହିତ ତାଙ୍କର ରକ୍ଷା ବନ୍ଧନ ବିଜ୍ଞାପନ ପ୍ରତ୍ୟାହାର କରିନେଇଛି। ବିଜ୍ଞାପନରେ କୃତି ସାନନ ପିନ୍ଧିଥିବା ପୋଷାକକୁ…

ସରକାରଙ୍କ ବଡ଼ ନିଷ୍ପତ୍ତି: ବୃଦ୍ଧ ମାତାପିତାଙ୍କ ପ୍ରତି ଅତ୍ୟାଚାର କରୁଥିବା ପିଲାମାନଙ୍କୁ ମିଳବ ନାହିଁ ସମ୍ପତ୍ତିରେ ଅଧିକାର

ଲକ୍ଷ୍ନୌ,୨୬।୮: ଉତ୍ତର ପ୍ରଦେଶରେ, ବୃଦ୍ଧ ମାତାପିତା ଏବେ ସେମାନଙ୍କୁ ଅବହେଳା କିମ୍ବା ଦୁର୍ବ୍ୟବହାର କରୁଥିବା ପିଲାମାନଙ୍କୁ ସହଜରେ ସମ୍ପତ୍ତିରୁ ବେଦଖଲ କରିପାରିବେ। ବରିଷ୍ଠ ନାଗରିକଙ୍କ ଅଧିକାରକୁ ସୁରକ୍ଷିତ…

ବୟଫ୍ରେଣ୍ଡଙ୍କ କାର୍‌ରେ ୩୪୦୦ ଚୁମ୍ବନ ଦେଲେ ଗର୍ଲଫ୍ରେଣ୍ଡ: ଶେଷରେ ଭୋଗିବାକୁ ପଡ଼ିଲା…

ଗ୍ବାଲିୟର, ୨୬।୮:ସୋସିଆଲ ମିଡିଆରେ ଭାଇରାଲ ହେବା ପାଇଁ ପ୍ରେମ ପ୍ରକାଶର ଏକ ଅଜବ ଉପାୟ ଜଣେ ଯୁବକଙ୍କୁ ମହଙ୍ଗା ପଡ଼ିଛି। ଗ୍ବାଲିୟରରେ ଜଣେ ଯୁବତୀ ନିଜ ପ୍ରେମିକଙ୍କ…

ରକ୍ଷାବନ୍ଧନରେ ହେଉଛି ଅଦ୍ଭୁତ ତ୍ରିବେଣୀ ସଂଗମ: ଏହି ଶୁଭ ମୁହୂର୍ତ୍ତରେ ରାକ୍ଷୀ ବାନ୍ଧିଲେ ଚମକିବ ଭାଇଙ୍କ ଭାଗ୍ୟ!

ରକ୍ଷାବନ୍ଧନ ଭାଇ-ଭଉଣୀଙ୍କ ପବିତ୍ର ସମ୍ପର୍କର ପ୍ରତୀକ। ଏହି ପର୍ବରେ ଯେତେବେଳେ ଶୁଭ ଯୋଗ ଗଠିତ ହୁଏ, ସେତେବେଳେ ଏହାର ମହତ୍ତ୍ୱ ଆହୁରି ବଢ଼ିଯାଏ। ଚଳିତ ବର୍ଷ ଅଗଷ୍ଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri