ୟୁଏଇରୁ ଭାରତ ଫେରିବାକୁ ପଞ୍ଜିକରଣ କଲେ ଦେଢ଼ଲକ୍ଷରୁ ଅଧିକ ଭାରତୀୟ

ଆବୁଧାବି,୩।୫: କରୋନା ସଂକ୍ରମଣ ନେଇ ସାରା ପୃଥିବୀରେ ଆତଙ୍କ ଦେଖାଦେଇଛି। ଏହାକୁ ରୋକିବା ପାଇଁ ବହୁ ଦେଶରେ ଲକ୍‌ଡାଉନ୍‌ ଜାରି ରହିଛି। ଏପରିସ୍ଥଳେ ୟୁଏଇରୁ ସ୍ବଦେଶ ଫେରିବାକୁ ଚାହୁଁଥିବା ଦେଢ଼ ଲକ୍ଷରୁ ଅଧିକ ଭାରତୀୟ ପଞ୍ଜିକରଣ କରିଛନ୍ତି। ଏନେଇ ୟୁଏଇରେ ଥିବା ଭାରତୀୟ ବାଣିଜି୍ୟକ ଦୂତାବାସ ପକ୍ଷରୁ ସୂଚନା ଦିଆଯାଇଛି। ଘର ବାହୁଡ଼ିବାକୁ ଚାହୁଁଥିବା ପ୍ରାୟ ୪୦ ପ୍ରତିଶତ ଭାରତୀୟ ଇତିମଧ୍ୟରେ ନିଜର ଚାକିରି ହରାଇଥିବା କୁହାଯାଉଛି। ପଞ୍ଜିକରଣ କରିଥିବା ଭାରତୀୟଙ୍କ ମଧ୍ୟରେ ୨୦ ପ୍ରତିଶତ ପେଶାଦାର କର୍ମଚାରୀ ରହିଛନ୍ତି। ଲକ୍‌ଡାଉନ୍‌ ଯୋଗୁ ସେମାନେ ଚାକିରି ହରାଇଛନ୍ତି। ପଞ୍ଜିକରଣ କରିଥିବା ଭାରତୀୟଙ୍କ ମଧ୍ୟରେ ୫୫ ପ୍ରତିଶତ କେରଳର ବୋଲି ଭାରତୀୟ ବାଣିଜି୍ୟକ ଦୂତାବାସ ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମହିଳା ଖବରଦାତାଙ୍କୁ ଅସଦାଚରଣ କରିଥିବା ଏସିପିଙ୍କୁ ପଦୋନ୍ନତି, ଦେଶରେ ହଇଚଇ!

ନୂଆଦିଲ୍ଲୀ,୬।୧୦(ପି.ଟି.): ମୁଖ୍ୟ ନିର୍ବାଚନ କମିଶନର (ସିିଇସି) ଜ୍ଞାନେଶ କୁମାରଙ୍କ ବହିଷ୍କାର ଦାବିରେ ଗତ ଶନିବାର ନୂଆଦିଲ୍ଲୀରେ ବିକ୍ଷୋଭ ବେଳେ ଖବର ସଂଗ୍ରହ କରିବାକୁ ଯାଇଥିବା ୩ ଜଣ…

କ୍ରିକେଟ୍‌ରେ ନୂଆ ଇତିହାସ ରଚିଲା ଆମେରିକା: ଦିନିକିଆରେ ପ୍ରଥମଥର କଲା ଏମିତି କାରନାମା

ଡଲାସ,୬।୧୦: ଆମେରିକା କ୍ରିକେଟ ଟିମ ଦିନିକିଆ କ୍ରିକେଟ୍‌ରେ ଏକ ବଡ଼ ଇତିହାସ ରଚିଛି। ଡଲାସରେ ଖେଳାଯାଇଥିବା ICC ମେନ୍ସ କ୍ରିକେଟ ୱାଲର୍‌ଡ କପ ଲିଗ-୨ ମ୍ୟାଚ୍‌ରେ ଆମେରିକା…

୬ଟି ଆସନରେ ଆଜି ଉପନିର୍ବାଚନ; CM ବିଜୟଙ୍କ ପାଇଁ ବଡ଼ ରାଜନୈତିକ ପରୀକ୍ଷା, ଏହି ଦିନ ଫଳାଫଳ

ନୂଆଦିଲ୍ଲୀ,୬।୧୦: ଦେଶର ୬ଟି ଆସନରେ ଆଜି ଉପନିର୍ବାଚନ ପାଇଁ ଭୋଟିଂ ଆରମ୍ଭ ହୋଇଛି । ଆସାମର ନଗାଓଁ ଲୋକସଭା ଆସନ ସମେତ ପଶ୍ଚିମବଙ୍ଗର ନନ୍ଦୀଗ୍ରାମ ଓ ରେଜିନଗର,…

ଭାଉଜଙ୍କୁ ଶାରୀରିକ ସମ୍ପର୍କ ରଖିବାକୁ ବାଧ୍ୟ କରୁଥିଲେ ଦିଅର: ଆଉ ତା’ପରେ ଘଟିଲା…

ଭୁବନେଶ୍ୱର,୬।୧୦ (ପ୍ରସନଜିତ୍‌ ସାହୁ):ରାଜଧାନୀରେ ମହିଳାଙ୍କୁ ନିର୍ଯାତନା ଘଟଣା ସାମନାକୁ ଆସିଛି। ଭାଉଜଙ୍କୁ ଦିଅର ମାନସିକ ନିର୍ଯାତନା ଦେବା ସହ ତାଙ୍କ ଫଟୋ ଭିଡିଓ ଶୁଟ୍‌ କରି ଭାଇରାଲ…

SCB ମେଡିକାଲ୍‌ କ୍ୟାମ୍ପସ୍‌ରେ ଯୁବକଙ୍କ ହାଇଡ୍ରାମା, ୫୦ ଫୁଟ ପାଣିଟାଙ୍କି ଉପରୁ ଡେଇଁ…

କଟକ,୬।୧୦(ପ୍ରଭୁକଲ୍ୟାଣ ପାଲ୍): କଟକ ବଡ ମେଡିକାଲରେ ଅଘଟଣ। ପାଣି ଟାଙ୍କି ଉପରୁ ଡେଇଁ ଆତ୍ମହତ୍ୟା ଉଦ୍ୟମ କଲେ ଯୁବକ। ଦୀର୍ଘ ସମୟଧରି ହାଇଡ୍ରାମା ପରେ ସେ ଟାଙ୍କି…

ଅବିଶ୍ୱାସର ସୁଅ

ମୁଖ୍ୟ ନିର୍ବାଚନ କମିଶନର (ସିଇସି)ଙ୍କୁ ହଟେଇବା ପାଇଁ ଦେଶବ୍ୟାପୀ ଆନ୍ଦୋଳନ ଚାଲିଥିବା ବେଳେ ଏବେ ତାଙ୍କୁ ଅଦାଲତରୁ ମଧ୍ୟ ବଡ଼ ଝଟ୍‌କା ମିଳିଛି। ଜ୍ଞାନେଶଙ୍କ ବିରୋଧରେ ମାମଲା…

ସୂର୍ଯ୍ୟକୁମାରଙ୍କୁ ଲାଗିଲା ଝଟକା: ସବୁଠୁ ବିଦା, ଅନ୍ଧାରରେ କ୍ୟାରିୟର

ମୁମ୍ବାଇ,୬।୧୦: ଭାରତର ଟି-୨୦ ବିଶ୍ୱକପ ବିଜୟୀ ଅଧିନାୟକ ସୂର୍ଯ୍ୟକୁମାର ଯାଦବଙ୍କ ପାଇଁ ଏବେ ଚିନ୍ତା ବଢ଼ିଛି। ଟିମ ଇଣ୍ଡିଆରୁ ବାଦ ପଡ଼ିବା ପରେ ଏବେ ମୁମ୍ବାଇର ରଣଜୀ…

୫୦୦୦ ବର୍ଷ ପରେ ଖୋଲିଲା ଭୟଙ୍କର ରହସ୍ୟ, ରାଜାଙ୍କ ମୃତ୍ୟୁ ପରେ ସେବକ….

କାଏରୋ,୬।୧୦: ପ୍ରାଚୀନ ଇଜିପ୍ଟରେ ମୃତ ରାଜାଙ୍କ ସହିତ ସେବକମାନଙ୍କୁ ମଧ୍ୟ ଜିଅନ୍ତା ପୋତି ଦିଆଯାଉଥିବା କଥାକୁ ନେଇ ବିଭିନ୍ନ ପ୍ରକାରର ଆଲୋଚନା ହୋଇଥାଏ। ଶତାବ୍ଦୀ ଧରି ପ୍ରତ୍ନତତ୍ତ୍ୱବିତମାନଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?