ହୃଦ୍‌ରୋଗ ଓ କ୍ୟାନସର ଦୂର କରେ ଅଶ୍ୱଗନ୍ଧା

ଅଶ୍ୱଗନ୍ଧାରେ ନାନା ଔଷଧୀୟ ଗୁଣ ଭରି ରହିଛି। ଶରୀରରେ ରୋଗ ପ୍ରତିରୋଧକ କ୍ଷମତା ମଜଭୁତ କରିବାକୁ ଚାହୁଁଥିଲେ ଅଶ୍ବଗନ୍ଧା ବ୍ୟବହାର କରନ୍ତୁ। ଅଶ୍ୱଗନ୍ଧାର ଫଳ, ଫୁଲ ଏବଂ ଛେଲି ବିଭିନ୍ନ ରୋଗ ପାଇଁ ବ୍ୟବହାର କରାଯାଇଥାଏ। ବିଶେଷକରି ଏହାର ଚୂର୍ଣ୍ଣକୁ ସେବନ କରିବା ଦ୍ବାରା ରକ୍ତ ପ୍ରବାହ ଠିକ୍‌ ଭାବରେ ହୋଇଥାଏ। ଅଶ୍ବଗନ୍ଧା କୋଲେଷ୍ଟରଲ ସ୍ତରକୁ ନିୟନ୍ତ୍ରଣ କରିବା ସହ ମାଂସପେଶୀକୁ ମଜଭୁତ କରିଥାଏ। ଫଳରେ ଶରୀରରେ ରକ୍ତ ଜମାଟ ବାନ୍ଧି ନ ଥାଏ। ଏହାକୁ ସେବନ କଲେ ହୃଦରୋଗ ଆଶଙ୍କା କମ୍‌ ଥାଏ। ସେହିପରି କ୍ୟାନସର ଭଳି ମାରାତ୍ମକ ରୋଗ ସହ ଲଢ଼ିବା ପାଇଁ ଅଶ୍ୱଗନ୍ଧା ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଥାଏ। ଅଶ୍ବଗନ୍ଧା କ୍ୟାନସର ସୃଷ୍ଟି କରୁଥିବା ସେଲସ୍‌କୁ ନଷ୍ଟ କରି ଦେଇଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ସ୍ଥାୟୀ ସେତୁ ଦାବିରେ ଗ୍ରାମବାସୀଙ୍କ ଆମରଣ ଅନଶନ: ଭରା ନଦୀ ଘେରରେ ୧୩୦ ପରିବାର, ୧୭୨୧ ଜୀବନ

ରାଜକନିକା, ୭।୯ (ସଞ୍ଜୟ କୁମାର ଦାଶ): କେନ୍ଦ୍ରାପଡ଼ା ଜିଲାର ଆଳି ନିର୍ବାଚନମଣ୍ଡଳୀ ଅଧୀନ ରାଜକନିକା ବ୍ଲକର ତ୍ରୈଲୋକ୍ୟପୁର ପଞ୍ଚାୟତ ଅନ୍ତର୍ଗତ ଦ୍ୱୀପାଞ୍ଚଳ ଗାଁ ଭାବେ ପରିଚିତ ଗଙ୍ଗାଧର…

ସ୍ତ୍ରୀଙ୍କୁ ଗୁଳିକଲେ ସ୍ବାମୀ: ରେଢ଼ାଖୋଲର ଲାଣ୍ଡିମାଲ ଗାଁରେ ଚାଞ୍ଚଲ୍ୟ

ରେଢ଼ାଖୋଲ, ୭।୯: ସମ୍ବଲପୁର ଜିଲା ରେଢ଼ାଖୋଲ ଅଞ୍ଚଳରେ ପାରିବାରିକ କଳହକୁ କେନ୍ଦ୍ର କରି ଜଣେ ମହିଳାଙ୍କୁ ତାଙ୍କ ସ୍ୱାମୀ ଗୁଳି କରି ହତ୍ୟା କରିଥିବା ଅଭିଯୋଗ ହୋଇଛି।…

ଲାଞ୍ଚ ନେବା ବେଳେ ଧରାପଡିଲେ ରାଜସ୍ୱ ଅଧିକାରୀ, ଏକକାଳୀନ ୩ସ୍ଥାନରେ ଚଢ଼ାଉ

ପିପିଲି,୭।୯: ଲାଞ୍ଚ କାରବାର ବିରୋଧରେ ଓଡ଼ିଶା ଭିଜିଲାନ୍ସ ଟିମ୍ ବଡ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି । ପୁରୀ ଜିଲା ପିପିଲି ତହସିଲ ଅଧୀନ ସିଉଳା ଆରଆଇ ସର୍କଲର…

ରାଜ୍ୟ ନିର୍ବାଚନ କମିଶନଙ୍କ ବଡ଼ ନିର୍ଦ୍ଦେଶ, ବୁଥର ହେବ ଫିଜିକାଲ ଭେରିଫିକେସନ

ଭୁବନେଶ୍ୱର,୭।୯: ରାଜ୍ୟ ନିର୍ବାଚନ କମିଶନ ସୋମବାର ପଞ୍ଚାୟତ ନିର୍ବାଚନ ପାଇଁ ଏକ ବଡ଼ ପଦକ୍ଷେପ ନେଇଛନ୍ତି। ବୁଥଗୁଡିକ ଠିକ୍‌ ଅଛି ନା ନାହିଁ ଏହାର ଫିଜିକାଲ ଭେରିଫିକେସନ…

ଭଞ୍ଜନଗରରେ ଜିଲାସ୍ତରୀୟ ଜନଅଭିଯୋଗ ଶୁଣାଣି: ୧୮୮ ଅଭିଯୋଗର ଶୁଣାଣି, ୧୦ର ତୁରନ୍ତ ସମାଧାନ

ଭଞ୍ଜନଗର, ୭।୯ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉପଜିଲାପାଳଙ୍କ ସମ୍ମିଳନୀ କକ୍ଷରେ ସୋମବାର ଜିଲା ପ୍ରଶାସନ ପକ୍ଷରୁ ଜିଲାସ୍ତରୀୟ ମିଳିତ ଜନଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ…

ଗିଲଙ୍କୁ ୫ ହଜାର ଟଙ୍କା ଦେଲେ ଅଭିଷେକ ଶର୍ମାଙ୍କ ପିତା: କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୭।୯: ଟିମ ଇଣ୍ଡିଆର ଅଧିନାୟକ ଶୁବମନ ଗିଲଙ୍କ ମୋଟ ସମ୍ପତ୍ତି ୮୦ କୋଟି ବୋଲି ଆକଳନ କରାଯାଇଛି। ଏହାକୁ ଦୃଷ୍ଟିରେ ରଖି ୫,୦୦୦ ତାଙ୍କ ପାଇଁ ବିଶେଷ…

କୁମ୍ଭ-ବିଛା ସମେତ ୪ ରାଶି ପାଇଁ ଭାଗ୍ୟଶାଳୀ ଏହି ସପ୍ତାହ: ଚାକିରିରେ ପ୍ରମୋସନ ସହ ବଢ଼ିବ ଦରମା!

ଭୁବନେଶ୍ୱର: ନୂଆ ସପ୍ତାହର ଆରମ୍ଭ ବୁଧଙ୍କ ଗୋଚର ସହ ହେଉଛି। ଜ୍ୟୋତିଷ ଗଣନା ଅନୁସାରେ, ଏହି ସପ୍ତାହ କୁମ୍ଭ, ମିଥୁନ, ବିଛା ଓ ମୀନ ରାଶିର ଲୋକଙ୍କ…

ଏହି ଦିନଠୁ ଯାଞ୍ଚ ହେବ ଅଗ୍ନି ସୁରକ୍ଷା

ଭୁବନେଶ୍ୱର,୭।୯: ଚିଫ୍‌ ଫାୟାର ଅଫିସର ଦେବେନ୍ଦ୍ର ସ୍ବାଇଁ ସୋମବାର ଏକ ବଡ଼ ସୂଚନା ଦେଇଛନ୍ତି। ସେପ୍ଟେମ୍ବର ୧୫ରୁ ଅକ୍ଟୋବର ୧୫ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ଅଗ୍ନି ସୁରକ୍ଷା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri