୧୦୦ରୁ ଉର୍ଦ୍ଧ୍ୱ ମହିଳାଙ୍କୁ ବଳାତ୍କାର କରିଥିବା ୭୧ବର୍ଷୀୟ ବୃଦ୍ଧ ଗିରଫ

ଲୁଇସିୟାନା, ୧୮।୪: ବଳାତ୍କାର ଅଭିଯୋଗରେ ଜଣେ ୭୧ବର୍ଷୀୟ ବୃଦ୍ଧଙ୍କୁ ପୋଲିସ ଗିରଫ କରିଛି। ତାଙ୍କ ନାଁରେ ୧୦୦ରୁ ଉର୍ଦ୍ଧ୍ୱ ମହିଳାଙ୍କୁ ବଳାତ୍କାର କରିଥିବା ଅଭିଯୋଗ ହୋଇଛି। ସେଥିମଧ୍ୟରୁ ଅଧିକାଂଶ ନାବାଳିକା। ସୂଚନାଯୋଗ୍ୟ, ଆମେରିକାର ଲୁଇସିୟାନା ସହରରେ ବାସ କରୁଥିବା ଫାଉଣ୍ଟେନ ନାମକ ଏହି ବ୍ୟକ୍ତି ୧୯୭୦ରୁ ଏଭଳି ଜଘନ୍ୟ କାଣ୍ଡ କରିବା ଆରମ୍ଭ କରିଥିଲେ। କିନ୍ତୁ ପ୍ରମାଣ ଅଭାବରୁ ବର୍ତ୍ତି ଯାଉଥିଲେ। ଗତ ଏପ୍ରିଲ ୯ରେ ତାଙ୍କୁ ପୋଲିସ ଗିରଫ କରିଥିଲା। ଜେରାବେଳେ ପୋଲିସ ଆଗରେ ସବୁ ସତ ଘଟଣା ପ୍ରକାଶ କରିଥିଲେ ଫାଉଣ୍ଟେନ।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାକୁ ଅବହେଳା: ଖୋର୍ଦ୍ଧା-ନୟାଗଡ଼ ୪ ଲେନ୍‌ ପ୍ରସ୍ତାବ ଖାରଜ କଲେ ସରକାର

ଖୋର୍ଦ୍ଧା,୨୧ା୫: ଓଡ଼ିଶା ପ୍ରତି କେନ୍ଦ୍ର ସରକାରଙ୍କ ଅବହେଳା। ଖୋର୍ଦ୍ଧା-ନୟାଗଡ଼ ୪ ଲେନ୍‌ ଜାତୀୟ ରାଜପଥ ପ୍ରକଳ୍ପ ପ୍ରସ୍ତାବକୁ ଖାରଜ କରିଦେଇଛନ୍ତି କେନ୍ଦ୍ର ସରକାର। ରାସ୍ତାକୁ ୨ରୁ ୪-ଲେନ୍‌…

ସ୍ୱାସ୍ଥ୍ୟକର୍ମଚାରୀ ଅଭାବକୁ ନେଇ ତାତିଲେ ଗ୍ରାମବାସୀ, ଦୋକାନ ବନ୍ଦ କରି ରାସ୍ତାରେ ବସିଲେ

ଗଜପତି,୨୧।୫(ଗିରିଧାରୀ ପରିଛା): ଡାକ୍ତର, ଫାର୍ମାସିଷ୍ଟ ଓ ସ୍ୱାସ୍ଥ୍ୟକର୍ମଚାରୀ ଅଭାବ ହେତୁ ଗୋଶାଣି ବ୍ଲକ ଗାରାବନ୍ଧ ଗ୍ରାମରେ ରାଜରାସ୍ତାକୁ ଓହ୍ଲାଇଲେ ଲୋକେ । ଦୋକାନ ବନ୍ଦ କରିବା ସହିତ…

ଘରୋଇ ହଷ୍ଟେଲର ୩ ମହଲା ଛାତରୁ ପଡି ସ୍କୁଲ ଛାତ୍ର ଗୁରୁତର, କଟକ ମେଡିକାଲରେ ଭର୍ତ୍ତିି

ନୀଳଗିରି, ୨୧।୫(ପ୍ରଶାନ୍ତ କୁମାର ବିଶ୍ବାଳ): ଘରୋଇ ମେସର ୩ ମହଲା ଛାତରୁ ଖସି ଛାତ୍ର ଗୁରୁତର ହୋଇ କଟକ ମେଡିକାଲକୁ ସ୍ଥାନାନ୍ତର ହୋଇଛନ୍ତି। ଛାତତ୍ର ଜଣଙ୍କ ନୀଳଗିରି…

ବିଜ୍ଞାନରେ ଏତିକି ନମ୍ବର ରଖି ଦୁଇ ଜଣ ହେଲେ ବ୍ଲକ ଟପ୍ପର : ସଫଳତା ପାଇଁ ଅଧ୍ୟାପକ, ପରିବାରଙ୍କୁ ଦେଲେ ଶ୍ରେୟ

ଛତ୍ରପୁର,୨୧।୫(ଦିଲ୍ଲୀପ ସାମଲ): ପ୍ରକାଶ ପାଇଛି ଯୁକ୍ତ୨ ରେଜଲ୍ଟ । ଏହି ଅବସରରେ ବିଜ୍ଞାନ ବିଭାଗରେ ଦୁଇ ଛାତ୍ର ଛତ୍ରପୁର ବ୍ଲକ ଟପ୍ପର ହୋଇଛନ୍ତି । ଗୋବିନ୍ଦପୁର ସ୍ଥିତ…

ଯୁକ୍ତ ୨ ପରୀକ୍ଷାରେ ୯୯.୫% ନମ୍ବର ରଖି ସଫଳତା ପାଇଲେ କୁନ୍ତୀ, ଚାରିଆଡୁ ଆସୁଛି ଶୁଭେଚ୍ଛା

ବୀରମହାରାଜପୁର,୨୧।୫ (ଯୁଗଳ କିଶୋର ମିଶ୍ର ): ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱାରା ପରିଚାଳିତ ଦ୍ବାଦଶ ଶ୍ରେଣୀ (ଯୁକ୍ତ୨) ପରୀକ୍ଷା ବୁଧବାର ପ୍ରକାଶ ପାଇଛି । ସୁବର୍ଣ୍ଣପୁର…

ଦୁର୍ଗାମାଧବ ରାଜ୍ୟରେ ଦ୍ୱିତୀୟ: ଛୁଟୁଛି ଶୁଭେଚ୍ଛାର ସୁଅ

ଗଞ୍ଜାମ,୨୧।୫(ବିଦ୍ୟାଧର ସାହୁ): ଚଳିତବର୍ଷ ଯୁକ୍ତଦୁଇ ବିଜ୍ଞାନରେ ରାଜ୍ୟରେ ୨ୟ ସ୍ଥାନ ଅଧିକାର କରିଛନ୍ତି ଦୁର୍ଗାମାଧବ ବାରିକ l ଗଞ୍ଜାମ ସହର ଦୁର୍ଗାଦେବୀ ସାହି ବାସିନ୍ଦା ତଥା ଶିକ୍ଷକ…

୧୫୦ବର୍ଷ ପୂର୍ବଠାରୁ ବଳିଯିବ ୨୦୨୬ର ମହାପ୍ରଳୟ! ଚମକାଇଲା ପାଣିପାଗ ରିପୋର୍ଟ

ଭୁବନେଶ୍ୱର,୨୧।୫: ଗୋଟିଏ କଥା ନିଶ୍ଚିତ; ଏବର୍ଷ ଅଧିକ ଗରମ ହେବ କାରଣ ‘ଏଲ ନିନୋ’ ନିଜର ଉପସ୍ଥିତି ଜାହିର କରିବ। ଆପଣ ଏହା ପୂର୍ୱରୁ ଶୁଣିଥିବେ, କିନ୍ତୁ…

ଗୋଡାଇ ଗୋଡାଇ ଅପରାଧୀଙ୍କୁ ଏନକାଉଣ୍ଟର କଲା ପୋଲିସ: ପୋଲିସ ଡିଜିଙ୍କ ଚରମବାଣୀ ପରେ…

ବ୍ରହ୍ମପୁର, ୨୧/୫(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ଗିରିରୋଡ ଆକ୍ରମଣ ଘଟଣାରେ ଅଭିଯୁକ୍ତ ମୁକେଶ ସାହୁକୁ ଏନକାଉଣ୍ଟର କରାଯାଇଛି। ଡିଜିଙ୍କ ଚରମବାଣୀ ପରେ ଅପରାଧୀଙ୍କୁ କାଉଣ୍ଟର ପାଇଁ ଏନକାଉଣ୍ଟର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri