ହୀରାକୁଦ ଡ୍ୟାମ୍‌ରେ ୧୪ଟି ଗେଟ୍‌ ଦେଇ ଜଳ ନିଷ୍କାସନ

ସମ୍ବଲପୁର, ୧୯ା୮ (ବ୍ୟୁରୋ): ସମ୍ବଲପୁର ହୀରାକୁଦ ଡ୍ୟାମ୍‌ରୁ ସୋମବାର ୧୪ଟି ଗେଟ ଦେଇ ବନ୍ୟାଜଳ ନିଷ୍କାସିତ ହେଉଛି। ୧୪ଟି ଗେଟ୍‌ରେ ପ୍ରତି ସେକେଣ୍ଟରେ ୧ଲକ୍ଷ ୭୫ ହଜାର ୩୭୧ କ୍ୟୁସେକ ଜଳ ପ୍ରବେଶ କରୁଥିବା ବେଳେ ୨ଲକ୍ଷ ୭୩ ହଜାର ୯୧୦ କ୍ୟୁସେକ ଜଳ ନିଷ୍କାସନ କରାଯାଉଛି । ସେହିପରି ପାୱାର ଚ୍ୟାନେଲରେ ୧୪ ହଜାର ୫୪୫, ବିଭିନ୍ନ କେନାଲରେ ୨ହଜାର ୮୭୭ ଓ ଶିଳ୍ପକୁ ୧୭୦ କ୍ୟୁସେକ ଜଳ ଛଡାଯାଉଛି । ଡ୍ୟାମ୍‌ ଉପରମୁଣ୍ଡରେ ବର୍ଷା ଅନୁପାତ ବଢ଼ିଥିବାରୁ ହୀରାକୁଦ ଡ୍ୟାମ୍‌ରେ ଅଧିକ ପାଣି ପ୍ରବେଶ କରୁଛି ।


Enter your email to get our daily news in your inbox.

All Right Reserved By Dharitri.Com

ମା’ଙ୍କୁ ମାରି ଘରେ ପ୍ଲାଷ୍ଟର କରିଦେଲେ ସଇତାନ ପୁଅ! କୁମ୍ଭାରପଡ଼ାରେ ହଇଚଇ

ପୁରୀ,୨୪।୮(ଅଜିତ କୁମାର ମହାନ୍ତି): ପୁରୀ ଜିଲାରେ ଏକ ଅଭାବନୀୟ ଘଟଣା ଘଟିଛି। ନିଜ ମା’ଙ୍କୁ ମାରି ଘରେ ପ୍ଲାଷ୍ଟର କରିଦେଇଛନ୍ତି ଜଣେ ସଇତାନ ପୁଅ! ପୁରୀ କୁମ୍ଭାରପଡ଼ାରେ…

ଛାତ୍ରୀ ନିବାସକୁ ନାହିଁ ରାସ୍ତା: ସମସ୍ୟା ଭୋଗୁଛନ୍ତି ୨୩୦ ଆଦିବାସୀ ଛାତ୍ରୀ

ମୋହନା,୨୪।୮(ମନ୍ମଥ ମିଶ୍ର): ଛାତ୍ରୀ ନିବାସ ଅଛି। ଛାତ୍ରୀ ଅଛନ୍ତି। ପାଠପଢ଼ା ପାଇଁ ସବୁ ବ୍ୟବସ୍ଥା ଅଛି। ହେଲେ ବିଦ୍ୟାଳୟରେ ପହଞ୍ଚିବା ପାଇଁ ନାହିଁ ଭଲ ରାସ୍ତା। ଫଳରେ…

ଆନ୍ଦୋଳନକୁ ଓହ୍ଲାଇଲେ ଚାଷୀ: ୨୪ ଘଣ୍ଟାରେ ଦାବି ପୂରଣ ନ ହେଲେ…

ଝାରବନ୍ଧ,୨୪।୮(ଦେବେନ୍ଦ୍ର ସାହୁ): ଧାନ ବିକ୍ରି ପାଇଁ ଆଟ କିସମ ଜମି ପଞ୍ଜିକରଣ ହେଉ ନ ଥିବାରୁ ଚାଷୀ ଆନ୍ଦୋଳନକୁ ଓହ୍ଲାଇଛନ୍ତି l ଆଟ କିସମକୁ ପଞ୍ଜିକରଣ କରା…

ଭବାନୀପାଟଣାରେ ଖାଦ୍ୟ ନିରାପତ୍ତା ବିଭାଗର ଚଢ଼ାଉ: ୩୨ କିଲୋ ବାସି-କୃତ୍ରିମ ରଙ୍ଗଯୁକ୍ତ ଖାଦ୍ୟ ନଷ୍ଟ

ଭବାନୀପାଟଣା,୨୪।୮(ଉତ୍ତମ କୁମାର ଦାଶ): ଆଗକୁ ଆସୁଥିବା ପର୍ବପର୍ବାଣୀକୁ ଦୃଷ୍ଟିରେ ରଖି ଭବାନୀପାଟଣା ସହରର ବିଭିନ୍ନ ସ୍ଥାନରେ ସୋମବାର ଖାଦ୍ୟ ନିରାପତ୍ତା ବିଭାଗ ପକ୍ଷରୁ ପୋଲିସ ସହଯୋଗରେ ଚଢ଼ାଉ…

ବାଇକରେ ବୁହାହେଲା ମୃତଦେହ: ଅଭାବନୀୟ ଚିତ୍ରର ଭିଡିଓ ହେଉଛି ଭାଇରାଲ

ବଲାଙ୍ଗୀର,୨୪।୮(ସୁନିଲ କୁମାର ମହାନ୍ତି): ବଲାଙ୍ଗିର ଜିଲା କଣ୍ଟାବାଞ୍ଜି ସରକାରୀ ହସ୍ପିଟାଲରୁ ଆସିଛି ଅଭାବନୀୟ ଚିତ୍ର। କଣ୍ଟାବାଞ୍ଜି ସରକାରୀ ହସ୍ପିଟାଲରେ ଚିକିତ୍ସିତ ହେଉଥିବା ଖଇରପଦର ଗାଁର ୧୨ ବର୍ଷୀୟା…

କୁରୁଗୁଡା-ମୁର୍ଲାପଦର ମୁଖ୍ୟ ରାସ୍ତାରେ ୫ଫୁଟ୍‌ର ପାଣି, ଯୋଗାଯୋଗ ବିଛିନ୍ନ

ଜୁନାଗଡ଼, ୨୪ା୮(ସୁନୀଲ କୁମାର ସିଂହ): କଳାହାଣ୍ଡି ଜିଲାରେ ଗତ ଦୁଇଦିନ ଧରି ଲଗାଣ ବର୍ଷା ଜନଜୀବନକୁ ଅସ୍ତବ୍ୟସ୍ତ କରିଦେଇଛି। ଏଥିଯୋଗୁ ବିଭିନ୍ନ ନଦୀନାଳରେ ଜଳସ୍ତର ବୃଦ୍ଧି ପାଇଛି।…

ଦିଗପହଣ୍ଡିରେ ଶ୍ରୀଗଣେଶ ପୂଜା ମହୋତ୍ସବ ପାଇଁ ଶୁଭଖୁଣ୍ଟି ସ୍ଥାପନ

ଦିଗପହଣ୍ଡି, ୨୪।୮ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହରର ବଜାରସାହି ପୂଜା କମିଟି ପକ୍ଷରୁ ୪୬ତମ ଗଣେଶ ପୂଜା ମହୋତ୍ସବ ନିମନ୍ତେ ସୋମବାର ବଜାର…

ମୋଦିଙ୍କୁ ପ୍ରଶଂସାରେ ପୋତିଲେ ପୁଟିନ: ଦେଲେ ସବୁ ଶ୍ରେୟ

ମସ୍କୋ,୨୪।୮: ମସ୍କୋରେ ଭାରତୀୟ ବୈଦେଶିକ ମନ୍ତ୍ରୀ ଏସ. ଜୟଶଙ୍କର ସୋମବାର ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କୁ ଭେଟିଛନ୍ତି। ଏଠାରେ ଉଭୟ ପକ୍ଷ ଦ୍ୱିପାକ୍ଷିକ ସମ୍ପର୍କକୁ ଆହୁରି ଗଭୀର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri