ହୋଣ୍ଡାର ଆନନ୍ଦୋତ୍ସବ ଧମାକା

ଚଣ୍ଡିଖୋଲ,୨୬।୯(ଡି.ଏନ୍‌.ଏ.) ଶାରଦୀୟ ପୂଜା ଅବସରରେ ହୋଣ୍ଡା ମୋଟର ସାଇକେଲ କମ୍ପାନୀ ତରଫରୁ ଚଣ୍ଡିଖୋଲସ୍ଥିତ ବାସନ୍ତୀ ହୋଣ୍ଡା ୨୦୧୯ ଆନନ୍ଦୋତ୍ସବ ଧମାକା ଆରମ୍ଭ କରିଛି। ଗ୍ରାହକମାନେ ମାତ୍ର ୧୧୦୦ ଟଙ୍କାର ଡାଉନ ପେମେଣ୍ଟ ଦେଇ କମ୍ପାନୀର ଆକ୍ଟିଭା, ସାଇନ, ଆଭିଏଟର, କ୍ଲିକ୍‌, ଓ ଲିଭୋ ଆଦି ଗାଡ଼ି ଘରକୁ ନେଇପାରିବେ। ସେହିଭଳି ୯୯୯୯ ଟଙ୍କା ଡାଉନ ପେମେଣ୍ଟ ଦେଇ ହୋଣ୍ଡା ୟୁନିକନ୍‌ ଗ୍ରାହକମାନେ ପାଇପାରିବେ ବୋଲି କମ୍ପାନୀ ତରଫରୁ ଘୋଷଣା କରାଯାଇଛି। ଚଳିତ ସେପ୍ଟେମ୍ବର ୧୫ରୁ ଅକ୍ଟୋବର ୩୦ପର୍ଯ୍ୟନ୍ତ ଗାଡ଼ି କିଣିବା ଉପରେ କେତେକ ଆକର୍ଷଣୀୟ ଉପହାରର ବ୍ୟବସ୍ଥା ମଧ୍ୟ କରାଯାଇଅଛି। ପ୍ରତ୍ୟେକ କ୍ରେତାଙ୍କୁ ସ୍କ୍ରାଚ କୁପନ ପ୍ରଦାନ କରାଯାଉଥିବାବେଳେ ବିଜେତାଙ୍କୁ ଗୋଲ୍ଡ କଏନ, ସିଲ୍‌ଭର କଏନ, ଏଲ୍‌ଇଡି ଟିଭି, ୱାଶିଂ ମେଶିନ, ରେଫ୍ରିଜିରେଟର ଓ ମିକ୍ସର ଗ୍ରାଇଣ୍ଡର ଆଦି ପ୍ରଦାନ କରାଯିବ ବୋଲି ବାସନ୍ତୀ ହୋଣ୍ଡାର ମାଲିକ ଜନ୍ମେଜୟ ସାହୁ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମାତ୍ର ୬୧ ଟଙ୍କାରେ ଇନ୍‌ସୁରାନ୍ସ, ଫୋନ ଚୋରି ହୋଇଗଲେ ମିଳିବ ୨୫,୦୦୦ ଟଙ୍କା…

ଯଦି ଆପଣଙ୍କ ସ୍ମାର୍ଟଫୋନ ଚୋରି ହୋଇଯାଏ ନଚେତ କେଉଁଠି ହଜି ଯାଏ, ତେବେ କ୍ଷତି ସହିବାକୁ ଏବେ ପଡ଼ିବ ନାହିଁ। VI ଭାରତରେ ପ୍ରଥମ ଥର...

ବଡ଼ ଖବର: ୨୬ ଡିସେମ୍ୱରରୁ ମହଙ୍ଗା ହେବ ଟ୍ରେନଯାତ୍ରା, ଜେନରାଲ ସିଟ୍‌ ପାଇଁ ଦେବାକୁ ପଡିବ ଏତେ ଟଙ୍କା

ନୂଆଦିଲ୍ଲୀ,୨୧।୧୨: ଯାତ୍ରୀଗଣ ଦୟାକରି ଧ୍ୟାନ ଦିଅନ୍ତୁ। ଟ୍ରେନରେ ଯାତ୍ରା କରୁଥିଲେ ଆପଣଙ୍କ ପାଇଁ ଜରୁରୀ ଖବର। ଟ୍ରେନରେ ଯାତ୍ରା କରିବା ଏବେ ପଡିପାରେ ମହଙ୍ଗା। ଡିସେମ୍ୱର...

ଏଥର ଫେବୃଆରୀ ୧ରେ ଆସିବନି ବଜେଟ୍‌! ଭାରତ ସଂସଦୀୟ ଇତିହାସରେ ପ୍ରଥମ?

ନୂଆଦିଲ୍ଲୀ,୨୧।୧୨: ଆସନ୍ତା ବର୍ଷ ୨୦୨୬-୨୭ ଆର୍ଥିକ ବର୍ଷ ପାଇଁ ଅର୍ଥମନ୍ତ୍ରୀ କେଉଁ ତାରିଖରେ ବଜେଟ ଉପସ୍ଥାପନ କରିବେ ତାକୁ ନେଇ ସସପେନ୍ସ ଜାରି ରହିଛି। ୨୦୧୭ରୁ...

ଗ୍ରାହକଙ୍କୁ ଆଶ୍ୱସ୍ତି: ୧୨ ହଜାର କମିଲା ସୁନା ଦର

ନୂଆଦିଲ୍ଲୀ,୨୦।୧୨: ରେକର୍ଡ ବୃଦ୍ଧି ପରେ, ଭାରତରେ ୨୪-କ୍ୟାରେଟ, ୨୨-କ୍ୟାରେଟ ଏବଂ ୧୮-କ୍ୟାରେଟ ସୁନାର ମୂଲ୍ୟ ହ୍ରାସ ପାଇବାରେ ଲାଗିଛି। ଗୋଟିଏ ସପ୍ତାହରେ ୧୦ ଗ୍ରାମ ୨୪-କ୍ୟାରେଟ...

ଭାରତରେ Google ଲଞ୍ଚ କଲା ପ୍ରଥମ କ୍ରେଡିଟ୍‌ କାର୍ଡ, ଲାଇଫଟାଇମ୍‌ ଯାଏ Free

ନୂଆଦିଲ୍ଲୀ,୧୯।୧୨: ଭାରତୀୟମାନଙ୍କ ଜୀବନକୁ ଆହୁରି ସହଜ କରିବା ପାଇଁ ଗୁଗଲ ନୂଆ ଡିଜିଟାଲ କ୍ରେଡିଟ କାର୍ଡ ‘ଫ୍ଲେକ୍ସ ବାଇ ଗୁଗଲ ପେ’ ଲଞ୍ଚ କରିଛି। ଏହା...

ଡିସେମ୍ୱର ୩୧ ସୁଦ୍ଧା ସାରି ନିଅନ୍ତୁ ଏସବୁ କାମ, ନ ହେଲେ ସହିବେ ବଡ଼ କ୍ଷତି!

ନୂଆଦିଲ୍ଲୀ,୧୯।୧୨: ୨୦୨୫ ମସିହାର ଶେଷ ମାସ ଡିସେମ୍ୱର ମାସ ଏବେ ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ଆଜି ଡିସେମ୍ୱର ୧୯ ତାରିଖ, ଅର୍ଥାତ ବର୍ଷ ଶେଷ ହେବାକୁ...

କେବେ ବୃଦ୍ଧି ହେବ ଦରମା ଆଉ କେତେ ବୃଦ୍ଧି ହେବ? ଅଷ୍ଟମ ବେତନ କମିଶନରକୁ ନେଇ ଆସିଲା ବଡ଼ ଅପଡେଟ୍‌

ନୂଆଦିଲ୍ଲୀ,୧୯।୧୨: ସପ୍ତମ ବେତନ କମିଶନର କାର୍ଯ୍ୟକାଳ ଡିସେମ୍ବର ୩୧, ୨୦୨୫ରେ ଶେଷ ହେବାକୁ ଯାଉଛି, ଏବଂ ଦେଶବ୍ୟାପୀ ଲକ୍ଷ ଲକ୍ଷ କେନ୍ଦ୍ରୀୟ କର୍ମଚାରୀ ଏବଂ ପେନସନଭୋଗୀ...

ରେଳଯାତ୍ରୀଙ୍କ ପାଇଁ ଖୁସି ଖବର, ଏଣିକି େଓ଼୍ବଟିଂ ଟିକେଟ୍‌ ବିନା କରିପାରିବେ ଯାତ୍ରା!

ନୂଆଦିଲ୍‌ଲୀ,୧୯।୧୨: ଯଦି ଆପଣ ପ୍ରାୟତଃ ଟ୍ରେନରେ ଯାତ୍ରା କରୁଛନ୍ତି ଏବଂ ଶେଷ ମୁହୂର୍ତ୍ତ ପର୍ଯ୍ୟନ୍ତ େଓ଼୍ବଟିଂ ତାଲିକା କିମ୍ୱା RAC ଟିକେଟ ବିଷୟରେ ଚିନ୍ତିତ ଅଛନ୍ତି,...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri