Posted inଖେଳ

୧୦୦ରୁ ଊର୍ଦ୍ଧ୍ୱ ମହିଳାଙ୍କ ସହ ଶାରୀରିକ ସମ୍ପର୍କ ରଖିଥିଲେ ଏହି ପ୍ରସିଦ୍ଧ ଖେଳାଳି

ବିଶ୍ୱ ଗଲ୍‌ଫର ସବୁଠୁ ବଡ଼ ନାମ ଟାଇଗର ଉଡ୍ସ। ଏହି ପ୍ରସିଦ୍ଧ ଖେଳାଳି ଏକଦା ୧୨୧ ମହିଳାଙ୍କ ସହ ଶାରୀରିକ ସମ୍ପର୍କ ରଖିଥିବା ନିଜ ଆଡୁ କହିଥିଲେ। ଏହି ତାଲିକାରେ ଫ୍ଲୋରିଡାରେ ତାଙ୍କ ପଡ଼ୋଶୀଙ୍କ ୨୧ ବର୍ଷୀୟା ଝିଅ ରିଚେଲ କୁଡରିଟ ମଧ୍ୟ ସାମିଲ ଅଛନ୍ତି। ଏ ସମ୍ପର୍କରେ ଜାଣିବା ପରେ ଟାଇଗରଙ୍କ ପତ୍ନୀ ଇଲିନ ନର୍ଡେଗ୍ରେନ ଅଫିସିଆଲ ଡିଭୋର୍ସ ନିଷ୍ପତ୍ତି ନେଇଥିଲେ। ଏହି ମାମଲାର ସେଟଲମେଣ୍ଟ ପାଇଁ ଉଡ୍ସଙ୍କୁ ୫୦୦ ନିୟୁତ ଆମେରିକୀୟ ଡଲାର ଦେବାକୁ ପଡ଼ିଥିଲା, ଯାହାର ମୂଲ୍ୟ ଭାରତୀୟ ମୁଦ୍ରାରେ ୫୦ କୋଟି ଟଙ୍କା। ଟାଇଗର ଅନ୍ୟ ମହିଳାଙ୍କ ସହ ଶାରୀରିକ ସମ୍ପର୍କ ରଖିଥିବା ବିଷୟ ପ୍ରଥମେ ପ୍ରକାଶ ପାଇବା ପରେ ଗୋଟିଏ ପରେ ଗୋଟିଏ ମହିଳା ଆଗକୁ ଆସିଥିଲେ। ଏହି ତାଲିକାରେ ପର୍ନ କୁଇନ ଡେଭନ ଜେମ୍ସ ମଧ୍ୟ ରହିଛନ୍ତି। ଏମାନଙ୍କ ମଧ୍ୟରୁ ଅନ୍ୟତମ ଜେମି ଜଙ୍ଗର୍ସ କହିଥିଲେ, ଯେଉଁଦିନ ଉଡ୍ସଙ୍କ ବାପାଙ୍କ ଦେହାନ୍ତ ହୋଇଥିଲା, ସେଦିନ ମଧ୍ୟ ଉଭୟେ ରୋମାନ୍ସ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସେମିଫାଇନାଲରେ ଡାର୍କ ବ୍ଲ୍ୟୁ ଜର୍ସି ପିନ୍ଧିବାକୁ ଫିଫାକୁ କାହିଁକି ଅନୁରୋଧ କଲା ଆର୍ଜେଣ୍ଟିନା, ଜାଣନ୍ତୁ…

ମାୟାମି,୧୪ା୭: ଚଳିତ ଫିଫା ବିଶ୍ୱକପ୍‌ରେ ବୁଧବାର ଦ୍ୱିତୀୟ ସେମିଫାଇନାଲରେ ଡିଫେଣ୍ଡିଂ ଚାମ୍ପିୟନ ଆର୍ଜେଣ୍ଟିନା ଓ ଇଂଲଣ୍ଡ ପରସ୍ପରକୁ ଭେଟିବାକୁ ଯାଉଛନ୍ତି। ଏହି ହାଇ ପ୍ରୋଫାଇଲ ମୁକାବିଲା ପାଇଁ…

ଟ୍ରେନରେ ଯିବେ ବରଯାତ୍ରୀ! ବୁକ୍ କରିପାରିବେ ପୂରା କୋଚ୍ କିମ୍ବା ସ୍ପେଶାଲ ଟ୍ରେନ୍: ଜାଣନ୍ତୁ କେମିତି ଓ କେତେ ଖର୍ଚ୍ଚ ହେବ…

ନୂଆଦିଲ୍ଲୀ,୧୪ା୭: ବିବାହ ଋତୁ ହେଉ, କୌଣସି ଧାର୍ମିକ ଯାତ୍ରାରେ ଶତାଧିକ ଲୋକଙ୍କୁ ଏକାଠି ଯିବାର ଥାଉ କିମ୍ବା କୌଣସି ସଂସ୍ଥାର ଏକ ବଡ଼ ଟିମ୍‌କୁ ଗୋଟିଏ ଟ୍ରେନରେ…

ମ୍ୟାଲେରିଆରେ ଚାଲିଗଲା ଆଶ୍ରମ ସ୍କୁଲ ଛାତ୍ରଙ୍କ ଜୀବନ, ଚିନ୍ତାରେ ପ୍ରଶାସନ

ରାୟଗଡ଼ା,୧୪।୭(କୈଳାଶ ଚନ୍ଦ୍ର ପୃଷ୍ଟି): ରାୟଗଡ଼ା ଜିଲାରେ ମ୍ୟାଲେରିଆ ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ବିଶେଷକରି ଅନୁସୂଚିତ ଜାତି ଓ ଜନଜାତି ବିଭାଗ ଦ୍ୱାରା ପରିଚାଳିତ ଆଶ୍ରମ…

ଘର ବାରଣ୍ଡାରେ ଶୋଇଥିବା ଦେଖି ମହିଳାଙ୍କୁ ବଳାତ୍କାର ଉଦ୍ୟମ, ପାଟି କରିବାରୁ ମାରିଥିଲେ ଚମ୍ପଟ , ଆଉ ଏବେ…

ଦିଗପହଣ୍ଡି,୧୪।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅନ୍ତର୍ଗତ ଏକ ଗାଁର ଜଣେ ୫୨ ବର୍ଷୀୟା ମହିଳାଙ୍କୁ ବଳାତ୍କାର ଉଦ୍ୟମ ପରେ ତଣ୍ଟି ଚିପି ହତ୍ୟା…

ବଙ୍ଗୋପସାଗରରେ ବଡ଼ ହଲଚଲ: ୨ ଦିନ ପ୍ରବଳରୁ ଅତି ପ୍ରବଳ ବର୍ଷା, ୩ ଜିଲ୍ଲାକୁ ରେଡ୍ ଆଲର୍ଟ

ନୂଆଦିଲ୍ଲୀ,୧୪ା୭: ପାଣିପାଗକୁ ନେଇ ବଡ଼ ଅପଡେଟ୍‌ । ରାଜ୍ୟରେ ବର୍ଷାର ପ୍ରକୋପ ଆହୁରି ବଢ଼ିବାକୁ ଯାଉଛି । ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଉତ୍ତର ଉପକୂଳ ଓଡ଼ିଶା…

ବୈଠକ ପରେ ସ୍ବାସ୍ଥ୍ୟମନ୍ତ୍ରୀଙ୍କ ବଡ଼ ସୂଚନା: କୋଭିଡକୁ ନେଇ ସରକାର…

ଭୁବନେଶ୍ୱର,୧୪।୭: କୋଭିଡ ମୁକାବିଲା ବୈଠକ ପରେ ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ ସୂଚନା ଦେଇଛନ୍ତି। ମନ୍ତ୍ରୀ କହିଛନ୍ତି, କୋଭିଡକୁ ନେଇ ଭୟଭୀତ ହୁଅନ୍ତୁ ନାହିଁ, ସରକାର ସଜାଗ ଅଛନ୍ତି।…

ଟସ୍‌ ଜିତିଲା ଇଂଲଣ୍ଡ: ଭାରତୀୟ ଦଳରେ ବଡ଼ ପରିବର୍ତ୍ତନ

ବର୍ମିଂହାମ,୧୪।୭: ବର୍ମିଂହାମର ଏଜବାଷ୍ଟନରେ ଖେଳାଯାଉଥିବା ପ୍ରଥମ ଦିନିକିଆରେ ଇଂଲଣ୍ଡ ଅଧିନାୟକ ହ୍ୟାରି ବ୍ରୁକ ଟସ ଜିତି ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଛନ୍ତି। ଫଳରେ ଟିମ ଇଣ୍ଡିଆ…

ମହାନଦୀ ବ୍ରିଜରୁ ଡେଇଁପଡିଲେ ଯୁବକ, କାହିଁକି ଜାଣନ୍ତୁ…

ସମ୍ବଲପୁର,୧୪।୭: ସମ୍ବଲପୁର ମହାନଦୀ ଚାଉଁରପୁର ବ୍ରିଜ୍‌ରୁ ଜଣେ ଯୁବକ ନଦୀକୁ ଡେଇଁପଡିଥିଲେ। ହେଲେ ଡେଇଁ ପଡିଥିବା ଯୁବକଙ୍କୁ ସୁରକ୍ଷିତ ଭାବେ ଉଦ୍ଧାର କରାଯାଇଛି। ପରେ ତାଙ୍କୁ ମେଡିକାଲରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri