ହୋମ୍‌ କ୍ୱାରାଣ୍ଟାଇନ୍‌ରେ ମହିଳା ରହିବାକୁ ବିରୋଧ

ଭଞ୍ଜନଗର,୬।୫(ଡି.ଏନ.ଏ.)- ସୁରଟରୁ ଫେରୁଥିବା ମହିଳାମାନଙ୍କୁ ହୋମ୍‌ କ୍ୱାରାଣ୍ଟାଇନ୍‌ରେ ରହିବାକୁ ନିଆଯାଇଥିବା ନିଷ୍ପତ୍ତିକୁ ନେଇ ଭଞ୍ଜନଗର ବ୍ଲକର ଏକ ଗ୍ରାମରେ ମଙ୍ଗଳବାର ସନ୍ଧ୍ୟାରେ ଉତ୍ତେଜନା ଦେଖାଦେଇଛି। ୪ ମହିଳାଙ୍କୁ ନେଇ ଆସିଥିବା ଗାଡ଼ିକୁ ଲୋକେ ଗଁାକୁ ପୁରାଇ ଦେଇ ନ ଥିଲେ। ଏହାପରେ ଗାଡ଼ିଟି ମହିଳାମାନଙ୍କ ପରିବାର ଲୋକେ ରହୁଥିବା କ୍ୱାରାଣ୍ଟାଇନ ସେଣ୍ଟରକୁ ଫେରିଛି।
ସୁରାଟରୁ ପରିବାର ଲୋକଙ୍କ ସହ ଫେରିଥିବା ଭଞ୍ଜନଗର ବ୍ଲକର କେତେଜଣ ମହିଳାଙ୍କୁ ପ୍ରଶାସନ ପକ୍ଷରୁ ହୋମ୍‌ କ୍ୱାରାଣ୍ଟାଇନ୍‌ରେ ରହିବାକୁ ନିର୍ଦ୍ଦେଶ ଦିଆଯାଇଥିଲା। ଫଳରେ ୪ଜଣ ମହିଳା ସରକାରୀ ଗାଡ଼ିରେ ଘରକୁ ଫେରିଥିଲେ। ପରିବାରର ଅନ୍ୟ ପୁରୁଷମାନେ ପ୍ରଶାସନ ପକ୍ଷରୁ ସ୍ଥିରିକୃତ କ୍ୱାରାଣ୍ଟାଇନ୍‌ ସେଣ୍ଟରରେ ରହିଥିଲେ। ମାତ୍ର ମହିଳାଙ୍କୁ ନେଇ ଆସିଥିବା ଗାଡିକୁ ଗ୍ରାମବାସୀ ଗଁାକୁ ଛାଡ଼ି ନ ଥିଲେ। ଏନେଇ ବିଭାଗୀୟ ଉଚ୍ଚ ପଦାଧିକାରୀଙ୍କୁ ଗ୍ରାମବାସୀ ଜଣାଇବା ପରେ ଗାଡିଟି ଫେରିଯାଇଥିଲା।
ପ୍ରଶାସନ ପକ୍ଷରୁ ମହିଳାମାନଙ୍କୁ ହୋମ୍‌ କ୍ୱାରାଣ୍ଟାଇନ୍‌ରେ ରଖିବାକୁ ନିଷ୍ପତି ହୋଇଥିଲା। କିନ୍ତୁ ଗ୍ରାମାଞ୍ଚଳରେ ଏହି ସମସ୍ୟା ଏବେ ପ୍ରଶାସନର ଚିନ୍ତା ବଢାଇଦେଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପଞ୍ଜଲ ଜଙ୍ଗଲରେ ଲାଗିଲା ନିଆଁ

ନନ୍ଦପୁର, ୫ା୪ (ତୁଷାର କାନ୍ତ ମହାନ୍ତି) କୋରାପୁଟ ଜିଲା ସେମିଳିଗୁଡ଼ା ବନଖଣ୍ଡ ଏବଂ ନନ୍ଦପୁର ବନପାଳ କ୍ଷେତ୍ର ଟିକରପଡ଼ା ପଞ୍ଚାୟତ ପଞ୍ଜଲ ଗ୍ରାମ ପାର୍ଶ୍ୱ ଜଙ୍ଗଲରେ ନିଆଁ…

ଝଡତୋଫାନ, ବଜ୍ରପାତରେ ନେଲା ଜୀବନ

ପାତ୍ରପୁର,୫।୦(ଉମା ଚରଣ ନେପାକ): କାଳବୈଶାଖୀ ପ୍ରଭାବରେ ରବିବାର ଅପରାହ୍ନରେ ଗଞ୍ଜାମ ଜିଲା ପାତ୍ରପୁର ବ୍ଳକର ବିଭିନ୍ନ ସ୍ଥାନରେ ଝଡତୋଫାନ ସହ କୁଆପଥର ବର୍ଷା ହୋଇଛି। ଏପରିକି ବଜ୍ରପାତ…

ଦଶମ ଶ୍ରେଣୀ ଛାତ୍ରୀଙ୍କୁ ଅପହରଣ ପରେ ବଳାତ୍କାର: ବନ୍ଧା ହେଲେ ଅଭିଯୁକ୍ତ

ଦିଗପହଣ୍ଡି,୫।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅଧୀନ ୧୫ ବର୍ଷୀୟା ଜଣେ ଦଶମ ଶ୍ରେଣୀ ଛାତ୍ରୀଙ୍କୁ ଅପହରଣ ଏବଂ ବଳାତ୍କାର ମାମଲାରେ ସମ୍ପୃକ୍ତ ଅଭିଯୁକ୍ତ…

ରାଜ୍ୟରେ ଝଡ଼ବର୍ଷା ଆଲର୍ଟ

ଭୁବନେଶ୍ୱର,୫ା୪: ରାଜ୍ୟରେ କିଛିଦିନ ହେଲା ପ୍ରବଳ ଗରମ ଗୁଳୁଗୁଳି ଅନୁଭୂତ ହେଉଛି। ହେଲେ ଅପରାହ୍ନରେ ହଠାତ୍‌ ବଦଳି ଯାଉଛି ପାଗ। ମାଡ଼ି ଆସୁଛି କାଳବୈଶାଖୀ। କାଳବୈଶାଖୀ ପ୍ରଭାବରେ…

‘ଛାତ୍ରୀଛାତ୍ର ଶୃଙ୍ଖଳାର ସହ ଦେଶ ପ୍ରେମରେ ନିଜକୁ ଦୀକ୍ଷିତ କରାଇ ଭଲ ମଣିଷ ହେବାକୁ ଆହ୍ବାନ’

ଗଞ୍ଜାମ,୫ା୪(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ଐତିହାସିକ ଦନ୍ତପୁର ତଥା ଅଧୁନା ରାମଗଡ଼ ପଞ୍ଚାୟତର ରଘୁନାଥପୁରଠାରେ ଥିବା ସ୍ବାମୀ ବିବେକାନନ୍ଦ ବିଦ୍ୟା ମନ୍ଦିରର ତ୍ରୟୋଦଶ ବାର୍ଷିକ ଉତ୍ସବ…

ଲିଙ୍ଗରାଜଙ୍କୁ ଉଠାଇ ନେଲା ପୋଲିସ, ବିରୋଧ କରି ଏକାଠି ହେଲେ ଡଙ୍ଗରିଆ

କଲ୍ୟାଣସିଂହପୁର,୫ା୪(ଦୀପକ କୁମାର ପରିଡ଼ା): ଲିଙ୍ଗରାଜ ଆଜାଦଙ୍କୁ ପୋଲିସ ଉଠାଇ ନେଇ ଥିବାରୁ ଏହାକୁ ବିରୋଧ କରି ପୁଣି ଏକାଠି ହୋଇଛନ୍ତି ନିୟମଗିରିରେ ବସବାସ କରୁଥିବା ଦଙ୍ଗରିଆ। ରାୟଗଡ଼ା…

ତାରାତାରିଣୀଙ୍କ ଦର୍ଶନ କଲେ ପ୍ରଧାନମନ୍ତ୍ରଙ୍କ ସଚିବ: ପୂଜାର୍ଚ୍ଚନା କରି ନେଲେ ଆଶୀର୍ବାଦ

ପୁରୁଷୋତ୍ତମପୁର,୫ା୪(ସବିତା ମିଶ୍ର): ମାନ୍ୟବର ପ୍ରଧାନମନ୍ତ୍ରୀଙ୍କ ଦିତୀୟ ପ୍ରମୁଖ ସଚିବ ତଥା ଭାରତୀୟ ରିଜର୍ଭ ବ୍ୟାଙ୍କର ପୂର୍ବତନ ଗଭର୍ଣ୍ଣର ଶକ୍ତିକାନ୍ତ ଦାଶ ଓ ତାଙ୍କ ସ୍ତ୍ରୀ ରବିବାର ଗଞ୍ଜାମ…

ବଜ୍ରାଘାତ ନେଲା ମହିଳାଙ୍କ ଜୀବନ, ଚାଷ ଜମିରୁ କାମ କରି ଫେରିବା ବେଳେ ୩…

ଭବାନୀପାଟଣା,୫।୪(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଜୁନାଗଡ଼ ଥାନା ଅନ୍ତର୍ଗତ ବଳଦିଆମାଲ ଗ୍ରାମରୁ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି । ରବିବାର ମଧ୍ୟାହ୍ନରେ ଚାଷ ଜମିରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri