ହ୍ବାଟ୍ସଆପ୍‌ରେ ଲୋକଙ୍କୁ ଉତ୍ତର ଦେଉଛନ୍ତି ଏସ୍‌ପି

ସମ୍ବଲପୁର,୧୫।୫ (ବ୍ୟୁରୋ): ସମ୍ବଲପୁର ପୋଲିସ ଲକ୍‌ଡାଉନ୍‌ ସମ୍ପର୍କରେ ଠିକ୍‌ ସୂଚନା ଦେବା ପାଇଁ ଏକ ହ୍ବାଟ୍ସଆପ ନମ୍ବର (୯୪୩୮୯୧୬୫୫୦) ସର୍ବସାଧାରଣ କରିଛି। ଏହା କେବଳ ଦିନ ୧୧ଟାରୁ ୧୨ ପର୍ଯ୍ୟନ୍ତ ଖୋଲା ରହୁଛି। ନିଜେ ଏସ୍‌ପି କନୱର ବିଶାଳ ସିଂ ଏହାକୁ ପରିଚାଳନା କରୁଛନ୍ତି। ଲକ୍‌ଡାଉନକୁ ନେଇ କୌଣସି ଲୋକଙ୍କ ମଧ୍ୟରେ କିଛି ଦ୍ୱନ୍ଦ୍ୱ ବା ସନ୍ଦେହ ଆସିଲେ ସେମାନେ ସିଧାସଳଖ ଏଥିରେ କୌଣସି ପ୍ରଶ୍ନ ପଚାରି ପାରିବେ। ନିଜେ ଏସ୍‌ପି ଏହାର ଉତ୍ତର ସେହି ନମ୍ବରକୁ ଦେବେ। ଗୁରୁବାର ପ୍ରଥମ ଦିନରେ ୨୮ ଓ ଶୁକ୍ରବାର ୫୨ ଜଣ ପ୍ରଶ୍ନ କରି ଉତ୍ତର ପାଇଛନ୍ତି। ଏ ସମ୍ପର୍କରେ ଏସ୍‌ପି ସିଂ କହିଛନ୍ତି ଯେ, ଅନେକ ସମୟରେ ଜନସାଧାଣ ଲକଡାଉନ ଓ କଟକଣା ଉପରେ ଠିକ ସୂଚନା ପାଉ ନ ଥିଲେ । ସେମାନେ ସୋସିଆଲ ମିଡିଆରେ ଭୁଲ ତଥ୍ୟ ପାଇ ହଇରାଣ ହରକତ ହେଉଥିଲେ। ଏଣୁ ଲୋକଙ୍କୁ ସହଯୋଗ କରିବା ପାଇ ଏଭଳି ବ୍ୟବସ୍ଥା କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

CJP ମୁଖ୍ୟ ଅଭିଜିତ ଦୀପକେଙ୍କ ଘରୁ ଆସିଲା ଭାବାବେଗ ଭରା ଦୃଶ୍ୟ: ଏମିତି କହି ଭୋ ଭୋ ହୋଇ କାନ୍ଦିଲେ…

ନୂଆଦିଲ୍ଲୀ,୨୫।୭: କେନ୍ଦ୍ର ଶିକ୍ଷାମନ୍ତ୍ରୀ ପଦରୁ ଶନିବାର ଧର୍ମେନ୍ଦ୍ର ପ୍ରଧାନ ଇସ୍ତଫା ଦେଇଛନ୍ତି। ଶେଷରେ Gen-Z ଆଗରେ ନଇଁଲେ କେନ୍ଦ୍ରମନ୍ତ୍ରୀ। ଧର୍ମେନ୍ଦ୍ରଙ୍କ ଇସ୍ତଫା ପରେ ସୋସିଆଲ ମିଡିଆରେ ଏକ…

ଆନ୍ଦୋଳନ ପ୍ରତ୍ୟାହାର କଲା CJP, ଧର୍ମେନ୍ଦ୍ରଙ୍କ ଇସ୍ତାଫା ପରେ ସିଜେପିର ବଡ଼ ଘୋଷଣା

ନୂଆଦିଲ୍ଲୀ,୨୫।୭: ‘କକ୍ରୋଚ ଜନତା ପାର୍ଟି’ (CJP) ଦିଲ୍ଲୀର ଜନ୍ତର ମନ୍ତରରେ ଚାଲିଥିବା ପ୍ରତିବାଦ ଶେଷ ହୋଇଥିବା ଘୋଷଣା କରିଛି। ଦଳର ମୁଖପାତ୍ର ଆଶୁତୋଷ ରାଙ୍କା କହିଛନ୍ତି ଯେ…

ଶିକ୍ଷା ମନ୍ତ୍ରୀରୁ ଇସ୍ତଫା ପରେ କ’ଣ ବନ୍ଦ ହୋଇଯିବ ଧର୍ମେନ୍ଦ୍ର ପ୍ରଧାନଙ୍କ ଦରମା? ଜଣାପଡିଲା…

ନୂଆଦିଲ୍ଲୀ,୨୫।୭: NEET-UG ୨୦୨୬ ପରୀକ୍ଷାକୁ ନେଇ ସାରା ଦେଶରେ ଦେଖାଦେଇଥିବା ବିବାଦ ଏବଂ ଛାତ୍ରମାନଙ୍କ ଆନ୍ଦୋଳନ ମଧ୍ୟରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ନିଜ ପଦରୁ ଇସ୍ତଫା…

କୁଆଁରମୁଣ୍ଡା-ପଦମପୁର ରାସ୍ତା ଶୋଚନୀୟ: କାଦୁଅରେ ଗଡ଼ି ଆନ୍ଦୋଳନକାରୀଙ୍କ ପ୍ରତିବାଦ

କୁଆଁରମୁଣ୍ଡା,୨୫।୭(ମହେନ୍ଦ୍ର କୁମାର ସାହୁ): କୁଆଁରମୁଣ୍ଡା-ପଦମପୁର ରାସ୍ତା ଅବସ୍ଥା ଶୋଚନୀୟ ହୋଇପଡିଛି। ରାସ୍ତାରେ ସୃଷ୍ଟି ହୋଇଥିବା ଖାଲଖମାରେ ବର୍ଷା ପାଣି ଜମି ଯାତାୟାତରେ ବାଧାସୃଷ୍ଟି ହୋଇଛି। ଏପରି କି…

‘ଆସିଗଲା ସରକାର ଗାଦିଚ୍ୟୁତ ହେବାର ସମୟ’, ରାହୁଲଙ୍କ ବୟାନକୁ ନେଇ ରାଜନୀତି ସରଗରମ

ନୂଆଦିଲ୍ଲୀ,୨୫।୭: ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ପରେ ପ୍ରତିବାଦ କରୁଥିବା ଛାତ୍ରମାନଙ୍କୁ ଲୋକ ସଭାରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ଅଭିନନ୍ଦନ ଜଣାଇଛନ୍ତି। ସେ ପ୍ରଧାନଙ୍କ ଇସ୍ତଫାକୁ…

ଧର୍ମେନ୍ଦ୍ରଙ୍କ ଇସ୍ତଫା ପରେ ନବୀନଙ୍କ ପୋଷ୍ଟ ଭାଇରାଲ, ଲୋକଙ୍କ ଇଚ୍ଛାଠାରୁ କେହି ଊର୍ଦ୍ଧ୍ୱରେ ନୁହନ୍ତି, ଏଥିପାଇଁ ମୁଁ…

ଭୁବନେଶ୍ୱର,୨୫ା୭: ନିଟ୍‌ ପେପର ଲିକ୍‌ ବିବାଦକୁ ନେଇ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଇସ୍ତଫା ଦେଇଛନ୍ତି। ଇତିମଧ୍ୟରେ ବିଭିନ୍ନ ରାଜନୈତିକ ବ୍ୟକ୍ତିବିଶେଷ ସେମାନଙ୍କର ପ୍ରତିକ୍ରିୟା ରଖୁଛନ୍ତି। ପୂର୍ବତନ…

ଗଞ୍ଜାମ ପେଲିସର ‘ଅପରେଶନ ଅନ୍ୱେଷଣ–୩’: ନିଖୋଜ ବ୍ୟକ୍ତିମାନଙ୍କୁ ବିଭିନ୍ନ ରାଜ୍ୟରୁ ….

ଛତ୍ରପୁର୨୫।୭(ଦିଲ୍ଲୀପ ସାମଲ/ଦ୍ୱାରକା ପଟ୍ଟନାୟକ): ଗଞ୍ଜାମ ପୋଲିସ ଜିଲାରେ ‘ଅପରେଶନ ଅନ୍ୱେଷଣ–୧’ ଓ ‘ଅପରେଶନ ଅନ୍ୱେଷଣ–୨’ର ବିପୁଳ ସଫଳତା ପରେ ଚଳିତ ମାସ ୧୮ ତାରିଖରୁ ୨୨ ତାରିଖ…

ହୃଦ୍‌ଘାତରେ ପ୍ରାଣ ହରାଇଲେ ବରିଷ୍ଠ ଶିକ୍ଷକ

କଲ୍ୟାଣସିଂହପୁର,୨୫ା୭(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ ନାରାୟଣପୁର ପଞ୍ଚାୟତର ଶିରିପୁର ଗ୍ରାମର ବିଶିଷ୍ଟ ସମାଜସେବୀ ତଥା ଶିକ୍ଷକ ସ୍ବର୍ଗତ ବିଶ୍ୱନାଥ କାଡ୍ରାକାଙ୍କ ପରଲୋକରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri