ହେବ ଛେରାପହଁରା: ପାଲିଙ୍କି ପ୍ରସ୍ତୁତ, ଗଜପତିଙ୍କୁ ଅପେକ୍ଷା

ପୁରୀ ଅଫିସ,୪।୭: ଶେଷ ହୋଇଛି ଧାଡ଼ି ପହଣ୍ଡି। ରଥରେ ବିରାଜମାନ ହୋଇଛନ୍ତି ଚତୁର୍ଦ୍ଧାମୂର୍ତ୍ତି। ଏହାପରେ ମଦନମୋହନ ବିଜେ କରିବା ପରେ ଛେରାପହଁରା ନୀତି ଅନୁଷ୍ଠିତ ହେବ। ଏହାକୁ ନେଇ ଗଜପତିଙ୍କ ରାଜଉଆସରେ ପାଲିଙ୍କି ପ୍ରସ୍ତୁତ ହୋଇ ରହିଛି। ତେବେ କେବଳ ଅପେକ୍ଷା ଗଜପତିଙ୍କୁ। ନିର୍ଘଣ୍ଟ ସମୟାନୁଯାୟୀ ୧୨ଟା ୩୦ମିନିଟ୍‌ରେ ମଦନମୋହନ ବିଜେ କରିବେ। ଏହାପରେ ଅପରାହ୍ନ ୨ଟାରୁ ୩ଟା ମଧ୍ୟରେ ଛେରାପହଁରା ନୀତି ଅନୁଷ୍ଠିତ ହେବ।


Enter your email to get our daily news in your inbox.

All Right Reserved By Dharitri.Com

କ୍ରିକେଟ ଇତିହାସରେ ଭାରତ ପାଇଁ ଦ୍ରୁତତମ ଅର୍ଦ୍ଧଶତକ: ଯୁବରାଜ ସିଂହଙ୍କୁ ପଛରେ ପକାଇଲେ ବୈଭବ ସୂର୍ଯ୍ୟବଂଶୀ

ନୂଆଦିଲ୍ଲୀ,୨୧।୬: ରବିବାର ତ୍ରି-ସିରିଜ ଫାଇନାଲରେ ବୈଭବ ସୂର୍ଯ୍ୟବଂଶୀ ୨୯ ବଲ ରୁ ୯୪ ରନ କରିଥିଲେ। ଯଦିଓ ଏହି ମ୍ୟାଚ ରେ ୧୫ ବର୍ଷୀୟ ଖେଳାଳି ଶତକରୁ…

ବଲାଙ୍ଗୀରରେ ଆନ୍ତର୍ଜାତୀୟ ଯୋଗ ଦିବସ

ବଲାଙ୍ଗୀର, ୨୧/୬ (ସୁନିଲ କୁମାର ମହାନ୍ତି): ରବିବାର ଆନ୍ତର୍ଜାତୀୟ ଯୋଗ ଦିବସ ଅବସରରେ ବଲାଙ୍ଗୀର ଜିଲାର ବିଭିନ୍ନ ସ୍କୁଲ, କଲେଜ, ସାମାଜିକ ଓ ସାଂସ୍କୃତିକ ଅନୁଷ୍ଠାନ ପକ୍ଷରୁ…

ରକ୍ତଦାନ ମହତଦାନ: କବି ସମ୍ରାଟ ମିଡିଆ କ୍ଲବ୍ ପକ୍ଷରୁ…

ଭଞ୍ଜନଗର, ୨୧/୬ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରର କବି ସମ୍ରାଟ ମିଡିଆ କ୍ଲବ୍ ପକ୍ଷରୁ ରବିବାର ସ୍ଥାନୀୟ ନିୟନ୍ତ୍ରିତ ବଜାର କମିଟି ସମ୍ମିଳନୀ କକ୍ଷରେ ଏକ…

ପଞ୍ଚାୟତ ସ୍ତରୀୟ ‘ବିକାଶ ଧାରା ଓଡ଼ିଶା ସାରା’ କାର୍ଯ୍ୟକ୍ରମ ଅନୁଷ୍ଠିତ

ଗଞ୍ଜାମ,୨୧।୬ (ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ମଲାଡ଼ ଗ୍ରାମ ପଞ୍ଚାୟତ କାର୍ଯ୍ୟାଳୟ ପରିସରରେ ପଞ୍ଚାୟତ ସ୍ତରୀୟ ‘ବିକାଶ ଧାରା ଓଡ଼ିଶା ସାରା’ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା।…

ଛକା ଚୌକା ବର୍ଷା କରି ସଭିଙ୍କୁ ପୁଣି ଚକିତ କଲେ ବୈଭବ ସୂର୍ଯ୍ୟବଂଶୀ, କଲେ ବିଶ୍ୱ ରେକର୍ଡ

ନୂଆଦିଲ୍ଲୀ,୨୧।୬: ବୈଭବ ସୂର୍ଯ୍ୟବଂଶୀ ଲିଷ୍ଟ ଏ କ୍ରିକେଟର ଇତିହାସରେ ଦ୍ରୁତତମ ଅର୍ଦ୍ଧଶତକ ହାସଲ କରିଛନ୍ତି। ତ୍ରି-ସିରିଜ ଫାଇନାଲରେ ସେ ଶ୍ରୀଲଙ୍କା ଏ ବିପକ୍ଷରେ ମାତ୍ର ୧୧ ବଲରେ…

NDAରେ ସାମିଲ ହେବ DMK? ଶେଷ ପ୍ରତିବନ୍ଧକ ଦୂର, ମୋଦି ସରକାର ଖୁବ ଶୀଘ୍ର ଲୋକ ସଭାରେ ୩୬୦ ଆସନ ହାସଲ କରିବାକୁ ଯାଉଛି

ନୂଆଦିଲ୍ଲୀ,୨୧।୬: ତାମିଲନାଡୁ ରାଜନୀତିରେ ଏକ ଗୁରୁତ୍ୱପୂର୍ଣ୍ଣ ଘଟଣା ଘଟିଛି। ଦ୍ରାବିଡ଼ ମୁନ୍ନେତ୍ର କାଝଗମ (DMK)ର ଦୀର୍ଘକାଳୀନ ସହଯୋଗୀ ଇଣ୍ଡିଆନ ୟୁନିଅନ ମୁସଲିମ ଲିଗ (IUML) ଆନୁଷ୍ଠାନିକ ଭାବରେ…

‘୫୦ ବର୍ଷରେ ୩୦ ବର୍ଷ ଭଳି ଉର୍ଜାଶୀଳ ରୁହନ୍ତୁ’, ଅନ୍ତର୍ଜାତୀୟ ଯୋଗ ପ୍ରଧାନମନ୍ତ୍ରୀ ମୋଦିଙ୍କ ବାର୍ତ୍ତା

କୋଲକାତା,୨୧।୬: ଆଜି ସାରା ବିଶ୍ୱରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳନ କରାଯାଉଛି। ଏହି ଅବସରରେ କୋଲକାତାରେ ଏକ ଯୋଗ ଦିବସ କାର୍ଯ୍ୟକ୍ରମ ଆୟୋଜନ କରାଯାଇଥିଲା, ଯେଉଁଥିରେ ପ୍ରଧାନମନ୍ତ୍ରୀ…

ହଷ୍ଟେଲରେ ଝୁଲୁଛି ଛାତ୍ରୀଙ୍କ ମୃତଦେହ: ବଢ଼ୁଛି ସନ୍ଦେହ

ଗୋପାଳପୁର,୨୧।୬(ନବୀନ ରାଜ ଆଚାରି): ଗଞ୍ଜାମ ଜିଲା ଗୋଳନ୍ଥରା ଥାନା ଅଞ୍ଚଳର ଏକ ଘରୋଇ କଲେଜର ହଷ୍ଟେଲରେ ରହୁଥିବା ଜନୈକା ଛାତ୍ରୀଙ୍କ ମୃତଦେହ ଶନିବାର ପୋଲିସ ଜବତ କରିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri