ୟୁରୋପାରେ ଜଳୀୟବାଷ୍ପ

ଓ୍ବାଶିଂଟନ,୨୧।୧୧(ପି.ଟି.): ବୃହଷ୍ପତିର ଉପଗ୍ରହ ୟୁରୋପାରେ ଜଳୀୟବାଷ୍ପର ସନ୍ଧାନ ପାଇଛି ଆମେରିକାର ମହାକାଶ ଗବେଷଣା ସଂସ୍ଥା ନାସା। ଏହାର ବୈଜ୍ଞାନିକମାନେ ପ୍ରଥମଥର ପାଇଁ ୟୁରୋପା ପୃଷ୍ଠରେ ଏପରି ଏକ ତରଳ ଉପାଦାନ ଆବିଷ୍କାର କରିବାରେ ସକ୍ଷମ ହୋଇଛନ୍ତି, ଯାହା ବିସ୍ତୃତ ବରଫ ଚାଦର ତଳେ ସମୁଦ୍ର ଉପସ୍ଥିତିର ଧାରଣାକୁ ଦୃଢ଼ତର କରିଛି। ବୃହଷ୍ପତିର ଶକ୍ତ ବିକିରଣ କ୍ଷେତ୍ର ଜଳ କଣିକାଗୁଡ଼ିକୁ ୟୁରୋପାର ବରଫ ଶିଳାରୁ ଅଲଗା କରୁଥାଇପାରେ ବୋଲି ମନେକରାଯାଉଛି। ନେଚର ଆଷ୍ଟ୍ରୋନୋମି ଜର୍ନାଲରେ ହାଓ୍ବାଇସ୍ଥିତ ଡବ୍ଲ୍ୟୁ.ଏମ୍‌. କେକ୍‌ ଅବ୍‌ଜର୍ଭେଟୋରିର ଏହି ଗବେଷଣାକୁ ନେଇ ଏକ ନିବନ୍ଧ ଉପସ୍ଥାପନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବକ୍ସାଇଟ୍‌ ଖଣି ଖନନ ପାଇଁ ଗ୍ରାମସଭା, ଏଥିରେ ରହିଛି ମୃତକଙ୍କ ଦସ୍ତଖତ, ପ୍ରତିବାଦରେ ଉତ୍ତେଜନା

ନନ୍ଦପୁର,୨୦ା୨(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ବାଲଡ଼ା ନାଗେଶ୍ୱରୀ ପାହାଡ଼ ବକ୍ସାଇଟ ଖଣି ଖନନ ପାଇଁ ଗତ ଅକ୍ଟୋବର ୯ ତାରିଖରେ ବାଲଡ଼ା ଓ ବନୁରରେ…

Holi 2026: ମାର୍ଚ୍ଚ ୩ ନା ୪, ଏ ବର୍ଷ କେବେ ଖେଳିବେ ହୋଲି? ଜ୍ୟୋତିଷ କହିଦେଲେ…

ପ୍ରତିବର୍ଷ ଫାଲଗୁନ ମାସର ପୂର୍ଣ୍ଣିମା ଦିନ ରାତିରେ ହୋଲିକା ଦହନ କରାଯାଏ। ହୋଲିକା ଦହନ ପର୍ୱକୁ ମିଥ୍ୟା ଉପରେ ସତ୍ୟର ବିଜୟର ପ୍ରତୀକ ଭାବରେ ବିବେଚନା କରାଯାଏ।…

ଖୁବଶୀଘ୍ର ଭାରତ ଆସିବେ ଟ୍ରମ୍ପ! ଏହା ପୂର୍ବରୁ ହେଲା ବଡ଼ ଡିଲ୍‌

ନୂଆଦିଲ୍ଲୀ/ଓ୍ବାଶିଂଟନ,୨୦।୨: ଭାରତ ଆମେରିକା ନେତୃତ୍ୱାଧୀନ ପାକ୍ସ ସିଲିକା ପଦକ୍ଷେପରେ ସାମିଲ ହୋଇଛି। ନୂଆଦିଲ୍ଲୀରେ ପାକ୍ସ ସିଲିକା ଘୋଷଣାପତ୍ର ସ୍ବାକ୍ଷର ସମାରୋହରେ ଭାରତରେ ଥିବା ଆମେରିକୀୟ ରାଷ୍ଟ୍ରଦୂତ ସର୍ଗିଓ…

ରୁଟି କେଉଁଠୁ ଆସିଥିଲା? ଭାରତ ସହ କ’ଣ ରହିଛି ଲିଙ୍କ୍‌…

ରୁଟି ହେଉଛି ମଣିଷଜାତିର ସବୁଠାରୁ ପୁରୁଣା ଖାଦ୍ୟ ମଧ୍ୟରୁ ଗୋଟିଏ। ଏହା ସଭ୍ୟତାର ଉତ୍ଥାନ ସହିତ ଗଭୀର ଭାବରେ ଜଡିତ। ଆଜି ରୁଟିକୁ ଭାରତୀୟ ଖାଦ୍ୟର ଏକ…

କଣାସରେ ପଶିଲା ଗୋଠଛଡ଼ା ହାତୀ

କଣାସ,୨୦ା୨(ବିଭୂତି ଭୂଷଣ ତ୍ରିପାଠୀ): ପ୍ରତ୍ୟେକ ବର୍ଷ ଧାନ ଫସଲ ଖାଇବା ପାଇଁ ବରୁଣେଇ ଜଙ୍ଗଲରୁ ହାତୀମାନେ କଣାସ ବ୍ଲକର ବିଭିନ୍ନ ପଞ୍ଚାୟତକୁ ଆସି ବ୍ୟାପକ ଫସଲ କ୍ଷତିଗ୍ରସ୍ତ…

ଜେଏସଡବ୍ଲୁଓ-ପୋସ୍କୋ ଷ୍ଟିଲ ପ୍ଲାଣ୍ଟ ପାଇଁ ବଡ଼ ସର୍ତ୍ତ ରଖିଲେ ଗ୍ରାମବାସୀ: ଜମି ଏକର ପିଛା ୭୫ କୋଟି ଟଙ୍କା ସହ…

ପାଟଣା,୨୦।୨(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ତହସିଲ ରେ ମେଗା ଷ୍ଟିଲ ପ୍ଲାଣ୍ଟ ପାଇଁ ତୃତୀୟ ଗ୍ରାମ ସଭା ପାଟଣା ବ୍ଲକ ଚେମେଣା ପଞ୍ଚାୟତ ରେଙ୍ଗାଳ…

ବିମାନରୁ ହଜିଗଲା ଭାଜପା ଏମପିଙ୍କ ଲଗେଜ, ଏମପି କହିଲେ, ‘ଲଜ୍ଜାଜନକ, ମୋର ମୂଲ୍ୟବାନ…’

ନୂଆଦିଲ୍ଲୀ,୨୦।୨: ଦେଶର ସର୍ବବୃହତ ଘରୋଇ ବିମାନ କମ୍ପାନୀ ଇଣ୍ଡିଗୋ ପୁଣି ଥରେ ଏହାର ଖରାପ ସେବା ଏବଂ ଭୁଲ ପରିଚାଳନା ପାଇଁ ବିବାଦରେ ଫସିଛି। ସଦ୍ୟତମ ଘଟଣାରେ…

ଇସାରାରେ ପାକିସ୍ତାନ ପ୍ରଧାନମନ୍ତ୍ରୀଙ୍କୁ ଏମିତି କହିଦେଲେ ଟ୍ରମ୍ପ: ମୋଦିଙ୍କୁ ନେଇ…

ୱାଶିଂଟନ,୨୦।୨: ୱାଶିଂଟନରେ ଶାନ୍ତି ବୋର୍ଡର ଉଦଘାଟନୀ ଅଧିବେଶନରେ ଏକ ରୋଚକ ଦୃଶ୍ୟ ଦେଖିବାକୁ ମିଳିଥିଲା। ଏହା ଅନ୍ତର୍ଜାତୀୟ ଗଣମାଧ୍ୟମରେ ଆଲୋଚନା ହେଉଛି। ତାଙ୍କ ଭାଷଣ ସମୟରେ ଆମେରିକା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri