Posted inଜାତୀୟ

ୟେଦୁରପ୍ପା ସରକାରଙ୍କୁ ସମର୍ଥନ ଦେବ କି ଜେଡିଏସ୍‌

ବେଙ୍ଗାଲୁରୁ,୨୭।୭: କର୍ନାଟକ ରାଜନୀତିରେ ବହୁ ସମୟ ଧରି ଲାଗି ରହିଥିବା ନାଟକ ପରେ ଶେଷରେ ଭାଜପା ନେତା ବିଏସ୍‌ ୟେଦୁରପ୍ପା ଶୁକ୍ରବାର ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଛନ୍ତି। ହେଲେ ଗୋଟିଏ ସପ୍ତାହ ମଧ୍ୟରେ ୟେଦୁରପ୍ପା ତାଙ୍କ ସଂଖ୍ୟା ଗରିଷ୍ଠତାର ପ୍ରମାଣ ଦେବେ ବୋଲି କହିଛନ୍ତି। ତେବେ ୧୦୫ ଭୋଟ ପାଇଥିବା ଭାଜପା ଏବେ ଏହାକୁ ନେଇ ଚିନ୍ତିତ ଥିବା କୁହାଯାଉଛି। ଅନ୍ୟପଟେ ଏଚ୍‌ଡି କୁମାରସ୍ବାମୀଙ୍କ ଜନତା ଦଳ ସେକ୍ୟୁଲାର(ଜେଡିଏସ୍‌) ବାହାରୁ ଭାଜପାକୁ ସମର୍ଥନ ଦେବ ବୋଲି କୁହାଯାଉଛି। ଏହାକୁ ନେଇ ଶୁକ୍ରବାର ଏକ ବୈଠକର ଆୟୋଜନ କରାଯାଇଥିବା ବେଳେ ଶେଷ ନିଷ୍ପତ୍ତି କିନ୍ତୁ କୁମାରସ୍ବାମୀ ନେବେ ବୋଲି କୁହାଯାଉଛି। ଜେଡିଏସ୍‌ ନେତା ତଥା ପୂର୍ବତନ ମନ୍ତ୍ରୀ ଜିଟି ଦେବେଗୌଡ କହିଛନ୍ତି ଶୁକ୍ରବାର ହୋଇଥିବା ବୈଠକରେ ଅଧିକାଂଶ ନେତା ୟେଦୁରପ୍ପାଙ୍କୁ ସମର୍ଥନ ଦେବାକୁ ରାଜି ହୋଇଥିବା ବେଳେ ଆଉ କେତେଜଣ ବିରୋଧି ଭାବେ ରହିବାକୁ ମତ ରଖିଛନ୍ତି। ସୂଚନାଯୋଗ୍ୟ, ୩ ବିଧାୟକ ଆଯୋଗ୍ୟ ଘୋଷିତ ହେବା ପରେ ଏବେ ଗୃହରେ ସଦସ୍ୟଙ୍କ ସଂଖ୍ୟା ରହିଛି ୨୨୨। ଏପଟେ ୟେଦୁରପ୍ପାଙ୍କୁ ବହୁମତ ପାଇଁ ୧୧୨ ବିଧାୟକଙ୍କର ଆବଶ୍ୟକତା ରହିଛି। ତେଣୁ ଏହି ସମୟରେ ବିଦ୍ରୋହୀ ବିଧାୟକଙ୍କ ଖୁବ୍‌ ମହତ୍ୱ ରହିଥିବା ଆଲୋଚନା ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଇଣ୍ଡିଆନ୍ ଆଇଡଲ୍ ସିଜନ୍-୧୬ର ବିଜେତା ହେଲେ ଓଡ଼ିଶାର ଜ୍ୟୋତିର୍ମୟୀ ନାୟକ

ମୁମ୍ବାଇ / ଭୁବନେଶ୍ୱର: ଦେଶର ଅନ୍ୟତମ ଲୋକପ୍ରିୟ ସଙ୍ଗୀତ ଭିତ୍ତିକ ରିଆଲିଟି ସୋ’ ‘ଇଣ୍ଡିଆନ୍ ଆଇଡଲ୍ ସିଜନ୍-୧୬’ (Indian Idol Season 16) ର ମୁକୁଟ ଜିତି…

ଭାରତୀୟ ମୁଦ୍ରା କଟକଣା କୋହଳ କଲା ନେପାଳ

ନୂଆଦିଲ୍ଲୀ, ୨୬।୭ : ଭାରତୀୟ ମୁଦ୍ରା ଉପରେ ଥିବା କଟକଣାକୁ କୋହଳ କରି ନେପାଳ ଏକ ବଡ଼ ପଦକ୍ଷେପ ଗ୍ରହଣ କରିଛି । ବର୍ତ୍ତମାନ ଭାରତୀୟ ଏବଂ…

ଅଙ୍ଗନୱାଡି କେନ୍ଦ୍ରରେ ତାଲା, ସରକାରୀ ସୁବିଧାରୁ ବଞ୍ଚିତ ହେଲେ ଶିଶୁ

ବରଗଡ଼,୨୬।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଭଟଲି ବ୍ଲକ ଅଧୀନ ହାଲୁପାଲି ପଞ୍ଚାୟତ ଅଧୀନ ନିଲଜି ଗ୍ରାମରେ ଭୋଟର ତାଲିକା ସଘନ ସଂଶୋଧନ ବେଳେ ଉପୁଜିଥିବା ଏକ କଥାକୁ…

ଅଧରପଣା ଲାଗି, ମହାପ୍ରଭୁ ଦଧିବାମନଙ୍କ ନୀଳାଦ୍ରି ବିଜେ

ବରଗଡ଼,୨୬।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଭଟଲି ଶ୍ରୀ ଶ୍ରୀ ଦଧିବାମନ ପୀଠରେ ଶ୍ରୀଶ୍ରୀ ଦଧିବାମନ ମହାପ୍ରଭୁଙ୍କ ଅଧରପଣା ନୀତି ରବିବାର ଅନୁଷ୍ଠିତ ହୋଇଯାଇଛି । ପରମ୍ପରା ଆଧାରରେ…

ବରଗଡ଼ ଏମ୍‌ପି ରଖିଲେ ବଡ଼ ଦାବି: ‘ବହ୍ନିକନ୍ୟା ପାର୍ବତୀ ଗିରିଙ୍କୁ ଜାତୀୟ ସମ୍ମାନ ଦିଆଯାଉ’

ବରଗଡ,୨୬।୭(ପ୍ରେମାନନ୍ଦ ଖମାରୀ): ଓଡ଼ିଶାର ବିଶିଷ୍ଟ ସ୍ବାଧୀନତା ସଂଗ୍ରାମୀ ବୀରାଙ୍ଗନା ବହ୍ନିକନ୍ୟା ପାର୍ବତୀ ଗିରିଙ୍କୁ ଯଥୋଚିତ ଜାତୀୟ ସମ୍ମାନ ପ୍ରଦାନ ପାଇଁ ଲୋକ ସଭାରେ ବରଗଡ଼ ସାଂସଦ(ଏମ୍‌ପି) ପ୍ରଦୀପ…

ଦାଦନ ସାଜିଲା କାଳ: ବର୍ଷେ ବିତିବାକୁ ବସିଲା, ମିଳୁନି ନିଖୋଜ ଯୁବକଙ୍କ ସନ୍ଧାନ

ଥୁଆମୂଳ ରାମପୁର,୨୬।୭ (ଦୁର୍ଗା କୀର୍ତ୍ତି): ପେଟର ଭୋକ ଓ ପରିବାର ପ୍ରତିପୋଷଣ ପାଇଁ କେରଳକୁ ଦାଦନ ଖଟିବାକୁ ଯାଇଥିବା ଜଣେ ନିରୀହ ଯୁବକ ନିଖୋଜ ହେବାର ବର୍ଷେ…

ଗଞ୍ଜେଇ ପରିବହନ କରିବା ପାଇଁ ବସ୍‌କୁ କରିଥିଲେ ଅପେକ୍ଷା: ମାଡିବସିଲା ପୋଲିସ, ଜଣେ ଯୁବତୀଙ୍କ ସମେତ…

ମୋହନା, ୨୬।୭( ମନ୍ମଥ ମିଶ୍ର ) : ରବିବାର ମୋହନା ଥାନା ପୋଲିସ ସ୍ଥାନୀୟ ଅଞ୍ଚଳରେ ପାଟ୍ରୋଲିଂ କରୁଥିବାବେଳେ ରାଇସିଂ ଛକ ନିକଟରେ ଦୁଇଟି ବ୍ୟାଗରେ ବେଆଇନ…

ଦୀର୍ଘ ୯ ବର୍ଷ ପରେ ପୁଣି ଗ୍ରାମରେ ପହଞ୍ଚିଲା ଖୁସି, କନ୍ଧକୂଳ ସମାଜର ପାରମ୍ପରିକ ରୀତିନୀତିରେ ଫେରିଲେ ୩ ପରିବାର

କଲ୍ୟାଣସିଂହପୁର, ୨୬।୭(ଦୀପକ କୁମାର ପରିଡା ): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ ସେରିଗୁମା ପଞ୍ଚାୟତର କଣାଗାଁରେ ଦେଖିବାକୁ ମିଳିଛି ଏକ ସାମାଜିକ ଓ ସାଂସ୍କୃତିକ ପୁର୍ନମିଳନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri