Posted inଜାତୀୟ

୧୦ରୁ ସିବିଏସ୍‌ଇ ଦଶମ, ଦ୍ୱାଦଶ ଶ୍ରେଣୀ ଖାତାଦେଖା

ନୂଆଦିଲ୍ଲୀ,୯ା୫-କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ (ସିବିଏସ୍‌ଇ) ଦଶମ ଓ ଦ୍ୱାଦଶ ଶ୍ରେଣୀ ପରୀକ୍ଷା ଖାତାଦେଖା ରବିବାରଠାରୁ ଆରମ୍ଭ ହେଉଛି। ମାନବ ସମ୍ବଳ ବିକାଶ ମନ୍ତ୍ରଣାଳୟ ଏଥିପାଇଁ ଦେଇଥିବା ପ୍ରସ୍ତାବକୁ ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ଅନୁମୋଦନ କରିଛି। କୋଭିଡ୍‌-୧୯ ଜନିତ ଲକ୍‌ଡାଉନ ଯୋଗୁ ଚଳିତ ବର୍ଷ କେତେକ ବିଷୟରେ ପରୀକ୍ଷା ଏପର୍ଯ୍ୟନ୍ତ ହୋଇପାରି ନ ଥିବାବେଳେ ଖାତାଦେଖା ବିଳମ୍ବିତ ହୋଇଛି। ଏଥର ଶିକ୍ଷକଶିକ୍ଷୟିତ୍ରୀମାନେ ସେମାନଙ୍କ ଘରେ ରହି ପରୀକ୍ଷା ଖାତା ମୂଲ୍ୟାୟନ କରିବେ। ଏଥିପାଇଁ ୩୦୦୦ ସ୍କୁଲ୍‌ରୁ ପରୀକ୍ଷା ଖାତାଗୁଡ଼ିକୁ ମୂଲ୍ୟାୟନ କରିବାକୁ ଥିବା ଶିକ୍ଷକମାନଙ୍କ ଘରକୁ ପଠାଯିବ। ମୂଲ୍ୟାୟନ ପ୍ରକ୍ରିୟା ୫୦ ଦିନରେ ଶେଷ ହେବ ବୋଲି ଆଶା କରାଯାଉଛି। ଚଳିତ ବର୍ଷ ଦଶମ ଶ୍ରେଣୀରେ ପାଖାପାଖି ୧୮ ଲକ୍ଷ ଓ ଦ୍ୱାଦଶ ଶ୍ରେଣୀରେ ୧୨ ଲକ୍ଷ ପିଲା ବୋର୍ଡ ପରୀକ୍ଷା ଦେଇଥିଲେ। ମାନବ ସମ୍ବଳ ବିକାଶ ମନ୍ତ୍ରୀ ରମେଶ ପୋଖ୍‌ରିୟାଲ ନିଶଙ୍କଙ୍କ କହିବା ଅନୁଯାୟୀ ୩୦୦୦ ସ୍କୁଲରେ ଖାତାଦେଖା ପାଇଁ ଅନୁମତି ମିଳିଛି। ଉକ୍ତ ସ୍କୁଲ୍‌ରୁ ପରୀକ୍ଷା ଖାତାକୁ ଶିକ୍ଷକମାନଙ୍କ ଘରକୁ ପଠାଯିବ।


Enter your email to get our daily news in your inbox.

All Right Reserved By Dharitri.Com

‘୪୦୦ ପାର୍‌ ସଙ୍କଳ୍ପ ମୁସ୍କିଲ’, ପ୍ରଧାନମନ୍ତ୍ରୀଙ୍କୁ ଚିଠି ଲେଖିଲେ ଭାଜପାର ବରିଷ୍ଠ ନେତା

ନୂଆଦିଲ୍ଲୀ,୨୦।୪: ଲୋକ ସଭା ନିର୍ବାଚନର ପ୍ରଥମ ପର୍ଯ୍ୟାୟ ମତଦାନ ଶେଷ ହୋଇଛି। ଚତୁର୍ଥ ପର୍ଯ୍ୟାୟରେ କାନପୁର ଲୋକ ସଭା ଆସନରେ ଭୋଟିଂ ଅନୁଷ୍ଠିତ ହେବ, କିନ୍ତୁ...

ଇନ୍‌ଷ୍ଟାଗ୍ରାମ ରିଲ୍‌ କରିବା କାଳ ହେଲା

ନୂଆଦିଲ୍ଲୀ,୨୦ା୪: ଉତ୍ତରପ୍ରଦେଶର ଏକ ଗ୍ରାମରେ ଜଣେ ୨୧ ବର୍ଷୀୟ ଯୁବକ ଇନ୍‌ଷ୍ଟାଗ୍ରାମ ରିଲ୍‌କୁ ଭାଇରାଲ କରିବାକୁ ଉଦ୍ୟମ କରି ପ୍ରାଣ ହରାଇଛନ୍ତି। ଶିବମ୍‌ କୁମାର ନାମକ...

ହିନ୍ଦୀ ନ କହିବାରୁ କନ୍ନଡ଼ ଅଭିନେତ୍ରୀଙ୍କୁ ଆକ୍ରମଣ

ବେଙ୍ଗାଲୁରୁ, ୨୦।୪: କନ୍ନଡ଼ ଅଭିନେତ୍ରୀ ହର୍ଷିକା ପୁନାଚାଙ୍କୁ ୨ ଦିନ ତଳେ କେତେଜଣ ଦୁର୍ବୃତ୍ତ ଆକ୍ରମଣ କରିଥିବା ଶୁକ୍ରବାର ସେ ନିଜ ଫେସବୁକରେ ପୋଷ୍ଟ କରି...

୧୦୨ ଆସନରେ ୬୦% ମତଦାନ

ନୂଆଦିଲ୍ଲୀ,୨୦ା୪(ପି.ଟି.): ୨୧ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳର ୧୦୨ଟି ଆସନରେ ପ୍ରଥମ ପର୍ଯ୍ୟାୟ ଲୋକ ସଭା ନିର୍ବାଚନ ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି। ଭୋଟିଂ ଶେଷ ସୁଦ୍ଧା...

‘ଦୂରଦର୍ଶନର ଗୈରିକୀକରଣ’

ନୂଆଦିଲ୍ଲୀ,୨୦ା୪: ସରକାରୀ ନ୍ୟୁଜ୍‌ ଚ୍ୟାନେଲ୍‌ ‘ଡିଡି ନ୍ୟୁଜ୍‌’ ଏହାର ନୂଆ ଲୋଗୋ ଉନ୍ମୋଚନ କରିବା ପରେ ଏହାକୁ ନେଇ ସୋସିଆଲ ମିଡିଆରେ ଜୋର୍‌ଦାର ପ୍ରତିକ୍ରିୟା ପ୍ରକାଶ...

ପ୍ରଧାନମନ୍ତ୍ରୀ ମୋଦିଙ୍କ ବିପକ୍ଷରେ ପ୍ରାର୍ଥୀ ବଦଳାଇଲା ବିଏସ୍‌ପି

ଲକ୍ଷ୍ନୌ,୧୯।୪: ଲୋକ ସଭା ନିର୍ବାଚନ ୨୦୨୪ ପାଇଁ ବିଏସ୍‌ପି ଏହାର ପ୍ରାର୍ଥୀଙ୍କ ଆଉ ଏକ ତାଲିକା ପ୍ରକାଶ କରିଛି। ଏହି ତାଲିକାରେ ମୋଟ ୧୧ ଜଣ...

କଂଗ୍ରେସ ପ୍ରାର୍ଥୀ ପାଇଁ ପ୍ରଚାର କଲେ ଶାହାରୁଖ ଖାନ୍‌! ଭିଡିଓ ଭାଇରାଲ

ନୂଆଦିଲ୍ଲୀ,୧୯।୪: କଂଗ୍ରେସ ପାଇଁ ପ୍ରଚାର କଲେ ବଲିଉଡର କିଙ୍ଗ ଖାନ୍‌ ଶାହରୁଖ ଖାନ୍‌। ଆଗାମୀ ଲୋକ ସଭା ନିର୍ବାଚନ ପାଇଁ କଂଗ୍ରେସ ପ୍ରାର୍ଥୀଙ୍କ ପାଇଁ ଷ୍ଟାର...

‘ଭାଜପାର ପ୍ରଥମ ଦିନ ଫ୍ଲପ୍‌ ହୋଇଗଲା’

ଲକ୍ଷ୍ନୌ,୧୯।୪: ସମାଜବାଦୀ ପାର୍ଟୀ ନେତା ଅଖିଳେଶ ଯାଦବ ଲୋକ ସଭା ନିର୍ବାଚନର ପ୍ରଥମ ଦିନର ଭୋଟିଂକୁ ନେଇ ଭାଜପାକୁ କଟାକ୍ଷ କରିଛନ୍ତି। ଭାଜପାର ପ୍ରଥମ ଦିନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri