Posted inଫୁରସତ

ହ୍ୟାରିପୋଟର୍‌ ଝାଡୁ

ହ୍ୟାରିପୋଟର୍‌ ଚଳଚ୍ଚିତ୍ର ଯେଉଁମାନେ ଦେଖିଛନ୍ତି ସେମାନେ ନିଶ୍ଚିତଭାବେ ଦେଖିଥିବେ ହ୍ୟାରିପୋଟର୍‌ ଏକ ଯାଦୁ ଝାଡୁ ଉପରେ ବସି କିଭଳି ଉଡି ବୁଲୁଥିଲେ। ଅନେକ ପାଶ୍ଚାତ୍ୟ କାହାଣୀରେ ବି ଯାଦୁ ଝାଡୁରେ ଡାହାଣୀ ବସି ଉଡୁଥିବାର ବର୍ଣ୍ଣନା କରାଯାଇଥାଏ। ତେବେ ଯଦି ବାସ୍ତବରେ ସେମିତି ଝାଡୁ ମିଳି ଯାଆନ୍ତା କେତେ ମଜା ହୁଅନ୍ତା ଭାବିଲେ। ଟୋୟୋଟା କମ୍ପାନୀ ଆଣିଛି ସେମିତି ଏକ ଝାଡୁ, ଯାହାର ନାଁ ‘ଇ-ବ୍ରୁମ୍‌’। ଏହା ଏବେ ଉଡିବା ସକ୍ଷମ ହୋଇପାରି ନ ଥିଲେ ହେଁ, ଏହା ଉପରେ ବସି ଭୂମିରେ ଦ୍ରୁତ ବେଗରେ ବାଇକ୍‌ ଭଳି ଗଡି ଗଡି ଯାଇପାରିବେ। ତେବେ ଏଥିପାଇଁ ଆପଣଙ୍କୁ ଗୋଡରେ ରୋଲର୍‌ ସ୍କେଟସ୍‌ ଲଗାଇବାକୁ ହେବ। ଉକ୍ତ ଝାଡୁରେ ଇଲେକ୍ଟ୍ରିକାଲ ମୋଟର ଓ ତଳଭାଗରେ ଚକ ଲାଗିଥାଏ। ଯଦିଓ ଏହା ଉଡିବାର ମଜା ଦେଇପାରିବନି, କିନ୍ତୁ ଆଗାମୀ ଦିନରେ ଏହି ସୁବିଧା ଉପଲବ୍ଧ କରାଯାଇପାରେ ବୋଲି କମ୍ପାନୀ ସୂଚନା ଦେଇଛି।


Enter your email to get our daily news in your inbox.

All Right Reserved By Dharitri.Com

ରୁଟି କେଉଁଠୁ ଆସିଥିଲା? ଭାରତ ସହ କ’ଣ ରହିଛି ଲିଙ୍କ୍‌…

ରୁଟି ହେଉଛି ମଣିଷଜାତିର ସବୁଠାରୁ ପୁରୁଣା ଖାଦ୍ୟ ମଧ୍ୟରୁ ଗୋଟିଏ। ଏହା ସଭ୍ୟତାର ଉତ୍ଥାନ ସହିତ ଗଭୀର ଭାବରେ ଜଡିତ। ଆଜି ରୁଟିକୁ ଭାରତୀୟ ଖାଦ୍ୟର ଏକ…

ସବୁଠି ନ୍ୟାୟକୁ ସମର୍ଥନ

ସାରା ବିଶ୍ୱରେ ଆର୍ଥିକ ଅଭିବୃଦ୍ଧି ସର୍ବଦା ସମାନ ସୁଯୋଗ କିମ୍ବା ସହଭାଗୀ ସମୃଦ୍ଧିରେ ପରିଣତ ହୋଇନାହିଁ। ଗଠନମୂଳକ ଅସମାନତା ଜାରି ରହିଛି, ଯାହା ଉତ୍ତମ କାର୍ଯ୍ୟ, ସାମାଜିକ…

ଗଜପତି କୋଣାର୍କ ପଠାଇଥିଲେ ରାଜାଭିଷେକ, ବିବାହ ବେଳର ୧,୫୧,୬୫୧ ମାଢ଼ ସୁନା

ଗତ ସଂଖ୍ୟାରେ ଆମେ ସାମ୍ରାଜ୍ୟ କେଉଁଠୁ, କେଉଁମାନେ ମନ୍ଦିର ନିର୍ମାଣ ପାଇଁ କେତେ ସହଯୋଗ କରିଥିଲେ ତା’ର ଏକ ଚିତ୍ର ଦେବାକୁ ଆରମ୍ଭ କରିଥିଲୁ। ଓଡ଼ିଆମାନେ ମନ୍ଦିର…

ମା’ କାଳୀଙ୍କ ପାଦତଳେ କାହିଁକି ଶୋଇଥିଲେ ଭଗବାନ ଶିବ, ଜାଣନ୍ତୁ ଆକର୍ଷଣୀୟ କାହାଣୀ…

ଆଜି ହେଉଛି ପବିତ୍ର ମହାଶିବରାତ୍ରି। ଏହି ଦିନରେ ଭଗବାନ ଶିବଙ୍କୁ ପୂଜା ଏବଂ ଉପବାସ କରାଯାଏ। ଏହି ଦିନରେ ଉପବାସ ଏବଂ ପୂଜା କରିବା ଦ୍ୱାରା ଆନନ୍ଦ…

ପ୍ରେମ ପାଇଁ ଦିନ ନୁହେଁ, ମନଟିଏ ଲୋଡ଼ା

ଆଜି ଭାଲେଣ୍ଟାଇନ୍ସ ଡେ’। ପ୍ରେମ ଦିବସ। ମନର ମଣିଷ ସହ ହଜେଇବାର ଦିନଟିଏ। ପ୍ରେମୀଯୁଗଳଙ୍କ ପାଇଁ ସ୍ବପ୍ନ ଓ ସମ୍ଭାବନାର ମୁହୂର୍ତ୍ତ। ପାଶ୍ଚାତ୍ୟ ଦେଶରୁ ଆରମ୍ଭ ହୋଇଥିବା…

ନିଆରା ଟ୍ରେନ: ଲାଲ୍‌ ସିଗ୍‌ନାଲ୍‌ ନୁହେଁ, ହାତରେ ଯାଏ ଅଟକି

ପ୍ରତିଦିନ ହଜାର ହଜାର ଟ୍ରେନ ଦେଶସାରା ସିଗନାଲ ଅନୁସାରେ ଚାଲିଥାଏ। ସିଗନାଲ ଗ୍ରୀନ୍‌ ହେଲେ ଆରମ୍ଭ ହୁଏ ଏବଂ ସିଗନାଲ ଲାଲ ହେଲେ ବନ୍ଦ ହୋଇଯାଏ। ଭାରତରେ…

ଭାରତର ପ୍ରଥମ ଟ୍ରେନ୍‌, ଜାଣନ୍ତୁ ଏହା ବିଷୟରେ କିଛି ଆକର୍ଷଣୀୟ କଥା…

ଭାରତରେ ଅଧିକାଂଶ ଲୋକ ଟ୍ରେନ୍‌ରେ ଯାତ୍ରା କରିବାକୁ ପସନ୍ଦ କରନ୍ତି। ଭାରତରେ ରେଳ ଯାତ୍ରାକୁ ସୁଲଭ ଏବଂ ଆରାମଦାୟକ ବୋଲି ବିବେଚନା କରାଯାଏ। ଏହି କାରଣରୁ ଭାରତୀୟ…

ଗୁଗ୍‌ଲକୁ ପଚାରିଲେ ଚୋରି କରିବାର ଉପାୟ, ଲୁଟେରା ପରେ ଯାହା କଲେ ଜାଣିଲେ…

ଜୟପୁର,୧୧ା୨: ଅନେକ ସମୟରେ ସୋସିଆଲ ମିଡିଆରେ ଭାଇରାଲ ହେଉଥିବା କାହାଣୀଗୁଡ଼ିକ ସିଧାସଳଖ କୌଣସି ଫିଲ୍ମର ସିନ୍‌ ପରି ମନେହୁଏ। ଜୟପୁରରଏକି ଚୋରି ଘଟଣା ଠିକ୍‌ ଫିଲ୍ମର କାହାଣୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri