ୟେସ୍‌ ବ୍ୟାଙ୍କରେ ମହାପ୍ରଭୁଙ୍କ ଟଙ୍କା ଜମା ରଖାଯିବାକୁ ବିରୋଧ:ଶ୍ରୀମନ୍ଦିର ପ୍ରଶାସନ କାର୍ଯ୍ୟାଳୟ ସମ୍ମୁଖରେ ଗୋବର ପାଣି, ଗଙ୍ଗା ଜଳ ଛିଞ୍ଚନ

ପୁରୀ ଅଫିସ,୯।୩: ମହାପ୍ରଭୁଙ୍କ ୫୪୫ କୋଟି ଟଙ୍କା ୟେସ୍‌ ବ୍ୟାଙ୍କରେ ଜମା ରଖାଯିବା ଘଟଣାକୁ ବିରୋଧ ଜାରି ରହିଛି। ବିଭିନ୍ନ ସଙ୍ଗଠନ ଏବଂ ବ୍ୟକ୍ତିବିଶେଷ ଶ୍ରୀମନ୍ଦିର ପ୍ରଶାସନ ଓ ରାଜ୍ୟ ସରକାରଙ୍କୁ ଏ ନେଇ ଦାୟୀ କରି ବିକ୍ଷୋଭ କରୁଛନ୍ତି। ସୋମବାର ଶ୍ରୀଜଗନ୍ନାଥ ସେନା ଅଭିନବ ପ୍ରତିବାଦ କରିଛି। ସେନା ପକ୍ଷରୁ ଶ୍ରୀମନ୍ଦିର ପ୍ରଶାସନ କାର୍ଯ୍ୟାଳୟ ସମ୍ମୁଖରେ ଗୋବର ପାଣି, ଗଙ୍ଗା ଜଳ ଛିଞ୍ଚାଯାଇ ପବିତ୍ର କରାଯାଇଛି ବୋଲି ଆବାହକ ପ୍ରିୟଦର୍ଶନ ପଟ୍ଟନାୟକ କହିଛନ୍ତି। କାହା ସ୍ବାର୍ଥ ପାଇଁ ଜାତୀୟକରଣ ବ୍ୟାଙ୍କରୁ ଟଙ୍କା ଉଠାଯାଇ ଘରୋଇ ବ୍ୟାଙ୍କରେ ରଖାଯାଇଛି। ଏହାର ତଦନ୍ତ କରାଯାଇ ଦୋଷୀଙ୍କ ବିରୋଧରେ ଦୃଢ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଉ ବୋଲି ସେନା ଦାବି କରିଛି।


Enter your email to get our daily news in your inbox.

All Right Reserved By Dharitri.Com

କ୍ଷତିଗ୍ରସ୍ତ ଚାଷୀଙ୍କୁ ଠିକ୍‌ଭାବେ ପ୍ରଦାନ କରାଯାଉନାହିଁ ବୀମାରାଶି, ଜିଲାରେ ପୁଣି…

ବରଗଡ଼,୧୦।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ପ୍ରଧାନମନ୍ତ୍ରୀ ଫସଲବୀମା ଯୋଜନା ବାଟବଣା ହୋଇପଡ଼ିଛି। ବିଭିନ୍ନ ସମୟରେ ଚାଷୀମାନେ ଫସଲକ୍ଷତିର ସମ୍ମୁଖୀନ ହେଉଛନ୍ତି, ଅଥଚ କ୍ଷତିଗ୍ରସ୍ତ ଚାଷୀମାନଙ୍କୁ ଠିକ୍‌ଭାବେ ବୀମାରାଶି…

ଅଧ୍ୟାପିକାଙ୍କୁ ନିର୍ଯାତନା ଦେଇ ଜେଲ୍‌ ଗଲେ କଲେଜ ଅଧ୍ୟକ୍ଷ

ଝାରବନ୍ଧ,୧୦ା୪(ଦେବେନ୍ଦ୍ର ସାହୁ): ଜଣେ ଅଧ୍ୟାପିକାଙ୍କୁ ମାନସିକ ନିର୍ଯାତନା ଦେବା ବରଗଡ଼ ଜିଲା ଝାରବନ୍ଧ ଜୁନିଅର ଅଧ୍ୟକ୍ଷ ପ୍ରମୋଦ କୁମାର ସାହୁଙ୍କୁ ମହଙ୍ଗା ପଡ଼ିଛି। ଶେଷରେ ତାଙ୍କୁ ଜେଲ୍‌…

ହର୍ମୁଜ ବନ୍ଦ, ପୁଣିଥରେ ବୃଦ୍ଧି ପାଇଲା ତୈଳ ଦର, ଜାଣନ୍ତୁ କେତେ ରହିଛି ଆଜି…

ଓ୍ବାଶିଂଟନ୍‌,୧୦।୪: ପଶ୍ଚିମ ଏସିଆର ପରିସ୍ଥିତି ପୁଣି ଥରେ ଏକ ଅସ୍ଥିର ସ୍ଥିତିରେ ପହଞ୍ଚିଛି। ଆମେରିକା, ଇରାନ ଏବଂ ଇସ୍ରାଏଲ ମଧ୍ୟରେ ଯୁଦ୍ଧବିରତି ଦୁର୍ବଳ ହେଉଥିବା ପରି ମନେ…

ମା’ ଆଖି ସାମ୍ନାରେ ବୋରୱେଲରେ ପଡ଼ିଗଲା ଶିଶୁ, ୭୦ ଫୁଟ ଗଭୀରରେ….

ଭୋପାଳ,୧୦।୪: ଉଜ୍ଜୈନଠୁ ପ୍ରାୟ ୭୫ କିଲୋମିଟର ଦୂରରେ ଥିବା ବଡ଼ନଗର ନିକଟବର୍ତ୍ତୀ ଝଲାରିଆ ଗାଁରେ ଅଘଟଣ । ତିନି ବର୍ଷର ନିର୍ଦ୍ଦୋଷ ଶିଶୁ ଏକ ବୋରୱେଲରେ ପଡ଼ିଯାଇଛି…

ଏଇ ଭାରତରେ

ପଶ୍ଚିମବଙ୍ଗ ସୁନ୍ଦରବନର ବହୁ ଅଞ୍ଚଳର ଜମିକୁ ଲୁଣାପାଣି ଚାଷ ଅନୁପଯୋଗୀ କରିଦେଇଥିଲା। ହେଲେ ଏବେ ସେଠାରେ ୧୫୦୦ କୃଷକ ସେହି ଜମିରେ ୧୯୨ କିସମର ଧାନ ଚାଷକରି…

ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ, ସ୍ବତନ୍ତ୍ର ନିମନ୍ତ୍ରିତ ସଦସ୍ୟଙ୍କ ନାଁ ଘୋଷଣା କଲା ଭାଜପା: ମୁଖ୍ୟମନ୍ତ୍ରୀଙ୍କ ସହ ଲିଷ୍ଟରେ ଅଛନ୍ତି…

ଭୁବନେଶ୍ୱର,୧୦।୪: ଭାଜପା ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ, ସ୍ବତନ୍ତ୍ର ନିମନ୍ତ୍ରିତ ସଦସ୍ୟ ଓ ସ୍ଥାୟୀ ନିମନ୍ତ୍ରିତ ସଦସ୍ୟଙ୍କ ନାମ ତାଲିକା ଘୋଷଣା। ୭୨ ଜଣ ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ,…

ରାତ୍ରିଭୋଜନ ଓ ସଂଘର୍ଷ

ମ୍ପ୍ରତିକ ପରିସ୍ଥିତିରେ ଅନେକ ସମୟରେ ଦେଖାଯାଏ ରାତ୍ରିଭୋଜନ ଟେବୁଲଗୁଡ଼ିକ ପ୍ରାୟତଃ ଅଭିଭାବକଙ୍କ ଅପ୍ରତ୍ୟାଶିତ ଶ୍ରେଣୀଗୃହ ହୋଇଯାଏ। ପ୍ରାୟତଃ ପରିବାରରେ ଥିବା ପିଲାଟିର ଦିନସାରାର କାର୍ଯ୍ୟ ମୂଲ୍ୟାୟନ ମାତାପିତାମାନେ…

ଆଗ ଗଛ

ବର୍ତ୍ତମାନ ସମୟର ଇଏ ସବୁଠାରୁ ବଡ଼ ଆହ୍ବାନ। ଆମେ ସବୁ କାମକୁ ପଛରେ ପକାଇ ଆଗ ଗଛ ଲଗାଇବା ଉପରେ ପ୍ରାଧାନ୍ୟ ଦେବା। ଗଛ ଲଗାଇବା, ତା’ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri