ହୋମ୍‌ ଡେଲିଭରି ଦେବେ ଗ୍ରସେରି ଷ୍ଟୋର

ମୁମ୍ବାଇ,୨୬।୪: ଆଗାମୀ କିଛିଦିନରେ ସ୍ଥାନୀୟ ଗ୍ରସେରି ଷ୍ଟୋରଗୁଡିକ ସାମଗ୍ରୀ ଡେଲିଭରି ଦେବେ। ଏଥି ଲାଗି ଏକ ଜାତୀୟ ଇ-କମର୍ସ ମାର୍କେଟ ପ୍ଲେସ୍‌ର ଯୋଜନା ହାତକୁ ନିଆଯାଉଛି। ଏହା କାର୍ଯ୍ୟକାରୀ ହେଲେ ଘର ପାଖରେ ଥିବା ଷ୍ଟୋରଗୁଡିକରୁ ଲୋକମାନେ କଣ୍ଟାକ୍ଟଲେସ ଡେଲିଭରି ସୁବିଧା ପାଇବାକୁ ସକ୍ଷମ ହେବେ ବୋଲି କନଫେଡେରେଶନ ଅଫ୍‌ ଅଲ୍‌ ଇଣ୍ଡିଆ ଟ୍ରେଡର୍ସ(ସିଏଆଇଟି) ପକ୍ଷରୁ ସୂଚନା ଦିଆଯାଇଛି। ବର୍ତ୍ତମାନର ଅସୁବିଧା ସମୟରେ ଲୋକଙ୍କ ନିକଟରେ ଜରୁରୀ ସାମଗ୍ରୀ ପହଞ୍ଚାଇବା ଲାଗି ଶିଳ୍ପ ପ୍ରୋତ୍ସାହନ ଏବଂ ଆନ୍ତଃବାଣିଜ୍ୟ ବିଭାଗ ସହଯୋଗରେ ସିଏଆଇଟି ମିଳିତ ଭାବେ ଯୋଜନା ହାତକୁ ନେଉଥିବା ଜଣାପଡିଛି। ସ୍ଥାନୀୟ କିରାନା ଷ୍ଟୋରଗୁଡିକ କିଭଳି ଅର୍ଡର ନେଇପାରିବେ ତାକୁ ଧ୍ୟାନରେ ରଖାଯାଇଛି। ଯୋଗାଣ ଚେନ୍‌କୁ ଦୃଢ କରିବା ପାଇଁ ସବୁ ପ୍ରକାରର ଚେଷ୍ଠା କରାଯାଉଛି ବୋଲି ସିଏଆଇଟି ପକ୍ଷରୁ ସୂଚନା ଦିଆଯାଇଛି। ସୂଚନାଯୋଗ୍ୟ ସାରା ଦେଶରେ ୭ କୋଟି ଟ୍ରେଡର ରହିଛନ୍ତି। ଇ-କମର୍ସ ନ୍ୟାଶନାଲ ମାର୍କେଟ ପ୍ଲେସ୍‌ ଶୁଭାରମ୍ଭ କରାଯିବା ନେଇ ପ୍ରକ୍ରିୟା ଚୂଡାନ୍ତ ପର୍ଯ୍ୟାୟରେ ରହିଛି ବୋଲି ସିଏଆଇଟି ମହାସଚିବ ପ୍ରଭୀନ ଖଣ୍ଡେଲଓ୍ବାଲ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଏପ୍ରିଲ ପହିଲାରୁ ATM ବ୍ୟବହାର ହୋଇଯିବ ମହଙ୍ଗା, ଜାଣିରଖନ୍ତୁ ନୂଆ ନିୟମ, ନଚେତ…

ନୂଆଦିଲ୍ଲୀ,୨୨।୩: ନୂତନ ଆର୍ଥିକ ବର୍ଷ ଆରମ୍ଭରୁ ସାଧାରଣ ଗ୍ରାହକଙ୍କ ପାଇଁ ବ୍ୟାଙ୍କିଙ୍ଗ ନିୟମରେ ବଡ଼ ପରିବର୍ତ୍ତନ ହେବାକୁ ଯାଉଛି। ଏପ୍ରିଲ ୧ ତାରିଖରୁ ATMରୁ ଟଙ୍କା ଉଠାଣ,…

୧୩ହଜାର ଟଙ୍କା ଶସ୍ତା ହେଲା ସୁନା; ଏକ୍ସପର୍ଟ କଲେ ବଡ଼ ଭବିଷ୍ୟବାଣୀ, ଆଗକୁ…

ନୂଆଦିଲ୍ଲୀ,୨୨।୩: ଇରାନ, ଇସ୍ରାଏଲ ଏବଂ ଆମେରିକା ସହିତ ସଂଘର୍ଷ ଏବଂ ମଧ୍ୟପ୍ରାଚ୍ୟରେ ଉତ୍ତେଜନା ବୃଦ୍ଧି ପାଇବା ଯୋଗୁଁ, ଏହି ସପ୍ତାହରେ ସୁନା ଏବଂ ରୂପା ମୂଲ୍ୟରେ ତୀବ୍ର…

ହରମୁଜ ସଙ୍କଟ ଭିତରେ ଭାରତ ତେଲକୁ ନେଇ ନେଲା ବଡ଼ ନିଷ୍ପତ୍ତି, ମେ ମାସ ଆରମ୍ଭରୁ…

ନୂଆଦିଲ୍ଲୀ,୨୨।୩: ବଢ଼ୁଥିବା ବିଶ୍ୱ ଉତ୍ତେଜନା ଏବଂ ଯୋଗାଣ ସଙ୍କଟ ମଧ୍ୟରେ, ହିନ୍ଦୁସ୍ତାନ ପେଟ୍ରୋଲିୟମ କର୍ପୋରେସନ (HPCL) ଆଙ୍ଗୋଲାରୁ 2 ନିୟୁତ ବ୍ୟାରେଲ ଅଶୋଧିତ ତୈଳ କ୍ରୟ କରିବା…

ସୁନା ୧୨,୫୦୦ ଟଙ୍କା, ରୂପା ହେଲା ୩୦ହଜାର ଟଙ୍କା ଶସ୍ତା, ଏକ୍ସପର୍ଟ କହିଲେ ଏହି ରେଟ ଯାଏ ଖସିବ…

ସୁନା ଓ ରୁପା ଦରରେ କ୍ରମାଗତ ଭାବେ ହ୍ରାସ ପରିଲକ୍ଷିତ ହେଉଛି । ମଧ୍ୟପ୍ରାଚ୍ୟରେ ଯୁଦ୍ଧ ଭିତରେ ତୈଳ ଦର କ୍ରମାଗତ ଭାବେ ବୃଦ୍ଧି ପାଇବାରେ ଲାଗିଛି…

Gold Rate: ଲକ୍ଷେ ତଳକୁ ଖସିଆସିବ ସୁନା ଦର? ବିଶେଷଜ୍ଞ କହିଦେଲେ ତାରିଖ!

ସୁନା ଦର ଲକ୍ଷେ ଟଙ୍କା ତଳକୁ ଖସିବ? ବିଶେଷଜ୍ଞମାନେ କହିଛନ୍ତି ଯେ ଯଦି ବଜାରରେ ଅସ୍ଥିରତା ରହିଥାଏ, ତେବେ ଆହୁରି ଟିକିଏ ହ୍ରାସ ହୋଇପାରେ। ତଥାପି, ହଠାତ୍…

ଦଶମ ପାସ ଯୁବବର୍ଗଙ୍କ ପାଇଁ ସୁବର୍ଣ୍ଣ ସୁଯୋଗ: ରେଳବାଇରେ ଆସିଲା ବମ୍ପର ନିଯୁକ୍ତି

ନୂଆଦିଲ୍ଲୀ,୨୧।୩: ଦକ୍ଷିଣ କେନ୍ଦ୍ରୀୟ ରେଳବାଇ ହଜାର ହଜାର ଶିକ୍ଷାର୍ଥୀ ପଦବୀ ପାଇଁ ନିଯୁକ୍ତି ଘୋଷଣା କରିଛି। ଏହି ସୁଯୋଗ ବିଶେଷ ଭାବରେ ଦଶମ ଶ୍ରେଣୀ ପାସ କରିଥିବା…

ଗ୍ରାହକଙ୍କୁ Zomatoର ବଡ଼ ଝଟ୍‌କା! ଏଲ୍‌ପିଜି ସଙ୍କଟ ପରେ ଏବେ ଅନଲାଇନ୍‌ରେ ଖାଇବା ମଗାଇବା ହେଲା ମହଙ୍ଗା, ଦେବାକୁ ହେବ…

ନୂଆଦିଲ୍ଲୀ,୨୦।୩:ସାଧାରଣ ଲୋକଙ୍କ ପକେଟ ଉପରେ ପୁଣି ଏକ ମହଙ୍ଗା ମାଡ଼ ହୋଇଛି। ଯଦି ଆପଣ ଅନଲାଇନ୍‌ରେ ଖାଦ୍ୟ ଅର୍ଡର କରୁଛନ୍ତି, ତେବେ ଏହି ଖବର ଆପଣଙ୍କ ପାଇଁ…

ଯୁଦ୍ଧ ଭିତରେ ଭାରତରେ ପ୍ରଥମ ଥର ବଢିଲା ପେଟ୍ରୋଲ ରେଟ୍‌, ଲିଟର ପ୍ରତି ଦେବାକୁ ପଡିବ…

ନୂଆଦିଲ୍ଲୀ,୨୦।୩: ହିନ୍ଦୁସ୍ତାନ ପେଟ୍ରୋଲିୟମ କର୍ପୋରେସନ ଲିମିଟେଡ (HPCL) ଏହାର ପ୍ରିମିୟମ ପେଟ୍ରୋଲର ମୂଲ୍ୟ ପ୍ରତି ଲିଟର 2ଟଙ୍କା ବୃଦ୍ଧି କରିଛି। ନୂତନ ଦର ଶୁକ୍ରବାର ଠାରୁ କାର୍ଯ୍ୟକାରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri