ୟେମେନ୍‌ରେ ଅଲ୍‌-କାଏଦା ଆକ୍ରମଣ: ୧୯ ସୈନିକ ମୃତ

ସାନା,୩।୮: ୟେମେନ୍‌ରେ ଅଲ୍‌-କାଏଦା ଆତଙ୍କବାଦୀ ସଂଗଠନର ଆକ୍ରମଣରେ ୧୯ ସୈନିକଙ୍କ ମୃତ୍ୟୁ ଘଟିଛି। ଏଥିରେ କିଛି ସୈନ୍ୟ ଆହତ ହୋଇଛନ୍ତି। ଆହତଙ୍କୁ ଚିକିତ୍ସା ପାଇଁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଦକ୍ଷିଣ ୟେମେନ୍‌ର ଆବୟାନ୍‌ ପ୍ରଦେଶର ଅଲ୍‌-ମହଫାଦ୍‌ ଅଞ୍ଚଳରେ ଥିବା ସୈନ୍ୟ ଶିବିର ଉପରେ ଆତଙ୍କବାଦୀଙ୍କ ଆକ୍ରମଣରେ ଏଭଳି ଘଟିଥିବା କୁହାଯାଉଛି। ଘଟଣା ଘଟିବା ପରେ ସୁରକ୍ଷାକର୍ମୀ ଏଠାରେ ଘେରାବନ୍ଦୀ କରିଛନ୍ତି। ଏହାର ତଦନ୍ତ ଜାରି ରହିଥିବା ସୁରକ୍ଷା ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବର୍ଷକୁ ୧୦ ଦିନ ବିନା ବ୍ୟାଗ୍‌ରେ ସ୍କୁଲ ଆସିବେ ଛାତ୍ରୀଛାତ୍ର, ସପ୍ତମ ଶ୍ରେଣୀ ପାଇଁ ସପ୍ତାହକୁ…

ଭୁବନେଶ୍ୱର,୮ା୬: ବର୍ଷକୁ ୧୦ ଦିନ ବିନା ବ୍ୟାଗ୍‌ରେ ସ୍କୁଲ ଆସିବେ ଛାତ୍ରୀଛାତ୍ର। ଜାତୀୟ ଶିକ୍ଷା ନୀତି-୨୦୨୦କୁ ସ୍କୁଲରେ ଲାଗୁ ପାଇଁ ନିଷ୍ପତ୍ତି ନିଆଯାଇଛି। ଏନଇପି-୨୦୨୦ ଅନୁଯାୟୀ, ପାଠ୍ୟକ୍ରମ…

ବଜ୍ରପାତ ନେଉଛି ଜଣଙ୍କ ପରେ ଜଣଙ୍କ ଜୀବନ, ୧୦ ବର୍ଷରେ ଗଲାଣି…

ମହାକାଳପଡ଼ା, ୮ା୬ (ପ୍ରତାପ ଚନ୍ଦ୍ର ସ୍ବାଇଁ): ଜଳବାୟୁ ପରିବର୍ତ୍ତନରେ ବିଗୁଡୁଛି ପରିବେଶ। ବିଶ୍ୱରେ ତାପମାତ୍ରା ବୃଦ୍ଧି ଯୋଗୁ ଏହାର ପ୍ରଭାବରେ ଗ୍ରୀନ୍‌ଲାଣ୍ଡରୁ ପୂର୍ବାପେକ୍ଷା ଅଧିକ ମାତ୍ରାରେ ବରଫ…

କଂଗ୍ରେସକୁ ବଡ଼ ଉପହାର ଦେଲେ ବିଜୟ, ହେଲେ DMK…

ନୂଆଦିଲ୍ଲୀ,୮।୬: TVK ତାମିଲନାଡୁରେ ଏହାର ପ୍ରଥମ ରାଜ୍ୟ ସଭା ଆସନ କଂଗ୍ରେସକୁ ଦେବାକୁ ନିଷ୍ପତ୍ତି ନେଇଛି। ଥାଲାପତି ବିଜୟଙ୍କ କଂଗ୍ରେସକୁ ଆସନ ଦେବାର ନିଷ୍ପତ୍ତି ପରେ, DMK…

ମିଶାଇଲ ଆକ୍ରମଣକୁ ନେଇ ନାଲି ହୋଇଗଲେ ଟ୍ରମ୍ପ, ଫୋନ କରି ନେତାନ୍ୟାହୁଙ୍କୁ ଦେଲେ କଡ଼ା ଚେତାବନୀ

ଓ୍ବାଶିଂଟନ,୮।୬: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏବଂ ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ ଏବେ ଇରାନ ସହିତ ସମ୍ଭାବ୍ୟ ଯୁଦ୍ଧକୁ ନେଇ ମତଭେଦରେ ଅଛନ୍ତି। ଟ୍ରମ୍ପ ସ୍ପଷ୍ଟ…

ଏମରଜେନ୍ସି ଲ୍ୟାଣ୍ଡିଂ ସମୟରେ ଜଳିଗଲା ବିମାନ, ସାମ୍ନାକୁ ଆସିଲା ଲୋମ ଟାଙ୍କୁରା ଭିଡ଼ିଓ

କିନସାସା,୮।୬: ଡୋମିନିକାନ ଗଣରାଜ୍ୟର ଏକ ବିମାନବନ୍ଦରରେ ଜରୁରୀକାଳୀନ ଅବତରଣ କରିବାକୁ ଚେଷ୍ଟା କରୁଥିବା ସମୟରେ ଏକ ଘରୋଇ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି। ଦୁର୍ଘଟଣାରେ ବିମାନରେ ଥିବା ଉଭୟ…

TVK ଏଣ୍ଟ୍ରି, DMK-AAP ଆଉଟ, ଇଣ୍ଡିଆ ମେଣ୍ଟ ବୈଠକରେ ଯୋଗଦେବେ ରାହୁଲ, ମମତା, ଅଖିଳେଶ

ନୂଆଦିଲ୍ଲୀ,୮।୬: ପଶ୍ଚିମବଙ୍ଗରେ ଟିଏମସି ଏବଂ ତାମିଲନାଡୁରେ ଡିଏମକେର ପରାଜୟ ପରେ ପରିବର୍ତ୍ତନଶୀଳ ରାଜନୈତିକ ସମୀକରଣ ମଧ୍ୟରେ ସୋମବାର ଇଣ୍ଡିଆ ମେଣ୍ଟର ଏକ ବୈଠକ ହେବାର କାର୍ଯ୍ୟକ୍ରମ ରହିଛି।…

ଗିରିପାଲିରେ ଡବଲ ମର୍ଡର: ଚେନ କ୍ରାଙ୍କ ମାଡ଼ରେ ଚାଲିଗଲା ୨ ଜଣଙ୍କ ଜୀବନ

ସମ୍ବଲପୁର,୮।୬(ପ୍ରମୋଦ ବହିଦାର): ସମ୍ବଲପୁର ଶାସନଥାନା ଅନ୍ତର୍ଗତ ଗିରିପାଲିର ଖଡ଼ିଆପଡ଼ାରେ ମା’ ଓ ଝିଅଙ୍କୁ ବୀଭତ୍ସ ହତ୍ୟା ଭଳି ଏକ ଚାଞ୍ଚଲ୍ୟକର ଘଟଣାର ଖବର ମିଳିଛି। ତେବେ ପୂର୍ବ…

କ୍ରାଇମ୍‌ବ୍ରାଞ୍ଚ ସ୍କାନର୍‌ରେ ଗଙ୍ଗଓ୍ବାର

ଭୁବନେଶ୍ୱର, ୮ା୬ (ତ୍ରିନାଥ ମହାନ୍ତି) ବାଲିଅନ୍ତା ସୌମ୍ୟରଞ୍ଜନ ସ୍ବାଇଁ ହତ୍ୟା ମାମଲାରେ କ୍ରାଇମ୍‌ ବ୍ରାଞ୍ଚ(ସିବି) ସ୍କାନରକୁ ଆସିଛନ୍ତି ବରିଷ୍ଠ ଆଇପିଏସ୍‌ ଅଧିକାରୀ ଦୟାଲ ଗଙ୍ଗଓ୍ବାର। ତାଙ୍କ ଘରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri