ହୋଣ୍ଡାର ନୂଆ ସାଇନ୍‌ ସେଲିବ୍ରେସନ୍‌ ଏଡିଶନ

ନୂଆଦିଲ୍ଲୀ,୨୬।୮:ହୋଣ୍ଡା ମୋଟରସାଇକଲ ଆଣ୍ଡ ସ୍କୁଟର ଇଣ୍ଡିଆ ଲିମିଟେଡ୍‌ (ଏଚ୍‌ଏମ୍‌ଏସ୍‌ଆଇଏଲ୍‌)ର ଅତ୍ୟାଧୁନିକ ଜ୍ଞାନକୌଶଳରେ ନିର୍ମିତ ନୂଆ ସାଇନ୍‌ ସେଲିବ୍ରେସନ୍‌ ଏଡିଶନକୁ ନିକଟରେ ଉନ୍ମୋଚନ କରାଯାଇଛି। କମ୍ପାନୀର ଉକ୍ତ ମଡେଲ ଉନ୍ମୋଚନ ହେବା ପରଠାରୁ ନିଜର ଅତୁଳନୀୟ ମାନ ଓ ପ୍ରଦର୍ଶନ ପାଇଁ ୧୨୫ ସିସି ଏକ୍‌ଜିକ୍ୟୁଟିଭ ବର୍ଗରେ ହୋଣ୍ଡା ସାଇନ୍‌ର ରାଜୁତି ବଜାୟ ରହିଛି। ଏଚ୍‌ଏମ୍‌ଏସ୍‌ଆଇଏଲ୍‌ର ପରିଚାଳନା ନିର୍ଦ୍ଦେଶକ, ସଭାପତି ଓ ସିଇଓ ଆତସୁସି ଓଗାତା କହିଛନ୍ତି, ଦେଶ ଆଗାମୀ ଉତ୍ସବ ଋତୁ ପାଇଁ ପ୍ରସ୍ତୁତ ହେଉଥିବା ବେଳେ ଏଚ୍‌ଏମ୍‌ଏସ୍‌ଆଇଏଲ୍‌ରେ ଆମେ ସବୁ ଅଞ୍ଚଳର ଗ୍ରାହକମାନଙ୍କ ଉତ୍ସାହକୁ ଆହୁରି ବଢ଼ାଇବାକୁ ଚାହଁୁଛୁ। ସବୁଠୁ ଆକର୍ଷଣୀୟ ଏକ୍‌ଜିକ୍ୟୁଟିଭ ମୋଟରସାଇକଲ ଭାବେ ସବୁଠୁ ଲୋକପ୍ରିୟ ଥିବା ବ୍ରାଣ୍ଡ୍‌ ସାଇନ୍‌ ଦୁଇ ଚକ ଯାତ୍ରାରେ ନିୟୁତାଧିକ ଭାରତୀୟଙ୍କୁ ଉଲ୍ଲସିତ କରିବା ଜାରି ରଖିବ। ମୋର ବିଶ୍ୱାସ ରହିଛି ଯେ ସମ୍ପୂର୍ଣ୍ଣ ନୂଆ ସେଲିବ୍ରେସନ୍‌ ଏଡିଶନ ଆମ ଗ୍ରାହକଙ୍କ ପାଇଁ ନୂଆ ଉଲ୍ଲାସ ଆଣିଦେବ। ଏହି ମଡେଲରେ ଅନେକ ବୈଶିଷ୍ଟ୍ୟ ସାଙ୍ଗକୁ ମ୍ୟାଟ୍‌ ଷ୍ଟିଲ୍‌ ବ୍ଲାକ୍‌ ମେଟାଲିକ୍‌ ଓ ମ୍ୟାଟ୍‌ ସାଙ୍ଗ୍ରିଆ ରେଡ୍‌ ମେଟାଲିକ୍‌ ଭଳି ଦୁଇଟି ଆକର୍ଷଣୀୟ ରଙ୍ଗରେ ଉଭୟ ଡ୍ରମ୍‌ ଓ ଡିସ୍କ ଭାରିଆଣ୍ଟରେ ଏହା ଉପଲବ୍ଧ। ଏହାର (ଏକ୍ସ ଶୋ’ରୁମ୍‌, ନୂଆଦିଲ୍ଲୀ) ବଜାର ମୂଲ୍ୟ ୭୮,୮୭୮ ଟଙ୍କା ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ମାଣିକେଶ୍ୱରୀ ଛକ ନିକଟରୁ ମିଳିଲା ଅଜଣା ବୃଦ୍ଧାଙ୍କ ମୃତଦେହ: ବଢୁଛି ସନ୍ଦେହ

ଭବାନୀପାଟଣା,୧୨।୧୦(ଉତ୍ତମ କୁମାର ଦାଶ):କଳାହାଣ୍ଡି ଜିଲା ଭବାନୀପାଟଣା ସହର ମାଣିକେଶ୍ୱରୀ ଛକ ଯାତ୍ରୀ ପ୍ରେକ୍ଷାଳୟରୁ ସୋମବାର ଅପରାହ୍ନରେ ଜଣେ ଅଜଣା ବୃଦ୍ଧାଙ୍କ ମୃତଦେହ ଉଦ୍ଧାର ହୋଇଛି। ଖବର ପାଇ…

ଥୁଆମୂଳ ରାମପୁରରେ ୧୭ ଦିନ ହେଲା ପାନୀୟ ଜଳ ସଙ୍କଟ: ‘ପାଣ୍ଠି ଅଭାବ’ ସଫେଇକୁ ନେଇ ଅସନ୍ତୋଷ

ଥୁଆମୂଳ ରାମପୁର, ୧୨।୧୦ (ଦୁର୍ଗା କୀର୍ତ୍ତି):କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସଦର ମହକୁମାରେ ପାନୀୟ ଜଳ ସଙ୍କଟ ଗୁରୁତର ରୂପ ନେଇଛି। ‘ବସୁଧା’ ଯୋଜନାରେ ଜଳ…

୩୬ ଦିନ ଜେଲରୁ ରହିବା ପରେ ଦମ୍‌ଦାର ପ୍ରତ୍ୟାବର୍ତ୍ତନ କଲେ ଏହି ଖେଳାଳି, ପ୍ରଥମ ମ୍ୟାଚରେ ଶତକ ମାରି କାନ୍ଦି ପକାଇଲେ…

ନୂଆଦିଲ୍ଲୀ,୧୨।୧୦: ରଣଜୀ ଟ୍ରଫିର ନୂଆ ସିଜନ ଅକ୍ଟୋବର ୧୧ରୁ ଆରମ୍ଭ ହୋଇଛି। ବଙ୍ଗଳା ଓ ଦିଲ୍ଲୀ ମଧ୍ୟରେ ଖେଳାଯାଉଥିବା ମ୍ୟାଚରେ ବଙ୍ଗଳା ଦଳ ଦିଲ୍ଲୀ ଉପରେ ଚାପ…

୧୩ରୁ ୨୨ ଯାଏ ୧୦ ଟ୍ରେନ୍‌ ବାତିଲ, କେଉଁ କେଉଁ ଟ୍ରେନ୍‌ ହେଲା ବାତିଲ୍‌ ଜାଣନ୍ତୁ…

ଜୟପୁର,୧୨ା୧୦(ପବନ ପାଣିଗ୍ରାହୀ): କୋରାପୁଟ ଜିଲା ଜୟପୁରସ୍ଥିତ ମାଳିଗୁଡ଼ା ଓ ଛତ୍ରୀପୁଟ ରେଳ ଷ୍ଟେଶନ ମଧ୍ୟରେ ଭୂସ୍ଖଳନ ଯୋଗୁ ଚାଲିଥିବା ପୁନରୁଦ୍ଧାର କାର୍ଯ୍ୟ ପାଇଁ ପୂର୍ବତଟ ରେଲଓ୍ବେ ରାୟଗଡ଼ା…

ଛାତ୍ର ସଂସଦ ନିର୍ବାଚନକୁ ନେଇ କଲେଜ ଚଳଚଞ୍ଚଳ: ସଭାପତି ପଦ ପାଇଁ ୪ ପ୍ରାର୍ଥୀ, ଏବିଭିପିର ପ୍ରଚାର ଜୋରଦାର

ପାଟଣା, ୧୨।୧୦ (ବୀର କିଶୋର ଦାଶ): କେନ୍ଦୁଝର ଜିଲ୍ଲା ସ୍ୱାମପାଟଣା ଆଞ୍ଚଳିକ ମହାବିଦ୍ୟାଳୟରେ ଛାତ୍ର ସଂସଦ ନିର୍ବାଚନକୁ ନେଇ ପ୍ରଚାର ଜୋରଦାର ହୋଇଛି। ଆସନ୍ତା ୧୫ ତାରିଖରେ…

ଭାରତ-ଶ୍ରୀଲଙ୍କା ମ୍ୟାଚ୍‌ ସ୍ଥାନାନ୍ତରକୁ ନେଇ ସ୍ପଷ୍ଟ କଲା ବିସିସିଆଇ, ଜାଣନ୍ତୁ…

ନୂଆଦିଲ୍ଲୀ,୧୨ା୧୦: ଆସନ୍ତା ଶ୍ରୀଲଙ୍କା ବିପକ୍ଷ ୩ ମ୍ୟାଚ ବିଶିଷ୍ଟ ସିରିଜର ଓପନିଂ ମ୍ୟାଚ୍‌ ଦିଲ୍ଲୀରୁ ଅହମଦାବାଦ ସ୍ଥାନାନ୍ତର ହେବ ବୋଲି ଗଣମାଧ୍ୟମରେ ଚର୍ଚ୍ଚା ହେଉଥିଲା। ଏହା ସଠିକ୍‌…

ଗ୍ରୋସରୀ ଦୋକାନରୁ ଦେଢ଼ ଲକ୍ଷ ଟଙ୍କା ଲୁଟ୍‌, ଜଣେ ଗିରଫ

ହାଟଡିହୀ/ଛେନାପଦୀ, ୧୨।୧୦ (ଶୁଭକାନ୍ତ ନାୟକ/ନିରାକାର ପରିଡ଼ା): କେନ୍ଦୁଝର ଜିଲା ହାଟଡିହୀ-ଜଳକଳଙ୍ଗ ବଜାରରେ ବ୍ୟାଙ୍କ ନିକଟରେ ଥିବା ଏକ ଗ୍ରୋସରୀ ଦୋକାନରୁ ଦେଢ଼ ଲକ୍ଷ ଟଙ୍କା ଲୁଟ୍‌ ହୋଇଥିବା…

ଘୁଞ୍ଚିଲା ଏସିଆନ ଗେମ୍ସ ରିଭ୍ୟୁ ବୈଠକ, କେବେ ହେବ ଜାଣନ୍ତୁ…

ନୂଆଦିଲ୍ଲୀ,୧୨ା୧୦: ନିକଟରେ ଶେଷ ହୋଇଥିବା ଏସିଆନ ଗେମ୍ସରେ ଦେଶର ପ୍ରଦର୍ଶନକୁ ରିଭ୍ୟୁ କରିବା ପାଇଁ ଜାତୀୟ କ୍ରୀଡ଼ା ଫେଡେରେଶନମାନଙ୍କ ସହ କ୍ରୀଡ଼ା ମନ୍ତ୍ରଣାଳୟର ଦିନିକିଆ ବୈଠକକୁ ଆସନ୍ତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?