Categories: ବାଣିଜ୍ୟ

ହ୍ବାଟ୍ସଆପ୍‌,ଇ-ମେଲ୍‌ରେ ମଗାଇହେବ ଔଷଧ

ନୂଆଦିଲ୍ଲୀ,୬।୫: ଲକ୍‌ଡାଉନ ସମୟରେ ବିଭିନ୍ନ ଜନଔଷଧି କେନ୍ଦ୍ରରୁ ଲୋକମାନେ ହ୍ବାଟ୍ସଆପ୍‌ ଏବଂ ଇ-ମେଲ୍‌ ଜରିଆରେ ଔଷଧ ମଗାଇପାରିବେ। ସରକାର ମଙ୍ଗଳବାର ଏ ନେଇ ନୂଆ ଗାଇଡ୍‌ଲାଇନ ଜାରି କରିଛନ୍ତି। ଲୋକଙ୍କ ନିକଟରେ ସହଜରେ ଔଷଧ ପହଞ୍ଚାଇବା ଲାଗି ସରକାର ଏଭଳି ବ୍ୟବସ୍ଥା କରିଛନ୍ତି। ସରକାରଙ୍କ ତଥ୍ୟ ମୁତାବକ ଦେଶର ୭୨୬ ଜିଲାରେ ୬,୩୦୦ରୁ ଅଧିକ ଜନଔଷଧି କେନ୍ଦ୍ର କାର୍ଯ୍ୟ କରୁଛି। କେନ୍ଦ୍ରମନ୍ତ୍ରୀ ସଦାନନ୍ଦ ଗୌଡ଼ା କହିଛନ୍ତି ଯେ, ଅତ୍ୟାଧୁନିକ ପ୍ଲାଟ୍‌ଫର୍ମରେ ଔଷଧ ସାମଗ୍ରୀ ଯୋଗାଣ ନେଇ ବ୍ୟବସ୍ଥା କରାଯାଇଛି।

Share