ହୃଦ୍‌ରୋଗୀଙ୍କ ପାଇଁ ଉପକାରୀ ଚେରି

ଚେରି ସ୍ବାସ୍ଥ୍ୟ ପକ୍ଷେ ଖୁବ୍‌ ଭଲ ବୋଲି ଏକ ଗବେଷଣାରୁ ଜଣାପଡ଼ିଛି। ଜାଣନ୍ତୁ ଏହାର ଉପକାରୀ ଗୁଣ ସମ୍ପର୍କରେ…

– ଏଥିରେ କାର୍ବୋହାଇଡ୍ରେଟ୍‌, ଭିଟାମିନ ‘ଏ’, ଭିଟାମିନ ‘ବି’ ଏବଂ ଭିଟାମିନ ‘ସି’, ବିଟାକିରୋଟିନ, କ୍ୟାଲ୍‌ସିୟମ ଏବଂ ପୋଟାସିୟମ ପ୍ରଚୁର ପରିମାଣର ରହିଛି।

– ଗବେଷଣାରୁ ଜଣାପଡ଼ିଛି, ପ୍ରତ୍ୟେକ ଦିନ ସକାଳୁ ଏବଂ ଶୋଇବା ପୂର୍ବରୁ ଚେରି ଜୁସ ପିଇଲେ ଭଲ ନିଦ ହୋଇଥାଏ। ୫୦ରୁ ଉର୍ଦ୍ଧ ବୟସ୍କ ବ୍ୟକ୍ତିଙ୍କ ପାଇଁ ଚେରି ଜୁସ୍‌ ଖୁବ୍‌ ଲାଭଦାୟକ।

– ନିୟମିତ ଚେରି ଖାଇଲେ ତ୍ୱଚାରେ ଉଜ୍ଜ୍ୱଳତା ଆସିଥାଏ।

– ହୃଦ୍‌ରୋଗୀଙ୍କ ପାଇଁ ଚେରି ଖୁବ୍‌ ଭଲ। ଚେରି ଖାଇବା ଦ୍ୱାରା ରକ୍ତଚାପ ନିୟନ୍ତ୍ରଣରେ ରହେ। ଫଳରେ ହୃଦ୍‌ଘାତ ଆଶଙ୍କା କମ୍‌ ଥାଏ।

– ଓଜନ ହ୍ରାସ କରିବାକୁ ଚାହୁଁଥିଲେ ଚେରି ଖାଇବା ଭଲ। ଏଥିରେ ଫ୍ୟାଟ୍‌ ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ଯୁଦ୍ଧ ମଧ୍ୟରେ ଏଲପିଜିକୁ ନେଇ ବଡ଼ ପଦକ୍ଷେପ ନେଲେ ସରକାର, ଏଣିକି ୧୪.୨ କିଲୋଗ୍ରାମ ସିଲିଣ୍ଡର…

ନୂଆଦିଲ୍ଲୀ,୨୩।୩: ଉପସାଗରୀୟ ଦେଶଗୁଡ଼ିକରେ ଚାଲିଥିବା ସଂଘର୍ଷ ଏବେ ଭାରତର ଶକ୍ତି ଯୋଗାଣକୁ ପ୍ରଭାବିତ କରୁଛି। ଅଶୋଧିତ ତୈଳ ଏବଂ ଗ୍ୟାସ ଯୋଗାଣ ପ୍ରଭାବିତ ହୋଇଛି, ଯାହା ଫଳରେ…

ପ୍ଲେୟର ଅଫ ଦ ମନ୍ଥ ଘୋଷଣା କଲା ICC, ବାଜି ମାରିଲେ ଟିମ୍ ଇଣ୍ଡିଆର ଖେଳାଳି

ନୂଆଦିଲ୍ଲୀ,୨୩।୩:  ଅନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ଫେବୃଆରୀ ୨୦୨୬ ପାଇଁ ମାସର ଶ୍ରେଷ୍ଠ ଖେଳାଳି ପୁରସ୍କାର ଘୋଷଣା କରିଛି। ମହିଳା ବର୍ଗରେ, ଟିମ୍ ଇଣ୍ଡିଆର ଜଣେ ଖେଳାଳି ବାଜି…

ଓଜନ କମାଇବାକୁ ଚାହୁଁଛନ୍ତି କି, ଆପଣାନ୍ତୁ ଏହି ଉପାୟ

ନିୟମିତ ମହୁ ଖାଇଲେ ତାହା ଓଜନ କମାଇବାରେ ସାହାଯ୍ୟ କରିଥାଏ। ଏଭଳି ସମସ୍ୟା ସହ ଜଡିତ କେତେକ ବ୍ୟକ୍ତିଙ୍କୁ ପ୍ରତିଦିନ କିଛି ପରିମାଣରେ ମହୁ ଖାଇବାକୁ ଦିଆଯାଇଥିଲା।…

ଭାରତ ପାଇଁ ଆଶ୍ୱସ୍ତି: ଷ୍ଟ୍ରେଟ ଅଫ୍‌ ହର୍ମୁଜ ଅତିକ୍ରମ କଲା ୨ ଏଲପିଜି ଟ୍ୟାଙ୍କର୍‌

ତେହେରାନ୍‌,୨୩।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ଭୟଙ୍କର ଯୁଦ୍ଧ ମଧ୍ୟରେ ଭାରତ ବଡ଼ କୂଟନୈତିକ ସଫଳତା ହାସଲ କରିପାରିଛି। ଇରାନ ଏଲପିଜି ବୋଝେଇ ୨ଟି ଭାରତୀୟ ଟ୍ୟାଙ୍କରକୁ ଷ୍ଟ୍ରେଟ ଅଫ୍‌…

ଡରାଉଛି ମୁଖ କ୍ୟାନ୍ସର: ୧୦ ବର୍ଷରେ ନେଲାଣି ୩ ହଜାର ଜୀବନ

ଭୁବନେଶ୍ୱର,୨୩।୩: ମୁଖ କ୍ୟାନ୍ସର ଏବେ ମୁଣ୍ଡ ବିନ୍ଧାର ମୁଖ୍ୟ କାରଣ ସାଜିଛି। ରାଜ୍ୟରେ ୧୦ ବର୍ଷରେ ମୁଖ କ୍ୟାନ୍ସରରେ ୩ ହଜାରରୁ ଊର୍ଦ୍ଧ୍ୱ ଲୋକଙ୍କ ମୃତ୍ୟୁ ଘଟିଥିବା…

ମଧ୍ୟପ୍ରାଚ୍ୟ ସଙ୍କଟ ମଧ୍ୟରେ ବଡ଼ କଥା କହିଦେଲେ ମୋଦି; LPGକୁ ପ୍ରାଥମିକତା, ତେଲକୁ ନେଇ କହିଲେ…

ନୂଆଦିଲ୍ଲୀ,୨୩।୩: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପଶ୍ଚିମ ଏସିଆରେ ଚାଲିଥିବା ସଂଘର୍ଷ ସମ୍ପର୍କରେ ଲୋକସଭାରେ ଅଭିଭାଷଣ ଦେଇଛନ୍ତି । ପ୍ରଧାନମନ୍ତ୍ରୀ ମୋଦି ତାଙ୍କ ଅଭିଭାଷଣରେ କହିଛନ୍ତି, ପଶ୍ଚିମ ଏସିଆରେ…

ନନ୍ଦପୁର ବଜାରରେ ସିଓଟିପିଏ ଏନଫୋର୍ସମେଣ୍ଟ ଟିମ୍‌ :ଗୁଟଖା,ଫୁଡ ଲାଇସେନ୍ସ ଯାଞ୍ଚ

ନନ୍ଦପୁର,୨୩।୩: କୋରାପୁଟ ଜିଲା ନନ୍ଦପୁର ବ୍ଲକ ସଦର ମହକୁମାରେ ସୋମବାର ସିଓଟିପିଏ ଏନଫୋର୍ସମେଣ୍ଟ ଟିମ ପହଞ୍ଚି ନନ୍ଦପୁର ବଜାରର ଏକାଧିକ ଦୋକାନରେ ଗୁଟଖା ବିକ୍ରି, ଫୁଡ ଲାଇସେନ୍ସ,…

ନନ୍ଦପୁର ପୋଲିସକୁ ସଫଳତା, ସମ୍ବାଇ ଜଙ୍ଗଲରୁ ମିଳିଲା ଗୁଣ୍ଠାପୁଟରୁ ଚୋରି ବୋଲେରୋ

ନନ୍ଦପୁର,୨୩।୩(ତୁଷାର କାନ୍ତ ମହାନ୍ତି): ଗାଡ଼ି ଚୋରି ଘଟଣାରେ କୋରାପୁଟ ଜିଲା ନନ୍ଦପୁର ଥାନା ପୋଲିସକୁ  ସଫଳତା ମିଳିଛି । ଗତ ୧୫ ତାରିଖ ରବିବାର ରାତ୍ର ଗୁଣ୍ଠାପୁଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri