Posted inଖେଳ

ୟୁଥ୍‌ ଲିଗ୍‌ ନିମନ୍ତେ ଫାଓ ଏକାଡେମୀ ଦଳ ଘୋଷିତ

କଟକ ଅଫିସ,୨୧ା୪-  ଅଲ ଇଣ୍ଡିଆ ଫୁଟବଲ ଫେଡେରେଶନ(ଏଆଇଏଫ୍‌ଏଫ) ଆନୁକୂଲ୍ୟରେ ଜାମସେଦପୁରଠାରେ ଆସନ୍ତା ୨୨ରୁ ହିରୋ ୟୁଥ୍‌ ଲିଗ୍‌ ଆରମ୍ଭ ହେବ। ଏଥିନିମନ୍ତେ ଶନିବାର ଫାଓ ଏକାଡେମୀ ୧୫ବର୍ଷରୁ କମ୍‌ ଦଳ ଜାମସେଦପୁର ଯାତ୍ରା କରିଛି। ଫାଓ ଏକାଡେମୀ ଦଳ ରେଷ୍ଟ ଅଫ୍‌ ଇଣ୍ଡିଆ ଜୋନରେ ସାମିଲ ହୋଇଛି। ଏହି ଜୋନରେ ଓଡ଼ିଶାର ଅନ୍ୟ ଏକ ଦଳ ଭାବେ କଳିଙ୍ଗନଗର ଫୁଟବଲ ଏକାଡେମୀ ସ୍ଥାନ ପାଇଛି। ଏହାଛଡ଼ା ଜାମସେଦପୁର ଏଫ୍‌ସି, ଧାନବାଦ ଫୁଟବଲ ଏକାଡେମୀ ମଧ୍ୟ ରହିଛନ୍ତି। ଏଏଫ୍‌ସି ବି’ ଲାଇସେନ୍ସପ୍ରାପ୍ତ ନିପେନ୍ଦ୍ର କୁମାର ଦାସ ହେଉଛନ୍ତି ଫାଓ ଏକାଡେମୀ ଦଳର କୋଚ୍‌ ।

ଫାଓ ଏକାଡେମୀ ଦଳ: ସରିକ ରେହମାନ(ଅଧିନାୟକ), ନୱାଶିଷ ନୁର, ଅମ୍ରିତ ସାମଲ, ସେକ୍‌ ସାହିଦ, ୱାଙ୍ଗଡେନ ଲାମା, ପରମେଶ୍ୱର ତିର୍କୀ, ଅନମୋଲ ଲାକ୍ରା, ସୁଶୀଲ ବାରିକ, ପୀୟୂଷ ପଟ୍ଟନାୟକ, ମହମ୍ମଦ ସର୍ଫରାଜ, ରୋହିତ ଟିଗା, ଓସ୍କାର ମିଞ୍ଜ, ବବୁଲ ନାଏକ, ତାରିକ ମହମ୍ମଦ, ରବିନାରାୟଣ ଦୀପ, ରାହୁଲ ଜୋଜୋ, ଅଫଜଲ ଅଲ୍ଲୀ, ଓମପ୍ରକାଶ ଡୁମାରୀ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

RCBରୁ ଆସିଲା ବଡ଼ ଖବର: ବାକି ଆଇପିଏଲ ମ୍ୟାଚ ଖେଳିବେନି କୋହଲି!

ନୂଆଦିଲ୍ଲୀ,୧୩।୪: ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ଏବଂ ମୁମ୍ବାଇ ଇଣ୍ଡିଆନ୍ସ ମଧ୍ୟରେ ଖେଳାଯାଇଥିବା ମ୍ୟାଚ ସମୟରେ ପୂର୍ବତନ ଅଧିନାୟକ ବିରାଟ କୋହଲି ଆଘାତ ପାଇଥିଲେ। ଏହା IPLର ୨୦ତମ…

‘ତୁମେ ଆମ ଟିମର ସବୁଠାରୁ ବଡ଼ ପ୍ରେରଣା’, ଏମିତି କହି ରୋହିତଙ୍କୁ ଅଭିନନ୍ଦନ ଜଣାଇଲେ ହାର୍ଦ୍ଦିକ

ନୂଆଦିଲ୍ଲୀ,୧୩।୪: ମୁମ୍ବାଇ ଇଣ୍ଡିଆନ୍ସ (ଏମଆଇ) ଅଧିନାୟକ ହାର୍ଦ୍ଦିକ ପାଣ୍ଡ୍ୟା ଦଳର ପୂର୍ବତନ ଅଧିନାୟକ ରୋହିତ ଶର୍ମାଙ୍କୁ ଫ୍ରାଞ୍ଚାଇଜ ସହିତ ୧୫ ବର୍ଷ ପୂରଣ କରିବା ପାଇଁ ଅଭିନନ୍ଦନ…

ଲକ୍ଷ୍ନୌକୁ ହରାଇଲା ଗୁଜରାଟ

ଲକ୍ଷ୍ନୌ,୧୨ା୪: ପ୍ରସିଦ୍ଧ କ୍ରିଷ୍ଣାଙ୍କ ଦମ୍‌ଦାର ବୋଲିଂ ବଳରେ ଗୁଜରାଟ ଟାଇଟନ୍ସ ୭ ଉଇକେଟରେ ଲକ୍ଷ୍ନୌ ସୁପର ଜାଏଣ୍ଟ୍ସ(ଏଲ୍‌ଏସ୍‌ଜି)କୁ ପରାସ୍ତ କରିଛି। ଏହା ଗୁଜରାଟର ୪ ମ୍ୟାଚ୍‌ରେ ଦ୍ୱିତୀୟ…

ନୀତୀଶ ରାଣାଙ୍କୁ ବଡ଼ ଜରିମାନା, କାହିଁକି ଜାଣନ୍ତୁ…

ଚେନ୍ନାଇ,୧୨ା୪:ଦିଲ୍ଲୀ କ୍ୟାପିଟାଲ୍ସ ବ୍ୟାଟର ନୀତୀଶ ରାଣାଙ୍କୁ ତାଙ୍କ ମ୍ୟାଚ୍‌ ଫି’ର ୨୫ ପ୍ରତିଶତ ଜରିମାନା କରାଯାଇଛି। ଚେନ୍ନାଇ ସୁପର କିଙ୍ଗ୍ସ (ସିଏସ୍‌କେ) ବିପକ୍ଷ ଇଣ୍ଡିଆନ ପ୍ରିମିୟର ଲିଗ୍‌…

ଭିନ୍ନ ଢଙ୍ଗରେ ଆଶା ଭୋସଲେଙ୍କୁ ଶ୍ରଦ୍ଧାଞ୍ଜଳି ଦେଲା RCB, ସଙ୍ଗୀତ ସବୁବେଳେ….

ନୂଆଦିଲ୍ଲୀ,୧୨ା୪: ‘ମେଲୋଡି କ୍ୱିନ୍’ ଆଶା ଭୋସଲେଙ୍କର ରବିବାର ଦେହାନ୍ତ ହୋଇଛି । ତାଙ୍କ ବିୟୋଗରେ ସମଗ୍ର ଭାରତରେ ଶୋକର ଛାୟା ଖେଳିଯାଇଥିଲା। ତେବେ କ୍ରୀଡା ଜଗତ ମଧ୍ୟ…

ପତ୍ନୀ ନୁହନ୍ତି, ଏ ହେଉଛନ୍ତି ମୋର ଲକି ଚାର୍ମ; ଶତକ ମାରିବା ପରେ ଏମିତି କହି…

ଚେନ୍ନାଇ,୧୨।୪: ଚେନ୍ନାଇର ଐତିହାସିକ ଏମ୍‌.ଏ. ଚିଦାମ୍ବରମ ଷ୍ଟାଡିୟମରେ ଖେଳାଯାଇଥିବା ଆଇପିଏଲ ୨୦୨୬ର ୧୮ତମ ମ୍ୟାଚରେ ଦିଲ୍ଲୀ କ୍ୟାପିଟାଲ୍ସ ବିପକ୍ଷରେ ଚେନ୍ନାଇ ସୁପର କିଙ୍ଗସର ଉଇକେଟ କିପର ବ୍ୟାଟର…

IPL 2026 ରେ ପ୍ରଥମ ବିଜୟ ପରେ ମଧ୍ୟ କାହିଁକି ଲକ୍ଷ ଲକ୍ଷ ଟଙ୍କାର କ୍ଷତି ସହିଲେ ଋତୁରାଜ ଗାୟକୱାଡ? ଜାଣନ୍ତୁ କିଏ ଲଗାଇଲା ଜରିମାନା

ନୂଆଦିଲ୍ଲୀ,୧୨।୪: ଶନିବାର ଅନୁଷ୍ଠିତ ଏକ ମ୍ୟାଚରେ ଚେନ୍ନାଇ ସୁପର କିଙ୍ଗ୍ସ ଦିଲ୍ଲୀ କ୍ୟାପିଟାଲ୍ସକୁ ୨୩ ରନରେ ପରାସ୍ତ କରିଛି। ଏହା ଆଇପିଏଲ ୨୦୨୬ରେ ସିଏସକେର ପ୍ରଥମ ବିଜୟ;…

ଚତୁର୍ଥ ଅମ୍ପାୟାରଙ୍କ ଯୋଗୁ ହାରିଗଲା ଦିଲ୍ଲୀ? ଜିତିଲା ଚେନ୍ନାଇ, ଜୋରଦାର ଯୁକ୍ତିତର୍କ…

ଚେନ୍ନାଇ,୧୨।୪: ଶନିବାର ଚେନ୍ନାଇର ଏମ୍‌.ଏ. ଚିଦାମ୍ବରମ ଷ୍ଟାଡିୟମ୍‌ରେ ଖେଳାଯାଇଥିବା ଆଇପିଏଲ୍‌ ୨୦୨୬ର ୧୮ତମ ମ୍ୟାଚ୍‌ରେ ଚେନ୍ନାଇ ସୁପର କିଙ୍ଗସ (CSK) ଘରୋଇ ଗ୍ରାଉଣ୍ଡରେ ଦିଲ୍ଲୀ କ୍ୟାପିଟାଲ୍ସ (DC)…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri