Posted inଫୁରସତ

ହ୍ବିଲ ଚେୟାରରେ ବସି କଲେ ବିଶ୍ୱ ରେକର୍ଡ

ଯେଉଁ ବ୍ୟକ୍ତି ଦୁର୍ବଳତାକୁ ନିଜ ଶକ୍ତି କରିପାରେ ସେ ହିଁ ଆକାଶ ଛୁଇଁପାରେ। ସେମିତି ଜଣେ ବ୍ୟକ୍ତି ହେଉଛନ୍ତି ବ୍ରିଟେନ୍‌ର ପୂର୍ବତନ ସୈନିକ ମାର୍ଟିନ ଟୟ। ୨୧ ବର୍ଷ ବୟସରେ ସେ ଆର୍ମିରେ ଯୋଗ ଦେଇଥିଲେ। ୨୦୦୯ରେ ତାଙ୍କ ପୋଷ୍ଟିଂ ଆଫଗାନିସ୍ତାନରେ ହୋଇଥିଲା। ସେତେବେଳେ ଜଣେ ବମର ତାଙ୍କ ଉପରେ ଆକ୍ରମଣ କରିଥିଲେ। ସେଥିରେ ତାଙ୍କ ଗୋଡ଼ ପକ୍ଷାଘାତର ଶିକାର ହୋଇଗଲା। ଏବେ ହ୍ବିଲ ଚେୟାରରେ କଟେ ତାଙ୍କ ସମୟ। ହେଲେ ସେ ନିଜକୁ କେବେ ଅକ୍ଷମ ବୋଲି ଭାବି ନାହାନ୍ତି। ଆଉ ଏମିତି କିଛି କରିବାକୁ ଚାହୁଁଥିଲେ ଯଦ୍ଦ୍ବାରା ସେ ସମସ୍ତଙ୍କ ପାଇଁ ଉଦାହରଣ ପାଲଟିବେ। ବହୁ ଚେଷ୍ଟାକରି ସେ ଚେୟାରରେ ବସି ବସି ୫୦୫ କି.ଗ୍ରା. ଓଜନ ଉଠାଇ ବିଶ୍ୱ ରେକର୍ଡ କଲେ। ୨୦୧୭ର ଓ୍ବାର୍ଲଡସ୍‌ ଷ୍ଟ୍ରଙ୍ଗ୍‌ମ୍ୟାନ୍‌ ଏଡି ହଲ୍‌ଙ୍କଠାରୁ ସେ ଅଧିକ ଓଜନ ଉଠାଇ ଉକ୍ତ ରେକର୍ଡ କରିବାରେ ସଫଳ ହେଲେ। ଆଉ ଦେଖାଇଦେଲେ ଦିବ୍ୟାଙ୍ଗ ବ୍ୟକ୍ତି ବି ଅସମ୍ଭବକୁ ସମ୍ଭବ କରିପାରିବେ।


Enter your email to get our daily news in your inbox.

All Right Reserved By Dharitri.Com

ସତରେ କଣ ଛାତରେ ଚୂନ କିମ୍ବା ଧଳା ରଙ୍ଗ ଲଗାଇଲେ ଗରମ କମିଥାଏ? ଜାଣନ୍ତୁ ଏହା ପଛର…

ସାରା ଦେଶରେ ଗ୍ରୀଷ୍ମ ପ୍ରବାହ ଓ ପ୍ରବଳ ଗରମ ଯୋଗୁ ଲୋକେ ହାହୁତାଶ ହେଉଛନ୍ତି। ଏଭଳି ସ୍ଥିତିରେ ଘରକୁ ଭିତରୁ ଥଣ୍ଡା ରଖିବା ପାଇଁ ଲୋକେ ବିଭିନ୍ନ…

ମଣିଷ ଶରୀରରେ ଆଜି ବି ଅଛି ତୃତୀୟ ଆଖି! ବୈଜ୍ଞାନିକ କଲେ ଚମକାଇଦେଲା ଭଳି ଖୁଲାସା

ଆପଣ ଭଗବାନ ଶିବଙ୍କର ତୃତୀୟ ନୟନ ବା ତ୍ରିନେତ୍ର ବିଷୟରେ ନିଶ୍ଚୟ ଶୁଣିଥିବେ, କିନ୍ତୁ ଆପଣ କେବେ ମଣିଷର ତୃତୀୟ ଆଖି ବିଷୟରେ ଶୁଣିଛନ୍ତି କି? ଆଜ୍ଞା…

ଅର୍କକ୍ଷେତ୍ରରେ ରଥଯାତ୍ରା

ଆମେ ଗତ ସଂଖ୍ୟାରେ କୋଣାଦିତ୍ୟରେ ‘ନବ ଆଳତି ପରମ୍ପରା’ ଆଲୋଚନା ପ୍ରସଙ୍ଗରେ ଶ୍ରୀଆଦିତ୍ୟଙ୍କ ଦ୍ୱାଦଶଯାତ୍ରାର ଐତିହ୍ୟ ଆରମ୍ଭ କରିଥିଲୁ। ପ୍ରଥମ ଯାତ୍ରା ମାଘ ଶୁକ୍ଳ ସପ୍ତମୀ, ଯାହା…

ହୋଟେଲରୁ ଧରାପଡ଼ିଲେ ପ୍ରେମୀଯୁଗଳ, ପୋଲିସ ନେଲା ଏମିତି ନିଷ୍ପତ୍ତି, ପ୍ରେମିକ କହିଲେ ମୋ’ ପ୍ରତି…

ପାଟ୍‌ନା,୨୩ା୫: ବିହାରର ରାଜଧାନୀ ପାଟନାର ଜକନପୁର ଥାନା ଅଞ୍ଚଳରୁ ଏକ ଅଜବ ଘଟଣା ସାମ୍ନାକୁ ଆସିଛି। ପୋଲିସ କିଛି ଦିନ ଧରି ଏକ ହୋଟେଲରେ ରହୁଥିବା ପ୍ରେମୀଯୁଗଳଙ୍କୁ…

ଗୋଟିଏ ଅଟୋଗ୍ରାଫ୍‌ ପାଇଁ ଏତେ ଟଙ୍କା ଚାର୍ଜ କରୁଥିଲେ ମହାତ୍ମା ଗାନ୍ଧୀ, ଶୁଣିଲେ ହୋଇଯିବେ କାବା!

ଜାତିର ପିତା ମହାତ୍ମା ଗାନ୍ଧୀଙ୍କ ନାମ କେବଳ କହିବାବେଳେ ଆମ ମନରେ ସରଳତା, ସତ୍ୟ ଏବଂ ଅହିଂସାର ପ୍ରତିଛବି ଉଜାଗର ହୁଏ। ତାଙ୍କ ହସ୍ତାକ୍ଷର ମଧ୍ୟ ଆମ…

ଗହୀରମଥାକୁ ଅଣ୍ଡାଦାନ ପାଇଁ ଆସିଥିଲେ ୬ ଲକ୍ଷରୁ ଊର୍ଦ୍ଧ୍ୱ ଅଲିଭ୍‌ ରିଡ୍‌ଲେ, ଅଣ୍ଡାଦାନ ନ କରି ଫେରିଗଲେ, ପରିବେଶବିତ୍‌ କହିଲେ…

ବିରଳ ଅଲିଭ ରିଡ୍‌ଲେ କଇଁଛଙ୍କ ବିଶ୍ୱର ସର୍ବବୃହତ୍‌ ପ୍ରଜନନସ୍ଥଳୀ ଭାବେ ପରିଚିତ ଗହୀରମଥା। କେନ୍ଦ୍ରାପଡା ଜିଲାର ଜାତୀୟ ଉଦ୍ୟାନ ଭିତରକନିକା ମଧ୍ୟରେ ଥିବା ଏହି ସ୍ଥାନରେ ଚଳିତବର୍ଷ…

ଏମିତି ବି ଗାଁ ଅଛି! ସବୁ ଘରେ ଚାଲୁଛି AC-କୁଲର, କିନ୍ତୁ ବିଜୁଳି ବିଲ୍‌ ଦେବାକୁ ପଡୁନି ଗୋଟିଏ ବି ଟଙ୍କା

ଆଜି ମଧ୍ୟ, ଭାରତରେ ଏପରି ଅନେକ ଗାଁ ଅଛି ଯେଉଁଠାରେ ବିଦ୍ୟୁତ ଯୋଗାଣ ଏକ ସ୍ଥାୟୀ ସମସ୍ୟା ହୋଇ ରହିଛି। ଘଣ୍ଟା ଘଣ୍ଟା ଲୋଡ ସେଡିଂ, ଅତ୍ୟଧିକ…

କେତେ ତାପମାତ୍ରାରେ ତରଳିଯାଏ ମଣିଷ ଚର୍ମ? ଜାଣନ୍ତୁ ଆମ ଶରୀର କେତେ ଗରମ ସହିପାରିବ…

ପ୍ରଚଣ୍ଡ ସୂର୍ଯ୍ୟ ଏବଂ ରେକର୍ଡ ଭାଙ୍ଗି ଯାଉଥିବା ଗରମ ସମସ୍ତଙ୍କୁ କଷ୍ଟରେ ପକାଇଛି। ଯେତେବେଳେ ପାରଦ 45 ଡିଗ୍ରୀ ସେଲସିୟସ ଅତିକ୍ରମ କରେ, ଏହା କେବଳ ଝାଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri