Posted inଖେଳ

ହ୍ବାଟସଆପ ଗ୍ରୁପ୍‌ରେ ଜୋକୋଭିଚ୍‌, ନାଡାଲ, ଫେଡରର

ପ୍ୟାରିସ,୨୪ା୨- ବର୍ତ୍ତମାନ ଟେନିସ କ୍ରୀଡ଼ାର ଶ୍ରେଷ୍ଠ ୩ ଖେଳାଳି ରୋଜର ଫେଡରର, ରାଫାଲ ନାଡାଲ ଓ ନୋଭାକ ଜୋକୋଭିଚ୍‌ କୋର୍ଟରେ କଡ଼ା ପ୍ରତିଦ୍ୱନ୍ଦ୍ୱିତା କରନ୍ତି। କିନ୍ତୁ କୋର୍ଟ ବାହାରେ ଭଲ ବନ୍ଧୁ। ତିନି ଜଣଙ୍କ ଏକ ହ୍ବାଟସଆପ ଗ୍ରୁପ ମଧ୍ୟ ରହିଛି ବୋଲି ସର୍ବିଆର ଜୋକୋଭିଚ୍‌ ସ୍ପଷ୍ଟ କରିଛନ୍ତି। କିନ୍ତୁ ଗ୍ରୁପର ନାମ ପ୍ରକାଶ କରିନାହାନ୍ତି। ଆମେ ଆକ୍ଟିଭ ଥିଲାବେଳେ ସମସ୍ତେ ଚାଟ କରନ୍ତି। ଆମେ ଯାହା ବି କରୁ ବ୍ୟକ୍ତିଗତ କିମ୍ବା ପେଶାଦାର ଭାବେ ପ୍ରତ୍ୟେକଙ୍କ ପାଇଁ ଆମର ସମ୍ମାନ ରହିଛି ଜୋକୋଭିଚ୍‌ କହିଛନ୍ତି। ସେ ଆହୁରି କହିଛନ୍ତି, ଆମେ ଅବସର ନେଲା ପରେ ମଧ୍ୟ ଭଲ ବନ୍ଧୁ ହୋଇ ରହିବୁ। ନିକଟରେ ନାଡାଲ ଦକ୍ଷିଣ ଆଫ୍ରିକାରେ ଫେଡରରଙ୍କ ପାଉଣ୍ଡେଶନ ଦ୍ୱାରା ଆୟୋଜିତ ମ୍ୟାଚ୍‌ ଫର ଆଫ୍ରିକାରେ ଅଂଶଗ୍ରହଣ କରିଥିଲେ। ଫେଡରର ସ୍ପେନରେ ରାଫା ନାଡାଲ ଏକାଡେମୀକୁ ପ୍ରମୋଟ କରିଥିଲେ। ସେହିଭଳି ନୋଭାକ ଗତବର୍ଷ ଅକ୍ଟୋବରରେ କାଜାଖସ୍ତାନ ଗସ୍ତ କରି ରାଫାଲଙ୍କ ଫାଉଣ୍ଡେଶନ ପାଇଁ ଏକ ପ୍ରଦର୍ଶନୀ ମ୍ୟାଚ୍‌ ଖେଳିଥିଲେ। ସ୍ପାନିଶ ଖେଳାଳି ନୋଭାକ ଫାଉଣ୍ଡେଶନ ଲାଗି ମିଲନଠାରେ ଖେଳିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

Video: ଆଉଟ୍‌ ଦେଇଥିବା ଅମ୍ପାୟାରଙ୍କଠାରୁ ‘ପ୍ରତିଶୋଧ’ ନେଲେ ବିରାଟ, ସର୍ବସମ୍ମୁଖରେ କଲେ ଏଭଳି…

ନୂଆଦିଲ୍ଲୀ,୨୩।୪: ବିରାଟ କୋହଲି କ୍ରିକେଟ ମଇଦାନରେ ନିଜର କ୍ରୋଧକୁ ନେଇ ପରିଚିତ। ଖେଳ ସମୟରେ ନିଜ ବିରୋଧୀ ଟିମ୍‌ର ମୁହଁ ଏବଂ ବ୍ୟାଟ୍‌ ଉଭୟର ଉଚିତ...

‘ପନ୍ତଙ୍କୁ ଚୟନ କରା ନ ଗଲେ ଭାରତ ମ୍ୟାଚ୍‌ରେ ପ୍ରଭାବ ପଡ଼ିବ’ 

ନୂଆଦିଲ୍ଲୀ,୨୩।୪: ଟି୨୦ ବିଶ୍ୱକପ୍‌ ପାଇଁ ଟିମ୍‌ ଇଣ୍ଡିଆର ଚୟନ ଚଳିତ ମାସ ଶେଷ ଆଡ଼କୁ ହୋଇପାରେ। ଦଳରେ ଅନେକ ଖେଳାଳିଙ୍କୁ ଚୟନ କରିବାକୁ ନେଇ ଏଯାଏ...

ହେଲା ବଡ଼ ଖୁଲାସା, ଏହି ଗୋଟିଏ ଭୁଲ୍‌ ପାଇଁ ଆର୍‌ସିବିରେ ନାହାନ୍ତି ଚହଲ…

ନୂଆଦିଲ୍ଲୀ,୨୩।୪: ଯୁଜବେନ୍ଦ୍ର ଚହଲଙ୍କୁ ଦଳରେ ନ ରଖିବାର ନିଷ୍ପତ୍ତି ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର(ଆର୍‌ସିବି)କୁ ଅବଶୋଷ ରହିବ। କିଛି ଏଭଳି ପ୍ରତିକ୍ରିୟା ରଖିଛନ୍ତି ଫ୍ରାଞ୍ଚାଇଜ୍‌ର ପୂର୍ବ କ୍ରିକେଟ...

ଇତିହାସ ରଚିଲେ ଚହଲ: ଆଇପିଏଲ୍‌ରେ ଏମିତି କାରନାମା କରିବାରେ ପ୍ରଥମ ବୋଲର

ନୂଆଦିଲ୍ଲୀ,୨୩।୪: ମୁମ୍ବାଇ ଇଣ୍ଡିଆନ୍ସ ଏବଂ ରାଜସ୍ଥାନ ରୟାଲ୍ସ ମଧ୍ୟରେ ଖେଳାଯାଇଥିବା ମ୍ୟାଚରେ ୟୁଜବେନ୍ଦ୍ର ଚହଲ ତାଙ୍କ ଆଇପିଏଲ କ୍ୟାରିୟରରେ ୨୦୦ ଉଇକେଟ ପୂରଣ କରିଛନ୍ତି। ମୁମ୍ବାଇ...

ଅରେଞ୍ଜ କ୍ୟାପ୍‌ ଉପରେ କୋହଲଙ୍କ କବ୍‌ଜା: ପର୍ପଲ କ୍ୟାପ୍‌ ରେସ୍‌ ହେଉଛି ରୋଚକ

ନୂଆଦିଲ୍ଲୀ,୨୩।୪: ବ୍ୟାଟ୍ସମ୍ୟାନ ଭାବରେ ବିରାଟ କୋହଲିଙ୍କ ଆଭିମୁଖ୍ୟ ଆଇପିଏଲ ୨୦୨୪ ରେ ଜାରି ରହିଛି। ବିରାଟ କୋହଲି ୮ଟି ମ୍ୟାଚରେ ହାରାହାରି ୬୩.୧୭ରେ ୩୭୯ ରନ...

ହଠାତ୍‌ ପଡ଼ିଆ ମଝିରେ ବିପକ୍ଷ ବ୍ୟାଟ୍ସମ୍ୟାନଙ୍କୁ ଆଲିଙ୍ଗନ କଲେ ରୋହିତ ଶର୍ମା: ଜାଣନ୍ତୁ କାହିଁକି

ମୁମ୍ବାଇ,୨୩।୪: ରାଜସ୍ଥାନ ରୟାଲ୍ସର ଓପନର୍‌ ଯଶସ୍ବୀ ଜୟସ୍ବାଲ ମୁମ୍ବାଇ ଇଣ୍ଡିଆନ୍ସ ବିପକ୍ଷରେ ୬୦ ବଲରେ ୧୦୪ ରନର ଅପରାଜିତ ଇନିଂସ ଖେଳିଥିଲେ। ସେ ତାଙ୍କ ଇନିଂସରେ...

ପିଏନ୍‌ବି ବାଲେଶ୍ୱର ମଣ୍ଡଳର ନୂତନ ମଣ୍ଡଳ ମୁଖ୍ୟ

ଭୁବନେଶ୍ୱର,୨୩।୪: ପଞ୍ଜାବ ନ୍ୟାଶନାଲ ବ୍ୟାଙ୍କ ବା ପିଏନ୍‌ବି ବାଲେଶ୍ୱର ମଣ୍ଡଳର ନୂତନ ମଣ୍ଡଳ ମୁଖ୍ୟ ଭାବେ ବିଶ୍ୱଜିତ ବିଶ୍ୱାଳ ନିକଟରେ କାର୍ଯ୍ୟଭାର ଗ୍ରହଣ କରିଛନ୍ତି। ଏହା...

‘ଗୁକେଶ ଭବିଷ୍ୟତର ବିଶ୍ୱ ଚାମ୍ପିୟନ’

ନୂଆଦିଲ୍ଲୀ, ୨୪ା୪(ପି.ଟି.): ମର୍ଯ୍ୟାଦାପୂର୍ଣ୍ଣ କ୍ୟାଣ୍ଡିଡେଟ୍ସ ଟୁର୍ନାମେଣ୍ଟ ଜିତି ଭାରତର ଡି. ଗୁକେଶ ଏକ ଐତିହାସିକ ସଫଳତା ହାସଲ କରିଛନ୍ତି। କେବଳ ଚେସ୍‌ ନୁହେଁ ସବୁ ମହଲରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri