Posted inଜାତୀୟ

ହ୍ବାଇଟ୍‌ କଲର ଜମ୍ପଶୁଟ୍‌ରେ ସମସ୍ତଙ୍କ ଦୃଷ୍ଟି ଆକର୍ଷଣ କଲେ ଆମେରିକାର ଫାଷ୍ଟ ଲେଡି

ଅହମଦାବାଦ,୨୪।୨: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପରିବାର ସହ ସୋମବାର ଭାରତ ଗସ୍ତରେ ଆସିଛନ୍ତି। ତାଙ୍କ ସହ ଅଛନ୍ତି ଆମେରିକାର ଫାଷ୍ଟ ଲେଡି ମେଲାନିଆ ଟ୍ରମ୍ପ। ଦିନ ପ୍ରାୟ ୧୨ଟାରେ ଟ୍ରମ୍ପ ଦମ୍ପତି ଝିଅ-ଜ୍ୱାଇଁଙ୍କ ସହ ମିଶି ଗୁଜରାଟ ଅହମଦାବାଦର ସର୍ଦ୍ଦାର ବଲ୍ଲଭଭାଇ ପଟେଲ ଇଣ୍ଟରନ୍ୟାଶନାଲ ଏୟାର ପୋର୍ଟରେ ପହଞ୍ଚିବା ପରେ ତାଙ୍କୁ ଭାରତୀୟ ରୀତିନୀତି ଅନୁଯାୟୀ ସ୍ବାଗତ କରାଯାଇଥିଲା। ଶଙ୍ଖ ଧ୍ୱନୀ ସହ ଢୋଲ ବାଜିବାର ଶବ୍ଦ ଏକ ଭିନ୍ନ ପରିବେଶ ସୃଷ୍ଟି କରିଥିଲା। ଟ୍ରମ୍ପ ଡାର୍କ ବ୍ଲୁ କଲର ଡ୍ରେସ୍‌ ସହ ହଳଦିଆ ଟାଇ ପିନ୍ଧିଥିବା ବେଳେ ଆମେରିକାର ଫାଷ୍ଟ ଲେଡି ହ୍ବାଇଟ୍‌ କଲର ଜମ୍ପଶୁଟ୍‌ରେ ସମସ୍ତଙ୍କ ଦୃଷ୍ଟି ଆକର୍ଷଣ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଭିନେଶଙ୍କ ସମର୍ଥନରେ ବାହାରି ସାକ୍ଷୀ ମଲିକ

ନୂଆଦିଲ୍ଲୀ,୧୨ା୫: ଅବସରରୁ ଫେରିବାକୁ ନେଇ ରେସଲିଂ ଫେଡେରେଶନ ଅଫ୍‌ ଇଣ୍ଡିଆ (ଡବ୍ଲ୍ୟୁଏଫ୍‌ଆଇ) ସହ ଚାଲିଥିବା ବିବାଦରେ ଭିନେଶ ଫୋଗତଙ୍କ ସମର୍ଥନରେ ବାହାରିଛନ୍ତି ଅଲିମ୍ପିକ୍‌ ବ୍ରୋଞ୍ଜ ପଦକଧାରୀ ରେସଲର…

୪୦ ଫୁଟ୍ ଗଭୀର କୂଅ ଭିତରେ ପଡ଼ିଲେ ବୃଦ୍ଧା

ପାଟଣା, ୧୨/୫ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ବୁଢ଼ୀକାପୁଡି ପଞ୍ଚାୟତ ନେଉଳିପଶି ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଯାଇଛି। ସୋମବାର ରାତିରେ ଶୌଚ…

ଡହଡହ ଖରାରେ ଘଣ୍ଟା ଘଣ୍ଟା ବିଦ୍ୟୁତ୍‌ କାଟ, ସହାୟତା ନମ୍ବରକୁ ଫୋନ କଲେ…

ଦାମନଯୋଡି,୧୨ା୫(ନରସିଂହ ବ୍ରହ୍ମା): ରାଜ୍ୟରେ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ସମଗ୍ର ରାଜ୍ୟରେ ନିରବଚ୍ଛିନ୍ନ ବିଦ୍ୟୁତ୍‌ ଯୋଗାଣ ପାଇଁ ସରକାର ଘୋଷଣା କରିଛନ୍ତି। କୋରାପୁଟ ଜିଲା ସେମିଳିଗୁଡ଼ା ଓ…

ବଲାଙ୍ଗୀର ଜିଲା ମୁଖ୍ୟ ଚିକିତ୍ସାଳୟ ପରିସରରୁ ନର୍ସିଂ ଛାତ୍ରୀଙ୍କ ସାଇକଲ ଚୋରି, ସିସିଟିଭିରେ ରେକର୍ଡ

ବଲାଙ୍ଗୀର,୧୨।୫(ସୁନିଲ କୁମାର ମହାନ୍ତି): ହସ୍ପିଟାଲ ଭିତରେ ପୀଡିତ ରୋଗୀଙ୍କୁ ସେବା ଯୋଗାଉଥିବାବେଳେ ଜଣେ ନର୍ସିଂ ଛାତ୍ରୀଙ୍କ ସାଇକଲକୁ ହସ୍ପିଟାଲ ପରିସରରୁ ଜଣେ ଦୁର୍ବୃତ୍ତ ଚୋରି କରିଥିବା ଅଭିଯୋଗ…

ଯୌତୁକ ପାଇଁ ବଧୂ ହତ୍ୟା: ସ୍ୱାମୀ, ଶାଶୁ , ଶଶୁର ଗିରଫ

ନନ୍ଦପୁର,୧୨।୫ (ତୁଷାର କାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ଖୁର୍ଜୀ ପଞ୍ଚାୟତ ନନ୍ଦୀଗାଁରେ ସୋମବାର ଜଣେ ନବବିବାହିତାଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର ଘଟଣାରେ ନୂଆ ମୋଡ଼…

NEET-UG ପରୀକ୍ଷା ବାତିଲ; ସମାଲୋଚନା କଲେ ନବୀନ, ପରୀକ୍ଷାର୍ଥୀଙ୍କ ପ୍ରତି ବିଶ୍ୱାସଘାତକତା…

ଭୁବନେଶ୍ବର,୧୨।୫: NEET- UG ୨୦୨୬ ପରୀକ୍ଷାକୁ NTA ବାତିଲ କରିଛି । କେନ୍ଦ୍ର ସରକାରଙ୍କ ନିର୍ଦ୍ଦେଶରେ ମେ ୩ ତାରିଖରେ ହୋଇଥିବା ପରୀକ୍ଷା ରଦ୍ଦ  କରାଯାଇଛି ।…

ରାମଚନ୍ଦ୍ରପୁରରେ ଟ୍ରେନ ରହଣି ଦାବି

ଲାଞ୍ଜିଗଡ଼, ୧୨।୫ (ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲାର ଲାଞ୍ଜିଗଡ଼ ବ୍ଲକ ଅନ୍ତର୍ଗତ ଗୋବର୍ଦ୍ଧନପୁର ପଞ୍ଚାୟତର ରାମଚନ୍ଦ୍ରପୁର ପାସେଞ୍ଜର ହଲଟରେ ଟ୍ରେନ ରହଣି ଦାବି କରି ରେଳଯାତ୍ରୀ…

ମତୁଆଳି ଗ୍ରାମରେ ଦନ୍ତା ହାତୀର ଜଳକ୍ରୀଡା, ଆତଙ୍କିତ ଗ୍ରାମବାସୀ

ଦେବଗଡ,୧୨।୫(ଶଶାଙ୍କ ଶେଖର ଝାଙ୍କର): ଦେବଗଡ ଜିଲ୍ଲା ବାରକୋଟ ବ୍ଳକ ଦେବଗଡ ବନଖଣ୍ଡ ଦନ୍ତାରିବାହାଲ ଗ୍ରାମରେ ଦନ୍ତା ହାତୀଙ୍କ ଆତଙ୍କ ଦେଖିବାକୁ ମିଳିଛି । ଗାଁର ମତୁଆଳି ନାଳରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri