ହେଟାବାଘ ଆକ୍ରମଣରେ ୭ ଛେଳି ମୃତ, ୧୨ଗୁରୁତର

ରଣପୁର, ୨୮।୮(ସ୍ବ.ପ୍ର.): ନୟାଗଡ଼ ଜିଲା ରଣପୁର ବନବିଭାଗ ଅଧୀନ କଙ୍କିଆ ସାଆଁତରାପୁର ଆଦିବାସି ସାହିରେ ହେଟା ବାଘ ଆକ୍ରମଣରେ ୭ ଛେଳିଙ୍କ ମୃତ୍ୟୁ ଘଟିଥିବା ବେଳେ ୧୨ ଗୁରୁତର ହୋଇଛନ୍ତି।
ପ୍ରକାଶ ଯେ, ଗ୍ରାମର ଚକରା ନାୟକଙ୍କ ଗୁହାଳରେ ୨୫ଟି ଛେଳି ଥିଲା। ମଙ୍ଗଳବାର ରାତିରେ ନିକଟସ୍ଥ ଜଙ୍ଗଲରୁ ୨ରୁ ଊର୍ଦ୍ଧ୍ୱ ହେଟାବାଘ ଆସି ଗୁହାଳଭିତରେ ପଶି ଛେଳିଗୁଡିକୁ ଆକ୍ରମଣ କରିଥିଲେ। ଛେଳିଙ୍କ ଚିତ୍କାର ଶୁଣି ଚକରା ଗୁହାଳକୁ ଯାଇଥିଲେ। ସେଠାରେ ୭ ଛେଳିଙ୍କ ମୃତ୍ୟୁ ଘଟିଥିବା ବେଳେ ଆଉ କେତେକକୁ ହେଟାବାଘ ନେଇଯାଉଥିବା ସେ ଦେଖିବାକୁ ପାଇଥିଲେ। ଖବରପାଇ ରଣପୁର ବନ ଅଧିକାରୀ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଯୁବ ରେଡକ୍ରସ ସଚେତନତା କାର୍ଯ୍ୟକ୍ରମ: ସମାଜରୁ ଅନ୍ଧବିଶ୍ୱାସ ଦୂର କରିବାକୁ ଆହ୍ବାନ

ଦିଗପହଣ୍ଡି,୨୬।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମକୋଇ ଗ୍ରାମସ୍ଥିତ ଚିଦାନନ୍ଦ ସରସ୍ବତୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ୨୦୨୬-୨୭ ଶିକ୍ଷାବର୍ଷର ଯୁବ ରେଡକ୍ରସ ୟୁନିଟର ଇଣ୍ଡକ୍ସନ…

ଆଟ ଜମିକୁ ଧାନବିକ୍ରି ପଞ୍ଜୀକରଣରୁ ବାଦ୍‌: ତେଜି ଉଠିଲା ଚାଷୀ ଅସନ୍ତୋଷ

ବରଗଡ଼,୨୬।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଖରିଫ୍‌ ଧାନବିକ୍ରି ପାଇଁ ପଞ୍ଜୀକରଣ ପ୍ରକ୍ରିୟା ଚାଲିଛି। ଏହି ପ୍ରକ୍ରିୟା ସରିବାକୁ ଆଉମାତ୍ର ୬ ଦିନ ବାକି ରହିଛି। ଅନ୍ୟପଟେ ଏପର୍ଯ୍ୟନ୍ତ…

କଣ୍ଠଶିଳ୍ପୀ ସୌରିନ ଭଟ୍ଟଙ୍କ ଅଡୁଆ ବଢ଼ିଲା: ଜାମିନ ବିହୀନ ଗିରଫ ପରୱାନା ରହିତାଦେଶ ହଟାଇଲେ…

କଟକ,୨୫।୮(କାର୍ତ୍ତିକ ସାହୁ): ବାରମ୍ବାର ସମୟ ନେଇ ନିମ୍ନ ଅଦାଲତରେ ହାଜର ନ ହେବା କଣ୍ଠଶିଳ୍ପୀ ସୌରିନ ଭଟ୍ଟଙ୍କ ପାଇଁ ମହଙ୍ଗା ସାବ୍ୟସ୍ତ ହୋଇଛି। ଫଳରେ ଗିରଫଦାରିକୁ ନେଇ…

୩୦ ଯାଏ ବଢ଼ିଲା ଓଏସ୍‌ଏସ୍‌ଟିଇଟି ପଞ୍ଜୀକରଣ, ସେପ୍ଟେମ୍ବର ୩୦…

କଟକ,୨୫।୮(କାର୍ତ୍ତିକ ସାହୁ): ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ୱାରା ପରିଚାଳିତ ଓଡ଼ିଶା ସେକେଣ୍ଡାରି ସ୍କୁଲ ଟିଚର୍ସ ଇଲିଜିବିଲିଟି ଟେଷ୍ଟ (ଓଏସ୍‌ଏସ୍‌ଟିଇଟି) ୨୦୨୬ ନିମନ୍ତେ ପଞ୍ଜୀକରଣ ଅବଧିକୁ ଅଗଷ୍ଟ…

“ବିବାହ ନ କଲେ ଆତ୍ମହତ୍ୟା କରିବି” କହି ନେଇଗଲେ, ପ୍ରେମିକା ୩ ମାସର ଗର୍ଭବତୀ ହେବା ପରେ ଫେରାର୍; ପରିଶେଷରେ…

ଦେବଗଡ଼,୨୫।୮(ଶଶାଙ୍କ ଶେଖର ଝାଙ୍କର): ବିବାହର ମିଛ ପ୍ରତିଶ୍ରୁତି ଦେଇ ପ୍ରେମିକାଙ୍କ ସହ ବାରମ୍ବାର ଶାରୀରିକ ସମ୍ପର୍କ ସ୍ଥାପନ କରିବା ଏବଂ ପରବର୍ତ୍ତୀ ସମୟରେ ପ୍ରତାରଣା କରିବା ଅଭିଯୋଗରେ…

ସାନଖେମୁଣ୍ଡି ବ୍ଲକ ସ୍ତରୀୟ ସାମାଜିକ ସମୀକ୍ଷା ଜନଶୁଣାଣି: ୧୦ ଲକ୍ଷରୁ ଊର୍ଦ୍ଧ୍ୱ ଶ୍ରମ ଦିବସ ସୃଷ୍ଟି, ବିନା ଗ୍ରାମସଭାରେ କାମକୁ ନେଇ ଅସନ୍ତୋଷ

ଦିଗପହଣ୍ଡି,୨୫।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ସମ୍ମିଳନୀ କକ୍ଷରେ ମଙ୍ଗଳବାର ବ୍ଲକସ୍ତରୀୟ ସାମାଜିକ ସମୀକ୍ଷା ଓ ଜନଶୁଣାଣିର ୨୦୨୬-୨୭ ଆର୍ଥିକ ବର୍ଷ ପ୍ରଥମ ଚକ୍ର…

ନିଶାମୁକ୍ତ ସମାଜ ଗଠନ ପାଇଁ ଆହ୍ୱାନ: ରମ୍ଭା ଥାନା ପକ୍ଷରୁ…

ରମ୍ଭା, ୨୫।୮ (ବିଦ୍ୟାଧର ସାହୁ): ସୁବଳୟା ସ୍ଥିତ ଗୋପାଳ କୃଷ୍ଣ ଉଚ୍ଚ ମାଧ୍ୟମିକ ମହାବିଦ୍ୟାଳୟରେ ରମ୍ଭା ପୋଲିସ ପକ୍ଷରୁ ସାଇବର୍ ଅପରାଧ ଓ ନିଶା ନିବାରଣ ସଚେତନତା…

କଣ୍ଟାମାଳ ପୋଲିସ-ଜନତା ଖଣ୍ଡଯୁଦ୍ଧ: ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ଏସ୍‌ପିଙ୍କ ତଦନ୍ତ, ଗ୍ରାମବାସୀଙ୍କ ମଧ୍ୟରେ ଅସନ୍ତୋଷ

କଲ୍ୟାଣସିଂହପୁର,୨୫।୮(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କାଶୀପୁର ବ୍ଲକ କଣ୍ଟାମାଳ ଗ୍ରାମରେ ଘଟିଥିବା ବହୁଚର୍ଚ୍ଚିତ ପୋଲିସ-ଜନତା ସଂଘର୍ଷ ଘଟଣାରେ ତଦନ୍ତ ପ୍ରକ୍ରିୟା ତ୍ୱରାନ୍ୱିତ ହୋଇଛି। ମାନ୍ୟବର ହାଇକୋର୍ଟଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri