ୟେମେନରେ ଜାତିସଂଘ ମିଶନର ମୁଖ୍ୟ ଅଭିଜିତ୍‌ ଗୁହା

ଜାତିସଂଘ,୧୪ା୯(ପି.ଟି.): ୟେମେନରେ ଜାତିସଂଘ ମିଶନର ମୁଖ୍ୟ ଭାବେ ଅବସରପ୍ରାପ୍ତ ଭାରତୀୟ ସେନା ଅଧିକାରୀ ଲ୍ୟୁଟନାଣ୍ଟ ଜେନେରାଲ ଅଭିଜିତ୍‌ ଗୁହାଙ୍କୁ ଦାୟିତ୍ୱ ମିଳିଛି। ଜାତିସଂଘ ମହାସଚିବ ଆଣ୍ଟୋନିଓ ଗୁଟେରେସ୍‌ ଗୁରୁବାର ତାଙ୍କୁ ଜାତିସଂଘ ମିଶନର ମୁଖ୍ୟ ନିଯୁକ୍ତ କରିଛନ୍ତି।

Share