ହୋମ୍‌ କ୍ୱାରାଣ୍ଟାଇନ୍‌ ସମ୍ପୂର୍ଣ୍ଣ କଲେ ୧୦ ବିଦେଶ ଫେରନ୍ତା

କେନ୍ଦୁଝର,୨୯ା୩(ଡିଏନ୍‌ଏ): କେନ୍ଦୁଝର ଜିଲାରେ ଲକ୍‌ ଡାଉନ୍‌ ଚତୁର୍ଥ ଦିନରେ ପହଞ୍ଚିଛି। ଶନିବାର ସନ୍ଧ୍ୟା ସୁଦ୍ଧା ଏହି ଜିଲାକୁ ୩୭ଜଣ ବ୍ୟକ୍ତି ବିଦେଶରୁ ଫେରିଥିବା ସୂଚନା ମିଳିଛି। ସମସ୍ତଙ୍କୁ ଜିଲା ସ୍ବାସ୍ଥ୍ୟ ବିଭାଗ ସ୍ବତନ୍ତ୍ର ଟିମ୍‌ ତତ୍ତ୍ୱାବଧାନରେ ହୋମ୍‌ କ୍ୱାରାଣ୍ଟାଇନରେ ରଖାଯାଇଛି। ଏମାନଙ୍କ ମଧ୍ୟରୁ ୧୦ଜଣ ବିଦେଶ ଫେରନ୍ତାଙ୍କ ହୋମ୍‌ କ୍ୱାରାଣ୍ଟାଇନ୍‌ ସମୟ ଶେଷ ହୋଇଥିବା ପ୍ରଶାସନ ତରଫରୁ ଜଣାପଡିଛି। ସମସ୍ତେ ସୁସ୍ଥ ଥିବା ଜଣାପଡିଛି। ସମସ୍ତ ବିଦେଶ ଫେରନ୍ତା ଏବଂ ବିଭିନ୍ନ ରାଜ୍ୟରୁ ଜିଲାକୁ ଫେରିଥିବା ବ୍ୟକ୍ତିବିଶେଷଙ୍କ ଉପରେ କଡା ନଜର ରଖାଯାଇଛି। ଆବଶ୍ୟକ ପଡ଼ିଲେ ସେମାନଙ୍କୁ ଆଇସୋଲେଶନ୍‌ରେ ରଖାଯିବା ପାଇଁ ପଦକ୍ଷେପ ଗ୍ରହଣ କରାଯାଇଛି। ଏଥିପାଇଁ ଜିଲା ସ୍ବାସ୍ଥ୍ୟ ବିଭାଗ ତରଫରୁ ସ୍ବତନ୍ତ୍ର ଟିମ୍‌ ଗଠନ କରାଯାଇଥିବା ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ଲିଟିଲ ମିସ ଗ୍ଲୋବାଲ ଇଣ୍ଟରନ୍ୟାଶନାଲ ବିଜେତାଙ୍କୁ ଲୋଇସିଂହାର ଭବ୍ୟ ସାଗତ ସମ୍ବର୍ଦ୍ଧନା

ଲୋଇସିଂହା,୧।୧(ସୁଶାନ୍ତ ବାରିକ):ମହାରାଷ୍ଟ୍ରର ସାଙ୍ଗଲୀ ସହରରେ ଗ୍ଲୋବାଲ ମଡେଲ ଇଣ୍ଡିଆ ତରଫରୁ ଆୟୋଜିତ ଲିଟିଲ ମିସ ଇଣ୍ଡିଆ ଜାତୀୟ ମଡେଲିଂ ପ୍ରତିଯୋଗିତାରେ ବଲାଙ୍ଗୀର ଜିଲା ଲୋଇସିଂହା ଥାନା...

ଜିଲା ପାଇଁ ଗୌରବ ଆଣିଲେ ଆକାଶ: ଜିତିଲେ…

ଭବାନୀପାଟଣା,୧ା୧(ଉତ୍ତମ କୁମାର ଦାଶ):ଭୁବନେଶ୍ୱର ଓଲ୍‌ଡ଼ ଡିଏସ୍‌ୱାଇଏସ୍‌ ଇଣ୍ଡୋର ଷ୍ଟାଡିୟମରେ ଗତ ୩ ଦିନ ଧରି ଚାଲିଥିବା ରାଜ୍ୟ ପାରା ବ୍ୟାଡ୍‌ମିଣ୍ଟନ ଚାମ୍ପିୟନଶିପ ମଙ୍ଗଳବାର ଉଦ୍‌ଯାପିତ ହୋଇଛି।...

ନୂଆବର୍ଷରେ ଚିଲିକାରେ ବଡ଼ ଅଘଟଣ: ମଝି ଚିଲିକାରେ ଫସିଲା ଭସାପୋଲ

କୃଷ୍ଣପ୍ରସାଦ,୧।୧: ନୂଆବର୍ଷରେ ଚିଲିକାରେ ଏକ ଅଘଟଣ ଘଟିଯାଇଛି। ଏଠାରେ ଏକ ଯାତ୍ରୀବାହୀ ଭସାପୋଲ ଫସିଯାଇଛି। ମଝି ଚିଲିକାରେ ୫୦ ଯାତ୍ରୀ, ଗୋଟିଏ ବସ ଓ ୨ଟି...

ଜାଡ଼ରେ ଜିରୋ ନାଇଟ, ସକାଳୁ ନୂଆବର୍ଷ ପାଇଁ ଉତ୍ସବମୁଖର: ଭାଇଚାରା ବାଣ୍ଟିଲେ ଅଞ୍ଚଳବାସୀ

ଦାରିଙ୍ଗବାଡି, ୧ (୧ (ଅରୁଣ ସାହୁ ):ଓଡିଶାର କାଶ୍ମୀର ଦାରିଙ୍ଗବାଡିରେ ଲାଗି ରହିଛି ଶୀତ। ତାପମାତ୍ରା ୭ ଡିଗ୍ରୀ ରହିଥିବାବେଳେ ଶୀତକୁ ଖାତିର ନକରି ସବୁଠି...

ନିଆରା ଢଙ୍ଗରେ ନୂଆବର୍ଷକୁ ସ୍ବାଗତ: ଚା’ ବାଣ୍ଟି ଜଣାଇଲେ ଶୁଭେଚ୍ଛା

ରାଇକିଆ,୧।୧(ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ଅଞ୍ଚଳରେ ଉତ୍ସାହ ଓ ଉଦ୍ଦୀପନାର ସହ ପାଳନ ହୋଇଛି ଇଂରାଜୀ ନୂତନ ବର୍ଷ। ଏହାକୁ ନିଆରା ଢଙ୍ଗରେ ପାଳନ...

ଘେଁସ ‘ବରପୁତ୍ର ଐତିହ୍ୟ ଗ୍ରାମ ଯୋଜନା’ରେ ସାମିଲ: ୧୫ କୋଟି ବିନିଯୋଗରେ …

ମଥୁରାନଗରୀ/ ସୋହେଲା,୧ା୧(ପ୍ରେମାନନ୍ଦ ଖମାରୀ/ଅଶ୍ୱିନୀ କୁମାର ପାତ୍ର):ବରଗଡ଼ ଜିଲା ଘେଁସଠାରେ ବୁଧବାର ରାଜ୍ୟସ୍ତରୀୟ ବୀରତା ଦିବସ ଏବଂ ଶହୀଦ ମାଧୋ ସିଂହଙ୍କ ସ୍ମୃତି ସମାରୋହ ଆୟୋଜନ ହୋଇଥିଲା।...

ବଜାରରେ ମିଳୁଛି ନକଲି ଶାଗୁଦାନା: ହୋଇଯାନ୍ତୁ ସାବଧାନ

ନୂଆପଡ଼ା,୧ା୧ (ମକାରୁ ବେମାଲ):ନୂଆପଡ଼ା ସହରରେ ପ୍ଲାଷ୍ଟିକ ଶାଗୁଦାନା ବିକ୍ରୟ ହେଉଥିବା ଅଭିଯୋଗ ହୋଇଛି। ସୂଚନା ମୁତାବକ ଟାନୱାଟ ପଞ୍ଚାୟତ ଝିଲମିଲା ଗାଁର ଜ୍ୟୋତିର୍ମୟ ପୁହାଣ ନୂଆପଡ଼ା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri