Posted inଜାତୀୟ

ୟୁନିଫର୍ମ ପିନ୍ଧି ଧାନ ରୋଇବା ଶିଖିଲେ ବିଦ୍ୟାର୍ଥୀ

ଗୁଆହାଟି,୧୧।୭: ୟୁନିଫର୍ମ ପିନ୍ଧି କେତେଜଣ ବିଦ୍ୟାର୍ଥୀ ଧାନ ରୋଇବାର ଏକ ଫଟୋ ଏବେ ସାରା ଦେଶରେ କୌତୁହଳ ସୃଷ୍ଟି କରିଛି। ଏହା ଆସାମ ତୁଦଳଗୁଡି ଜିଲାର ଏକ ସ୍କୁଲର ବୋଲି କୁହାଯାଉଛି। ଏଠାରେ ପିଲାମାନଙ୍କୁ ଶିକ୍ଷା ସହ ଗ୍ରାମୀଣ ଜୀବନ ବିଶେଷ ପରି ଚାଷ ସମ୍ପର୍କିତ ଅନୁଭବ ପାଇଁ ଏଭଳି ନିଆରା ଉପାୟ ବଛାଯାଇଛି। ୨୦୧୮ ପାଠ୍ୟକ୍ରମରେ ଧାନ ରୋଇବା ବିଷୟକୁ ସ୍ଥାନ ଦିଆଯାଇଥିବା ବେଳେ ଚଳିତ ବର୍ଷ ମଧ୍ୟ ଏହାକୁ ରଖାଯାଇଛି। ଫାର୍ମିଂ ପ୍ରାକ୍ଟିକାଲ କ୍ଲାସରେ ଏହି ପିଲାମାନଙ୍କୁ ବହି ଜ୍ଞାନ ସହ ଧାନ ରୋଇବା ବିଷୟରେ ମଧ୍ୟ ଶିକ୍ଷା ଦିଆଯାଉଛି। ସେଥିପାଇଁ ଶିକ୍ଷକ ପିଲାମାନଙ୍କୁ ସିଧାସଳଖ ଧାନ କ୍ଷେତକୁ ନେଇ ସେମାନଙ୍କୁ ଧାନ ରୋଇବା ଶିଖାଉଛନ୍ତି। ଏବେ ଏହି ଫଟୋଟିକୁ ଦେଖି ପ୍ରାୟ ସମସ୍ତେ ଖୁସି ପ୍ରକାଶ କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅନ୍ତ୍ୟୋଦୟ ଆଧାରିତ ସାମାଜିକ ସୁରକ୍ଷା

ନ୍ତ୍ୟୋଦୟର ମୂଳ ଅର୍ଥ ହେଉଛି ସମାଜର ସବୁଠାରୁ ଶେଷଧାଡ଼ିରେ ଥିବା ନାଗରିକଙ୍କ ସାମଗ୍ରିକ ବିକାଶ। ଯେତେବେଳେ ସେହି ଶେଷ ମଣିଷଟି ମଧ୍ୟ ସମାନ ସୁଯୋଗ, ସମ୍ମାନ ଓ…

ଇସଲାମାବାଦ ବୈଠକ ପୂର୍ବରୁ ତେହରାନକୁ ବଡ଼ ଅଲ୍ଟିମେଟମ୍‌ ଦେଲେ ଟ୍ରମ୍ପ, ଭୟରେ ଥରହର ଇରାନ

ତେହରାନ୍‌,୧୦।୪: ହର୍ମୁଜ ପ୍ରଣାଳୀ ଉପରେ ଅଶୋଧିତ ତୈଳ ମୂଲ୍ୟ ବୃଦ୍ଧି ଏବଂ ଉତ୍ତେଜନା ମଧ୍ୟରେ, ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଗୁରୁବାର ସ୍ପଷ୍ଟ କରିଛନ୍ତି ଯେ ତେଲ…

ଅନନ୍ତ ଅମ୍ବାନୀଙ୍କ ଜନ୍ମଦିନରେ ବଡ଼ ଘୋଷଣା: କିସ୍‌ ଶିକ୍ଷାନୁଷ୍ଠାନର ଛାତ୍ରୀଛାତ୍ରଙ୍କ ପାଇଁ ରିଲାଏନ୍ସର ଚାକିରି ସୁଯୋଗ

ଭୁବନେଶ୍ୱର,୯ା୪(ଅନୁରାଧା ମହାରଣା): ଅନନ୍ତ ଅମ୍ବାନୀଙ୍କ ଜନ୍ମଦିନ ଅବସରରେ ଭୁବନେଶ୍ୱରସ୍ଥିତ କିସ୍‌ ଶିକ୍ଷାନୁଷ୍ଠାନର ଛାତ୍ରୀଛାତ୍ରଙ୍କ ପାଇଁ ରିଲାଏନ୍ସର ଚାକିରି ସୁଯୋଗ, ଚଳିତ ଶିକ୍ଷାବର୍ଷରେ କିସ୍‌ ଛାତ୍ରୀଛାତ୍ରଙ୍କ ପାଇଁ ଛାତ୍ରବୃତ୍ତି,…

ମାସେ ଘୁଞ୍ଚିଲା ଓଟିଇଟି-୨୦୨୬ ଅନଲାଇନ୍‌ ଆବେଦନ ସମୟସୀମା

ଭୁବନେଶ୍ୱର,୧୦।୪: ଓଡ଼ିଶା ମାଧ୍ୟମିକ ଶିକ୍ଷା ପରିଷଦ(ବୋର୍ଡ)ଦ୍ୱାରା ପରିଚାଳିତ ଓଡ଼ିଶା ଶିକ୍ଷକ ଯୋଗ୍ୟତା ପରୀକ୍ଷା(ଓଟିଇଟି-୨୦୨୬)ଅନଲାଇନ୍‌ ଆବେଦନ ସମୟସୀମା ମେ’ ୯ ତାରିଖ ଯାଏ ବୃଦ୍ଧି କରାଯାଇଛି। ପୂର୍ବରୁ ଏହାର…

ନୀରୋଗ ସ୍ବାସ୍ଥ୍ୟ ପାଇଁ ହୋମିଓପାଥି

ହୋମିଓପାଥି ଚିକିତ୍ସାର ଜନକ ଭାବେ ବିବେଚିତ ଡା. ସାମୁଏଲ ହ୍ୟାନିମାନ ୧୭୯୬ ଏପ୍ରିଲ ୧୦ ରେ ଜନ୍ମଗ୍ରହଣ କରିଥିଲେ। ସେହି ବିଶିଷ୍ଟ ଡାକ୍ତରଙ୍କ ଜନ୍ମଦିନ ଅବସରରେ ପ୍ରତିବର୍ଷ…

ମେଣ୍ଟ ଭାଙ୍ଗିଲେ ଓୱାଇସି, ବଡ଼ ଘୋଷଣା କରି କହିଲେ ପଶ୍ଚିମବଙ୍ଗ ନିର୍ବାଚନରେ ଏକାକୀ ଲଢିବ AIMIM

ନୂଆଦିଲ୍ଲୀ,୧୦।୪: ୨୦୨୬ ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ ପୂର୍ବରୁ, AIMIM ମୁଖ୍ୟ ଅସଦୁଦ୍ଦିନ ଓୱାଇସି ହୁମାୟୁନ କବୀରଙ୍କ ଦଳ ସହିତ ତାଙ୍କର ମେଣ୍ଟକୁ ଭାଙ୍ଗିବାକୁ ଘୋଷଣା କରିଛନ୍ତି। ସେ…

ଫୁଲବାଣୀରୁ ବେଙ୍ଗାଲୁରୁକୁ ଗଞ୍ଜେଇ ଚାଲାଣ କରୁଥିଲେ ଭାଇ-ଭଉଣୀ, ଅଚାନକ ପହଞ୍ଚିଗଲା ପୋଲିସ, ତା’ପରେ…

ଛତ୍ରପୁର, ୧୦।୪(ଦିଲ୍ଲୀପ ସାମଲ): ବେଆଇନ ଭାବେ ଫୁଲବାଣୀରୁ ବେଙ୍ଗାଲୁରୁ ଗଞ୍ଜେଇ ଚୋରାଚାଲାଣ ବେଳେ ମାଡି ବସିଲା ଛତ୍ରପୁର ଅବକାରୀ ଭ୍ରାମ୍ୟମାଣ ଥାନା । ଗୁରୁବାର ଅପରାହ୍ନରେ ଏକ…

ଯୁବତୀଙ୍କୁ ବିବାହ ପ୍ରତିଶ୍ରୁତି ଦେଇ ଶାରୀରିକ ସମ୍ପର୍କ ରଖିବା ପରେ ପ୍ରତାରଣା, ସମ୍ପର୍କୀୟଙ୍କ ଘରେ ୩ ଦିନ ରଖି…

ନନ୍ଦାହାଣ୍ଡି,୧୦।୪ (ପ୍ରତୀପ କୁମାର ଦାଶ): ବିବାହ ପ୍ରତିଶ୍ରୁତି ଦେଇ ଶାରୀରିକ ସମ୍ପର୍କ ରଖିବା ପରେ ଯୁବତୀଙ୍କୁ ଛାଡି ଜଣେ ଯୁବକ ଫେରାର ହୋଇଯାଇଥିବା ନେଇ ନବରଙ୍ଗପୁର ଥାନାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri