ୟୁନେସ୍କୋ ସମ୍ମିଳନୀରେ ଭାରତର ସମାଲୋଚନା: ଆତଙ୍କବାଦ ସହ ସମ୍ପର୍କ ପାକ୍‌କୁ ବିଫଳ ରାଷ୍ଟ୍ରରେ ପରିଣତ କରିଛି

ପ୍ୟାରିସ୍‌ ,୧୬ା୧୧(ପି.ଟି.): ଅନ୍ତର୍ଜାତୀୟ ବ୍ୟାପାରକୁ ନେଇ ପାକିସ୍ତାନର ଅପରିପକ୍ୱ ପ୍ରଚାରକୁ ୟୁନେସ୍କୋ ସମ୍ମିଳନୀରେ ଭାରତ କଡ଼ା ସମାଲୋଚନା କରିଛି। ଏହାର ବିକ୍ଷିପ୍ତ ବ୍ୟବହାର ଏବଂ ଆତଙ୍କବାଦ ସହ ଘନିଷ୍ଠ ସମ୍ପର୍କ ଯୋଗୁ ଏହା ପ୍ରାୟତଃ ବିଫଳ ରାଷ୍ଟ୍ର ସ୍ତରକୁ ଖସିଆସିଥିବା ଭାରତ କହିଛି। ଭାରତ ବିରୋଧରେ ବିଷ ବୁଣିବା ଓ ଏହାକୁ ରାଜନୈତିକ ରୂପ ଦେବା ଲାଗି ପାକିସ୍ତାନ ୟୁନେସ୍କୋର ଅପବ୍ୟବହାର କରୁଥିବାରୁ ଏହାକୁ ଆମେ ନିନ୍ଦା କରୁଛୁ ବୋଲି ଭାରତୀୟ ପ୍ରତିନିଧି ଦଳର ନେତୃତ୍ୱ ନେଉଥିବା ଅନନ୍ୟା ଅଗ୍ରଓ୍ବାଲ କହିଛନ୍ତି। ଭାରତକୁ ବଦନାମ କରାଇବା ପାଇଁ ପାକିସ୍ତାନ ମନଗଢ଼ା ମିଥ୍ୟା ପ୍ରଚାର ଚଳାଇଛି, ଯାହା ଛଳନା ଓ କପଟତାରେ ପୂର୍ଣ୍ଣ। ଇସ୍‌ଲାମାବାଦର ଏଭଳି ପିଲାଳିଆମୀକୁ ଆମେ ନିନ୍ଦା କରୁଛୁ ବୋଲି ଭାରତର ଉତ୍ତର ରଖିବା ଅଧିକାର ବଳରେ ଅନନ୍ୟା କହିଥିଲେ।
ଭାରତର ସର୍ବୋଚ୍ଚ ଅଦାଲତଙ୍କ ରାୟକୁ ନେଇ ପାକିସ୍ତାନ ଅବାଞ୍ଛିତ ମନ୍ତବ୍ୟ ଦେଉଛି। ଆଇନରେ ସବୁ ଧର୍ମକୁ ସମାନ ମର୍ଯ୍ୟାଦା ପ୍ରଦାନ କରାଯାଇଛି। ତଦନୁଯାୟୀ ଅଦାଲତ ରାୟ ପ୍ରଦାନ କରିଛନ୍ତି। ଅଯୋଧ୍ୟା ରାୟକୁ ନେଇ ଇସ୍‌ଲାମାବାଦର ପ୍ରତିକ୍ରିୟା ନିନ୍ଦନୀୟ ବୋଲି ଭାରତର ପ୍ରତିନିଧି କହିଛନ୍ତି। ସୂଚନାଯୋଗ୍ୟ, ଧର୍ମୀୟ ସ୍ବାଧୀନତାକୁ ନେଇ ୟୁନେସ୍କୋ ମୂଲ୍ୟବୋଧ ଆଧାରରେ ବାବ୍ରୀ ମସ୍‌ଜିଦ ରାୟ ଆସି ନ ଥିବା ପାକିସ୍ତାନର ଶିକ୍ଷାମନ୍ତ୍ରୀ ଶଫକତ୍‌ ମହମ୍ମଦ କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରହରୀ ଦେଖି ଫେରୁଥିବା ବେଳେ ଭାଲୁ ହାବୁଡରେ ପଡ଼ିଗଲେ ୨ ସାଙ୍ଗ, ତାପରେ ଯାହା ଘଟିଲା…

ପାଟଣା,୧।୬(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ତଣ୍ଡବିଟ ବଡ ନୂଆଗାଁ ହୁଡ଼ି ନିକଟରେ ଅଭାବନୀୟ ଘଟଣା ଘଟିଯାଇଛି । ସୋମବାର ସକାଳୁ ଭାଲୁ ଆକ୍ରମଣରେ…

ଭୟଙ୍କର ଦୁର୍ଘଟଣା: ଆଖିବୁଜିଲେ ଯୁବକ, ମିଳିନି ପରିଚୟ

ବରଗଡ଼, ୧।୬ (ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାର ବରଗଡ଼–ସୋହେଲା ମୁଖ୍ୟ ରାସ୍ତାର ପଥର୍ଲା ଛକ ନିକଟରେ ସୋମବାର ଏକ ଭୟଙ୍କର  ସଡ଼କ ଦୁର୍ଘଟଣା ଘଟିଛି। ଏଥିରେ ଜଣେ…

ପାରିବାରିକ କଳହ ହେଲା କାଳ, ସ୍ତ୍ରୀଙ୍କୁ ଠେଙ୍ଗାରେ ପିଟିପିଟି ହତ୍ୟା କଲେ ସ୍ବାମୀ

ଢେଙ୍କାନାଳ,୧।୬(ରତନ ନାୟାର): ଢ଼େଙ୍କାନାଳ ଜିଲା ସଦରଥାନା ଝାରଗାଡ଼ିଆ ଫାଣ୍ଡି ବଳରାମପୁର ଗ୍ରାମ ଜୁଆଙ୍ଗ ସାହିରୁ ଏକ ଲୋମଟାଙ୍କୁରା ହତ୍ୟାକାଣ୍ଡ ସାମ୍ନାକୁ ଆସିଛି ।ସୋମବାର ଦିନ ସ୍ତ୍ରୀଙ୍କୁ ପିଟିପିଟି…

ନିମ୍ବ ଗଛରୁ ୫୦୦ଟଙ୍କିଆ ନୋଟ୍ ବର୍ଷା! ୨ଲକ୍ଷ ବୋହିନେଲେ ଲୋକେ, ଘଟଣା ଜାଣିଲେ ହେବେ ଆଶ୍ଚର୍ଯ୍ୟ

ଲକ୍ଷ୍ନୌ,୧।୬: ଉତ୍ତର ପ୍ରଦେଶର ବୁଲନ୍ଦସହରରୁ ଏପରି ଏକ ଦୃଶ୍ୟ ସାମ୍ନାକୁ ଆସିଛି, ଯାହାକି ଦେଖିବା ପରେ ଲୋକଙ୍କୁ କିଛି ସମୟ ପାଇଁ ସ୍ତବ୍ଧ କରିଦେଇଛି । ପଞ୍ଜୀକରଣ…

GT ବସରେ କେମିତି ଲାଗିଲା ନିଆଁ, ସାମ୍ନାକୁ ଆସିଲା ଭିଡ଼ିଓ, ଘଣ୍ଟାଏ ରାସ୍ତା କଡ଼ରେ ବସି ରହିଲେ ଖେଳାଳି

ନୂଆଦିଲ୍ଲୀ,୧।୬: IPL 2026 ଫାଇନାଲ ପରେ ଦଳ ହୋଟେଲକୁ ଫେରୁଥିବା ବେଳେ ଗୁଜୁରାଟ ଟାଇଟାନ୍ସ ଦଳର ବସରେ ନିଆଁ ଲାଗିଯାଇଥିଲା; ଘଟଣାର ଏକ ଭିଡ଼ିଓ ଏବେ ସାମ୍ନାକୁ…

ପାଟିରେ ଘା’ ହେଲେ ହାଲୁକା ଭାବରେ ନିଅନ୍ତୁ ନାହିଁ, ହୋଇପାରେ ଏହି ମାରାତ୍ମକ ରୋଗ…

ପାଟିରେ ଘା’ ହେବାର ଅନେକ କାରଣ ରହିଛି। ଏହାର ପ୍ରାରମ୍ଭରୁ ଚିକିତ୍ସା କରା ନ ଗଲେ ତାହା ଭବିଷ୍ୟତରେ କ୍ୟାନ୍‌ସରର ରୂପ ନେବାର ଯଥେଷ୍ଟ ଆଶଙ୍କା ରହିଛି।…

ଆଉ ଏକ ଦେଶରେ ଛୋଟ ପିଲାମାନଙ୍କ ପାଇଁ ସୋସିଆଲ ମିଡିଆ ବ୍ୟାନ, କେଉଁକେଉଁ ଦେଶରେ ନିଷେଧ ହୋଇଛି ଜାଣନ୍ତୁ

ନୂଆଦିଲ୍ଲୀ,୧।୬: ମାଲେସିଆ ସୋମବାରଠାରୁ ଏକ ନୂତନ ନିୟମ ଲାଗୁ କରିଛି । ଏହି ନିୟମ ଅନୁଯାୟୀ, ୧୬ ବର୍ଷରୁ କମ୍ ବୟସର ପିଲାମାନେ ଆଉ ସୋସିଆଲ ମିଡିଆ…

କାଳବୈଶାଖୀର କରାଳ ରୂପ: ଭାଙ୍ଗିଲା ୬ ପରିବାରର ଘର

ଟିକିରି,୧।୬ (ପ୍ରଫୁଲ୍ଲ କୁମାର ବେହେରା): ରାୟଗଡା ଜିଲା କାଶୀପୁର ବ୍ଲକ ଅନ୍ତର୍ଗତ ମୁନୁଷ ଗାଁ ପଞ୍ଚାୟତରେ ଶନିବାର ଅପରାହ୍ନରେ କାଳବୈଶାଖୀର ତାଣ୍ଡବ ଦେଖିବାକୁ ମିଳିଛି। କାଳବୈଶାଖୀ ପ୍ରଭାବରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri