ହୋମ୍‌ କ୍ୱାରାଣ୍ଟାଇନ୍‌ରେ ନ ରହିବାରୁ ଥାନାରେ ମାମଲା

ହିଞ୍ଜିଳିକାଟୁ,୨୪ା୩(ଡି.ଏନ୍‌.ଏ.)- ରାଜ୍ୟ ସରକାର କରୋନାକୁ ନେଇ ଗାଇଡ୍‌ଲାଇନ ଜାରି କରିଛନ୍ତି। ଏହାକୁ ଅବମାନନା କରିବା ଅଭିଯୋଗରେ ଜଣେ ବିଦେଶ ଫେରନ୍ତା ଯୁବକଙ୍କ ବିରୋଧରେ ହିଞ୍ଜିଳିକାଟୁ ତହସିଲଦାର ମଙ୍ଗଳବାର ଥାନାରେ ଅଭିଯୋଗ କରିଛନ୍ତି। ନଂ.୯୮/୨୦ରେ ମାମଲା ରୁଜୁ କରି ପୋଲିସ ତଦନ୍ତ ଚଳାଇଛି।
ପ୍ରକାଶ ଯେ, ହିଞ୍ଜିଳିକାଟୁ ଦାରୁଭଦ୍ରାର ଜଣେ ଯୁବକ ୧୪ ତାରିଖରେ ଦୁବାଇରୁ ଫେରିଥିଲେ। ନିୟମ ଅନୁସାରେ ୧୪ଦିନ ହୋମ୍‌ କ୍ୱାରାଣ୍ଟାଇନରେ ନ ରହି ଏଣେତେଣ ବୁଲିବା ନେଇ ହିଞ୍ଜିଳିକାଟୁ ତହସିଲଦାର ଖବର ପାଇବା ପରେ ଥାନାରେ ଅଭିଯୋଗ କରିଥିଲେ। ପୋଲିସ ପ୍ରଶାସନ ଗ୍ରାମରେ ପହଞ୍ଚତ୍ ସମ୍ପୃକ୍ତ ବ୍ୟକ୍ତିଙ୍କୁ ଘରେ ରହିବାକୁ ତାଗିଦ୍‌ କରିଥିବା ଆଇଆଇସି ଅଭିମନଦ୍ୟୁ ଦାଶ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

‘ଇଣ୍ଡିଆନ ଆଇଡଲ’ର ଟପ୍‌-୬ରେ ଜ୍ୟୋତିର୍ମୟୀ: ପ୍ରଶଂସା କଲେ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୦ା୭ (ସୌମ୍ୟରଞ୍ଜନ ରାଉତ):ଓଡ଼ିଆ କଣ୍ଠଶିଳ୍ପୀ ଜ୍ୟୋତିର୍ମୟୀ ନାୟକ ଜାତୀୟସ୍ତରର ଲୋକପ୍ରିୟ ସଙ୍ଗୀତ ରିଆଲିଟି ଶୋ’ ‘ଇଣ୍ଡିଆନ ଆଇଡଲ-୧୬’ରେ ଦମ୍‌ଦାର ପରଫର୍ମାନ୍ସ ମାଧ୍ୟମରେ ଟପ୍‌-୬ରେ ସ୍ଥାନ ହାସଲ କରିଛନ୍ତି।…

ତାମିଲନାଡୁ ଗ୍ୟାସ ଦୁର୍ଘଟଣା: ମୃତକଙ୍କ ପରିବାରକୁ ଭେଟିଲା ବିଜେଡି ପ୍ରତିନିଧି ଦଳ, ସରକାରଙ୍କୁ କଡ଼ା ସମାଲୋଚନା

କେନ୍ଦୁଝର, ୯।୭(ନରେଶ ଚନ୍ଦ୍ର ପଟ୍ଟନାୟକ): ତାମିଲନାଡୁ ଗ୍ୟାସ୍ ଦୁର୍ଘଟଣାରେ ପ୍ରାଣ ହରାଇଥିବା କେନ୍ଦୁଝର ଜିଲ୍ଲାର ୧୫ ଜଣ ଆଦିବାସୀ ଶ୍ରମିକଙ୍କ ପରିବାରକୁ ରାଜ୍ୟ ବିଜୁ ଜନତା ଦଳ…

ଅଡବା ପୋଲିସକୁ ବଡ଼ ସଫଳତା: ୭୨.୫ ଲିଟର ବେଆଇନ ମଦ ଜବତ, ଜଣେ ଗିରଫ

ମୋହନା, ୯।୭(ମନ୍ମଥ ମିଶ୍ର): ଗଜପତି ଜିଲା ଅଡବା ଥାନା ପୋଲିସକୁ ବେଆଇନ ମଦ କାରବାର ବିରୋଧରେ ଏକ ବଡ଼ ସଫଳତା ମିଳିଛି। ଥାନା ଅନ୍ତର୍ଗତ ପଟୁମା ଗାଁରେ…

ମମତାଙ୍କୁ ଝଟକା ଦେଇଥିବା ୩ ନେତାଙ୍କୁ BJP ଦେଲା ବଡ଼ ଉପହାର

କୋଲକାତା,୯।୭: ପଶ୍ଚିମବଙ୍ଗରେ ହେବାକୁ ଥିବା ରାଜ୍ୟ ସଭା ଉପନିର୍ବାଚନ ପାଇଁ BJP ପ୍ରାର୍ଥୀଙ୍କ ତାଲିକା ପ୍ରକାଶ କରିଛି। ଦଳ ସୁସ୍ମିତା ଦେବ, ସୁଖେନ୍ଦୁ ଶେଖର ରାୟ ଏବଂ…

ମୁଖ୍ୟମନ୍ତ୍ରୀଙ୍କୁ ନିଜ ଜିଲାରେ ବଦନାମ କରୁଛନ୍ତି ତାଙ୍କ ଦଳର ଲୋକ: ବିଜେଡି ବିଧାୟକ

ହାଟଡିହୀ, ୯।୭(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ବିଧାନସଭା କ୍ଷେତ୍ରର ରାଜନୀତି ଏବେ ଏକ ରୋଚକ ମୋଡ଼ରେ ପହଞ୍ଚିଛି। ‘ବୈତରଣୀ ବଞ୍ଚାଅ ଅଭିଯାନ’ ପ୍ରସଙ୍ଗକୁ ନେଇ ଆନନ୍ଦପୁରରୁ…

ମହିଳା କର୍ମଚାରୀଙ୍କୁ ଅଶ୍ଲୀଳ ଇଙ୍ଗିତ କରିବା ପଡ଼ିଲା ମହଙ୍ଗା: ବଦଳିଲେ ବିବାଦୀୟ ପ୍ରଧାନ ଶିକ୍ଷକ, ଥାନାରେ ଏତଲା

ଭବାନୀପାଟଣା, ୯।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ମଦନପୁର ସରକାରୀ ଏସଏସଡି (SSD) ସ୍କୁଲର ପ୍ରଧାନଶିକ୍ଷକ ଶାନ୍ତନୁ କୁମାର ମେହେରଙ୍କୁ ମହିଳା କର୍ମଚାରୀଙ୍କୁ ଅଶ୍ଲୀଳ ଇଙ୍ଗିତ କରିବା…

କେମିତି ପାତାଳଗଙ୍ଗା ନଦୀରେ ଭାସିଗଲା ହଜାର ହଜାର LPG ସିଲିଣ୍ଡର, ଜାଣନ୍ତୁ ଏହା ପଛର ବଡ଼ କାରଣ

ମୁମ୍ବାଇ,୯।୭: ମହାରାଷ୍ଟ୍ରରେ ନିରନ୍ତର ମୁଷଳଧାରାରେ ବର୍ଷା ଏବେ ଦୈନନ୍ଦିନ ଜୀବନ ଏବଂ ଶିଳ୍ପ ପ୍ରତିଷ୍ଠାନ ଉଭୟ ଉପରେ ଖୁବ୍‌ ପ୍ରଭାବ ପକାଇଛି। ଚାଭନେ (ପାନଭେଲ ତାଲୁକା, ରାୟଗଡ…

ବେଆଇନ ବିସ୍ଫୋରକ ବିରୋଧରେ ଗଞ୍ଜାମ ପୋଲିସର ସ୍ୱତନ୍ତ୍ର ଅଭିଯାନ: ୧୮ ମାମଲା ରୁଜୁ, ୨୪ ଗିରଫ

ଛତ୍ରପୁର,୯।୭ (ଦିଲ୍ଲୀପ ସାମଲ): ଜନସାଧାରଣଙ୍କ ସୁରକ୍ଷା ନିଶ୍ଚିତ କରିବା ଏବଂ ବିସ୍ଫୋରକ ପଦାର୍ଥର ବେଆଇନ ମହଜୁଦ, ପରିବହନ ଓ ଦୁରୁପଯୋଗକୁ ରୋକିବା ଲକ୍ଷ୍ୟରେ ଗଞ୍ଜାମ ପୋଲିସ ପକ୍ଷରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri