ହୋମଗାର୍ଡଙ୍କୁ ଭେଟିଲା ଆମ୍ବେଦକର ବିକାଶ ପରିଷଦ

ରତ୍ନଗିରି,୧୯ା୧୦(ଡି.ଏନ୍‌.ଏ.): ବରୀ ବ୍ଲକ ଅନ୍ତର୍ଗତ ଅଟିରା ପଞ୍ଚାୟତର ଓଉପଡା ଗ୍ରାମର ହୋମଗାର୍ଡ ରଞ୍ଜନ କୁମାର ମଲ୍ଲିକଙ୍କୁ ଶୁକ୍ରବାର ଆମ୍ବେଦକର ବିକାଶ ପରିଷଦର ସଦସ୍ୟ ଭେଟିଛନ୍ତି। ନ୍ୟାୟ ପ୍ରଦାନ ଦିଗରେ ତାଙ୍କ ସହ ଆମ୍ବେଦକର ଲଢେଇ ଜାରି ରଖିବ ବୋଲି ପରିଷଦର କର୍ମକର୍ତ୍ତା କହିଛନ୍ତି। ଗତ ୯ା୧୦ା୧୯ରେ ହୋମଗାର୍ଡ ରଞ୍ଜନଙ୍କୁ ବରୀ ବିଧାୟିକାଙ୍କ ସ୍ବାମୀଙ୍କ ସମେତ ଅନ୍ୟ ଦୁଇ ସହଯୋଗୀ ବ୍ୟାନର ଚିରାଘଟଣାକୁ ନେଇ ଜାତିଆଣା ମନ୍ତବ୍ୟ ଏବଂ ହତ୍ୟା ଧମକ ଦେଇଥିଲେ। ଏ ନେଇ ରଞ୍ଜନ ବରୀ ରାମ ଚନ୍ଦ୍ରପୁର ଥାନାରେ ଲିଖିତ ଅଭିଯୋଗ କରିଥିଲେ। ଏହାକୁ ନେଇ ଥାନରେ ମାମଲା ରୁଜୁ ହୋଇଥିଲେ ମଧ୍ୟ କାର୍ଯ୍ୟାନୁଷ୍ଠାନ ହୋଇପାରି ନାହିଁ। ଏ ନେଇ ଆମ୍ବେଦକର ବିକାଶ ପରିଷଦ ସମସ୍ତ ସଭ୍ୟ ହୋମଗାର୍ଡ ରଞ୍ଜନଙ୍କୁ ଭେଟିଛନ୍ତି। ଥାନା ପକ୍ଷରୁ କାର୍ଯ୍ୟାନୁଷ୍ଠାନ ଘଟଣାର ଦୃଢ ନିନ୍ଦା କରବା ସହ ତୁରନ୍ତ ଦୋଷୀଙ୍କ ବିରୋଧରେ ଦୃଢ କାର୍ଯ୍ୟାନୁଷ୍ଠାନ ଦାବି କରିଛନ୍ତି। ଏ ଦିଗରେ ପଦକ୍ଷେପ ଗ୍ରହଣ କରା ନ ଗଲେ ଥାନା ଘେରାଉ ସହିତ ରାଜରାସ୍ତାରେ ଆନ୍ଦୋଳନ ପାଇଁ ପରିଷଦ ପକ୍ଷରୁ କୁହାଯାଇଛି। ପରିଷଦର ବରିଷ୍ଠ ସଭ୍ୟ ରବୀନ୍ଦ୍ର ମଲ୍ଲିକ, ଅଭିମନ୍ୟୁ ମଲ୍ଲିକ, ପ୍ରଶାନ୍ତ ମଲ୍ଲିକ, ଗମୁ ସମିତି ସଭ୍ୟ ଅଙ୍କୁର ମଲ୍ଲିକ, ସରପଞ୍ଚ ସମୀର ମଲ୍ଲିକ, ସରପଞ୍ଚ ରମାକାନ୍ତ ମଲ୍ଲିକଙ୍କ ସମେତ ବହୁ ଦଳିତ ନେତା ଯୋଗ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରବଳ ବର୍ଷାକୁ ନେଇ ଚିନ୍ତାରେ ଚାଷୀ, ଆନନ୍ଦପୁର ଉପଜିଲାପାଳ କହିଲେ…

ହାଟଡିହୀ/ଛେନାପଦୀ,୧୬।୮(ଶୁଭକାନ୍ତ ନାୟକ/ନିରାକାର ପରିଡା): ପାଣିପାଗ ବିଭାଗ ତରଫରୁ କେନ୍ଦୁଝର ଜିଲାକୁ ରେଡ୍ ଓ୍ବାର୍ନିଂ ଜାରି କରାଯାଇଥିଲା । ଏହାପରେ ଲୋକଙ୍କ ଧନ, ଜୀବନକୁ ଦୃଷ୍ଟିରେ ରଖି ପ୍ରଶାସନ…

ସଶକ୍ତ ଶିଶୁ ସଶକ୍ତ ଭାରତ କାର୍ଯ୍ୟକ୍ରମରେ ଯୋଗଦେଲେ ଦିଗପହଣ୍ଡି ବିଧାୟକ, କହିଲେ ଶିଶୁଙ୍କ ବୈଷୟିକ ଜ୍ଞାନକୌଶଳ…

ଦିଗପହଣ୍ଡି,୧୬।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ମଧୁବିଦ୍ଯା ପୀଠ ବିଦ୍ୟାଳୟ ପରିସରରେ ‘ସଶକ୍ତ ଶିଶୁ ସଶକ୍ତ ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ରୋଟାରୀ…

BJPକୁ ବଡ଼ ଝଟକା! ଦଳ ଛାଡିଲେ ଏହି ଅଭିନେତା, ମଞ୍ଚ ଉପରୁ ଘୋଷଣା କରି ଚମକାଇଦେଲେ

ତିରୁଭାନନ୍ତପୁରମ୍‌,୧୬।୮: କେରଳରେ ଭାଜପାକୁ ବଡ଼ ଝଟକା ଲାଗିଛି । ଅଭିନେତା ତଥା କେରଳ ଭାଜପାର ଉପାଧ୍ୟକ୍ଷ ଏସ୍‌. ଦେବନ ଦଳର ଉପାଧ୍ୟକ୍ଷ ପଦ ସହ ପ୍ରାଥମିକ ସଦସ୍ୟତାରୁ…

ଜଳପ୍ରପାତରେ ଗାଧୋଉଥିବା ବେଳେ ଖସିପଡ଼ିଲେ ଶିକ୍ଷକ, ତାପରେ….

ବରଗଡ଼,୧୬।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ଥାନା ଅଞ୍ଚଳରେ ଥିବା ପର୍ଯ୍ୟଟନସ୍ଥଳୀ ବାରବଖରା ଜଳପ୍ରପାତରେ ରବିବାର ଏକ ଅଭାବନୀୟ ଘଟଣା ଘଟିଛି । ଏହି ଜଳପ୍ରପାତରେ ଗାଧୋଉଥିବା…

ବର୍ଷାରେ ଧସିଲା ଗାର୍ଡ଼ ୱାଲ୍‌, ନଦୀକୂଳ ବାସୀ ଭୟଭିତ

ଆଳି,୧୬।୮(ବନମାଳୀ ସେନାପତି): କେନ୍ଦ୍ରାପଡ଼ା ଜିଲା ଆଳି ରିଙ୍ଗ ବନ୍ଧର ବଉଳଯୋଡି ନିକଟରେ ଥିବା ସଲୁଇସ୍‌ ଗେଟର ଗାର୍ଡ ୱାଲ୍‌ ବର୍ଷା ଯୋଗୁ ଧସି ଯାଇଛି। ଗାର୍ଡୱାଲ ଧସିବା…

ଦିନ ଦ୍ବିପ୍ରହରରେ ଆତଙ୍କ ମଚାଇଲେ ଦୁର୍ବୃତ୍ତ, ଦିବ୍ୟାଙ୍ଗଙ୍କ ଘର କବାଟ ଭାଙ୍ଗି ଲୁଟିନେଲେ…

ଦାରିଙ୍ଗବାଡି,୧୬।୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ସିମନବାଡି ପଞ୍ଚାୟତ କାରିପାଙ୍ଗା ସାହିରେ ରବିବାର ଦିନ ଦ୍ବିପ୍ରହରରେ ଏକ ଲୁଟ୍ ଘଟଣା ସମଗ୍ର ଅଞ୍ଚଳରେ ଆତଙ୍କ ସୃଷ୍ଟି…

ଦିଗପହଣ୍ଡିରେ ପୂର୍ବତନ ପ୍ରଧାନମନ୍ତ୍ରୀ ବାଜପେୟୀଙ୍କୁ ଶ୍ରଦ୍ଧାଞ୍ଜଳି, ଜନନାୟକ…

ଦିଗପହଣ୍ଡି,୧୬।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି – ଆସିକା ଜାତୀୟ ରାଜପଥ କଡ଼ ପୂର୍ତ୍ତ ବିଭାଗ କାର୍ଯ୍ୟାଳୟ ପରିସରରେ ଥିବା ଶ୍ରୀ ମୁକ୍ତେଶ୍ଵର ଶୈବପୀଠ କଲ୍ୟାଣ…

ଖୁଣ୍ଟରେ ଚଢ଼ି ମରାମତି ବେଳେ ଲାଗିଲା ବିଦ୍ୟୁତ ଝଟକା, ତାପରେ ହଠାତ୍….

ଦେବଗଡ଼,୧୬।୮(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ବାରକୋଟ ଥାନା କଲା ଗ୍ରାମରେ ଅଘଟଣ । ବିଦ୍ୟୁତ ସ୍ପର୍ଶରେ ଆସି ଚାଲିଗଲା ବିଦ୍ୟୁତ କର୍ମଚାରୀଙ୍କ ଜୀବନ । ମୃତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri