ହୋମ୍‌ ଆଇସୋଲେଶନରେ ଥିବା ବ୍ୟକ୍ତିଙ୍କ ଆତ୍ମହତ୍ୟା

ଦମତାରି,୩୧।୩: କରୋନା ଭାଇରସ ଏବେ ସମସ୍ତଙ୍କ ମନରେ ଭୟ ସୃଷ୍ଟି କରିଛି। ତେବେ ଛତିଶଗଡ଼ ଦମତାରି ତାଗାପାଣି ଅଞ୍ଚଳର ଜରେ ୩୫ ବର୍ଷୀୟ ଯୁବକ ହୋମ୍‌ ଆଇସୋଲେଶନରେ ରହି ଆତ୍ମହତ୍ୟା କରିଥିବା ଜଣାପଡିଛି। ନିକଟରେ ସେ ତାମିଲନାଡୁରୁ ଫେରିଥିବା ବେଳେ କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ସ୍ବାସ୍ଥ୍ୟ ବିଭାଗ ତାଙ୍କୁ ହୋମ୍‌ ଆଇସୋଲେଶନରେ ରଖିଥିଲା। ହେଲେ ତାଙ୍କ ନିକଟରେ କୌଣସି କରୋନା ଲକ୍ଷଣ ଦେଖାଯାଇ ନ ଥିଲା। ଖବର ପାଇ ଘଟଣା ସ୍ଥଳରେ ପୋଲିସ ପହଞ୍ଚିବା ପରେ ଏଏସ୍‌ପି ମନିଶା ଠାକୁର କହିଛନ୍ତି ଯୁବକଙ୍କ ନିକଟରେ କରୋନାର କୌଣସି ଲକ୍ଷଣ ନ ଥିଲା। ତେବେ ଆତ୍ମହତ୍ୟାର କାରଣ ଜଣାପଡି ନ ଥିବା ବେଳେ ଗତବର୍ଷ ଯୁବକ ଜଣକ ତାଙ୍କ ସ୍ତ୍ରୀ ଓ ପୁଅଙ୍କୁ ହରାଇ ସବୁବେଳେ ଡିପ୍ରେଶନରେ ରହୁଥିବା କହିଛନ୍ତି ଏଏସ୍‌ପି। ଘଟଣାର ଯାଞ୍ଚ ପରେ ସତ୍ୟତା ଜଣାପଡିବ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନିଜ ପୁଅକୁ ତାରିକ ରହମାନଙ୍କ ପାଖକୁ ପଠାଇ ଦେଲେ ଏହି ଦେଶର ରାଷ୍ଟ୍ରପତି, କାହିଁକି ବଢିଲା ଭାରତର ଟେନସନ? ଜାଣନ୍ତୁ…

ଢାକା,୧୯।୨: ବାଂଲାଦେଶ ନ୍ୟାସନାଲିଷ୍ଟ ପାର୍ଟି (BNP)ର ଅଧ୍ୟକ୍ଷ ତାରିକ ରହମାନ ପ୍ରଧାନମନ୍ତ୍ରୀ ଭାବରେ ଦାୟିତ୍ୱ ଗ୍ରହଣ କରିବାର କିଛି ସମୟ ପରେ ତୁର୍କୀ ରାଷ୍ଟ୍ରପତି ରେସେପ ତାୟିପ…

ଉତ୍କଳ ବିଶ୍ୱବିଦ୍ୟାଳୟ ଛାତ୍ରଛାତ୍ରୀଙ୍କ ପାଇଁ ଆଇଡି କାର୍ଡ ବାଧ୍ୟତାମୂଳକ; ନ ହେଲେ ବାନ୍ଧିବ ପୋଲିସ

ଭୁବନେଶ୍ୱର,୧୯।୨: ଉତ୍କଳ ବିଶ୍ୱବିଦ୍ୟାଳୟ କର୍ତ୍ତୃପକ୍ଷ କ୍ୟାମ୍ପସର ସୁରକ୍ଷା ଓ ଶୃଙ୍ଖଳା ରକ୍ଷା ପାଇଁ କଠୋର ନିର୍ଦ୍ଦେଶନାମା ଜାରି କରିଛନ୍ତି। ବର୍ତ୍ତମାନଠାରୁ ବିଶ୍ୱବିଦ୍ୟାଳୟ ପରିସରରେ ସମସ୍ତ ଛାତ୍ରଛାତ୍ରୀଙ୍କ ପାଇଁ…

ପ୍ରଧାନମନ୍ତ୍ରୀ ମୋଦିଙ୍କ ସାମ୍ନାରେ AI ମହାରଥିଙ୍କ ମଧ୍ୟରେ କୋଲ୍ଡ ଓ୍ବାର…, କମ୍ପିଟିଟର୍ସ ପରସ୍ପରକୁ ଦେଖି…

ନୂଆଦିଲ୍ଲୀ,୧୯।୨: ଗୁରୁବାର (୧୯ ଫେବୃଆରୀ, ୨୦୨୬) ଇଣ୍ଡିଆ AI ଇମ୍ପାକ୍ଟ ସମିଟ ୨୦୨୬ରେ ଏକ ଘଟଣା ସମସ୍ତଙ୍କ ଦୃଷ୍ଟି ଆକର୍ଷଣ କରିଥିଲା। ଯେତେବେଳେ ଭାରତ ଏବଂ ବିଦେଶର…

ଆଦିବାସୀଙ୍କୁ ରୋଜଗାରର ଲୋଭ ଦେଖାଇ ଅଫିମ ଗଛକୁ ଚାଇନା ଶାଗ କହିଥିଲେ ମାଫିଆ, ଏବେ ମାଜିଷ୍ଟ୍ରେଟ୍‌ଙ୍କ ଉପସ୍ଥିତିରେ…

କେନ୍ଦୁଝର,୧୯ା୨(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସଦର ଥାନା ବରଦାପାଳ ପଞ୍ଚାୟତ ତଳକମ୍ପଡିହୀ ଗାଁର ଜହ୍ଲା ସାହିରେ ବ୍ୟାପକ ପରିମାଣର ଅଫିମ ଚାଷକୁ ମାଜିଷ୍ଟ୍ରେଟ୍‌ଙ୍କ ଉପସ୍ଥିତରେ ପୋଲିସ, ବନ…

ଖଜୁରିପଡ଼ା ଗୋଷ୍ଠୀ ଶିକ୍ଷା ବିଭାଗ: ୫ କେନ୍ଦ୍ରରେ ୭୧୧ ବିଦ୍ୟାର୍ଥୀ ପରୀକ୍ଷା ଦେଲେ

ଖଜୁରିପଡ଼ା,୧୯ା୨(ବିଦୁର ବେହେରା): ଚଳିତ ବର୍ଷ ଫେବୃଆରୀ ୧୯ ଗୁରୁବାରଠାରୁ ମ୍ୟାଟ୍ରିକ ପରୀକ୍ଷା ଆରମ୍ଭ ହୋଇ ମାର୍ଚ୍ଚ ୨ ତାରିଖରେ ଶେଷ ହେବ। ଖଜୁରିପଡ଼ା ଗୋଷ୍ଠୀ ଶିକ୍ଷା ବିଭାଗ…

ରାଜନୀତିରେ ଏଣ୍ଟ୍ରି କରିବେ ରୀନା ପାସଓ୍ବାନ? ପ୍ରସ୍ତୁତ ହେଲେଣି ଚିରାଗ, ଭାଜପାର ମୋହରକୁ ଅପେକ୍ଷା!

ନୂଆଦିଲ୍ଲୀ,୧୯।୨: ବିହାରର ପାଞ୍ଚଟି ରାଜ୍ୟ ସଭା ଆସନ ଖାଲି ହେବାକୁ ଯାଉଛି। ୨୦୨୬ ମାର୍ଚ୍ଚ ୧୬ରେ ଭୋଟ ହେବ। ବିଜ୍ଞପ୍ତି ପ୍ରକାଶ ପାଇବା ସହିତ ବିହାରରେ ରାଜନୈତିକ…

ଭିଜିଲାନ୍ସ ଜାଲରେ ସୋର ତହସିଲଦାର: ୪୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଗିରଫ

ସୋର,୧୯।୨(ଜନ୍ମେଞ୍ଜୟ ମିଶ୍ର): ଓଡ଼ିଶା ଭିଜିଲାନ୍ସ ଏକ ବଡ଼ ଧରଣର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରି ବାଲେଶ୍ୱର ଜିଲା ସୋର ତହସିଲଦାରଙ୍କୁ ଗିରଫ କରିଛି। ଜବତ ହୋଇଥିବା ପଥର ବୋଝେଇ…

ରାହୁଲ ଗାନ୍ଧୀଙ୍କ ସମେତ ୨୫ କଂଗ୍ରେସ ଏମ୍‌ପିଙ୍କୁ ଗୁଳି କରିବାକୁ ଧମକ

ନୂଆଦିଲ୍ଲୀ,୧୯।୨: ରାଜସ୍ଥାନ ପୋଲିସ କୋଟାର ଜଣେ ବ୍ୟକ୍ତିଙ୍କୁ ଅଟକ ରଖିଛି ଯିଏ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଏବଂ ୨୫ ଜଣ କଂଗ୍ରେସ ଏମପିଙ୍କୁ ଗୁଳି କରିବାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri