ହୋଟେଲକୁ ସିଲ୍‌ କରିଦେଲା ପ୍ରଶାସନ

ବରଗଡ଼ ଅଫିସ୍‌,୨୬।୪: ବରଗଡ଼ ଜିଲା ପ୍ରଶାସନ ପକ୍ଷରୁ ସହରର ଏକ ହୋଟେଲକୁ ସିଲ୍‌ କରି ଦିଆଯାଇଛି । ଲକ୍‌ ଡାଉନ୍‌ କଟକଣା କୋହଳ ହୋଇଥିଲେ ହେଁ ହୋଟେଲ ଖୋଲିବାକୁ ପ୍ରଶାସନ ପକ୍ଷରୁ ନିଷେଧାଦେଶ ଜାରି ହୋଇଛି । ଏହା ସତ୍ତ୍ବେ ସମ୍ପୃକ୍ତ ହୋଟେଲ କର୍ତ୍ତୃପକ୍ଷ ହୋଟେଲ ଖୋଲିଥିଲେ। ଏହି ସୂଚନା ପାଇବା ପରେ ପୋଲିସ ଓ ପ୍ରଶାସନିକ ଅଧିକାରୀ ସମ୍ପୃକ୍ତ ହୋଟେଲରେ ପହଞ୍ଚି ସିଲ୍‌ କରି ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କେବଳ ୭ ମିନିଟ୍‌….ତେଜିଲା ଚାଷୀ ସମସ୍ୟା

ଭୁବନେଶ୍ୱର,୧୯।୨ (ରବିନାରାୟଣ ଜେନା): ବୁଧବାର ପୂର୍ବାହ୍ନ ସାଢ଼େ ୧୦ଟାରେ ପ୍ରଶ୍ନକାଳ ଆରମ୍ଭ ହେବାମାତ୍ରେ ବାଚସ୍ପତି ସୁରମା ପାଢ଼ୀ, ଉପମୁଖ୍ୟମନ୍ତ୍ରୀ ତଥା କୃଷିମନ୍ତ୍ରୀ କନକ ବର୍ଦ୍ଧନ ସିଂଦେଓଙ୍କୁ ଭାଜପା…

ଲଘୁଚାପ କ୍ଷେତ୍ର ସକ୍ରିୟ, ୨୫ଯାଏ ଶୁଖିଲା ପାଗ

ଭୁବନେଶ୍ୱର,୧୯ା୨(ଅନୁରାଧା ମହାରଣା): ଦକ୍ଷିଣ ପଶ୍ଚିମ ବଙ୍ଗୋପସାଗର ଉପରେ ଏକ ଲଘୁଚାପ କ୍ଷେତ୍ର ବୁଧବାର ସକ୍ରିୟ ରହିଛି । ଏହା ପ୍ରଭାବରେ ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ପାଣିପାଗ ଧୀରେ ଧୀରେ…

ଏଆଇ ସମିଟ୍‌: ଚାଇନା ରୋବୋକୁ ନେଇ ବିବାଦ

ନୂଆଦିଲ୍ଲୀ,୧୯ା୨(ରଏଟର୍ସ/ପିଟି):ଭାରତ ସରକାରଙ୍କ ପକ୍ଷରୁ ଆୟୋଜିତ ଏଆଇ ଇମ୍ପାକ୍ଟ ସମିଟ୍‌ରେ ଚାଇନା ନିର୍ମିତ ଏକ ରୋବୋଟିକ୍‌ ଡଗ୍‌କୁ ବୁଧବାର ଘରୋଇ ବିଶ୍ୱବିଦ୍ୟାଳୟ ଗାଲ୍‌ଗୋଟିଆସ୍‌ ନିଜର ବୋଲି ଦର୍ଶାଇବା ନେଇ…

ଡାଇନିଂ ଟେବୁଲରେ ହେଲା ଝଗଡ଼ା, ଭାଉଜ-ଭାଇଙ୍କୁ ହତ୍ୟା କଲା ଭାଇ

ଲକ୍ଷ୍ନୌ,୧୯।୨ ଉତ୍ତର ପ୍ରଦେଶର ସୀତାପୁର ଜିଲାରେ ଏକ ସାମାନ୍ୟ ଝଗଡ଼ା ରକ୍ତାକ୍ତ ସଂଘର୍ଷରେ ପରିଣତ ହୋଇଛି । ଜଣେ ଯୁବକ ତାଙ୍କ ଭାଉଜ ଏବଂ ଭାଇଙ୍କୁ ଧାରୁଆ…

ଆଜିଠୁ ମାଟ୍ରିକ୍‌ ପରୀକ୍ଷା: ପରୀକ୍ଷା ଦେବେ ୫ ଲକ୍ଷ ୬୧ ହଜାର ୯୭୯ଜଣ ପରୀକ୍ଷାର୍ଥୀ

କଟକ,୧୯।୨(କାର୍ତ୍ତିକ ସାହୁ):ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ୱାରା ପରିଚାଳିତ ଦଶମ ଶ୍ରେଣୀ ମାଟ୍ରିକ ପରୀକ୍ଷା ଗୁରୁବାରଠାରୁ ଆରମ୍ଭ ହେବ। ପ୍ରଥମ ଦିନ ମାତୃଭାଷା ପରୀକ୍ଷା ଅନୁଷ୍ଠିତ ହେବ।…

ଗର୍ଭବତୀଙ୍କୁ ହତ୍ୟାକଲେ ସିଏ ସ୍ବାମୀ, ପୋଲିସରୁ କହିଲେ ମିଛ କାହାଣୀ

ଚଣ୍ଡିଗଡ଼,୧୯।୨: ସ୍ବାମୀ ଜଣେ ଚାର୍ଟାର୍ଡ ଆକାଉଣ୍ଟାଣ୍ଟ (ସିଏ) ଏବଂ ସ୍ତ୍ରୀ ହେଉଛନ୍ତି ଜଣେ ବ୍ୟାଙ୍କ ଅଧିକାରୀ। ସେମାନଙ୍କ ବିବାହକୁ ମାତ୍ର ୪ ମାସ ପୂରିଛି । ହେଲେ…

ବିକଶିତ ବରଗଡ଼ରେ ଆଇନଶୃଙ୍ଖଳା ବ୍ୟବସ୍ଥା ହୁଗୁଳା

ବରଗଡ଼,୧୯।୨(ପ୍ରେମାନନ୍ଦ ଖମାରୀ):ବରଗଡ଼ ସହର ବିକାଶପଥକୁ ମୁହଁାଉଛି। ରାସ୍ତା ପ୍ରଶସ୍ତୀକରଣ ସହିତ ରାସ୍ତାପାର୍ଶ୍ୱରେ ନୂତନ ଭାବେ ଡ୍ରେନ ନିର୍ମାଣ ହେଉଛି। ସେହିପରି ରାସ୍ତା ପ୍ରଶସ୍ତୀକରଣ ସମୟରେ ଉଚ୍ଛେଦ ଉଠାଦୋକାନୀଙ୍କୁ…

ମାର୍ଚ୍ଚ ୧୬ରେ ରାଜ୍ୟ ସଭା ୩୭ ଆସନରେ ନିର୍ବାଚନ, ଓଡ଼ିଶାରୁ ୪

ଭୁବନେଶ୍ବର,୧୯।୨(ରବିନାରାୟଣ ଜେନା): ରାଜ୍ୟ ସଭାରେ ଖାଲି ହେବାକୁ ଥିବା ୧୦ ରାଜ୍ୟର ମୋଟ ୩୭ ଆସନ ପାଇଁ ଆସନ୍ତା ମାର୍ଚ୍ଚ ୧୬ରେ ନିର୍ବାଚନ ହେବ। ଏଥିରେ ଓଡ଼ିଶାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri