Posted inଜାତୀୟ

ୟୁଟ୍ୟୁବରୁ ହଟିଲା ‘ପିଏମ୍‌ ନରେନ୍ଦ୍ର ମୋଦି’ ଫିଲ୍ମ ଗୀତ, ଟ୍ରେଲର

ନୂଆଦିଲ୍ଲୀ, ୧୬।୪: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଜୀବନୀ ଉପରେ ଆଧାରିତ ବାୟୋପିକ୍‌ ଫିଲ୍ମ ‘ପିଏମ୍‌ ନରେନ୍ଦ୍ର ମୋଦି’ର ଟ୍ରେଲର ଓ ଗୀତ ୟୁଟ୍ୟୁବରୁ ହଟାଇଦିଆଯାଇଛି। ଫିଲ୍ମକୁ ନେଇ ଲାଗିଥିବା ଝଡର ସମାଧାନ ନ ହେବା ଯାଏଁ ଗୀତ ଓ ଟ୍ରେଲର ପ୍ରସାରଣ ଉପରେ ରୋକ ଲଗାଯାଇଛି।

ସୂଚନାଯୋଗ୍ୟ, ଏପ୍ରିଲ ୧୧ରେ ଫିଲ୍ମର ରିଲିଜ ପାଇଁ ସୁପ୍ରିମକୋର୍ଟ ଗ୍ରୀନ ସିଗନାଲ ଦେଇଥିଲେ। କିନ୍ତୁ ନିର୍ବାଚନ କମିଶନ ବିବେକ ଓବେରୟ ଅଭିନୀତ ‘ପିଏମ୍‌ ନରେନ୍ଦ୍ର ମୋଦି’ଙ୍କ ଜୀବନୀ ଉପରେ ଆଧାରିତ ହିନ୍ଦୀ ଚଳଚ୍ଚିତ୍ରର ରିଲିଜ ଉପରେ ରୋକ ଲଗାଇଥିଲେ। ନିର୍ବାଚନବେଳେ କୌଣସି ନେତା କିମ୍ବା ଧର୍ମ ଉପରେ ଫିଲ୍ନ ରିଲିଜ ହେଲେ ଭୋଟରଙ୍କୁ ପ୍ରଭାବିତ କରିପାରେ ବୋଲି ଦର୍ଶାଇ ଏହି ବାୟୋପିକ ଫିଲ୍ମ ଉପରେ ରୋକ ଲଗାଇଥିଲେ। ନିର୍ବାଚନ କମିଶନଙ୍କ ରୋକ ପରେ ସୁପ୍ରିମକୋର୍ଟଙ୍କ ଦ୍ବାରସ୍ଥ ହୋଇଥିଲେ ଫିଲ୍ମ ନିର୍ମାତା ଉମଙ୍ଗ କୁମାର। ସୁପ୍ରିମକୋର୍ଟ ଏହାର ଶୁଣାଣି କରି ଫିଲ୍ମଟିକୁ ନିଜେ ଦେଖିବାକୁ ନିର୍ବାଚନ କମିଶନଙ୍କୁ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆଣ୍ଡାମାନ ଛୁଇଁଲା ମୌସୁମୀ: ଜୁନ ୧ ସୁଦ୍ଧା…

ନୂଆଦିଲ୍ଲୀ,୧୬।୫: ଦକ୍ଷିଣପଶ୍ଚିମ ମୌସୁମୀ ବାୟୁ ଶନିବାର ଆଣ୍ଡାମାନ ଛୁଇଁଛି। ଦକ୍ଷିଣପୂର୍ବ ଆରବ ସାଗରରେ ମଧ୍ୟ ମୌସୁମୀ ଅଗ୍ରସର ହେଉଥିବା ଜଣାପଡ଼ିଛି। ଦକ୍ଷିଣପୂର୍ବ ଓ ଦକ୍ଷିଣପଶ୍ଚିମ ବଙ୍ଗୋପସାଗର ମଧ୍ୟ…

LPGକୁ ନେଇ ଦେଶ ପାଇଁ ଆସିଲା ଖୁସି ଖବର

ନୂଆଦିଲ୍ଲୀ,୧୬।୫: ପଶ୍ଚିମ ଏସିଆରେ ଚାଲିଥିବା ଉତ୍ତେଜନା ମଧ୍ୟରେ, ପେଟ୍ରୋଲ, ଡିଜେଲ ଏବଂ CNG ର ମୂଲ୍ୟରେ ବୃଦ୍ଧି ପରିଲକ୍ଷିତ ହୋଇଛି। ଏହି ସମୟରେ, ଭାରତ ପାଇଁ LPG…

କେତେବେଳେ ବି ମହଙ୍ଗା ହୋଇପାରେ ଗ୍ୟାସ୍‌; ପେଟ୍ରୋଲ ପରେ ଚମକାଇବ LPG ଦର!

ନୂଆଦିଲ୍ଲୀ,୧୬।୫: ସାରା ଦେଶରେ ପେଟ୍ରୋଲ ଏବଂ ଡିଜେଲର ବର୍ଦ୍ଧିତ ମୂଲ୍ୟ ମଧ୍ୟରେ, ଏଲପିଜି ସିଲିଣ୍ଡରର ମୂଲ୍ୟ ମଧ୍ୟ ଏବେ ସାଧାରଣ ଲୋକଙ୍କ ମଧ୍ୟରେ ଆଲୋଚନାର ବିଷୟ ପାଲଟିଛି।…

ଏଣିକି ବାଇକ୍‌ କି କାର୍‌ରେ ଭରିପାରିବେନି ଫୁଲ୍‌ ଟ୍ୟାଙ୍କ୍‌ ପେଟ୍ରୋଲ! ତେଲ ସଙ୍କଟ ଭିତରେ ଆସିଲା ବଡ଼ ଖବର

ପାଟନା,୧୬।୫: ପାଟନାରେ ପେଟ୍ରୋଲ ଏବଂ ଡିଜେଲର ବୃଦ୍ଧି ଏବଂ ସମ୍ଭାବ୍ୟ ଅଭାବ ସମ୍ପର୍କରେ ଆଲୋଚନା ମଧ୍ୟରେ, ପେଟ୍ରୋଲ ପମ୍ପଗୁଡ଼ିକରେ ଭିଡ଼ ବଢ଼ିବା ଆରମ୍ଭ ହୋଇଛି। ଅନେକ ଲୋକ…

ଏହି ଜିନିଷ ନ ଥିଲେ ମିଳିବନି ପେଟ୍ରୋଲ, ଜାରି ହେଲା ନୂଆ ନିୟମ…

ନୂଆଦିଲ୍ଲୀ,୧୬।୫: ଦିଲ୍ଲୀ-ଏନସିଆରରେ ବଢ଼ୁଥିବା ପ୍ରଦୂଷଣ ସ୍ତରକୁ ଦୃଷ୍ଟିରେ ରଖି, ପ୍ରଶାସନ ଏବେ କଠୋର ପଦକ୍ଷେପ କାର୍ଯ୍ୟକାରୀ କରିବା ଆରମ୍ଭ କରିଛି। ବାୟୁ ଗୁଣବତ୍ତା ହ୍ରାସ ପାଉଥିବାରୁ, ସରକାର…

୨୦୧୪ରେ କେତେ ଥିଲା ପେଟ୍ରୋଲ-ଡିଜେଲ ଦର? ୧୨ ବର୍ଷରେ କେତେ ବଢିଛି? ଜାଣନ୍ତୁ…

ନୂଆଦିଲ୍ଲୀ, ୧୬।୫: ଅନ୍ତର୍ଜାତୀୟ ବଜାରରେ କ୍ରମାଗତ ଭାବେ କ୍ରୁଡ୍‌ ଅଏଲ ବା ଅଶୋଧିତ ତୈଳ ଦର ବୃଦ୍ଧି ପାଇବାରେ ଲାଗିଛି । ଭାରତରେ ବି ଏବେ ତୈଳ…

ପୋଲିସ ଡିଜି ଦୌଡ଼ରେ ୧୧ ବରିଷ୍ଠ ଆଇପିଏସ୍‌ ଅଧିକାରୀ, ଶର୍ଟଲିଷ୍ଟ ଦାଖଲ: ଜାଣନ୍ତୁ କିଏ କିଏ ଅଛନ୍ତି…

ଭୁବନେଶ୍ୱର,୧୬ା୫(ତ୍ରିନାଥ ମହାନ୍ତି):ଆସନ୍ତା ଅଗଷ୍ଟ ୩୧ରେ ପୋଲିସ ଡିଜି ଓ୍ବାଇ.ବି. ଖୁରାନିଆଙ୍କ କାର୍ଯ୍ୟକାଳ ଶେଷ ହେଉଛି। ତେଣୁ ଆଗୁଆ ନୂଆ ପୋଲିସ ଡିଜି ଚୟନ ପ୍ରକ୍ରିୟା ଆରମ୍ଭ କରିଛନ୍ତି…

ମହଙ୍ଗା ହୋଇଯିବ ବିଜୁଳି! ଗ୍ରାହକଙ୍କ ଉପରେ ପଡ଼ିବ ଅତିରିକ୍ତ ଆର୍ଥିକ ବୋଝ, ଜାଣନ୍ତୁ କାରଣ…

ନୂଆଦିଲ୍ଲୀ, ୧୬।୫: ମଧ୍ୟପ୍ରାଚ୍ୟ ସଙ୍କଟ ବିଶ୍ୱର ଅନେକ ଦେଶକୁ ପ୍ରଭାବିତ କରିଛି, ଏବଂ ଭାରତ ମଧ୍ୟ ଏହାର ବ୍ୟତିକ୍ରମ ନୁହେଁ। ଇରାନ ଉପରେ ଆମେରିକା ଏବଂ ଇସ୍ରାଏଲୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri