ୟେମେନରେ ଆମେରିକା ସେନା ପକ୍ଷରୁ ଏନକାଉଣ୍ଟର, ଅଲକାଏଦା ନେତା କାସିମ ନିହତ

ଓ୍ବାଶିଂଟନ୍‌,୭।୨: ଅଲକାଏଦା ନେତା କାସିମ-ଅଲ-ରିମି ଏନକାଉଣ୍ଟରରେ ନିହତ ହୋଇଛନ୍ତି। ୟେମେନରେ ଚାଲିଥିବା ଆତଙ୍କବାଦ ମୁକାବିଲା ଅଭିଯାନବେଳେ ସେ ନିହତ ହୋଇଥିବା ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ସୂଚନା ଦେଇଛନ୍ତି। ଅଲକାଏଦା ଇନ ଦି ଆରବିୟାନ ପେନିନ୍ସୁଲା(ଏକ୍ୟୁଏପି) ନାମକ ଇସଲାମିକ ସଂଗଠନର ନେତା ଥିଲେ କାସିମ ଅଲ-ରିମି। ଏହି ସଂଗଠନ ୟେମେନରେ ଯୁକ୍ତରାଷ୍ଟ୍ର ଆମେରିକା ଓ ତା’ର ସେନାବାହିନୀ ଉପରେ ଆକ୍ରମଣ ପାଇଁ ଯୋଜନା କରିଥିଲେ ବୋଲି ଟ୍ରମ୍ପ ଏକ ବିବୃତିରେ ପ୍ରକାଶ କରିଛନ୍ତି। ଜାତୀୟ ନିରାପତ୍ତା ପ୍ରତି ବିପଦ ସୃଷ୍ଟି କରିଥିବା ଏହି ସଂଗଠନଗୁଡିକୁ ମୂଳପୋଛ କରିବା ଆମର ଲକ୍ଷ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରୋଗୀ ସାଜି ଆସିଲେ, ଡାକ୍ତରଙ୍କ ହାତ-ଗୋଡ଼ ବାନ୍ଧି କଳାକନା ବୁଲାଇଲେ: ଧର୍ମଗଡ଼ରେ ସଶସ୍ତ୍ର ଡକାୟତି

ଧର୍ମଗଡ଼,୧୧।୭(ଘାସିରାମ ଜଗତ): କଳାହାଣ୍ଡି ଜିଲା ଧର୍ମଗଡ଼ ସହରର କେନ୍ଦ୍ରସ୍ଥଳରେ ଏକ ଦୁଃସାହସିକ ସଶସ୍ତ୍ର ଡକାୟତି ଘଟଣା ସାମ୍ନାକୁ ଆସିଛି। ଧର୍ମଗଡ଼ ଡାକ୍ତରଖାନାର ସ୍ତ୍ରୀ ଓ ପ୍ରସୂତି ବିଭାଗ…

ଭୁବନେଶ୍ୱରରେ ପାଇଖାନା ଟାଙ୍କି ଭୁଶୁଡ଼ି ୨ ଶ୍ରମିକଙ୍କ ମୃତ୍ୟୁ

ଭୁବନେଶ୍ୱର, ୧୧।୭: ରାଜଧାନୀ ଭୁବନେଶ୍ୱରର ବିଜେବି ନଗର ଅଞ୍ଚଳରେ ଏକ ଅଘଟଣ ଘଟିଛି। ନିର୍ମାଣାଧୀନ ପାଇଖାନା (ସେପ୍ଟିକ୍) ଟାଙ୍କି ଭୁଶୁଡ଼ି ପଡ଼ିବାରୁ ଦୁଇ ଜଣ ଶ୍ରମିକଙ୍କ ମୃତ୍ୟୁ…

ମଣିଷ ସୁରକ୍ଷାକୁ ଫୁ’: ଗୋଟିଏ କୂଅରେ ଖୋଲାରେ ଲାଗିଛି ୧୩ ପାଣି ପମ୍ପ୍‌, ଆଖି ପିଛୁଳାକେ ଘଟିପାରେ….

ଛତ୍ରପୁର,୧୧ା୭(ଦିଲ୍ଲୀପ ସାମଲ): ଛତ୍ରପୁର ପୌରପରିଷଦ ଅନ୍ତର୍ଗତ ସାହେବଜେନାପଲ୍ଲୀଠାରେ ଥିବା ଗୋଟିଏ କୂଅରୁ ପାଣି ଟାଣୁଛନ୍ତି ୧୩ଟି ପମ୍ପ। ସବୁଠାରୁ ବିପଦପୂର୍ଣ୍ଣ କଥା ହେଉଛି ସେହି ପମ୍ପଗୁଡ଼ିକ କୂଅର…

ଇରାନ ଯୁଦ୍ଧ ସମୟରେ ଭାରତୀୟ ନୌସେନା କରିଥିଲା ଶକ୍ତି ପ୍ରଦର୍ଶନ; ୧୮ଟି ଜାହାଜକୁ ସୁରକ୍ଷିତ ଭାରତକୁ ନେଇଆସିଥିଲା

ନୂଆଦିଲ୍ଲୀ,୧୧।୭: ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ ରବିବାର (୧୧ ଜୁଲାଇ) କହିଛନ୍ତି ଯେ ମଧ୍ୟପ୍ରାଚ୍ୟରେ ସଂଘର୍ଷ ସମୟରେ, ଭାରତୀୟ ନୌସେନା ପ୍ରାୟ ୯,୦୦୦ କୋଟି ଟଙ୍କାର ମାଲ…

ସାପକାମୁଡ଼ାରେ ଛାତ୍ରଙ୍କ ମୃତ୍ୟୁ: ବିଦ୍ୟାଳୟରେ ପଶି ଶିକ୍ଷୟିତ୍ରୀ-ଶିକ୍ଷକଙ୍କୁ ଘେରିଲେ ଗ୍ରାମବାସୀ, ପ୍ରଧାନଶିକ୍ଷୟିତ୍ରୀଙ୍କ ନିଲମ୍ବନ ପରେ…

ବୈଶିଙ୍ଗା,୧୧ା୭(ରତନ ଦାଶ): ମୟୂରଭଞ୍ଜ ଜିଲାର ବୈଶିଙ୍ଗା ଥାନା ଅନ୍ତର୍ଗତ ଗଡ଼ଦେଉଳିଆ ପ୍ରାଥମିକ ବିଦ୍ୟାଳୟର ଜନୈକ ୫ମ ଶ୍ରେଣୀ ଛାତ୍ର ସାପକାମୁଡ଼ାରେ ଗୁରୁତର ହୋଇ କଟକ ବଡ଼ ଡାକ୍ତରଖାନାରେ…

କୋରାପୁଟର ଜ୍ୟୋତିରେଖାଙ୍କୁ ଉପମୁଖ୍ୟମନ୍ତ୍ରୀଙ୍କ ଉଚ୍ଚ ପ୍ରଶଂସା, କହିଲେ ଆର୍ଥିକ ବିକାଶରେ…

କୋରାପୁଟ,୧୧ା୭(ଅମିତାଭ ବେହେରା): ସୁଭଦ୍ରା ଶକ୍ତି ଭିଜନ ସମ୍ମିଳନୀରେ ସକ୍ରିୟ ଅଂଶଗ୍ରହଣ ଓ ଗଠନମୂଳକ ପରାମର୍ଶ ପାଇଁ ଜିଲାସ୍ତରୀୟ ମହାସଂଘର ସଭାପତି ଜ୍ୟୋତିରେଖା ଚେଟ୍ଟୀଙ୍କୁ ଉପମୁଖ୍ୟମନ୍ତ୍ରୀ ତଥା ମହିଳା…

IPL in Australia: ଅଷ୍ଟ୍ରେଲିଆରେ ଅନୁଷ୍ଠିତ ହେବ IPL ମ୍ୟାଚ? ବିସିସିଆଇକୁ ଖୋଲା ପ୍ରସ୍ତାବ ଦେଲା CA

ନୂଆଦିଲ୍ଲୀ,୧୧।୭: ଆଗାମୀ ବିଗ ବ୍ୟାସ ଲିଗ (BBL) ସିଜିନର ଉଦଘାଟନୀ ମ୍ୟାଚ ଭାରତରେ ଅନୁଷ୍ଠିତ ହେବ ବୋଲି ନିଶ୍ଚିତ ହୋଇଛି। ଏହି ମ୍ୟାଚ ଚେନ୍ନାଇର ଚେପକ କ୍ରିକେଟ…

ବୁଡ଼ିଗଲା ବୋଟ୍‌, ୧୫ ଭାରତୀୟ ପର୍ଯ୍ୟଟକଙ୍କ ମୃତ୍ୟୁ

ହାନୋଇ,୧୧ା୭: ଦକ୍ଷିଣ ଭିଏତନାମାର ଫୁ କ୍ୱୋକ୍‌ ଦ୍ୱୀପ ନିକଟରେ ଏକ ସ୍ପିଡ୍‌ ବୋଟ୍‌ ବୁଡ଼ିଯିବାରୁ ଅତି କମ୍‌ରେ ୧୫  ଭାରତୀୟ ପର୍ଯ୍ୟଟକଙ୍କ ମୃତ୍ୟୁ ହୋଇଛି ବୋଲି ସ୍ଥାନୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri