ହୋଣ୍ଡା ଆକ୍ଟିଭା ୧୨୫ ବିଏସ୍‌ ୬ର ବଜାର ପ୍ରବେଶ

ଅନୁଗୋଳ ଅଫିସ, ୨୩ା୧୦- ହୋଣ୍ଡା ମୋଟରସାଇକେଲ ଓ ସ୍କୁଟର ଇଣ୍ଡିଆ ପ୍ରାଇଭେଟ୍‌ ଲିମିଟେଡର ଅନୁଗୋଳସ୍ଥିତ ଅଧିକୃତ ବିକ୍ରେତା ଲକ୍ଷ୍ମୀ ହୋଣ୍ଡାଠାରେ ହୋଣ୍ଡାର ପ୍ରଥମ ବିଏସ୍‌-୬ ସ୍କୁଟର ଆକ୍ଟିଭା ୧୨୫ର ବଜାର ପ୍ରବେଶ କରାଯାଇଛି। କମ୍ପାନୀର ଏରିଆ ଇନ୍‌ଚାର୍ଜ (ସେଲସ୍‌) ଦିବ୍ୟେନ୍ଦୁ ଭୌମିକ ଏହାକୁ ଉନ୍ମୋଚନ କରିଥିଲେ। ଆକ୍ଟିଭା ୧୨୫ ବିଏସ୍‌-୬ ଷ୍ଟାଣ୍ଡାର୍ଡ, ମିଶ୍ରଧାତୁ ଓ ଡୁଲକ୍ସରେ ଉପଲବ୍ଧ। ଏହି ଅତ୍ୟାଧୁନିକ ମଡେଲରେ ପିଜିଏମ୍‌ଏଫ୍‌ଆଇ ଇଞ୍ଜିନ, ଏଲ୍‌ଇଡି ହେଡ୍‌ଲାଇଟ, ସାଇଡ ଷ୍ଟାଣ୍ଡ, ଇଞ୍ଜିନ କଟ୍‌ଅଫ୍‌ ସିଷ୍ଟମ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଗଛକୁ ପିଟି ଓଲଟିଲା ଅଲ୍ଟୋ କାର, ଚାଲିଗଲା ୨ଜଣଙ୍କ ଜୀବନ

ନନ୍ଦପୁର,୨୦।୩(ତୁଷାର କାନ୍ତ ମହାନ୍ତି):  କୋରାପୁଟ ଜିଲା ନନ୍ଦପୁର ବ୍ଲକ ସଦର ମହକୁମା ଅଗ୍ନିଶମ ବାହିନୀ କାର୍ଯ୍ୟାଳୟ ସମ୍ମୁଖ ରାସ୍ତାରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ଗୁରୁବାର ମଧ୍ୟରାତ୍ରରେ…

ଉଚ୍ଛେଦ ଆଗରୁ ଥଇଥାନ କର: ଜିଲାପାଳଙ୍କୁ ଫେରାଦ ପଡ଼ାବାସୀ

ବରଗଡ଼,୨୦।୩(ପ୍ରେମାନନ୍ଦ ଖମାରୀ):ବରଗଡ଼ ସହରରେ ପର୍ଯ୍ୟାୟକ୍ରମେ ଜବରଦଖଲ ଉଚ୍ଛେଦ ପ୍ରକ୍ରିୟା ଚାଲିଛି। ରାସ୍ତା ପ୍ରଶସ୍ତୀକରଣ, ଡ୍ରେନ୍‌ ନିର୍ମାଣ ଏବଂ ଅନ୍ୟ ବିକାଶମୂଳକ ପ୍ରକଳ୍ପକୁ ଆଖି ଆଗରେ ରଖି ଏଭଳି…

ମା’ ସମଲେଶ୍ବରୀଙ୍କ ବ୍ରହ୍ମଚାରିଣୀ ବେଶ: ସକାଳୁ ସକାଳୁ ଭକ୍ତଙ୍କ ସମାଗମ

ବରଗଡ଼,୨୦।୩(ପ୍ରେମାନନ୍ଦ ଖମାରୀ): ବରଗଡ଼ର ଅଧିଷ୍ଠାତ୍ରୀ ଗ୍ରାମ୍ୟଦେବୀ ମା’ ସମଲେଇଙ୍କ ବାସନ୍ତୀକ ନବରାତ୍ର ପୂଜା ଚାଲିଛି ହୋଇଛି। ଦ୍ବିତୀୟ ଦିବସ ଶୁକ୍ରବାରରେ ଦେବୀ ବ୍ରହ୍ମଚାରିଣୀ ବେଶରେ ଦର୍ଶନ ଦେଇଛନ୍ତି…

କାଳବୈଶାଖୀ: ଉଡ଼ିଲା ଘର ଛପର, ଭାଙ୍ଗିଲା ଗଛ

ବିନିକା,୧୯ା୩ (ରାମ ଗୋପାଳ ବାଘ): ସୁବର୍ଣ୍ଣପୁର ଜିଲା ବିନିକା ଅଞ୍ଚଳରେ କାଳବୈଶାଖୀ ପ୍ରଭାବରେ ବ୍ୟାପକ କ୍ଷତି ହୋଇଛି l ଗ୍ରାମାଞ୍ଚଳ ଓ ସହରାଞ୍ଚଳରେ ଘର ଛପର ଉଡାଇ…

ଗିରଫ ମାଓବାଦୀ ଖୋଲିଲେ ବଡ଼ ଗୁମର

ବଣାଇଁ,୧୯।୩(ପ୍ରଦୀପ ତ୍ରିପାଠୀ): ଓଡ଼ିଶା ଝାଡ଼ଖଣ୍ଡ ସୀମା ସଂଲଗ୍ନ ଝାଡ଼ଖଣ୍ଡ ଲାତେହାର ଜିଲାରେ ଚାଲିଥିବା ମାଓବାଦୀ ବିରୋଧୀ ଅଭିଯାନ କ୍ରମେ ଚଳିତ ମାସ ୧୪ ତାରିଖ ସୁରକ୍ଷାକର୍ମୀ ୨ଜଣ…

ବିଶ୍ୱାସରେ ବିଷ: ୧୮ ଲକ୍ଷ ଟଙ୍କାର ଋଣ ଜାଲିଆତି, ମହିଳାଙ୍କୁ ବାନ୍ଧିଲା ତାରସିଂ ପୋଲିସ

ଭଞ୍ଜନଗର, ୧୯।୩ (ବାବୁଲା ପ୍ରଧାନ): ବିଶ୍ୱାସରେ ଦେଲେ ବିଷ । ସାଙ୍ଗସାଥୀ ଓ ପଡ଼ୋଶୀ ମହିଳାଙ୍କ ନାମରେ ବ୍ୟାଙ୍କରୁ ଚଞ୍ଚକତା କରି ଲକ୍ଷ ଲକ୍ଷ ଟଙ୍କା ଋଣ…

ଦିଗପହଣ୍ଡିରେ ଦୁଇଦିନିଆ ଶିକ୍ଷଣ ସାମଗ୍ରୀ କର୍ମଶାଳା ଉଦଯାପିତ: ପ୍ରଭାବଶାଳୀ ଶିକ୍ଷାଦାନ ପାଇଁ…

ଦିଗପହଣ୍ଡି, ୧୯।୩ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ବଡ଼ଖେମୁଣ୍ଡି ହାଇସ୍କୁଲ ପରିସରରେ ଗୋଷ୍ଠୀ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଆୟୋଜିତ ଦୁଇଦିନିଆ ଶିକ୍ଷଣ ସାମଗ୍ରୀ…

ଚଷାନିମଖଣ୍ଡି ସରକାରୀ ହାଇସ୍କୁଲର ବାର୍ଷିକୋତ୍ସବ: ମନ ଜିଣିଲା ନାଟକ ‘ଗୁରୁ ସାକ୍ଷାତ ପରଂବ୍ରହ୍ମ’

ଦିଗପହଣ୍ଡି, ୧୯।୩ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅନ୍ତର୍ଗତ ଚଷାନିମଖଣ୍ଡି ଗ୍ରାମ ସରକାରୀ ହାଇସ୍କୁଲ ପରିସରରେ ବାର୍ଷିକୋତ୍ସବ ମହାସମାରୋହରେ ଅନୁଷ୍ଠିତ ହୋଇଯାଇଛି। ବିଦ୍ୟାଳୟର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri