Posted inପୁରୀ

୧୦ଦିନରେ ବିଦେଶ, ରାଜ୍ୟ ବାହାରୁ ୭୮୩ ଫେରନ୍ତା

ନିମାପଡା,୨୮ା୩(ଡି.ଏନ୍‌.ଏ.)- ମହାମାରୀ କରୋନା ସଂକ୍ରମଣ ଭୟରେ ଗତ ୧୭ରୁ ୨୭ତାରିଖ ମଧ୍ୟରେ ବିଦେଶ ତଥା ରାଜ୍ୟ ବାହାରୁ ମୋଟ ୭୮୩ଜଣ ନିମାପଡ଼ା ବ୍ଲକର ବିଭିନ୍ନ ଗ୍ରାମକୁ ଫେରିଛନ୍ତି। ସେଥିମଧ୍ୟରୁ ୧୮ଜଣ ବ୍ୟକ୍ତି ବିଦେଶୀରୁ ଫେରିଥିବାବେଳେ ୭୬୫ଜଣ ବ୍ୟକ୍ତି ଆନ୍ଧ୍ର ପ୍ରଦେଶ, ହରିଆଣା, କେରଳ, ତେଲେଙ୍ଗାନା, ମହାରାଷ୍ଟ୍ର, ଗୁୁଜରାଟ, ତାମିଲାନାଡ଼ୁ, ରାଜସ୍ଥାନ, ଉତ୍ତରାଖଣ୍ଡ, କର୍ନାଟକ, ପଶ୍ଚିମବଙ୍ଗ ଆଦି ରାଜ୍ୟରୁ ନିମାପଡ଼ା ଫେରିଥିବା ପ୍ରଶାସନିକ ଅଧିକାରୀଙ୍କଠାରୁ ଜଣାପଡ଼ିଛି। ତେବେ ଏତେ ସଂଖ୍ୟାରେ ନିମାପଡ଼ାକୁ ଫେରିବାରୁ ଗ୍ରାମବାସୀ ଭୟଭୀତ ହୋଇପଡ଼ିଛନ୍ତି। ଅନ୍ୟପକ୍ଷେ ଅନ୍ୟୁନ ୧୪ଦିନ ପାଇଁ ଏହି ଲୋକମାନେ ହୋମ ଆଇସୋଲେଶନରେ ଏକାକି ସତର୍କତାର ସହ ରହିବାକୁ ପ୍ରଶାସନ ପକ୍ଷରୁ ପରାମର୍ଶ ଦିଆଯାଇଛି। ଏମାନଙ୍କ ଉପରେ ପ୍ରଶାସନ ଓ ସ୍ବାସ୍ଥ୍ୟ ବିଭାଗ କଡ଼ା ନଜର ରଖିଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ପୁରୀ ସମୁଦ୍ର କୂଳରେ ଅଘଟଣ, ସ୍ନାନ ବେଳେ ୫ ପର୍ଯ୍ୟଟକ ବୁଡ଼ି…..

ପୁରୀ,୧୫ା୨(ଅଜିତ୍ କୁମାର ମହାନ୍ତି):  ପୁଣି ପୁରୀ ସମୁଦ୍ରରେ ସ୍ନାନ ବେଳେ ଅଘଟଣ । ସମୁଦ୍ର କୂଳର ସେକ୍ଟର ୨ ଓ ସେକ୍ଟର୧୦ରେ ବୁଡୁବୁଡୁ ପର୍ଯ୍ୟଟକମାନେ ବଞ୍ଚିଯାଇଛନ୍ତି ।…

ଦାଦନ ଶ୍ରମିକ ଗଣେଶଙ୍କ ୨ କିଡ଼ନୀ ନଷ୍ଟ: ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ

କୃଷ୍ଣପ୍ରସାଦ,୧୪।୨(କୈଳାଶ ଚନ୍ଦ୍ର ପଟ୍ଟନାୟକ): ପୁରୀ ଜିଲା କୃଷ୍ଣପ୍ରସାଦ ବ୍ଲକ ଗିଲିନାସି ଗ୍ରାମର ଗଣେଶ ଚନ୍ଦ୍ର ପ୍ରଧାନ (୪୦ ବର୍ଷ)ଙ୍କର ଦୁଇଟି କିଡ଼ନୀ ନଷ୍ଟ ହୋଇଛି। ଓଳିଏ ଖାଇଲେ…

କିନ୍ନର ହତ୍ୟାକାଣ୍ଡ ଅଭିଯୁକ୍ତଙ୍କୁ ପିପିଲି ପୋଲିସର ଏନକାଉଣ୍ଟ, ପୋଲିସକୁ ଗୁଳିମାଡ଼ ପରେ….

ପିପିଲି,୧୧।୨: ପିପିଲିରେ ପୋଲିସର ଏନକାଉଣ୍ଟର । କିନ୍ନର ହତ୍ୟାକାଣ୍ଡ ଅଭିଯୁକ୍ତଙ୍କୁ ପିପିଲି ପୋଲିସ ଏନକାଉଣ୍ଟର କରିଥିବା ସୂଚନା ରହିଛି । ଗତ ୧ ତାରିଖରେ ସିଫା ନିକଟରେ…

ପାଞ୍ଜି, କ୍ୟାଲେଣ୍ଡରରେ ତଥ୍ୟ ନିର୍ଭୁଲ ରହିବ: ଭୁଲ ଛାପିଲେ ହେବ…

ପୁରୀ,୧୦।୨: ପୁରୀ ଶ୍ରୀମନ୍ଦିର କାର୍ଯ୍ୟାଳୟରେ ମଙ୍ଗଳବାର ପଞ୍ଜିକା ସମୀକରଣ ଦ୍ୱିତୀୟ ବୈଠକ ଅନୁଷ୍ଠିତ ହୋଇଯାଇଛି। ବୈଠକ ପରେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢୀ ଗଣମାଧ୍ୟମକୁ ଏକ୍‌…

ଅସମ୍ମାନ ! ଡାଇନିଂ ଟେବୁଲରେ ବସିଲେ, ଚପଲ ପିନ୍ଧି ମହାପ୍ରସାଦ ଖାଇଲେ

ପୁରୀ୯।୨( ଅଜିତ୍ କୁମାର ମହାନ୍ତି ): ପୁଣି ମହାପ୍ରସାଦକୁ ଅପମାନ । ଡାଇନିଂ ଟେବୁଲରେ ଚପଲ ପିନ୍ଧି ବସି ଖାଉଥିବାର ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେବାରେ…

ଉକୁଣୀ ନେଲା କୁନି ଝିଅର ଜୀବନ, ଖପୁରୀକୁ ଆକ୍ରାନ୍ତ କରି…

ପୁରୀ,୯।୨: ପୁରୀ ଜିଲା ବଳଙ୍ଗା ଥାନା ଅନ୍ତର୍ଗତ ଚମ୍ପାଗଡ଼ ସାହିରେ ଏକ ଅଜବ ଘଟଣା ଘଟିଛି। ଉକୁଣୀ ପାଇଁ ୧୨ ବର୍ଷିୟା କୁନି ଝିଅର ମୃତ୍ୟୁ ହୋଇଛି।…

୭ରୁ ଓଡ଼ିଶା-ଜାପାନ ପର୍ବ: ଜାଣନ୍ତୁ ଏହାର ଉଦେଶ୍ୟ

ପୁରୀ,୬ା୨(ଅଜିତ୍‌ କୁମାର ମହାନ୍ତି): ଚଳିତ ମାସ ୭ ଏବଂ ୮ ତାରିଖ ସନ୍ଧ୍ୟାରେ ଇଣ୍ଡିଆ-ଜାପାନ ଫ୍ରେଣ୍ଡଶିିପ୍‌ ସେଣ୍ଟର ପକ୍ଷରୁ ସ୍ଥାନୀୟ ତାଳବଣିଆ ପଡ଼ିଆରେ ଓଡ଼ିଶା-ଜାପାନ ପର୍ବ ଆୟୋଜନ…

ନେତୃତ୍ୱ ଆଶଙ୍କାରେ ବିଜେଡି: କିଏ ହେବେ ଆଗାମୀ ନେତା

ଭୁବନେଶ୍ୱର,୬।୨ (ସୁନିତ୍‌ ମିଶ୍ର):ନିମାପଡ଼ା ନିର୍ବାଚନମଣ୍ଡଳୀରେ ବିଜେଡିର ନେତା କିଏ ହେବେ ତାକୁ ନେଇ ଦଳ ଭିତରେ ବର୍ତ୍ତମାନ ମାନସମନ୍ଥନ ଆରମ୍ଭ ହୋଇଯାଇଛି। ନିମାପଡ଼ା ବିଧାନସଭା କ୍ଷେତ୍ରରୁ ପ୍ରଭାତୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri