ୟୁ ଟ୍ୟୁବ୍‌ ଚାନେଲ ଖୋଲିବେ ସଲ୍‌ମାନ

ମୁମ୍ବାଇ: ବଲିଉଡ୍‌ର ମୋଷ୍ଟ ଇଲିଜିବଲ୍‌ ବ୍ୟାଚେଲର ସଲ୍‌ମାନ ଖାନ୍‌ ବହୁତ ଶୀଘ୍ର ନିଜର ୟୁ ଟ୍ୟୁବ୍‌ ଚ୍ୟାନେଲ ଖୋଲିବାକୁ ଯାଉଛନ୍ତି। ଏହି ଖବର ନିଶ୍ଚିତ ଭାବେ ଫ୍ୟାନ୍‌ମାନଙ୍କ ପାଇଁ ଏକ ବଡ଼ ଖୁସି ଖବର। ସେ ଏହି ଚ୍ୟାନେଲର ନାମ ଦେବେ ‘ବିଙ୍ଗ୍‌ ସଲମାନ୍‌ ଖାନ୍‌’। ତେବେ ଏହାକୁ ନେଇ ବହୁ ପ୍ରଶଂସକ ତାଙ୍କୁ ଉତ୍ସୁକତାର ସହ ପ୍ରତୀକ୍ଷା କରିଛନ୍ତି। କାରଣ ସଲ୍‌ମାନ ତାଙ୍କ ନିତିଦିନିଆ ଜୀବନ କିପରି ବିତାନ୍ତି, ଖାଲି ସମୟରେ କ’ଣ କରନ୍ତି, ସମସ୍ତେ ଜାଣିବାକୁ ଇଚ୍ଛୁକ। ସଲ୍‌ମାନ କହିଛନ୍ତି ଯେ, ସେ ତାଙ୍କ ଫ୍ୟାନ୍‌ମାନଙ୍କୁ ବହୁତ ଭଲପାଆନ୍ତି। ତାଙ୍କ ଜୀବନର ପ୍ରତିଟି ମୁହୂର୍ତ୍ତ ସେ ଏହି ଚ୍ୟାନେଲ ମାଧ୍ୟମରେ ଜଣାଇବେ। ସାରା ଦେଶ କରୋନା ପାଇଁ ଲକ୍‌ଡାଉନ୍‌ ହୋଇଯାଇଥିବା ବେଳେ ଲୋକମାନେ ଏକପ୍ରକାର ବୋର୍‌ ହୋଇଗଲେଣି। ସେଥିଲାଗି ଅତି ଶୀଘ୍ର ସେ ନିଜ ଚ୍ୟାନେଲ ମାଧ୍ୟମରେ ଲୋକଙ୍କ ମନୋରଞ୍ଜନ କରିବେ ବୋଲି ଇନ୍‌ଷ୍ଟାରେ ଉଲ୍ଲେଖ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରାଜ୍ୟ ସରକାର ବଢାଇଲେ ପେନଶନ ଲିମିଟ୍‌, ଜାଣନ୍ତୁ କାହାକୁ ମିଳିବ ଲାଭ…

ନୂଆଦିଲ୍ଲୀ,୨୦ା୮: ସରକାରୀ କର୍ମଚାରୀମାନଙ୍କୁ ଅବସର ପରେ ପେନ୍‌ସନ୍ ସୁବିଧା ମିଳିଥାଏ। ପ୍ରତ୍ୟେକ ରାଜ୍ୟ ସରକାର ନିଜ ରାଜ୍ୟର ପେନ୍‌ସନ୍‌ଭୋଗୀଙ୍କ ପେନ୍‌ସନ୍‌ରେ ସମୟ ସମୟରେ ବୃଦ୍ଧି କିମ୍ବା ସଂଶୋଧନ…

‘ଯୁବବର୍ଗ ୧୮ ବର୍ଷରେ ଭୋଟ୍‌ ଦେବା ଅଧିକାର ହେଉଛି ରାଜୀବଙ୍କ ଅବଦାନ’

କେନ୍ଦୁଝର,୨୦ା୮(ନରେଶ ଚନ୍ଦ୍ର ପଟ୍ଟନାୟକ): ଆଧୁନିକ ଭାରତର ନିର୍ମାତା, ଯୁବ ମାନସର ପ୍ରତୀକ, ପୂର୍ବତନ ପ୍ରଧାନମନ୍ତ୍ରୀ ତଥା ଭାରତରତ୍ନ ସ୍ବର୍ଗତ ରାଜୀବ ଗାନ୍ଧୀଙ୍କର ୮୦ ତମ ଜନ୍ମଜୟନ୍ତୀ ସ୍ଥାନୀୟ…

ପୋଖରୀରେ ଗାଧୋଉଥିଲେ ଯୁବକ, ୨ ରାଉଣ୍ଡ ଗୁଳି ଚଳାଇ ଲୁଟିନେଲେ ବାଇକ

ନୟାଗଡ, ୨୦।୮(ଲୋକନାଥ ମିଶ୍ର): ନୟାଗଡ ଜିଲା ଚାନ୍ଦପୁର ଥାନା କୁସୂପଲାରେ ୨ରାଉଣ୍ଡ ଗୁଳି ଚାଳନା ହୋଇଛି । ପୋଖରୀରେ ଗାଧୋଉ ଥିବା ବେଳେ ଗୁରୁବାର ଅପରାହ୍ନ ପ୍ରାୟ…

କେସିଙ୍ଗାରେ ବିଜେଡି ଯୁବ ରାଜ୍ୟ ସଭାପତି, କହିଲେ ଆଗାମୀ ପଞ୍ଚାୟତ ନିର୍ବାଚନରେ…

କେସିଙ୍ଗା,୨୦ା୮(ତୁମେଶ୍ୱର ସାହୁ): ରାଜ୍ୟ ବିଜୁ ଯୁବ ଜନତା ଦଳର ରାଜ୍ୟ ସଭାପତି ଚିନ୍ମୟ କୁମାର ସାହୁ ନବରଙ୍ଗପୁରରେ ହେବାକୁ ଥିବା ଛାତ୍ର ସମାବେଶରେ ଯୋଗ ଦେବାପାଇଁ ଗୁରୁବାର…

ପୋଖରୀରେ ମୃତଦେହ-ଘରେ ମିଳିଲା କଟାମୁଣ୍ଡ, ବଲାଙ୍ଗୀରରେ ହଇଚଇ

ବଲାଙ୍ଗୀର, ୨୦।୮(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଦେଓଗାଁ ଥାନା ଅନ୍ତର୍ଗତ ଏକ ପୋଖରୀରୁ ମୁଣ୍ଡ ବିହୀନ ମୃତଦେହ ମିଳିବା ଘଟଣାରେ ବଡ଼ ଖୁଲାସା ହୋଇଛି ।…

ବୁଧଙ୍କ ସିଂହ ରାଶିର ପ୍ରବେଶରେ ଘଟିବ ବୁଦ୍ଧାଦିତ୍ୟ ରାଜଯୋଗ! ଏହି ରାଶିଙ୍କୁ ଧନଲାଭରୁ କ୍ୟାରିୟର ଯାଏ ଫିଟିଯିବ ଭାଗ୍ୟ…

ଗ୍ରହମାନଙ୍କର ରାଜକୁମାର ବୁଧ ରାଶି ପରିବର୍ତ୍ତନ କରିବାକୁ ଯାଉଛନ୍ତି| ୨୨ ଅଗଷ୍ଟ ୨୦୨୬ ସନ୍ଧ୍ୟା ୭ଟା ୨୪ ମିନିଟ୍‌ରେ ବୁଧ କର୍କଟ ରାଶିରୁ ବାହାରି ସିଂହ ରାଶିରେ…

ଦେବୀ ମିଶ୍ରଙ୍କ ଗାଡ଼ିକୁ ପିଟିଲା ଟ୍ରକ, ତା’ପରେ..

ଭୁବନେଶ୍ୱର,୨୦।୮: କଟକ ଜିଲା ନରସିଂହପୁର ମୁଖ୍ୟ ରାସ୍ତା କମଳାଦେଇପୁର ଛକ ନିକଟରେ ଗୁରୁବାର ପୂର୍ବତନ ମନ୍ତ୍ରୀ ତଥା ବିଜୁ ଜନତା ଦଳର ଉପସଭାପତି ଦେବୀ ପ୍ରସାଦ ମିଶ୍ରଙ୍କ…

ସୋରେନ ସରକାରଙ୍କ ନିଷ୍ପତ୍ତିକୁ ହାଇକୋର୍ଟଙ୍କ ଝଟକା, JSSC-CGL ସମେତ ୨୨ଟି ରଦ୍ଦ ପରୀକ୍ଷା ଉପରେ…

ରାଞ୍ଚି, ୨୦।୮: ଝାଡ଼ଖଣ୍ଡର ହେମନ୍ତ ସୋରେନ ସରକାରଙ୍କୁ ବଡ଼ ଝଟକା ଲାଗିଛି । JSSC-CGL ସମେତ ୨୨ଟି ନିଯୁକ୍ତି ପରୀକ୍ଷା ରଦ୍ଦ କରିବା ନେଇ ସରକାର ନେଇଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri