ପାଟପୁର,୪ା୬- ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ପାଟପୁର ଲଛବିଲ ସାହିରେ ହୋମ୍ କ୍ୱାରାଣ୍ଟାଇନ୍ରେ ଥିବା ଜଣେ ଯୁବକଙ୍କ ବୁଧବାର ବିଦ୍ୟୁତ ଆଘାତରେ ମୃତ୍ୟୁ ହୋଇଛି। ସେ ହେଲେ ଉକ୍ତ ସାହିର ନିତ୍ୟାନନ୍ଦ ସାହୁ (୩୦)। ବୁଧବାର ସକାଳେ ଘରେ ବିଦ୍ୟୁତ୍ ତାର ସଜାଡୁଥିବା ବେଳେ ସଂସ୍ପର୍ଶରେ ଆସି ନିତ୍ୟାନନ୍ଦ ଗୁରୁତର ହୋଇଥିଲେ। ତାଙ୍କୁ ଦିଗପହଣ୍ଡି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଥିବାବେଳେ ସେଠାରେ ଡାକ୍ତର ମୃତ ଘୋଷଣା କରିଥିଲେ। ମୃତଦେହ ଦାହ ପାଇଁ ପ୍ରସ୍ତୁତି ଚାଲିଥିବାବେଳେ ପାଟପୁର ପୋଲିସ ଶ୍ମଶାନରେ ପହଞ୍ଚତ୍ ଜବତ କରିଥିଲା। ନଂ.୧୧/୨୦ରେ ମାମଲା ରୁଜୁ କରି ବ୍ୟବଚ୍ଛେଦ ନିମନ୍ତେ ବ୍ରହ୍ମପୁର ବଡ଼ ଡାକ୍ତରଖାନାକୁ ପଠାଇଛି। ପ୍ରକାଶ ଯେ, ୧୦ ଦିନ ହେଲା ନିତ୍ୟାନନ୍ଦ ସୁରଟରୁ ଆସିଥିଲେ। ପାଟପୁର ଷ୍ଟେସନରୋଡ଼ ବିଦ୍ୟାଳୟ କ୍ବାରାଣ୍ଟାଇନ୍ ସେଣ୍ଟରରେ ୭ଦିନ ରହିବା ପରେ ୩ଦିନ ହେଲା ହୋମ୍ କ୍ବାରାଣ୍ଟାଇନ୍ରେ ଥିଲେ।
Posted inଆମ ଜିଲା ଖବର, ଗଞ୍ଜାମ View All
ପାଟ୍ରୋଲିଂ ବେଳେ କାର୍ ଡିକିରୁ ଆସିଲା ଛେଳି ଗନ୍ଧ, ଧରାପଡ଼ିଲେ ୪ ଚୋର; କାର୍-ଖଣ୍ଡା ଜବତ…
ଦିଗପହଣ୍ଡି,୭|୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା କେ.ନୂଆଗାଁ ଥାନା ଅନ୍ତର୍ଗତ ଜକର ପଞ୍ଚାୟତ ତେଣ୍ଟୁଆପଡ଼ା ଗ୍ରାମର ଜଣେ ଚାଷୀଙ୍କ ଗୁହାଳରୁ ଛେଳି ଚୋରି ଘଟଣାରେ ପୋଲିସ ୪…
କଳାହାଣ୍ଡିରେ କଲେଜ ନିର୍ବାଚନ ନ ହେଉଣୁ ଉତ୍ତେଜନା: ପୋଷ୍ଟର ଚିରାକୁ ନେଇ ଜାତୀୟ ରାଜପଥରେ ଏବିଭିପିର ବିକ୍ଷୋଭ, ଥାନାରେ…
ଭବାନୀପାଟଣା,୭।୧୦(ଉତ୍ତମ କୁମାର ଦାଶ)-କଲେଜ ନିର୍ବାଚନ ତାରିଖ ନିକଟତର ହେଉଥିବା ବେଳେ କଳାହାଣ୍ଡି ଜିଲାରେ କ୍ୟାମ୍ପସ ରାଜନୀତି ସରଗରମ ହେବାରେ ଲାଗିଛି। ବୁଧବାର ଅପରାହ୍ନରେ ଭବାନୀପାଟଣା କଲେଜ ଛକ…
କଟକରେ ଚାଞ୍ଚଲ୍ୟ: କାଠଯୋଡ଼ି ପଠାରେ ପଡ଼ିଛି ଯୁବତୀଙ୍କ ରକ୍ତରଞ୍ଜିତ ମୃତଦେହ, ବାଦାମବାଡ଼ି ପୋଲିସର…
କଟକ,୭।୧୦: କଟକ କାଠଯୋଡ଼ି ନଦୀପଠାରୁ ଜଣେ ଅଜଣା ଯୁବତୀଙ୍କ ରକ୍ତାକ୍ତ ମୃତଦେହ ଉଦ୍ଧାର କରାଯାଇଛି। ପୁରୀଘାଟ ଥାନା ନିକଟସ୍ଥ କାଠଯୋଡ଼ି ପଠାରେ ମୃତଦେହଟି ପଡ଼ିଥିବା ଦେଖିବାକୁ ମିଳିଛି।…
କନ୍ୟା ସଶକ୍ତୀକରଣର ବାର୍ତ୍ତା: ଦାରିଙ୍ଗବାଡ଼ିରେ ‘ୟୁଥ୍ କନ୍କ୍ଲେଭ୍’; ସହର ପରିକ୍ରମା କଲା ବିଶାଳ ଶୋଭାଯାତ୍ରା
ଦାରିଙ୍ଗବାଡି, ୭।୧୦ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ିସ୍ଥିତ ଡଃ ଭୀମରାଓ ଆମ୍ବେଦକର ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ମଙ୍ଗଳବାର ବ୍ଲକ୍ ସ୍ତରୀୟ ୟୁଥ୍ କନ୍କ୍ଲେଭ୍ ତଥା…
ଛତ୍ରପୁର ବିଜ୍ଞାନ ମହାବିଦ୍ୟାଳୟରେ ପ୍ରକାଶ ପାଇଲା ନିର୍ବାଚନୀ ବିଜ୍ଞପ୍ତି: ୯ରେ ନାମାଙ୍କନ
ଛତ୍ରପୁର,୭।୧୦(ଦିଲ୍ଲୀପ ସାମଲ /ଦ୍ଵାରିକା ପଟ୍ଟନାୟକ) : ବିଗତ ଦିନରେ ରାଜ୍ୟ ସରକାରଙ୍କ ପକ୍ଷରୁ ଛାତ୍ର ନିର୍ବାଚନ ନେଇ ଖବର ପ୍ରକାଶ ପାଇବା ପରେ ଛତ୍ରପୁର ବିଜ୍ଞାନ ମହାବିଦ୍ୟାଳୟ…
ବିଇଓ ଅଫିସ ଆଗରେ ଶିକ୍ଷକଙ୍କ ଗଣଧାରଣା: କାରଣ ଦର୍ଶାଅ ନୋଟିସ ପ୍ରତ୍ୟାହାର ପରେ…
ଦିଗପହଣ୍ଡି,୭।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୋଷ୍ଠୀ ଶିକ୍ଷାଧିକାରୀ ଭୋପେନ କୁମାର ମହାନ୍ତ ଶିକ୍ଷକ ସଂଘର କାର୍ଯ୍ୟକର୍ତ୍ତାଙ୍କୁ ଜାରି କରିଥିବା କାରଣ ଦର୍ଶାଅ ନୋଟିସ…
ଭୟଙ୍କର ଦୁର୍ଘଟଣା; ଟ୍ରକ୍-ବାଇକ୍ ଧକ୍କାରେ ଆଖିବୁଜିଲେ ଉପେନ୍ଦ୍ର
ପାରଳାଖେମୁଣ୍ଡି, ୭।୧୦ (ଗିରିଧାରୀ ପରିଛା): ଗଜପତି ଜିଲା ଗୋଷାଣି ବ୍ଲକ୍ ଅନ୍ତର୍ଗତ ଗୁରାଣ୍ଡା ଥାନା ପାଟିକୋଟା ଗ୍ରାମ ନିକଟରେ ଟ୍ରକ୍-ବାଇକ୍ ଧକ୍କାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି…
କେନ୍ଦ୍ରାପଡ଼ାରେ ଚାଞ୍ଚଲ୍ୟ, କଲେଜରେ ପଶି ଅଧ୍ୟାପିକାଙ୍କୁ ଅସଦାଚରଣ କଲେ….
କେନ୍ଦ୍ରାପଡା,୭।୧୦(ଜଗନ୍ନାଥ ଧଳ): କେନ୍ଦ୍ରାପଡା ସଦର ଥାନା ଅଧୀନ ଏକ କେଲଜ ଅଧ୍ୟାପିକାଙ୍କୁ ଅସଦାଚରଣ କରାଯାଇଥିବା ନେଇ ଅଭିଯୋଗ ହୋଇଛି । ଜଣେ ଅଭିଭାବକ କଲେଜରେ ପଶି ତାଙ୍କୁ…

