ହେଭି ଭେହିକିଲ୍‌ରେ ସ୍ଥାନାନ୍ତର ହେବ ନରହନ୍ତା ଦନ୍ତା

ତାଳଚେର,୨୨ା୧(ନି.ପ୍ର.) – ଅନୁଗୋଳ ଜିଲା ତାଳଚେର ରେଞ୍ଜ ଅଞ୍ଚଳରେ ଦୀର୍ଘଦିନ ଧରି ଉପଦ୍ରବ ଚଳାଇଥିବା ନରହନ୍ତା ଦନ୍ତା ହାତୀକୁ ସୋମବାର ବନ ବିଭାଗ ଟ୍ରାଙ୍କୁଲାଇଜ କରିବାରେ ସଫଳ ହୋଇଥିଲେ ବି ରାତିରେ ସ୍ଥାନାନ୍ତର କରିବାରେ ବିଫଳ ହୋଇଛି। ଢେଙ୍କାନାଳ କପିଳାସସ୍ଥିତି ଚିଡ଼ିଆଖାନାର ଏଲିଫ୍ୟାଣ୍ଟ ରେସ୍‌କ୍ୟୁ ସେଣ୍ଟରକୁ ନିଆଯିବା ପାଇଁ ଟ୍ରକ୍‌ରେ ଚଢ଼ାଯିବା ପରେ ଦନ୍ତାହାତୀ ଚେନ ଛିଣ୍ଡାଇଦେବା ସହ ଟ୍ରକ୍‌ ଭାଙ୍ଗିଦେବାରୁ ବନ ବିଭାଗର ଯୋଜନା ବିଫଳ ହୋଇଯାଇଥିଲା। ତେବେ ହେଭି ଭେହିକିଲ୍‌ ମିଳିବା ପରେ ହାତୀକୁ କପିଳାସ ରେସ୍‌କ୍ୟୁ ସେଣ୍ଟରକୁ ନିଆଯିବ ବୋଲି ବିଭାଗ କହିଛି।
ସୂଚନା ଅନୁଯାୟୀ, ଉକ୍ତ ନରହନ୍ତା ଦନ୍ତାକୁ କାବୁ କରିବାକୁ ଶୁକ୍ରବାରଠାରୁ ବନ ବିଭାଗ ଅକ୍ଳାନ୍ତ ପରିଶ୍ରମ ଜାରି ରଖିଥିଲା। ଟ୍ରାଙ୍କୁଲାଇଜ ପରେ ରାତିରେ ହାତୀକୁ ଚେନରେ ବାନ୍ଧି ଏମ୍‌ସିଏଲ୍‌ର କ୍ରେନ ସାହାଯ୍ୟରେ ଟ୍ରକ୍‌ ଉପରକୁ ଚଢ଼ାଯାଇଥିଲା। ତେବେ ଗୋଡ଼ରେ ବନ୍ଧା ହୋଇଥିବା ଚେନ ଦନ୍ତା ଛିଣ୍ଡାଇଦେବା ସହ ଟ୍ରକ୍‌ ଡାଲାକୁ ଭାଙ୍ଗି ଦେଇଥିଲା। ଫଳରେ ବିଭାଗୀୟ ଅଧିକାରୀ ହାତୀକୁ ଟ୍ରକ୍‌ରୁ ତଳକୁ ଓହ୍ଲାଇ ଦେବାକୁ ବାଧ୍ୟ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ରାସ୍ତାକଡ଼କୁ ଓଲଟିଲା ଜଗନ୍ନାଥ ଏକ୍ସପ୍ରେସ, ୨୫ ଯାତ୍ରୀ…

ପାଳଲହଡା,୨୧।୭(ଦିବ୍ୟଜ୍ୟୋତି ଦାଶ): ରାସ୍ତାକଡ଼କୁ ଓଲଟିଲା OSRTC ଜଗନ୍ନାଥ ଏକ୍ସପ୍ରେସ । ଯାତ୍ରୀଙ୍କୁ ନେଇ ଯାଉଥିବା ବେଳେ ଭାରସାମ୍ୟ ହରାଇ ରାସ୍ତାରେ ଓଲଟିପଡିଥିବା ଜଣାପଡିଛି । ଅନୁଗୁଳ ଜିଲା…

ଚତୁର୍ଦ୍ଧାମୂର୍ତ୍ତିଙ୍କ ବିଗ୍ରହ ନିର୍ମାଣ ନିମନ୍ତେ ପ୍ରସ୍ତୁତି ଆରମ୍ଭ, ଦାରୁ ଶଗଡ଼ି ଶୋଭାଯାତ୍ରାରେ ସାମିଲ ବହୁ ସଂଖ୍ୟକ ଶ୍ରଦ୍ଧାଳୁ  

ଦିଗପହଣ୍ଡି,୨୦।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି – ଆସିକା ମୁଖ୍ୟରାସ୍ତାର ଚାଞ୍ଚଡାପଲ୍ଲୀ ଗାଁ ଛକଠାରେ ନିର୍ମାଣଧୀନ ଶ୍ରୀ ଜଗନ୍ନାଥଙ୍କ ନୂତନ ମନ୍ଦିର ନିର୍ମାଣ ସହ ଶ୍ରୀ…

ଗଞ୍ଜାମର ୪ ଏନ୍‌ଏସଏସ ସ୍ବେଚ୍ଛାସେବୀ ପୁରସ୍କୃତ: କଲେଜ ପାଇଁ ଆଣିଲେ ଗୌରବ

ଭଞ୍ଜନଗର,୨୦।୭(ବାବୁଲା ପ୍ରଧାନ):ବାଲେଶ୍ୱର ଫକୀର ମୋହନ ବିଶ୍ୱବିଦ୍ୟାଳୟରେ ଗତ ୧୬ ତାରିଖରୁ ୨୦ ତାରିଖ ପର୍ଯ୍ୟନ୍ତ ରାଜ୍ୟ ସଂହତି ଶିବିର ଅନୁଷ୍ଟିତ ହୋଇଥିଲା। ଏଥିରେ ବ୍ରହ୍ମପୁର ବିଶ୍ୱବିଦ୍ୟାଳୟ ଅଧିନ…

ରାୟଗଡ଼ାକୁ ଚାଲାଣ କରୁଥିବାବେଳେ ମାଡିବସିଲା ପୋଲିସ, ୧୦୦ କେଜି ଗଞ୍ଜେଇ ଜବତ

ମୋହନା, ୨୦।୭( ମନ୍ମଥ ମିଶ୍ର ): ଗଜପତି ଜିଲା ଅଡ଼ବା ଥାନା ପୋଲିସ ଆଜି ୧୦୦ କେଜି ଗଞ୍ଜେଇ ଜବତ କରିବା ସହ ଜଣେ ଅଭିଯୁକ୍ତଙ୍କୁ ଗିରଫ…

ନିର୍ବାଚନ ପ୍ରତିଶ୍ରୁତି ଭୁଲିଗଲେଣି ନେତା: ବ୍ରାହ୍ମଣୀଗାଁରେ ସ୍ଥାପନ ହେଉନି 5g ନେଟୱାର୍କ, ବଢୁଛି ଜନଅସନ୍ତୋଷ

ଦାରିଙ୍ଗବାଡି,୨୦।୭ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକର ଦୁର୍ଗମ ଅଞ୍ଚଳଭାବେ ଜଣାଶୁଣା ବ୍ରାହ୍ମଣୀଗାଁଠାରେ ଗତ ଏକ ଦଶନ୍ଧି ହେଲା ବିଏସଏନଏଲ ମୋବାଇଲ ସେବା ଉପଲବ୍ଧ। ତେବେ…

୯୭ ବର୍ଷରେ ମିଳିଲା ସରକାରୀ ସହାୟତା: ବୃଦ୍ଧା ମହିଳାଙ୍କ ମୁହଁରେ ଫୁଟିଲା ହସ

ଗଜପତି,୨୦।୭(ଗିରିଧାରୀ ପରିଛା): ପ୍ରଶାସନ କେବଳ ଅଫିସ ଭିତରେ ସୀମିତ ନ ରହି ଲୋକଙ୍କ ଦ୍ୱାରରେ ପହଞ୍ଚିଲେ କିପରି ପରିବର୍ତ୍ତନ ଆସିପାରେ, ତାହାର ଏକ ଉଦାହରଣ ଗଜପତି ଜିଲାର…

ପ୍ରହସନ ପାଲଟିଲାଣି ଜିଲାସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି: ଲୋକେ ଅସନ୍ତୋଷ

କେସିଙ୍ଗା,୨୦।୭:(ତୁମେଶ୍ୱର ସାହୁ): ସାଧାରଣ ଲୋକଙ୍କ ସମସ୍ୟାର ତୁରନ୍ତ ସମାଧାନ ପାଇଁ ସରକାର ଲୋକଙ୍କ ପାଖରେ ଯୁଗ୍ମ ଅଭିଯୋଗ ଶୁଣାଣି ବ୍ୟବସ୍ଥା କରିଛନ୍ତି। ତେବେ ପ୍ରଶାସନିକସ୍ତରରେ ସ୍ଥାଣୁତା ଓ…

ଖେମୁଣ୍ଡି ଲୋକ ମହୋତ୍ସବ ଉଦ୍‌ଘାଟନ କଲେ ସଂସ୍କୃତି ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ, ବିଧାୟକ ସିଦ୍ଧାନ୍ତ ମହାପାତ୍ର କହିଲେ…

ଦିଗପହଣ୍ଡି, ୨୦।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବଜାର ଗାନ୍ଧୀ ଛକ ଠାରେ ସୋମବାର ସନ୍ଧ୍ୟା ପ୍ରାୟ ସାଢେ ୭ଟାରେ ଦୁଇ ଦିନ ବ୍ୟାପି ଅନୁଷ୍ଠିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri