Posted inଖେଳ

ୟୁରୋପିଆନ ମାଷ୍ଟର୍ସ ଗେମ୍ସରେ ପାର୍ବତୀଙ୍କୁ ବ୍ରୋଞ୍ଜ

କଟକ ଅଫିସ,୩୧ା୭-ଇଟାଲୀର ଟୋରିନୋ ସହରରେ ଚାଲିଥିବା ୟୁରୋପିଆନ ମାଷ୍ଟର୍ସ ଗେମ୍ସରେ ଅନ୍ତର୍ଜାତୀୟ ଆଥଲେଟ୍‌ ପାର୍ବତୀ ସେଠୀ ବ୍ରୋଞ୍ଜ ପଦକ ବିଜୟୀ ହୋଇଛନ୍ତି । ମଙ୍ଗଳବାର ଅନୁଷ୍ଠିତ ଶଟପୁଟ ଫାଇନାଲରେ ୧୦.୧୬ ମିଟର ଦୂରତାକୁ ଫିଙ୍ଗି ପାର୍ବତୀ ବ୍ରୋଞ୍ଜ ପଦକ ଜିତିଥିଲେ । ତେବେ ଅଳ୍ପ ବ୍ୟବଧାନରେ ପାର୍ବତୀ ରୌପ୍ୟ ପଦକରୁ ବଞ୍ଚିତ ହୋଇଛନ୍ତି । ଏହି ଇଭେଣ୍ଟରେ ଜର୍ମାନୀ ପ୍ରତିଯୋଗୀ ରୌପ୍ୟ ଓ ଚେକ ରିପବ୍ଲିକ ପ୍ରତିଯୋଗୀ ସ୍ବର୍ଣ୍ଣ ପଦକ ଜିତିଥିଲେ । ଆସନ୍ତା ୧ ତାରିଖରେ ପାର୍ବତୀଙ୍କର ମୁଖ୍ୟ ଇଭେଣ୍ଟ ଡିସକସ ଥ୍ରୋ ଅନୁଷ୍ଠିତ ହେବ। ଏଥିରେ ସେ ସ୍ବର୍ଣ୍ଣ ପଦକ ଜିତିବାର ଆଶା ରଖିଛନ୍ତି ବୋଲି ଇଟାଲୀରୁ ସୂଚନା ଦେଇଛନ୍ତି । ସ୍ପ୍ରିଣ୍ଟ କୁଇନ ଦୂତୀ ଚାନ୍ଦ ପାର୍ବତୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

Posted inHome, ଖେଳ View All

IPL 2026: ଚେପକ୍‌ରେ ପଞ୍ଜାବ କିଙ୍ଗସର ଐତିହାସିକ ବିଜୟ; ଚେନ୍ନାଇକୁ ୫ ୱିକେଟରେ ହରାଇ ରଚିଲା ଇତିହାସ

ଚେନ୍ନାଇ,୩/୪ : ଆଇପିଏଲ୍ ୨୦୨୬ର ସପ୍ତମ ମ୍ୟାଚ୍‌ରେ ପଞ୍ଜାବ କିଙ୍ଗସ ଏକ ଚମତ୍କାର ପ୍ରଦର୍ଶନ କରି ଚେନ୍ନାଇ ସୁପର କିଙ୍ଗସକୁ ତା’ର ଘରୋଇ ଗ୍ରାଉଣ୍ଡ୍ ଏମ୍.ଏ. ଚିଦାମ୍ବରମ୍…

ଭୂକମ୍ପ ଝଟ୍‌କାରେ ଥରିଲା ଜମ୍ମୁ-କଶ୍ମୀରରୁ ନେଇ ଦିଲ୍ଲୀ, ଭୟରେ ଘରୁ ବାହାରକୁ ଦୌଡ଼ିଲେ ଲୋକେ…

ନୂଆଦିଲ୍ଲୀ,୩।୪: ଭାରତର ରାଜଧାନୀ ଦିଲ୍ଲୀ-ଏନ୍‌ସିଆର (Delhi-NCR), ଜମ୍ମୁ-କାଶ୍ମୀର ଏବଂ ଚଣ୍ଡିଗଡ଼ ସମେତ ଉତ୍ତର ଭାରତର ବିଭିନ୍ନ ସ୍ଥାନରେ ଶକ୍ତିଶାଳୀ ଭୂକମ୍ପ ଝଟକା ଅନୁଭୂତ ହୋଇଛି। ଜମ୍ମୁ-କାଶ୍ମୀରରେ ପରସ୍ପର…

ଇଣ୍ଡକ୍ସନରେ ରୋଷେଇ କରୁଛନ୍ତି କି? ଭୁଲରେ ବି କରନ୍ତୁ ନାହିଁ ଏହି ୫ ଜିନିଷ ରୋଷେଇ, ନଚେତ…

ନୂଆଦିଲ୍ଲୀ,୩।୪: ମଧ୍ୟପ୍ରାଚ୍ୟରେ ଜାରି ରହିଥିବା ଯୁଦ୍ଧ ପରିସ୍ଥିତିର ପ୍ରଭାବ ଏବେ ଭାରତୀୟ ରୋଷେଇ ଘର ପର୍ଯ୍ୟନ୍ତ ପହଞ୍ଚିଛି। ତୈଳ ଏବଂ ଗ୍ୟାସ ଯୋଗାଣ ବାଧାପ୍ରାପ୍ତ ହେବା ଯୋଗୁଁ…

ନମ୍ବର ସେଭ୍‌ ନ କରି କରିପାରିବେ WhatsAppରେ ଚାଟ୍‌, ଅନେକେ ଜାଣନ୍ତି ନାହିଁ ଏହି ସିକ୍ରେଟ୍‌…

ନୂଆଦିଲ୍ଲୀ,୩।୪: ସାଧାରଣତଃ ହାଟ୍ସଆପରେ କାହା ସହିତ କଥା ହେବାକୁ ହେଲେ ଆମକୁ ପ୍ରଥମେ ସେହି ବ୍ୟକ୍ତିଙ୍କ ନମ୍ବର ନିଜ ଫୋନରେ ସେଭ କରିବାକୁ ପଡ଼ିଥାଏ। କିନ୍ତୁ ଅନେକ…

ପ୍ରପର୍ଟି କାଗଜପତ୍ର ନାହିଁ, ତଥାପି ମିଳିପାରିବ ହୋମ୍‌ ଲୋନ୍‌? ଜାଣନ୍ତୁ କ’ଣ କହୁଛି ବ୍ୟାଙ୍କ ନିୟମ

ନୂଆଦିଲ୍ଲୀ,୩।୪: ନିଜର ଏକ ସୁନ୍ଦର ଘରଟିଏ କରିବା ସମସ୍ତଙ୍କର ସ୍ବପ୍ନ ଥାଏ। ଏହି ସ୍ବପ୍ନକୁ ସାକାର କରିବାରେ ‘ହୋମ ଲୋନ୍‌’ ବା ଗୃହ ଋଣ ଏକ ମୁଖ୍ୟ…

ଧୋନୀ, କପିଲଙ୍କୁ କ୍ଷମା ମାଗିଲେ ଯୁବରାଜ, କାହିଁକି ଜାଣନ୍ତୁ…

ନୂଆଦିଲ୍ଲୀ,୩ା୪: କିମ୍ୱଦନ୍ତୀ ଅଲରାଉଣ୍ଡର ଯୁବରାଜ ସିଂଙ୍କ ବାପା ଯୋଗରାଜ ସିଂ କିଛି ବର୍ଷ ତଳେ ଦେଶର ଦୁଇ ମହାନ୍‌ କ୍ରିକେଟ ଅଧିନାୟକ ମହେନ୍ଦ୍ର ସିଂ ଧୋନୀ ଓ…

ଇସ୍ରାଏଲକୁ ‘ପଙ୍ଗୁ’ କରିଦେଲା ଇରାନ: IDF ‘ଗୁପ୍ତଚର’ଙ୍କୁ ତାଲିମ ଦେଇଥିବା କାରଖାନାକୁ ଉଡ଼ାଇ ଦେଲା

ତେହରାନ,୩।୪: ଇରାନ ପୁଣିଥରେ ଇସ୍ରାଏଲର ଏକ ଉଚ୍ଚ-ପ୍ରଯୁକ୍ତି ପ୍ରତିରକ୍ଷା କେନ୍ଦ୍ର ଉପରେ ଏକ ସଠିକ ବାଲିଷ୍ଟିକ କ୍ଷେପଣାସ୍ତ୍ର ଆକ୍ରମଣ କରିଛି। ଏଥର, ଟାର୍ଗେଟ ଥିଲା ପେଟାହ ଟିକଭା…

ଆମେରିକାକୁ ଇରାନର ଖୋଲା ଧମକ, କହିଲା ‘ଆମେ ଆମେରିକାକୁ ପ୍ରସ୍ତର ଯୁଗଠାରୁ ବି ପୂର୍ବ ଯୁଗକୁ ଫେରାଇ ଦେବୁ’

ତେହରାନ,୩।୪: ମଧ୍ୟପ୍ରାଚ୍ୟରେ ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଉତ୍ତେଜନା ଏବେ ଆହୁରି ବିପଦପୂର୍ଣ୍ଣ ପର୍ଯ୍ୟାୟରେ ପ୍ରବେଶ କରିଛି। ଏହି ମୁକାବିଲା ଆଉ କେବଳ ଦୁଇଟି ରାଷ୍ଟ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri