Posted inଜାତୀୟ

ୟେଦୁରପ୍ପାଙ୍କୁ ଆମେ ସହଯୋଗ କରିବୁ: କୁମାରସ୍ବାମୀ

ବେଙ୍ଗାଲୁରୁ,୨୯।୭: କର୍ନାଟକ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବା ପରେ ସୋମବାର ବହୁମତରେ ବିଜୟୀ ହୋଇ ଶାସନ କରନ୍ତୁ ଯେଦୁରପ୍ପା, ଆମେ ତାଙ୍କୁ ସହଯୋଗ କରିବୁ ବୋଲି କହିଛନ୍ତି ପୂର୍ବତନ ମୁଖ୍ୟମନ୍ତ୍ରୀ ଏଚ୍‌ଡି କୁମାରସ୍ବାମୀ। ସେମାନଙ୍କ ୧୦୫ ଭୋଟକୁ ଆମେ କେବେବି କମାଇବାକୁ ଚେଷ୍ଟା କରିବୁନି ବୋଲି ସେ କହିଛନ୍ତି। ଏଚ୍‌ଡି କୁମାରସ୍ବାମୀଙ୍କର ମେଣ୍ଟ ସରକାରକୁ ଅଯୋଗ୍ୟ କହି ଆସ୍ଥା ଭୋଟରେ ଜିତିବା ପରେ ଏବେ ଶାସନ କ୍ଷମତାକୁ ହାତକୁ ନେଇଛି ଭାଜପା। ତେବେ ଭାଜପା ଯେଉଁ ଅଭିଯୋଗ କରିଥିଲା କି କୁମାରସ୍ବାମୀଙ୍କ ମେଣ୍ଟ ସରକାର ଠିକ୍‌ ଥିଲା କିନ୍ତୁ ପ୍ରଶାସନ ସ୍ଥାଣୁ ପାଲଟି ଯିବାରୁ ବହୁଦିନ ତିଷ୍ଠି ପାରିଲାନି  ସରକାର। ଏଥର ୟେଦୁରପ୍ପାଙ୍କ ସରକାର ଚାଷୀ ଓ ମରୁଡି ସମସ୍ୟାକୁ ଗୁରୁତ୍ୱ ଦେବା କଥା କହିଛନ୍ତି। ତେଣୁ ଆଗାମୀ ଦିନରେ ସେ ଏହାକୁ କେତେ ଗୁରୁତ୍ୱ ଦେଉଛନ୍ତି ତାହା ଦେଖିବା କଥା ବୋଲି କହିଛନ୍ତି କୁମାରସ୍ବାମୀ।


Enter your email to get our daily news in your inbox.

All Right Reserved By Dharitri.Com

ଫେବୃଆରୀ ୬ରୁ ରାମଚଣ୍ଡୀ ମହୋତ୍ସବ: ଦର୍ଶକଙ୍କ ମନମୋହିବ…

ଗଞ୍ଜାମ,୧।୨(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ କରପଡା ପଞ୍ଚାୟତର ନୀଳାଦ୍ରିପୁରସ୍ଥିତ ପ୍ରସିଦ୍ଧ ମା’ ରାମଚଣ୍ଡୀଙ୍କ ଶକ୍ତିପୀଠରେ ଫେବୃଆରୀ ୬, ୭ ଓ ୮ ତାରିଖ ୩ଦିନ ଧରି…

Budget 2026: ଏସବୁ ଚାଷକୁ ପ୍ରୋତ୍ସାହନ ଘୋଷଣା; ଭାରତୀୟ ବ୍ରାଣ୍ଡକୁ ବିଶ୍ୱସ୍ତରୀୟ କରିବା ଯୋଜନା

ନୂଆଦିଲ୍ଲୀ,୧।୨: ବଜେଟ୍ ୨୦୨୬ରେ ଚାଷୀମାନଙ୍କ ପାଇଁ ବଡ ଘୋଷଣା କରିଛନ୍ତି ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ। ଉଚ୍ଚ ମୂଲ୍ୟର କୃଷିଜାତ ଦ୍ରବ୍ୟ ଯଥା କାଜୁ, କୋକୋ ଏବଂ ଚନ୍ଦନ…

ଅର୍ଥମନ୍ତ୍ରୀଙ୍କ ବଡ଼ ଘୋଷଣା: ଦେଶରେ ହେବ ଆଉ ୩ ନୂଆ AIIMS

ନୂଆଦିଲ୍ଲୀ,୧ା୨: କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ୍‌ ଆଜି ତାଙ୍କର ଲଗାତର ନବମ ବଜେଟ୍‌ ଉପସ୍ଥାପନ କରୁଛନ୍ତି। ଏହି ବଜେଟ୍‌ରେ ଆତ୍ମନିର୍ଭରଶୀଳ ଭାରତ ପାଇଁ ୨୦୦୦ କୋଟିର ଘୋଷଣା…

Budget 2026: ପ୍ରତି ଜିଲାରେ ଖୋଲିବ ଛାତ୍ରୀନିବାସ; ମେଧାବୀ ଛାତ୍ରୀଙ୍କ ପାଇଁ ବଡ ଘୋଷଣା

ନୂଆଦିଲ୍ଲୀ,୧।୨: ଉଚ୍ଚଶିକ୍ଷା କ୍ଷେତ୍ରରେ ଛାତ୍ରୀମାନଙ୍କ ଅଂଶଗ୍ରହଣ ବୃଦ୍ଧି କରିବା ପାଇଁ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ଏକ ବଡ଼ ଘୋଷଣା କରିଛନ୍ତି। ବିଶେଷ କରି STEM (ବିଜ୍ଞାନ, ବୈଷୟିକ…

 ୭୨ ବର୍ଷୀୟ ବୃଦ୍ଧଙ୍କ ନାଁରେ ଅସଦାଚରଣ ଅଭିଯୋଗ: କୋର୍ଟ ଚାଲାଣ ପରେ ଥାନା ଘେରିଲେ ଗ୍ରାମବାସୀ 

ତିହିଡ଼ି,୧।୨(ସଞ୍ଜିତ ବଳ): ତିହିଡି଼ ଥାନା ମୁକୁନ୍ଦପୁର ପଞ୍ଚାୟତ ଅଧୀନ ଆରସା ଗ୍ରାମର ଶତାଧିକ ଅଧିବାସୀ ରବିବାର ପୂର୍ବାହ୍ନରେ ଥାନା ଘେରାଉ କରିଛନ୍ତି l ଗ୍ରାମର ଜଣେ ବୃଦ୍ଧଙ୍କୁ…

Budget 2026: ୭ଟି ହାଇ-ସ୍ପିଡ୍ ରେଳ କରିଡର ଘୋଷଣା, ଉପକୃତ ହେବେ ଓଡିଶା ସମେତ ଏସବୁ ରାଜ୍ୟ

ନୂଆଦିଲ୍ଲୀ,୧।୨: ଭାରତର ପ୍ରମୁଖ ଆର୍ଥିକ ଓ ବାଣିଜ୍ୟିକ ସହରଗୁଡ଼ିକୁ ଯୋଡିବା ପାଇଁ ବଡ ଘୋଷଣା କରିଛନ୍ତି କେନ୍ଦ୍ର ସରକାର। ଏସଓ ସହରକୁ ଯୋଗାଯୋଗକୁ ସୁଦୃଢ଼ କରିବା ପାଇଁ…

Budget 2026: ବଜେଟରେ ବଡ଼ ଘୋଷଣା କଲେ ନିର୍ମଳା ସୀତାରାମନ୍‌, କ୍ୟାନସର-ଡାଇବେଟିସ ରୋଗୀଙ୍କ ପାଇଁ ଖୁସି ଖବର

ନୂଆଦିଲ୍ଲୀ,୧।୨: ସଂସଦ ଆରମ୍ଭ ହୋଇଛି। ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ୍‌ ଲୋକ ସଭାରେ ବଜେଟ ଉପସ୍ଥାପନ କରୁଛନ୍ତି। ଏହା ତାଙ୍କର ଲଗାତାର ନବମ ବଜେଟ। ବଜେଟର ଏକ କପି…

Budget 2026: ବଡ ଘୋଷଣା କରିଦେଲେ ଅର୍ଥମନ୍ତ୍ରୀ, ଓଡ଼ିଶାରେ ସୃଷ୍ଟି ହେବ ନିଯୁକ୍ତି ସୁଯୋଗ

ନୂଆଦିଲ୍ଲୀ,୧।୨: ୨୦୨୬-୨୭ ଆର୍ଥିକ ବର୍ଷର ବଜେଟ୍ ଉପସ୍ଥାପନ କରି ଏକ ଗୁରୁତ୍ୱପୂର୍ଣ୍ଣ ଘୋଷଣା କରିଛନ୍ତି ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ। ଦେଶର ଖଣିଜ ସମ୍ପଦର ସଦୁପଯୋଗ ଏବଂ ଆମଦାନୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri