Posted inଖେଳ

ହେପ୍‌ଟାଥଲନ ସ୍ବପ୍ନାଙ୍କୁ ରୌପ୍ୟ, ପୂର୍ଣ୍ଣିମା ପଞ୍ଚମ

ଦୋହା, ୨୪।୪-ଦୋହାରେ ଚାଲିଥିବା ଏସିଆନ ଆଥଲେଟିକ୍ସ ଚାମ୍ପିୟନଶିପ୍‌ର ହେପ୍‌ଟାଥଲନ ଇଭେଣ୍ଟରେ ଭାରତର ସ୍ବପ୍ନା ବର୍ମନ ରୌପ୍ୟ ପଦକ ପାଇଛନ୍ତି। ଏଥିରେ ଭାଗ ନେଇଥିବା ଓଡ଼ିଶାର ପୂର୍ଣ୍ଣିମା ହେମ୍ବ୍ରମ ୫ମ ସ୍ଥାନ ପାଇଛନ୍ତି। ତୃତୀୟ ଦିବସରେ ଅନୁଷ୍ଠିତ ୮୦୦ ମିଟରରେ ସ୍ବପ୍ନା ୨:୨୦.୨୪ ସେକେଣ୍ଡ ସମୟ ନେଇ ତୃତୀୟ ସ୍ଥାନ ସହ ୮୨୦ ପଏଣ୍ଟ ପାଇଥିଲେ। ପୂର୍ଣ୍ଣିମା ୨:୨୮.୪୮ ସେକେଣ୍ଡ ସମୟ ନେଇ ୭୧୨ ପଏଣ୍ଟ ପାଇଥିଲେ। ଫଳରେ ୭ ଇଭେଣ୍ଟ ବିଶିଷ୍ଟ ପ୍ରତିଯୋଗିତାରେ ସ୍ବପ୍ନା ୫୯୯୩ ପଏଣ୍ଟ ସହ ରୌପ୍ୟ ପଦକ ହାସଲ କରିଥିଲେ। ଅନ୍ୟପକ୍ଷରେ ପୂର୍ଣ୍ଣିମା ୫୫୨୮ ପଏଣ୍ଟ ପାଇ ୫ମସ୍ଥାନ ଅଧିକାର କରିଥିଲେ। ପୂର୍ବରୁ ଅନୁଷ୍ଠିତ ଲଙ୍ଗଜମ୍ପରେ ସ୍ବପ୍ନା ୬.୦୧ ମିଟର କ୍ଲିୟର କରି ୮୫୩ ପଏଣ୍ଟ ପାଇଥିଲେ। ପୂର୍ଣ୍ଣିମା ୫.୯୯ ମିଟର ସହ ୮୪୬ ପଏଣ୍ଟ ହାସଲ କରିଥିଲେ। ଜାଭେଲିନ୍‌ ଥ୍ରୋରେ ସ୍ବପ୍ନା ୪୬.୮୩ ମିଟର ସହ ୭୯୯ ଏବଂ ପୂର୍ଣ୍ଣିମା ୩୯.୭୦ ମିଟର ସହ ୬୬୨ ପଏଣ୍ଟ ହାସଲ କରିଥିଲେ। ପ୍ରକାଶ ଯୋଗ୍ୟ ଯେ ସୋମବାର ହେପ୍‌ଟାଥଲନର ୪ ଇଭେଣ୍ଟ ପରେ ସ୍ବପ୍ନା ୩୫୨୧ ପଏଣ୍ଟ ସହିତ ୩ୟ ଓ ପୂର୍ଣ୍ଣିମା ୩୩୦୮ ପଏଣ୍ଟ ସହ ୫ମ ସ୍ଥାନରେ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଟି-୨୦ ବିଶ୍ୱକପ ପାଇଁ ବମ୍ଫର ପୁରସ୍କାର ରାଶି ଘୋଷଣା କଲା ICC, ଜାଣିଲେ ଉଡିଜିବ ହୋସ୍‌

ନୂଆଦିଲ୍ଲୀ,୧୩।୪: ଅନ୍ତର୍ଜାତୀୟ କ୍ରିକେଟ ପରିଷଦ ୨୦୨୬ ମହିଳା ଟି୨୦ ବିଶ୍ୱକପ ପାଇଁ ଏକ ରେକର୍ଡ ପୁରସ୍କାର ରାଶି ଘୋଷଣା କରିଛି। ICC ଘୋଷଣା କରିଛି ଯେ ବିଜେତା…

RCBରୁ ଆସିଲା ବଡ଼ ଖବର: ବାକି ଆଇପିଏଲ ମ୍ୟାଚ ଖେଳିବେନି କୋହଲି!

ନୂଆଦିଲ୍ଲୀ,୧୩।୪: ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ଏବଂ ମୁମ୍ବାଇ ଇଣ୍ଡିଆନ୍ସ ମଧ୍ୟରେ ଖେଳାଯାଇଥିବା ମ୍ୟାଚ ସମୟରେ ପୂର୍ବତନ ଅଧିନାୟକ ବିରାଟ କୋହଲି ଆଘାତ ପାଇଥିଲେ। ଏହା IPLର ୨୦ତମ…

‘ତୁମେ ଆମ ଟିମର ସବୁଠାରୁ ବଡ଼ ପ୍ରେରଣା’, ଏମିତି କହି ରୋହିତଙ୍କୁ ଅଭିନନ୍ଦନ ଜଣାଇଲେ ହାର୍ଦ୍ଦିକ

ନୂଆଦିଲ୍ଲୀ,୧୩।୪: ମୁମ୍ବାଇ ଇଣ୍ଡିଆନ୍ସ (ଏମଆଇ) ଅଧିନାୟକ ହାର୍ଦ୍ଦିକ ପାଣ୍ଡ୍ୟା ଦଳର ପୂର୍ବତନ ଅଧିନାୟକ ରୋହିତ ଶର୍ମାଙ୍କୁ ଫ୍ରାଞ୍ଚାଇଜ ସହିତ ୧୫ ବର୍ଷ ପୂରଣ କରିବା ପାଇଁ ଅଭିନନ୍ଦନ…

ଲକ୍ଷ୍ନୌକୁ ହରାଇଲା ଗୁଜରାଟ

ଲକ୍ଷ୍ନୌ,୧୨ା୪: ପ୍ରସିଦ୍ଧ କ୍ରିଷ୍ଣାଙ୍କ ଦମ୍‌ଦାର ବୋଲିଂ ବଳରେ ଗୁଜରାଟ ଟାଇଟନ୍ସ ୭ ଉଇକେଟରେ ଲକ୍ଷ୍ନୌ ସୁପର ଜାଏଣ୍ଟ୍ସ(ଏଲ୍‌ଏସ୍‌ଜି)କୁ ପରାସ୍ତ କରିଛି। ଏହା ଗୁଜରାଟର ୪ ମ୍ୟାଚ୍‌ରେ ଦ୍ୱିତୀୟ…

ନୀତୀଶ ରାଣାଙ୍କୁ ବଡ଼ ଜରିମାନା, କାହିଁକି ଜାଣନ୍ତୁ…

ଚେନ୍ନାଇ,୧୨ା୪:ଦିଲ୍ଲୀ କ୍ୟାପିଟାଲ୍ସ ବ୍ୟାଟର ନୀତୀଶ ରାଣାଙ୍କୁ ତାଙ୍କ ମ୍ୟାଚ୍‌ ଫି’ର ୨୫ ପ୍ରତିଶତ ଜରିମାନା କରାଯାଇଛି। ଚେନ୍ନାଇ ସୁପର କିଙ୍ଗ୍ସ (ସିଏସ୍‌କେ) ବିପକ୍ଷ ଇଣ୍ଡିଆନ ପ୍ରିମିୟର ଲିଗ୍‌…

ଭିନ୍ନ ଢଙ୍ଗରେ ଆଶା ଭୋସଲେଙ୍କୁ ଶ୍ରଦ୍ଧାଞ୍ଜଳି ଦେଲା RCB, ସଙ୍ଗୀତ ସବୁବେଳେ….

ନୂଆଦିଲ୍ଲୀ,୧୨ା୪: ‘ମେଲୋଡି କ୍ୱିନ୍’ ଆଶା ଭୋସଲେଙ୍କର ରବିବାର ଦେହାନ୍ତ ହୋଇଛି । ତାଙ୍କ ବିୟୋଗରେ ସମଗ୍ର ଭାରତରେ ଶୋକର ଛାୟା ଖେଳିଯାଇଥିଲା। ତେବେ କ୍ରୀଡା ଜଗତ ମଧ୍ୟ…

ପତ୍ନୀ ନୁହନ୍ତି, ଏ ହେଉଛନ୍ତି ମୋର ଲକି ଚାର୍ମ; ଶତକ ମାରିବା ପରେ ଏମିତି କହି…

ଚେନ୍ନାଇ,୧୨।୪: ଚେନ୍ନାଇର ଐତିହାସିକ ଏମ୍‌.ଏ. ଚିଦାମ୍ବରମ ଷ୍ଟାଡିୟମରେ ଖେଳାଯାଇଥିବା ଆଇପିଏଲ ୨୦୨୬ର ୧୮ତମ ମ୍ୟାଚରେ ଦିଲ୍ଲୀ କ୍ୟାପିଟାଲ୍ସ ବିପକ୍ଷରେ ଚେନ୍ନାଇ ସୁପର କିଙ୍ଗସର ଉଇକେଟ କିପର ବ୍ୟାଟର…

IPL 2026 ରେ ପ୍ରଥମ ବିଜୟ ପରେ ମଧ୍ୟ କାହିଁକି ଲକ୍ଷ ଲକ୍ଷ ଟଙ୍କାର କ୍ଷତି ସହିଲେ ଋତୁରାଜ ଗାୟକୱାଡ? ଜାଣନ୍ତୁ କିଏ ଲଗାଇଲା ଜରିମାନା

ନୂଆଦିଲ୍ଲୀ,୧୨।୪: ଶନିବାର ଅନୁଷ୍ଠିତ ଏକ ମ୍ୟାଚରେ ଚେନ୍ନାଇ ସୁପର କିଙ୍ଗ୍ସ ଦିଲ୍ଲୀ କ୍ୟାପିଟାଲ୍ସକୁ ୨୩ ରନରେ ପରାସ୍ତ କରିଛି। ଏହା ଆଇପିଏଲ ୨୦୨୬ରେ ସିଏସକେର ପ୍ରଥମ ବିଜୟ;…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri