ୟେସ୍‌ ବ୍ୟାଙ୍କରୁ ଫେରି ଆସିବ ମହାପ୍ରଭୁଙ୍କ ଜମା ଟଙ୍କା

ପୁରୀ ଅଫିସ,୧୮।୩: ୟେସ୍‌ ବ୍ୟାଙ୍କରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଟଙ୍କାକୁ ନେଇ ଗତ କିଛିଦିନ ଧରି ଯେଉଁ ବାଦବିବାଦ ଲାଗିରହିଛି, ସେଥିରେ ପୂର୍ଣ୍ଣଚ୍ଛେଦ ପଡିବାକୁ ଯାଉଛି। ଗୁରୁବାର ୟେସ୍‌ ବ୍ୟାଙ୍କରୁ ସମସ୍ତ ୫୪୫ କୋଟି ଟଙ୍କା ଉଠାଯାଇ ଏକ ଜାତୀୟକରଣ ବ୍ୟାଙ୍କରେ ଜମା କରାଯିବ ବୋଲି ଶ୍ରୀମନ୍ଦିର ଉନ୍ନୟନ ପ୍ରଶାସକ ଅଜୟ କୁମାର ଜେନା ସୂଚନା ଦେଇଛନ୍ତି। ଏହି ଟଙ୍କା ଇ-ଟ୍ରାନ୍ସଫର ମାଧ୍ୟମରେ ଉଠାଯିବ ବୋଲି ସେ କହିଛନ୍ତି।
ସୂଚନାଯୋଗ୍ୟ, ଘରୋଇ ବ୍ୟାଙ୍କରେ ମହାପ୍ରଭୁଙ୍କ ୫୪୫ କୋଟି ଟଙ୍କା ଜମା କରାଯିବାକୁ ନେଇ ଗତ କିଛିଦିନ ଧରି ରାଜ୍ୟବ୍ୟାପୀ ଆଲୋଡ଼ନ ସୃଷ୍ଟି ହୋଇଥିଲା। ବିଧାନସଭାରେ ମଧ୍ୟ ଏହି ପ୍ରସଙ୍ଗକୁ ନେଇ ହଟ୍ଟଗୋଳ ହୋଇଥିଲା। ଏହି ଘଟଣାକୁ ନେଇ ବିରେଧୀ ଦଳ ଶାସକ ଦଳକୁ ଘେରିଥିଲେ। ଘରୋଇ ବ୍ୟାଙ୍କରେ ମହାପ୍ରଭୁଙ୍କ ଏତେ ଗୁଡିଏ ଟଙ୍କା କାହିଁକି ଜମା କରାଗଲା ତାହାର ତଦନ୍ତ ଲାଗି ସରକାର ଏକ ଗୃହ କମିଟି ମଧ୍ୟ ଗଠନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଅମରନାଥଙ୍କୁ ପିଟିଲା କାର୍‌, ଚାଲିଗଲା ଜୀବନ

ଗୁଣପୁର,୩୧।୮ ( ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ସହର ବଳରାମ ନଗର ପୋଲାକି ଅମରନାଥ ପାତ୍ର(୨୭) (ପିତା- ମୋହନ ରାଓ ପାତ୍ର)ଙ୍କ ଏକ ମର୍ମନ୍ତୁଦ ସଡ଼କ…

ଅନ୍ତର୍ଜାତୀୟ ଫୁଟବଲ୍‌ରୁ ଅବସର ଘୋଷଣା କଲେ ଲିଓନେଲ ମେସି: କହିଲେ- ଏହି କାରଣ ପାଇଁ…

ନୂଆଦିଲ୍ଲୀ, ୩୧।୮: ଫୁଟବଲ ଜଗତର ପ୍ରଶଂସକଙ୍କ ପାଇଁ ଆସିଛି ବଡ଼ ଖବର। ଆର୍ଜେଣ୍ଟିନାର ମହାନ ଫୁଟବଲର୍‌ ଲିଓନେଲ ମେସି ଅନ୍ତର୍ଜାତୀୟ ଫୁଟବଲ୍‌ରୁ ଅବସର ଘୋଷଣା କରିଛନ୍ତି। ଏଣିକି…

ପୁଷ୍ଟିହୀନ ଶିଶୁଙ୍କ ସନ୍ଧାନରେ ଯିବେ ୬୦୦୦ ଏନଏସଏସ ଛାତ୍ରୀ: ଦୁଇଜଣିଆ ଟିମ କରିବେ ସର୍ଭେ

ଭଞ୍ଜନଗର,୩୧।୮(ବାବୁଲା ପ୍ରଧାନ): ସୁପୋଷିତ ଓଡ଼ିଶା ମିଶନ ଅଧୀନରେ ପୁଷ୍ଟିହୀନ ଶିଶୁଙ୍କ ସର୍ଭେ କାର୍ଯ୍ୟରେ ସାମିଲ ହେବାକୁ ଥିବା ଜାତୀୟ ସେବା ଯୋଜନା (ଏନଏସଏସ) ସ୍ବେଚ୍ଛାସେବୀଙ୍କୁ ନେଇ ସୋମବାର…

ରାତିରେ ହେଲା ସ୍ବାମୀ-ସ୍ତ୍ରୀ ପାଟିତୁଣ୍ଡ: ସକାଳୁ ମିଳିଲା…

ଲାଞ୍ଜିଗଡ, ୩୧।୮(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଲାଞ୍ଜିଗଡ ଥାନା ଅନ୍ତର୍ଗତ ଭାଟଗୁଡ଼ା ଗ୍ରାମରେ ଏକ ଘରୁ ମହିଳାଙ୍କ ମୃତଦେହ ଉଦ୍ଧାର କରାଯାଇଥିବାବେଳେ ମୃତ୍ୟୁର…

ଝିଆରୀଙ୍କୁ ଲିଫ୍ଟ ଦେଇ ବଳାତ୍କାର ଉଦ୍ୟମ କଲେ ଦାଦା: ବାନ୍ଧିଲା ପୋଲିସ

ପାଟଣା,୩୧।୮(ବୀର କିଶୋର ଦାଶ): ଯୁକ୍ତ୨ ପଢୁଥିବା ଜଣେ ୧୬ ବର୍ଷୀୟା ନାବାଳିକାଙ୍କୁ ସମ୍ପର୍କୀୟ ଦାଦା ବଳାତ୍କାର ଉଦ୍ୟମ କରିଥିବା ଅଭିଯୋଗ ହୋଇଛି। ସୋମବାର ପାଟଣା ପୋଲିସ ଦାଦାଙ୍କୁ…

ପୁଟିନ- ମୋଦିଙ୍କ ମଧ୍ୟରେ ବୈଠକ: ଆଲୋଚନା ଭିତରେ ଆସିଲା ବଡ଼ ଖବର

ନୂଆଦିଲ୍ଲୀ, ୩୧।୮: ଦୁଇ ଦିନିଆ କିର୍ଗିଜସ୍ତାନ ଗସ୍ତରେ ଥିବା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବିଶକେକ୍‌ରେ ପହଞ୍ଚିବା ପରେ ସୋମବାର ସାଂଘାଇ ସହଯୋଗ ସଂଗଠନ (SCO) ବୈଠକରେ ଯୋଗଦେଇଛନ୍ତି।…

୧୩୭ ଅଭିଯୋଗ ଶୁଣିଲେ ଅଧିକାରୀ: ଖୁବଶୀଘ୍ର ସମାଧାନ ପାଇଁ ଦେଲେ ପ୍ରତିଶ୍ରୁତି

ଦିଗପହଣ୍ଡି,୩୧।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ରାଜସ୍ବ ବଙ୍ଗଳା ସଭାଗୃହ ପରିସରରେ ସୋମବାର ଜିଲା ପୋଲିସ ପ୍ରଶାସନ ପକ୍ଷରୁ ମିଳିତ ଜନଶୁଣାଣି ଅନୁଷ୍ଠିତ ହୋଇଯାଇଛି। ଦିଗପହଣ୍ଡି…

ଭଞ୍ଜନଗର ସହରର ବିକାଶ ଉପରେ ଗୁରୁତ୍ୱ: ବିଧାୟକ କହିଲେ, ମିଳିତ ପ୍ରୟାସ ଆବଶ୍ୟକ

ଭଞ୍ଜନଗର,୩୧।୮(ବାବୁଲା ପ୍ରଧାନ): ଭଞ୍ଜନଗର ମ୍ୟୁନିସିପାଲିଟି ପକ୍ଷରୁ ସୋମବାର ସ୍ବାୟତ୍ତ ଶାସନ ଦିବସ ଉତ୍ସାହ ଓ ଉଦ୍ଦୀପନାର ସହ ପାଳିତ ହୋଇଛି। ଏହି ଅବସରରେ ମ୍ୟୁନିସିପାଲିଟି କାର୍ଯ୍ୟାଳୟ ପରିସରରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri