ପାଟଣା,୨୭ା୩(ସ୍ବ.ପ୍ର.): ବାଙ୍ଗାଲୋର ଓ ଚେନ୍ନାଇରେ ଶ୍ରମିକ ଭାବେ କାର୍ଯ୍ୟ କରୁଥିବା ମୋଟ ୩୨୨ ଜଣ ଗୁରୁବାର ସନ୍ଧ୍ୟା ସୁଦ୍ଧା କେନ୍ଦୁଝର ଜିଲା ପାଟଣା ବ୍ଲକକୁ ଫେରି ଆସିଥିବା ଜଣାପଡିଛି। ଏ ସମସ୍ତଙ୍କୁ ୧୪ ଦିନ ପାଇଁ ନିଜ ଘରେ କ୍ୱାରାଣ୍ଟାଇନରେ ରହିବା ଲାଗି ବ୍ଲକ ପ୍ରଶାସନ ବ୍ୟବସ୍ଥା କରିଥିବା ପାଟଣା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଅଧିକାରୀ ଡ଼ା. ସୁପ୍ରକାଶ ଶତପଥୀ ପ୍ରକାଶ କରିଛନ୍ତି। କରୋନା ମୁକାବିଲା ପାଇଁ ପାଟଣା ବିଡିଓ ଈଶ୍ୱର ଚନ୍ଦ୍ର ନାଏକଙ୍କ ଅଧ୍ୟକ୍ଷତାରେ ଗୁରୁବାର ଏକ ଟାସ୍କ ଫୋର୍ସ କମିଟିର ବୈଠକ ଅନୁଷ୍ଠିତ ହୋଇଥିଲା। ଡିପିସି ପୂର୍ଣ୍ଣ ଚନ୍ଦ୍ର ସେଠୀ,ତହସିଲଦାର ଶିବପ୍ରସାଦ ମୁର୍ମୁ, ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଅଧିକାରୀ ଡ଼ା. ଶତପଥୀ, ବିପିଏମ୍ ଦୀପକ କୁମାର ନାୟକ, ସିଆରସିସି ପ୍ରମୋଦ କୁମାର ମହାନ୍ତ ଓ ଶ୍ରୀକାନ୍ତ ବିଶ୍ୱାଳ ପ୍ରମୁଖ ଯୋଗ ଦେଇ ପାଟଣା ବ୍ଲକରେ ଆଇସୋଲେଶନ କକ୍ଷ, ଲକଡାଉନ ସ୍ଥିତି, ଅତ୍ୟାବଶକ ସାମଗ୍ରୀର ମହଜୁଦ ଓ ସ୍ବାସ୍ଥ୍ୟ ସେବା ବ୍ୟବସ୍ଥା ଉପରେ ଆଲୋଚନା କରିଥିଲେ। ଅତ୍ୟାବଶକ ଖାଉଟି ସାମଗ୍ରୀ ଯେଭଳି କଳାବଜାରୀ ନ ହୁଏ ସେ ନେଇ ଆଲୋଚନା ହୋଇଥିଲା।
Posted inଆମ ଜିଲା ଖବର, କେନ୍ଦୁଝର View All
ନୂଆବର୍ଷରେ ଅଘଟଣ: ଦ୍ରୁତଗତିରେ ଆସି ମହିଳାଙ୍କୁ ଧକ୍କା ଦେଲା କାର୍, ୧୦ ମିଟର ଦୂରରେ ଯାଇ…
ଲାଞ୍ଜିଗଡ଼,୧ା୧(ରମେଶ ଚନ୍ଦ୍ର ନାୟକ): ବର୍ଷ ଆରମ୍ଭରୁ ଏକ ଦୁଃଖଦ ଘଟଣା ଘଟିଛି। କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ଥାନା ଅନ୍ତର୍ଗତ ଆଶ୍ରମପଡ଼ା ନିକଟରେ ଏକ ଅଜଣା ଗାଡ଼ି...
ଚିକିତ୍ସା ପାଇଁ ସହାୟତାର ହାତ ବଢ଼ାଇଲେ ଯୁବ ସମିତି ସଭ୍ୟ, ନିଜ ଦରମାରୁ ଦେଇଦେଲେ ଟଙ୍କା
ଗଞ୍ଜାମ,୧।୧(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ହୁମା ପଞ୍ଚାୟତର ବୋରିଗାଁ ଗ୍ରାମର ଗାଣ୍ଡୁ ଗୌଡ଼ ଦୀର୍ଘ ଦିନ ହେବ ଅଜଣା ରୋଗରେ ପୀଡିତ ଅଛନ୍ତି...
ପର୍ଯ୍ୟଟକଙ୍କୁ ଆକର୍ଷିତ କରୁଛି ମିଡିୟୁବାନ୍ଦା ଜଳପ୍ରପାତ: VIDEO ଦେଖିଲେ ଲାଖି ଯିବ ଲାଖି
ଦାରିଙ୍ଗବାଡି,୧।୧(ଅରୁଣ ସାହୁ):ଓଡିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡିରେ ଅନେକ ଜଳ ପ୍ରପାତ ରହିଛି। ସେଥିମଧ୍ୟରେ ଅନ୍ୟତମ ଜଳପ୍ରପାତ ହେଉଛି ମିଡିୟୁାନ୍ଦା ଜଳପ୍ରପାତ, ଯାହାକି ପର୍ଯ୍ୟଟକଙ୍କ ପାଇଁ ମୁଖ୍ୟ...
ଲିଟିଲ ମିସ ଗ୍ଲୋବାଲ ଇଣ୍ଟରନ୍ୟାଶନାଲ ବିଜେତାଙ୍କୁ ଭବ୍ୟ ସାଗତ: ଡିଜେ ବଜାଇ ପାଛୋଟି ନେଲେ..
ଲୋଇସିଂହା,୧।୧(ସୁଶାନ୍ତ ବାରିକ):ମହାରାଷ୍ଟ୍ରର ସାଙ୍ଗଲୀ ସହରରେ ଗ୍ଲୋବାଲ ମଡେଲ ଇଣ୍ଡିଆ ତରଫରୁ ଆୟୋଜିତ ଲିଟିଲ ମିସ ଇଣ୍ଡିଆ ଜାତୀୟ ମଡେଲିଂ ପ୍ରତିଯୋଗିତାରେ ବଲାଙ୍ଗୀର ଜିଲା ଲୋଇସିଂହା ଥାନା...
ବିଧାୟକଙ୍କ ହୋଡିଂରେ ନାହିଁ ଟାଣୁଆ ନେତା ରାମଚନ୍ଦ୍ର ପଣ୍ଡାଙ୍କ ଫଟୋ, ସହରରେ ଚର୍ଚ୍ଚା
ଗଞ୍ଜାମ,୧।୧(ବିଦ୍ୟାଧର ସାହୁ ): ଆଜି ହେଉଛି ବର୍ଷର ପ୍ରଥମ ଦିବସ ତଥା ନୂଆବର୍ଷ। ଏହି ଦିନକୁ ଗାଁଠୁ ସହର ସବୁଠି ଧୂମଧାମର ପାଳନ କରୁଛନ୍ତି ସମସ୍ତେ।...
ଜିଲା ପାଇଁ ଗୌରବ ଆଣିଲେ ଆକାଶ: ଜିତିଲେ…
ଭବାନୀପାଟଣା,୧ା୧(ଉତ୍ତମ କୁମାର ଦାଶ):ଭୁବନେଶ୍ୱର ଓଲ୍ଡ଼ ଡିଏସ୍ୱାଇଏସ୍ ଇଣ୍ଡୋର ଷ୍ଟାଡିୟମରେ ଗତ ୩ ଦିନ ଧରି ଚାଲିଥିବା ରାଜ୍ୟ ପାରା ବ୍ୟାଡ୍ମିଣ୍ଟନ ଚାମ୍ପିୟନଶିପ ମଙ୍ଗଳବାର ଉଦ୍ଯାପିତ ହୋଇଛି।...
ନୂଆବର୍ଷରେ ଚିଲିକାରେ ବଡ଼ ଅଘଟଣ: ମଝି ଚିଲିକାରେ ଫସିଲା ଭସାପୋଲ
କୃଷ୍ଣପ୍ରସାଦ,୧।୧(କୈଳାଶ ଚନ୍ଦ୍ର ପଟନାୟକ ): ନୂଆବର୍ଷରେ ଚିଲିକାରେ ଏକ ଅଘଟଣ ଘଟିଯାଇଛି। ଏଠାରେ ଏକ ଯାତ୍ରୀବାହୀ ଭସାପୋଲ ଫସିଯାଇଛି। ଫଳରେ ମଝି ଚିଲିକାରେ ୫୦ ଯାତ୍ରୀ,...
Archives


